ଗଞ୍ଜାମ

ବ୍ରହ୍ମପୁର ବିଧାନସଭାରେ ବିଜେଡି ଆଗୁଆ

ବ୍ରହ୍ମପୁର ଅଫିସ,୨୩ା୫- ବ୍ରହ୍ମପୁର ବିଧାନସଭା ନିର୍ବାଚନ ମଣ୍ଡଳୀର ପ୍ରଥମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେଡି ଆଗୁଆ ରହିଛି। ବିଜେଡିର ବିକ୍ରମ ପଣ୍ଡାଙ୍କୁ ୩ ହଜାର ୬୯୪ ଭୋଟ ମିଳିଛି। ତାଙ୍କ ପଛକୁ ରହିଛନ୍ତି ଭାଜପାର କାହ୍ନୁଚରଣ ପତି। ତାଙ୍କୁ...

ଗୋପାଳପୁର ବିଧାନସଭାରେ ବିଜେଡି ଆଗୁଆ

ବ୍ରହ୍ମପୁର ଅଫିସ,୨୩ା୫ : ପ୍ରଥମ ରାଉଣ୍ଡ ଭୋଟ ଗଣତି ସୁଦ୍ଧା ଗୋପାଳପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡିର ପ୍ରଦୀପ କୁମାର ପାଣିଗ୍ରାହୀ ଆଗୁଆ ଅଛନ୍ତି। ପ୍ରଦୀପଙ୍କୁ ୨୩୮୩ ଖଣ୍ଡ ଭୋଟ ମିିଳିଥିବାବେଳେ ଭାଜପାର ବିଭୂତି ଭୂଷଣ ଜେନାଙ୍କୁ ୧୭୬୨ ଖଣ୍ଡ ଭୋଟ...

କନ୍ଧମାଳ ବିଜେଡି ଲୋକସଭା, ବିଧାନସଭା ପ୍ରାର୍ଥୀ ଆଗୁଆ

ଫୁଲବାଣୀ/ଜି.ଉଦୟଗିରି,୨୩।୫(ଡି.ଏନ୍‌.ଏ.)- ପ୍ରଥମ ରାଉଣ୍ଡ ଗଣତି ଶେଷ ସୁଦ୍ଧା କନ୍ଧମାଳ ଲୋକସଭା ବିଜେଡି ପ୍ରାର୍ଥୀ ଅଚ୍ୟୁତ ସାମନ୍ତ ୧୯୨୯ ଭୋଟ ପାଇଥିବାବେଳେ ଭାଜପା ପ୍ରାର୍ଥୀ ଐରଖାରବେଳ ସ୍ବାଇଁ ୧୩୫୬ ଭୋଟ ପାଇଛନ୍ତି। ସେହିପରି ପ୍ରଥମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଫୁଲବାଣୀ...

ଗଣତି ଚାଲିଛି ପୋଷ୍ଟାଲ ବାଲଟ

ଛତ୍ରପୁର,୨୩।୫(ଡି.ଏନ୍‌.ଏ.)- ଗଞ୍ଜାମ ଜ଼ିଲା ଆସିକା ଲୋକସଭା ଆସନ ପାଇଁ ପୋଷ୍ଟାଲ ବାଲଟର ଗଣତି ଛତ୍ରପୁର ସ୍ଥିତ ଜ଼ିଲାପାଳଙ୍କ ସମ୍ମିଳନୀ କକ୍ଷରେ ଚାଲିଛି। ରିଟର୍ଣ୍ଣିଂ ଅଫିସର ତଥା ଜ଼ିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଉପସ୍ଥିତିରେ ଏହି ଗଣତି ଚାଲିଛି। ଅପରପକ୍ଷରେ ଇଭିଏମ୍‌ରେ...

କନ୍ଧମାଳ ଲୋକସଭା, ଫୁଲବାଣୀ ବିଧାନସଭା କ୍ଷେତ୍ରରେ ବିଜେଡି ଆଗୁଆ

ଫୁଲବାଣୀ/ଜି.ଉଦୟଗିରି,୨୩।୫(ଡି.ଏନ୍‌.ଏ.)- ପ୍ରଥମ ରାଉଣ୍ଡ ଗଣତି ଶେଷ ସୁଦ୍ଧା କନ୍ଧମାଳ ଲୋକସଭା ବିଜେଡି ପ୍ରାର୍ଥୀ ଅଚ୍ୟୁତ ସାମନ୍ତ ୧୯୨୯ ଭୋଟ ପାଇଥିବାବେଳେ ଭାଜପା ପ୍ରାର୍ଥୀ ଐରଖାରବେଳ ସ୍ବାଇଁ ୧୩୫୬ ଭୋଟ ପାଇଛନ୍ତି। ସେହିପରି ପ୍ରଥମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଫୁଲବାଣୀ...

ଭଞ୍ଜନଗର, ଆସିକା, ସୋରଡାରେରେ ବିଜେଡି ଆଗୁଆ

ଭଞ୍ଜନଗର,୨୩।୫(ଡି.ଏନ୍‌.ଏ.)- ଭଞ୍ଜନଗର, ଆସିକା, ସୋରଡା ନିର୍ବାଚନ ମଣ୍ଡଳୀରେ ପ୍ରଥମ ରାଉଣ୍ଡ ଗଣତି ଶେଷ ହୋଇଛି। ଏଥିରେ ବିଜେଡି ପ୍ରାର୍ଥୀ ଆଗୁଆ ରହିଛନ୍ତି। ଭଞ୍ଜନଗର ବିଜେଡି ବିଧାୟକ ପ୍ରାର୍ଥୀ ବିକ୍ରମ କେଶରୀ ଆରୁଖ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ପ୍ରଦ୍ୟୁମ୍ନ ନାୟକଙ୍କ...

