ଏଣ୍ଡୋକ୍ରାଇନ୍ ସୋସାଇଟି ବାର୍ଷିକ ସମ୍ମିଳନୀ ଉଦ୍ଘାଟିତ ରୋଗୀଙ୍କ ପାଇଁ ଡାକ୍ତର ଦେବତାତୁଲ୍ୟ: ରାଜ୍ୟପାଳ
ବ୍ରହ୍ମପୁର ଅଫିସ,୧୫ା୧୨-ଭାରତୀୟ ସଂସ୍କୃତିରେ ଡାକ୍ତରଙ୍କୁ ଭଗବାନଙ୍କ ସଦୃଶ ବିବେଚନା କରାଯାଇଛି ା ଭଗବାନ ଯେପରି ମନୁଷ୍ୟର ସମସ୍ୟା, ବ୍ୟାଧି ଦୂର କରିଥାନ୍ତି, ସେହିପରି ଡାକ୍ତର ରୋଗୀଙ୍କ ରୋଗ ଦୂର କରିଥାନ୍ତି ା ଡାକ୍ତରମାନେ ରୋଗୀଙ୍କ ପାଇଁ ଦେବତାତୁଲ୍ୟ ବୋଲି ଶନିବାର...
ଡାକ୍ତରମାନେ ଭଗବାନ ସଦୃଶ ହୋଇ ରୋଗ ଦୂର କରିଥାନ୍ତି: ରାଜ୍ୟପାଳ
ବ୍ରହ୍ମପୁର ଅଫିସ,୧୪।୧୨: ଏଣ୍ଡୋକ୍ରାଇନ ସୋସାଇଟି ଅଫ୍ ଓଡିଶାର ୮ମ ବାର୍ଷିକ ସମିଳନୀ ଶନିବାର ବ୍ରହ୍ମପୁରଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦ୍ଘାଟନ କରିଥିଲେ । ଡାକ୍ତର ହେଉଛନ୍ତି ଭଗବାନଙ୍କ ସଦୃଶ୍ୟ ।...
ସତ୍ୟଙ୍କ ରେକର୍ଡ ନିଶା: ପୁଣି କଲେ ବିଶ୍ୱ ରେକର୍ଡ; ୟୁନିଭର୍ସାଲ, କଲାମ ବୁକ ଅଫ ରେକର୍ଡରେ ୧.୯ ଇଞ୍ଚର ଗଣେଶ
ବ୍ରହ୍ମପୁର ଅଫିସ,୧୪ା୧୨-ନିଆରା କଳାକୃତି କରି ରେକର୍ଡ କରିବାର ନିଶା ତାଙ୍କୁ ସାରା ବିଶ୍ୱରେ ସ୍ବତନ୍ତ୍ର ପରିଚୟ ପ୍ରଦାନ କରିଛି | ପୂର୍ବରୁ ବହୁବାର ଚକ, କାଠ, ସାବୁନରେ ନିଆରା କ୍ଷୁଦ୍ର କଳାକୃତି କରି ବିଶ୍ୱସ୍ତରରେ ରେକର୍ଡ ସୃଷ୍ଟି କରିଥିବା ବେଳେ...
ବିଲରୁ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର: ଚୋରି ଟଙ୍କା ଭାଗବଣ୍ଟାକୁ ନେଇ ହତ୍ୟା ସନ୍ଦେହ
ଖଲ୍ଲିକୋଟ,୧୪ା୧୨(ଡି.ଏନ.ଏ.)- ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ତୁଳସୀପୁର ଗ୍ରାମ ନିକଟ ମୁଗ ବିଲରେ ଶୁକ୍ରବାର ଅପରାହ୍ନରେ ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ପଡିଥିବା ଗ୍ରାମବାସୀ ଦେଖିଥିଲେ। ଏନେଇ ଖଲ୍ଲିକୋଟ ଥାନାକୁ ଜଣାଇଥିଲେ। ପୋଲିସ ପହଞ୍ଚତ୍ ସନ୍ଧ୍ୟାରେ ମୃତଦେହ ଜବତ କରି...
