ଗଞ୍ଜାମ

ଓଡ଼ିଆ ପକ୍ଷ ସଫେଇ କାର୍ଯ୍ୟକ୍ରମରେ ସାମିଲ ହେଲେ ବିଡିଓ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପଞ୍ଚାୟତ ସମିତି ପକ୍ଷରୁ ରବିବାର ଓଡ଼ିଆ ପକ୍ଷ ଅବସରରେ ବିଭିନ୍ନ ପଞ୍ଚାୟତରେ ସଫେଇ କାର୍ଯ୍ୟକ୍ରମ ହୋଇଥିଲା। ବିଡ଼ିଓ ପୂର୍ଣ୍ଣ ଚନ୍ଦ୍ର ପାଢ଼ୀ କାର୍ଯ୍ୟକ୍ରମରେ ଯୋଗଦେଇ ଏହାର ଶୁଭାରମ୍ଭ କରିଥିଲେ। ଏଥିରେ ଗ୍ରାମବାସୀ, ଅଙ୍ଗନୱାଡ଼ି...

୧୬ରେ ଦିବ୍ୟାଙ୍ଗଙ୍କୁ ନେଇ ଖେଳ, ସାଂସ୍କୃତିକ ପ୍ରତିଯୋଗୀତା ପ୍ରତିଯୋଗିତା ସଫଳତା ନେଇ ସନ୍ଦେହ, ଆସିଲେନି…

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଦିବ୍ୟାଙ୍ଗ ମାନଙ୍କ ମଧ୍ୟରେ ଲୁକ୍କାୟିତ ଅବସ୍ଥାରେ ଥିବା କ୍ରୀଡା, ସାଂସ୍କୃତିକ ପ୍ରତିଭାକୁ ଖୋଜି ବାହାର କରିବା ଲକ୍ଷ୍ୟ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଖେଳ ଓ ସାଂସ୍କୃତିକ ପ୍ରତିଯୋଗୀତା ହେଉଛି। ଏହି କାର୍ଯ୍ୟକ୍ରମ ଭଞ୍ଜନଗର ବ୍ଲକରେ ମଧ୍ୟ...

ଗଞ୍ଜାମ ସହରରେ ଶ୍ରୀରାମ ନବମୀ: ଋଷୁକୂଲ୍ୟାରୁ ଅଣାଗଲା ଜଳ ଭାର

ଗଞ୍ଜାମ,୬।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହରରେ ଶ୍ରୀରାମ ନବମୀ ଧୂମଧାମରେ ପାଳିତ ହେଉଛ।ଏହି ଉପଲକ୍ଷେ ଶନିବାର ସନ୍ଧ୍ୟାରେ କଳସ ଯାତ୍ରା ଅନୁଷ୍ଠିତ ହେବା ପରେ ପୁଇଁତୋଳା ହନୁମାନ ମନ୍ଦିରରେ ରବିବାର ସକାଳେ ଅଷ୍ଟପ୍ରହରୀ ନାମଯଜ୍ଞ ଆରମ୍ଭ ହୋଇଛ। ଏହାକୁ ଗ୍ରାମବାସୀ...

ଭାଜପାର ୪୬ ତମ ପ୍ରତିଷ୍ଠା ଦିବସ ଘରେ ଘରେ ପତାକା କାର୍ଯ୍ୟକ୍ରମ ଶୁଭାରମ୍ଭ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ): ଭାଜପା ର ୪୬ ତମ ପ୍ରତିଷ୍ଠା ଦିବସ ରବିବାର ଓ ସୋମବାର ଦୁଇଦିନ ପାଳିତ ହେବ। ଏହି ଅବସରରେ ସମସ୍ତଙ୍କ ଘରେ ପତାକା ଲଗାଇବା କାର୍ଯ୍ୟକ୍ରମ ସହ ସମାଜସେବା କାର୍ଯ୍ୟକ୍ରମ ରହିଛି। ଏହିଭଳି ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ...

ମା’ ତାରାତାରିଣୀଙ୍କ ଦର୍ଶନ କଲେ ହାଇକୋର୍ଟ ମୁଖ୍ୟ ବିଚାରପତି

ଛତ୍ରପୁର/ପୁରୁଷୋତ୍ତମପୁର,୬।୪(ସନ୍ତୋଷ ପାଢ଼ୀ/ସିମାଞ୍ଚଳ ମିଶ୍ର): ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ଟଣ୍ଡନ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିରକୁ ଆସି ମାଙ୍କ ଦର୍ଶନ କରିଥିଲେ। ପରେ ମା’ଙ୍କ ଠାରେ ପୂଜାର୍ଚନା କରିଥିଲେ ହାଇକୋର୍ଟର ମୁଖ୍ୟ ବିଚାରପତି...