ଭଞ୍ଜନଗରରେ ବିଜେଡି ଆଗୁଆ

ଭଞ୍ଜନଗର,୨୩।୫(ଡି.ଏନ୍‌.ଏ.)- ଭଞ୍ଜନଗର ନିର୍ବାଚନ ମଣ୍ଡଳୀରେ ପ୍ରଥମ ରାଉଣ୍ଡ ଗଣତି ଶେଷ ହୋଇଛି। ଏଥିରେ ବିଜେଡି ପ୍ରାର୍ଥୀ ବିକ୍ରମ କେଶରୀ ଆରୁଖ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ପ୍ରଦ୍ୟୁମ୍ନ ନାୟକଙ୍କ ଠାରୁ ୪୨୩ ଭୋଟରେ ଆଗୁଆ ଅଛନ୍ତି। ସେହିପରି ସୋରଡା ନିର୍ବାନ...

କଂଗ୍ରେସ ବିଧାୟକ ପ୍ରାର୍ଥୀଙ୍କୁ ଗୁଳି

ବ୍ରହ୍ମପୁର ଅଫିସ,୨୩ା୫: କିଛିଦିନର ନୀରବତା ପରେ ପୁଣି ଥରେ ବ୍ରହ୍ମପୁରରେ ଦୁର୍ବୃତ୍ତଙ୍କ ଆତଙ୍କରାଜ ଦେଖିବାକୁ ମିଳିଛି। ଗୁରୁବାର ସାଧାରଣ ନିର୍ବାଚନର ଭୋଟ ଗଣତି ହେବାକୁ ଥିବାବେଳେ ବୁଧବାର ରାତି ପ୍ରାୟ ୯ଟାବେଳେ ଆସିକା କଂଗ୍ରେସ ବିଧାୟକ ପ୍ରାର୍ଥୀ ମନୋଜ ଜେନାଙ୍କୁ...

ଦାରିଙ୍ଗବାଡ଼ି ଅଞ୍ଚଳରେ କାଜୁ ଚାଷ ନୈରାଶ୍ୟଜନକ

ଦାରିଙ୍ଗବାଡି,୨୩।୫(ଡି.ଏନ.ଏ)-ଦାରିଙ୍ଗବାଡି ବ୍ଲକ ଅଞ୍ଚଳ ସମେତ ପଡୋଶୀ ଜିଲା ଗଜପତିର ପାଣିଗଣ୍ଡା, କଟାମାହା ଆଦି ଅଞ୍ଚଳରେ ଏବେ କାଜୁ ଚାଷ ପ୍ରତି ଆଗ୍ରହ ବୃଦ୍ଧି ପାଉଛି। ତେବେ ଚଳିତ ବର୍ଷ କାଜୁ ଫସଲରେ ଚାଷୀଙ୍କୁ ନିରାଶ ହେବାକୁ ପଡିଛି। ଯେତିକି କାଜୁ...

ଆମ୍ବପୁଆ ଷ୍ଟେଟ ବ୍ୟାଙ୍କ ଶାଖା ସ୍ଥାନାନ୍ତରଣକୁ ବିରୋଧ: ମିଳିତ କ୍ରିୟାନୁଷ୍ଠାନ କମିିିଟିର ଦାବିପତ୍ର

ବ୍ରହ୍ମପୁର ଅଫିସ,୨୩ା୫-ବ୍ରହ୍ମପୁର ଆମ୍ବପୁଆ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଶାଖା ସ୍ଥାନାନ୍ତରଣକୁ ନେଇ ଜନଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। ଶରଧାବାଲିରେ ଥିବା ଏହି ବ୍ରାଞ୍ଚକୁ ଖୋଡାସିଙ୍ଗି ଏଡିବି ଶାଖା ସହ ମିଶ୍ରଣ କରାଯିବାକୁ ଯୋଜନା କରାଯାଉଥିବା ବେଳେ ଏହାକୁ ସ୍ଥାନୀୟ...

ପୋଲିସ ହେପାଜତରୁ ଅଭିଯୁକ୍ତ ଚମ୍ପଟ

ବ୍ରହ୍ମପୁର ଅଫିସ,୨୩ା୫: ଟାଉନ ଥାନାରୁ ବୁଧବାର ମଧ୍ୟାହ୍ନରେ ପୋଲିସକୁ ଚକ୍‌ମା ଦେଇ ଜଣେ ଅଭିଯୁକ୍ତ ଚମ୍ପଟ ମାରିଛନ୍ତି । ସେ ହେଲେ ମହମ୍ମଦ ଇମରାନ। ଏକ ହତ୍ୟା ଉଦ୍ୟମ ମାମଲାରେ ସେ ସମ୍ପୃକ୍ତ ଥିବା ବେଳେ ତାଙ୍କୁ ସଦର ଥାନାରେ...

ମହିଳାଙ୍କୁ ନିର୍ଯାତନା, ଶାଶୁଘର ଲୋକଙ୍କ ନାଁରେ ଏତଲା

ଆର.ଉଦୟଗିରି,୨୩ା୫(ଡି.ଏନ.ଏ.)-ଆର.ଉଦୟଗିରି ଥାନା ସରଳାପଦର ଗ୍ରାମର ଜଣେ ମହିଳାଙ୍କୁ ଶାଶୁଘର ଲୋକେ ନିର୍ଯାତନା ଦେଉଥିବା ଅଭିଯୋଗ ହୋଇଛି। ବିବାହର ୧୩ ବର୍ଷ ପରେ ନିର୍ଯାତନାର ଶିକାର ହୋଇଥିବା ନାରାୟଣୀ ନାୟକଙ୍କ ଏତଲାକ୍ରମେ ନଂ.୫୫/୧୯ରେ ମାମଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image