ବ୍ରହ୍ମପୁର ବଡ଼ ମେଡିକାଲସ୍ଥିତ ରକ୍ତଭଣ୍ଡାରରେ ରକ୍ତ ଅଭାବ: ସମସ୍ୟାର ମୁକାବିଲା ପାଇଁ ଅଣ୍ଟାଭିଡିଲା ବିଭିନ୍ନ ସଙ୍ଗଠନ ବ୍ରହ୍ମପୁର ଅଫିସ,୨୬।୫: ଗଞ୍ଜାମ ଜିଲା ବ୍ରହ୍ମପୁର ବଡ଼ ମେଡ଼ିକାଲସ୍ଥିତ ରକ୍ତଭଣ୍ଡାରରେ ରକ୍ତର ଘୋର ଅଭାବ ଦେଖା ଦେଉଛି। ଏଣୁ ରକ୍ତ ଅଭାବ ଯୋଗୁ ଗୁରୁତର ରୋଗୀଙ୍କୁ ଆବଶ୍ୟକ ସ୍ଥଳେ ରକ୍ତ ଦିଆଯାଇପାରୁନି। ପ୍ରବଳ ଗ୍ରୀଷ୍ମପ୍ରବାହ ପାଇଁ ରକ୍ତଦାନ ଶିବିର ଆୟୋଜନ...
୫୦ ହଜାର ଚାଷୀ ବିକି ପାରିଲେନି ଧାନ ଛତ୍ରପୁର,୨୬।୫(ଡି.ଏନ.ଏ)-ଗଞ୍ଜାମ ଜିଲାର ଚାଷୀମାନଙ୍କଠାରୁ ଖରିଫ୍ ଧାନ କିଣା ପ୍ରକ୍ରିୟା ଗତ ଫେବୃୟାରୀ ୨୮ ତାରିଖ ପରଠାରୁ ବନ୍ଦ ହୋଯାଇଛି। ଫଳରେ ବହୁ ଚାଷୀ ସେମାନଙ୍କ ଧାନ ବିକି ପାରି ନ ଥିବା ଜଣାପଡିଛି ା ଅପରପକ୍ଷରେ ଗଞ୍ଜାମ ଜିଲାରେ ଧାନ...
ପରାଜୟକୁ ସହଜରେ ଗ୍ରହଣ କରିପାରୁନି ଭାଜପା ଭଞ୍ଜନଗର,୨୬।୫(ଡି.ଏନ.ଏ.)-ଭଞ୍ଜନଗର ନିର୍ବାଚନମଣ୍ଡଳୀରେ ଭାଜପା ଜିତିବ ବୋଲି ଦଳର ଅଧିକାଂଶ ନେତା ଓ କର୍ମୀ ନିଶ୍ଚିତ ଥିଲେ। ଏନେଇ ଦଳୀୟ ନେତା ଓ କର୍ମୀମାନେ ମତଦାନ ପରଠୁ ଦମ୍ଭୋକ୍ତି ପ୍ରକାଶ କରିଆସୁଥିଲେ। ନିର୍ବାଚନରେ ଦଳର ପରାଜୟ ନେଇ କର୍ମୀମାନେ ବହୁତ ହତୋତ୍ସାହିତ...
କାମ ଦେବା ନାଁରେ ମହିଳାଙ୍କୁ ବଳାତ୍କାର ଉଦ୍ୟମ ଅଭିଯୋଗ ଗଞ୍ଜାମ,୨୬ା୫(ଡି.ଏନ.ଏ.)-ଗଞ୍ଜାମ ଥାନା ଅଞ୍ଚଳରେ କାମ ଦେବା ନାଁରେ ଜଣେ ମହିଳାଙ୍କୁ ବଳାତ୍କାର ଉଦ୍ୟମ ହୋଇଥିବା ନେଇ ଶନିବାର ଥାନାରେ ଅଭିଯୋଗ ହୋଇଛି। ଏତଲାକୁ ଭିତ୍ତିକରି ଗଞ୍ଜାମ ପୋଲିସ ନଂ. ୪୨/୧୯ରେ ମାମଲା ରୁଜୁ କରିଛି। ମହିଳାଙ୍କ ବୟାନ ରେକର୍ଡ କରିବା...
ଫାଟିଲା ଜାନିବିଲି ନୂତନ ପାଇପ୍ଲାଇନ ବ୍ରହ୍ମପୁର ଅଫିସ,୨୬ା୫-ଖରା ବଢୁଥିବା ବେଳେ ବ୍ରହ୍ମପୁର ସହରରେ ଉତ୍କଟ ହୋଇଛି ଜଳ ସଙ୍କଟ। ଏହାକୁ ଦୂର ପାଇଁ ରାଜ୍ୟ ସରକାର ଜାନିବିଲି ଜଳଯୋଗାଣ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। କିନ୍ତୁ ପ୍ରକଳ୍ପ କାର୍ଯ୍ୟ ଏଯାଏ ଅସମ୍ପୂର୍ଣ୍ଣ ହୋଇ ରହିଥିବା ବେଳେ ବିଛା...
ବ୍ରହ୍ମପୁର ବଡ଼ ମେଡିକାଲ୍: ଡାଏଲିସିସ୍ ୱାର୍ଡରେ ଅଚଳାବସ୍ଥା ବ୍ରହ୍ମପୁର ଅଫିସ୍,୨୬ା୫-ବ୍ରହ୍ମପୁର ବଡ଼ ମେଡିକାଲ୍ରେ ଥିବା ଡାଏଲିସିସ୍ ୱାର୍ଡ଼ ଅବହେଳାର ଶିକାର ହେବାରେ ଲାଗିଛି। ଏହି ୱାର୍ଡ଼ରେ ରୋଗୀଙ୍କ ସଂଖ୍ୟା ବଢ଼ୁଥିବା ବେଳେ ନୂଆ ମେଶିନ୍ ଦିଆଯାଉ ନାହିଁ। ପୁରୁଣା ମେଶିନ୍ରେ ଯେନତେନ ପ୍ରକାରେ କାମ ଚଳାଯାଉଛି। ଏହି ପୁରୁଣା...