ମାଲକାନଗିରି ଟ୍ରେଜେରି କର୍ମଚାରୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ଜଣେ ମୃତ, ୫ ପୋଲିସ ସମେତ ୮ ଆହତ
ଛତ୍ରପୁର,୧୪ା୧୨(ଡି.ଏନ.ଏ.)-ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଜଗନ୍ନାଥପୁର ଜାତୀୟ ରାଜପଥ ସମ୍ମୁଖ ଏକ ଢାବା ନିକଟରେ ଶୁକ୍ରବାର ଭୋର୍ରେ ଏକ ହାଇୱା ପଛରେ ଟ୍ରାଭେଲର୍ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଜଣକର ମୃତ୍ୟୁ ଘଟିଥିବା ବେଳେ ୫ ପୋଲିସ କର୍ମଚାରୀଙ୍କ...
୨୫ରେ ଘୁମୁସର ଗଟ୍ ଟାଲେଣ୍ଟ ସିଜନ୍-୨
ଭଞ୍ଜନଗର,୧୪।୧୨(ଡି.ଏନ.ଏ)-ଘୁମୁସର ଗଟ୍ ଟାଲେଟଂ ସିଜନ୍-୨ ଚଳିତ ମାସ ୨୫ରେ ସ୍ଥାନୀୟ ଜେଲ୍ ପଡିଆ ପରିସରରେ ଅନୁଷ୍ଠିତ ହେବ। ଏନେଇ ଏକ ପ୍ରସ୍ତୁତି ବୈଠକ ଶୁକ୍ରବାର ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକବଙ୍ଗଳା ପରିସରରେ ହୋଇଥିଲା। ଅଭିନେତା ଆଶିଷ କୁମାର ଏଥିରେ ଅଧ୍ୟକ୍ଷତା...
ଉପଖଣ୍ଡ ଭଲିବଲ୍ ଟୁର୍ନାମେଣ୍ଟ: ସିଟି କଲେଜ ଚାମ୍ପିୟନ
ବ୍ରହ୍ମପୁର ଅଫିସ୍,୧୪ା୧୨-ବ୍ରହ୍ମପୁର ଉପଖଣ୍ଡ ଭଲିବଲ୍ ଟୁର୍ନାମେଣ୍ଟ ଶୁକ୍ରବାର ବ୍ରହ୍ମପୁର ଷ୍ଟାଡିୟମ୍ରେ ଉଦ୍ଯାପିତ ହୋଇଯାଇଛି। ଟୁର୍ନାମେଣ୍ଟର ଫାଇନାଲ୍ ମ୍ୟାଚ୍ ବ୍ରହ୍ମପୁର କ୍ରୀଡ଼ା ଛାତ୍ରାବାସ ଏବଂ ସିଟି କଲେଜ ମଧ୍ୟରେ ଖେଳା ଯାଇଥିଲା। ପ୍ରଥମ ସେଟ୍କୁ କ୍ରୀଡ଼ା ଛାତ୍ରାବାସ ୧୬-୨୫ରେ ଜିତିଥିଲା। ହେଲେ...
ଋଷିକୂଲ୍ୟା ମୁହାଣରୁ ମିଳିଲା ୩୦ ଫୁଟ ଲମ୍ବ ତିମିର ମୃତଦେହ
ଗଞ୍ଜାମ,୧୩।୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଣାବନ୍ଧ ଗ୍ରାମ ଗଙ୍ଗାଦେବୀ ପୀଠ ନିକଟସ୍ଥ ଋଷିକୂଲ୍ୟା ମୂହାଣରୁ ଶୁକ୍ରବାର ୩୦ଫୁଟ ତିମିର ମୃତଦେହ ମିଳିଛି। ଖବରପାଇ ବନବିଭାଗ ବେଳାଭୂମିରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି। ତେବେ ସମୁଦ୍ର ପାଣିକୁ ଲାଗି ମୃତଦେହଟି ପଡ଼ିଥିବା...