ଘରୁ ଚୋରି: ପଲିଗ୍ରାଫ ଟେଷ୍ଟରେ ଧରାପଡ଼ିଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୫ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ ଗାଁ ପଞ୍ଚାୟତ ଦାଉଣି ଗ୍ରାମର ଚନ୍ଦ୍ରଶେଖର ପଟ୍ଟନାୟକଙ୍କ ଘର ଗ୍ରିଲ ଭାଙ୍ଗି ଘରୁ ପ୍ରାୟ ୧୪ ଭରି ସୁନା, ୨୮ ଭରି ରୁପା ଅଳଙ୍କାର ଏବଂ ନଗଦ ଟଙ୍କା...

ଟ୍ରେନ ଆଗକୁ ଡେଇଁ ବିଡିଏ କର୍ମଚାରୀଙ୍କ ଆତ୍ମହତ୍ୟା

ବ୍ରହ୍ମପୁର,୫।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ରେ କାର୍ଯ୍ୟରତ ଜଣେ କର୍ମଚାରୀ ଚଳନ୍ତା ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କରିଛନ୍ତି ା ସେ ହେଲେ ବ୍ରହ୍ମପୁର ଇଞ୍ଜିନିୟରିଂ ସ୍କୁଲ ଛକ ନିକଟ ପଣ୍ଡା କଲୋନୀର ରୋଶନ କୁମାର ପଟ୍ଟନାୟକ(୨୮) ।...

ଜନ୍ମ ଦିନରେ ବିଧାୟକଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭଞ୍ଜନଗର,୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ଶନିବାର ଜନ୍ମଦିନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ଏପରିକି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସମେତ ବହୁ ନେତା ଏବଂ ଅଧିକାରୀ...

ଅଧା ରହିଗଲା ପ୍ରେମ କାହାଣୀ: ପ୍ରେମିକା ପିଇଲେ କୀଟନାଶକ, ପରେ ପ୍ରେମିକ ନେଲେ…

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ଜଣେ ଯୁକ୍ତ ୨ ନାବାଳିକା ଛାତ୍ରୀ ଘରେ କୀଟନାଶକ ପିଇ ଆତ୍ମହତ୍ୟା କରିବା ଖବର ପାଇ ଗ୍ରାମର ତାଙ୍କ...

‘ବିଦ୍ୟାର୍ଥୀମାନେ ମୋବାଇଲ ଫୋନଠାରୁ ଦୂରେଇ ରୁହନ୍ତୁ’

ଗଞ୍ଜାମ,୫ା୪(ବିଦ୍ୟାଧର ସାହୁ)- ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଖଟୁଆକୁଦା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଶନିବାର ପାଳିତ ହୋଇଛି। ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଶବର ତରାଇ ଅଧ୍ୟକ୍ଷତା କରିଥିଲେ। ମୁଖ୍ୟ ଅତିଥି ଭାବେ ଏବିଇଓ...

ଖମଣସାହି ପଞ୍ଚୁଦଣ୍ଡରେ ଯୋଗଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ)- ଦଣ୍ଡନାଚ ପାଇଁ ଗଞ୍ଜାମ ଜିଲା ଉତ୍ସବ ମୁଖର ହୋଇପଡ଼ିଛି। ବିଭିନ୍ନ ସ୍ଥାନରେ ଦଣ୍ଡ ଆୟୋଜନ ହେଉଥିବା ବେଳେ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଉଛନ୍ତି। ଏହି କ୍ରମରେ ଶନିବାର ସାଂରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଭଞ୍ଜନଗର...

ଗଞ୍ଜାମରେ ପୂଜା ପାଇଲେ ରାଜପୁର ମା’ ଦଣ୍ଡକାଳୀ

ଗଞ୍ଜାମ,୫।୪(ବିଦ୍ୟାଧର ସାହୁ ) ଗତ ଛବିଶିରୁ ଆରମ୍ଭ ହୋଇଛି ଗଞ୍ଜାମ ଜିଲାର ପ୍ରସିଦ୍ଧ ଦଣ୍ଡକାଳୀଙ୍କ ପର୍ବ। ମା’ ଦଣ୍ଡକାଳୀ ଗାଁଗାଁ ବୁଲି ମାନସିକଧାରୀଙ୍କ ଦାଣ୍ଡରେ ଦଣ୍ଡବିଧାନ କରୁଛନ୍ତି। ରାଜପୁର ମା’ ଦଣ୍ଡକାଳୀ ଦୁର୍ଗାଦେବୀ ସାହିରେ ପୂଜା ପାଇଛନ୍ତି। ମାନସିକଧାରୀ ସୁରେନ୍ଦ୍ର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image