ଜମିରୁ ଚାଷୀଙ୍କ ମୃତଦେହ ଉଦ୍ଧାର ଦିଗପହଣ୍ଡି,୨୫।୫(ଡି.ଏନ.ଏ.)- ଦିଗପହଣ୍ଡି ବଡ଼ଡୁମ୍ବୁଳା ଗ୍ରାମର ଚାଷୀ କାଶୀନାଥ ସେଠୀଙ୍କ ଶୁକ୍ରବାର ମଧ୍ୟାହ୍ନ ପ୍ରାୟ ସାଢ଼େ ୧୨ଟାରେ ଅଂଶୁଘାତ ପ୍ରଭାବରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ପୂର୍ବାହ୍ନ ପ୍ରାୟ ୧୦ଟାରେ କାଶୀନାଥ ଗଁା ନିକଟ ଜମିରେ ଚାଷକାମ କରିବାକୁ ଯାଇଥିଲେ। ସେହି...
କାନ୍ଥ ଖୋଳି ମୋବାଇଲ ଫୋନ ଲୁଟିନେଲେ ଭଞ୍ଜନଗର,୨୫।୫(ଡି.ଏନ.ଏ.)- ତାରସିଂ ଥାନା ଗାଲେରୀ ମୁଖ୍ୟ ସଡକରେ ଥିବା ଏକ ମୋବାଇଲ ଦୋକାନରୁ ଶୁକ୍ରବାର ରାତିରେ ଏକ ବଡଧରଣର ଚୋରି ହୋଇଛି। ଦୁର୍ବୃତ୍ତମାନେ ଦୋକାନ ପଛପଟ କାନ୍ଥ ଖୋଳି ପ୍ରାୟ ୪୦ ମୋବାଇଲ ଫୋନ ଓ ନଗଦ ପ୍ରାୟ ୨୫...
ଯୁବକଙ୍କୁ ଘରୁ ଡାକିନେଇ ହତ୍ୟା: ପ୍ରେମ ବ୍ୟାପାରରୁ ହତ୍ୟା ସନ୍ଦେହ ଧରାକୋଟ,୨୫।୫(ଡି.ଏନ.ଏ.)- ଧରାକୋଟ ଥାନା ଅଞ୍ଚଳରେ ଜଣେ ଯୁବକଙ୍କୁ ଘରୁ ଡାକି ନେଇ ଶୁକ୍ରବାର ବିଳମ୍ବିତ ରାତିରେ ହତ୍ୟା କରାଯାଇଛି। ହତ୍ୟାର ଶିକାର ହୋଇଛନ୍ତି ଅଲେଖ ନାହାକ (୨୦)। ପ୍ରେମ ବ୍ୟାପାରକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ଅଲେଖଙ୍କ ବାପା ଧରାକୋଟ...
ଟ୍ରାକ୍ଟର ଡାଲାରୁ ଖସି ଯୁବକଙ୍କ ପ୍ରାଣଗଲା ତୁମୁଡିବନ୍ଧ,୨୫।୫(ଡି.ଏନ୍.ଏ.)- ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ ଟ୍ରାକ୍ଟର ଡାଲାରୁ ଖସିପଡି ଜଣେ ଯୁବକଙ୍କର ଶନିବାର ମୃତ୍ୟୁ ହୋଇଛି। ସେ ହେଲେ ତୁମୁଡିବନ୍ଧ ପଞ୍ଚାୟତ ଝରିଆପଦା ଗ୍ରାମର ବାଲେଶ୍ୱର ଦଣ୍ଡସେନା। ବାଲେଶ୍ୱର କେତେଜଣ ଶ୍ରମିକଙ୍କ ସହ ମିଶି ପୂର୍ବାହ୍ନ ପ୍ରାୟ ୯ଟାରେ ଟ୍ରାକ୍ଟର...
ମା’ଙ୍କ ଶାଢ଼ିରେ ରଶି ଲଗାଇ ପୁଅଙ୍କ ଆତ୍ମହତ୍ୟା ବ୍ରହ୍ମପୁର ଅଫିସ,୨୫।୫- ଟାଉନା ଥାନା ଅନ୍ତର୍ଗତ ବିଜିପୁର ଲଷ୍ମୀ ସାହିରେ ଜଣେ ଯୁବକ ଶୁକ୍ରବାର ବିଳମ୍ବିତ ରାତିରେ ମା’ଙ୍କ ଶାଢ଼ିରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ମାଧବ ଦାସଙ୍କ ପୁଅ ଅନିଲ ଦାସ( ୨୦)। ଖବରପାଇ ପୋଲିସ...
ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ୪ ମଇଁଷି ମୃତ, ଚାଷୀଙ୍କୁ ୪ କ୍ଷତିପୂରଣ ଦେବାକୁ ଦାବି ଦିଗପହଣ୍ଡି,୨୫।୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ ଗାଁ ବାହୁଦା ନଦୀପଠାରେ ଓହଳି ରହିଥିବା ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିବାରୁ ଶନିବାର ୪ ମଇଁଷିଙ୍କ ମୃତ୍ୟୁ ଘଟିଛି। ଅପରାହ୍ନ ୧ଟାରେ ଗୌଡ଼ଗାଁ ନୂଆସାହିର ଭଆଳି ଗୌଡ଼ଙ୍କ ମଇଁଷି ଗୋଠ ଘାସ...