ଘୁଷୁରିଡ଼ଙ୍ଗା ଜଳପ୍ରପାତକୁ ପର୍ଯ୍ୟଟନସ୍ଥଳ କରାଯିବ
ସୋରଡ଼ା,୧୩ା୧୨(ଡି.ଏନ୍.ଏ.)= ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ସୋରଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ, ବିଡିଓ ସୀମାଞ୍ଚଳ ପ୍ରଧାନ, ଏନଏସି ପ୍ରଶାସକ ଲକ୍ଷ୍ମୀକାନ୍ତ ବେହେରା ପ୍ରମୁଖ ଗୁରୁବାର ବଡ଼ଗଡ଼ ସରକାରୀ ଡ଼ାକ୍ତରଖାନା ପରିଦର୍ଶନରେ ଯାଇଥିଲେ। ରୋଗୀମାନଙ୍କ ସହ ଆଲୋଚନା କରିବା ସହ...
ଗଳାକାଟି ହତ୍ୟା ଘଟଣା: କୋର୍ଟରେ ହତ୍ୟାକାରୀଙ୍କ ଆତ୍ମସମର୍ପଣ
ବ୍ରହ୍ମପୁର ଅଫିସ,୧୩ା୧୨- ବ୍ରହ୍ମପୁର ରେଳଷ୍ଟେଶନ ୪ ନମ୍ବର ପ୍ଲାଟଫର୍ମରେ ଜଣେ ଯୁବକଙ୍କ ଗଳା କାଟି ହତ୍ୟା କରାଯାଇଥିଲା। ପୋଲିସ ଅଭିଯୁକ୍ତ ବି. ବୁଲା ଦୋରାଙ୍କୁ ଧରିପାରି ନ ଥିବା ବେଳେ ଗୁରୁବାର ସେ ଏସ୍ଡ଼ିଜେଏମ୍ଙ୍କ କୋର୍ଟରେ ଆତ୍ମସମର୍ପଣ କରିଥିଲେ। ତାଙ୍କ...
ବେଡ୍ ପିଛା ୫୦ ଟଙ୍କା ଲାଞ୍ଚ ଅଭିଯୋଗ
ବ୍ରହ୍ମପୁର ଅଫିସ୍,୧୩ା୧୨- ପରୀକ୍ଷାଠାରୁ ଚିକିତ୍ସା, ଔଷଧଠାରୁ ଆରମ୍ଭ କରି ରକ୍ତ ପର୍ଯ୍ୟନ୍ତ ସବୁ ମାଗଣା । କିନ୍ତୁ ବେଡ୍ ପାଇବାକୁ ହେଲେ ଟଙ୍କା ଦେବାକୁ ପଡ଼ୁଛି । ଏହି ଟଙ୍କା ସରକାରଙ୍କ ତହବିଲ୍କୁ ଯାଉନି କିମ୍ବା କୌଣସି ସରକାରୀ ନିର୍ଦ୍ଦେଶ...
ବେଆଇନ କ୍ଲିନିକ୍ ସିଲ୍ କଲା ପ୍ରଶାସନ
ଗୋପାଳପୁର/କନିଷି (ଡି.ଏନ.ଏ.),୧୩ା୧୨-ଦୀର୍ଘମାସ ଧରି ରଙ୍ଗେଇଲୁଣ୍ଡା ବ୍ଲକ କନିଷି ହାଟ ତୁଳୁ ରୋଡରେ ବେଆଇନ କ୍ଲିନିକ କରି ବିଭିନ୍ନ ଅସ୍ତ୍ରୋପଚାର ଓ ଗର୍ଭପାତ କରାଯାଉଥିବା ଅଭିଯୋଗ ହେଉଥିଲା। ଏନେଇ ନଭେମ୍ବର ୮ରେ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇଥିଲା। ବିଳମ୍ବରେ ହେଲେ ମଧ୍ୟ...
Archives


