ଗଞ୍ଜାମ

ବାଲି ଚାଲାଣ ଘଟଣା, ଅଭିଯୁକ୍ତ ଜେଲ ଗଲେ

ଦିଗପହଣ୍ଡି,୨୦ା୧୦(ଅଶେଷ ନାଥ ମିଶ୍ର)- ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ଅନ୍ତର୍ଗତ ପତ୍ରଚୂଡି ଗ୍ରାମ ନିକଟ ବାହୁଦା ନଦୀରୁ ବେଆଇନ ବାଲି ଚାଲାଣ କରୁଥିବା ଜଣେ ଟ୍ରାକ୍ଟର ଚାଳକଙ୍କୁ ଗିରଫ କରାଯାଇଛି। ସେ ହେଲେ ଦିଗପହଣ୍ଡି ଥାନା ବଡଡୁମ୍ବୁଳା ଗ୍ରାମର...

ସଉତୁଣୀଙ୍କୁ କିରୋସିନ ଢାଳି କରିଥିଲେ ହତ୍ୟା

ବ୍ରହ୍ମପୁର,୨୦।୧୦( ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ୍‌-୩ ରାଜ କୁମାର ଦାଶ ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଶୁକ୍ରବାର ପ୍ରକାଶ କରିଛନ୍ତି। ଉପଯୁକ୍ତ ପ୍ରମାଣକୁ ଆଧାର କରି ବିଚାରପତି ମହିଳା ସଂଯୁକ୍ତା ବେହେରାଙ୍କୁ ହତ୍ୟା...

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଝିଅ-ନାତି ମୃତ, ଅଜା ଗୁରୁତର

ଖଲ୍ଲିକୋଟ,୨୦ା୧୦(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ଶ୍ରୀକୃଷ୍ଣ ଶରଣପୁର ଗ୍ରାମରେ ଶୁକ୍ରବାର ଅପରାହ୍ନରେ ବିଦ୍ୟୁତ ଆଘାତରେ ଗୋଟିଏ ପରିବାରର ଦୁଇ ମୃତ ଏବଂ ଜଣେ ଗୁରୁତର ହୋଇ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ସୂଚନାନୁଯାୟୀ, ଉକ୍ତ...

ସିଲ୍‌ ହେଲା କାଜୁ ଫ୍ୟାକ୍ଟ୍ରି

ଛତ୍ରପୁର,୨୦ା୧୦(ଦିଲ୍ଲୀପ ସାମଲ): ବ୍ୟାଙ୍କରୁ ନେଇଥିବା ଋଣ ଟଙ୍କା ଶୁଝି ପାରି ନ ଥିବାରୁ ଶୁକ୍ରବାର ସ୍ଥାନୀୟ ବଜରଙ୍ଗ ସାହିରେ ଥିବା ଏକ କାଜୁ ଫ୍ୟାକ୍ଟ୍ରିକୁ ପୋଲିସ ଓ ମାଜିଷ୍ଟେଟ୍‌ଙ୍କ ଉପସ୍ଥିତିରେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସିଲ୍‌ କରାଯାଇଛି। ସୂଚନାଯୋଗ୍ୟ, ସେତେବେଳର...

୫ ଆସନରୁ ହୋଇନାହାନ୍ତି ବିଧାୟିକା

ବ୍ରହ୍ମପୁର,୨୦ା୧୦(ନରସିଂହ ସାହୁ): ରାଜ୍ୟରେ ୧୯୫୧-୧୯୫୨ରୁ ୨୦୧୯ ସୁଦ୍ଧା ୧୬ ବିଧାନସଭା ନିର୍ବାଚନ ହୋଇଛି। ବୃହତ୍ତମ ଜିଲା ଗଞ୍ଜାମର ୧୩ ନିର୍ବାଚନମଣ୍ଡଳୀ ମଧ୍ୟରୁ ୫ଟି ଯଥା ଛତ୍ରପୁର, ଗୋପାଳପୁର, ହିଞ୍ଜିଳି, ଭଞ୍ଜନଗର ଓ ପୋଲସରାରୁ ବିଧାୟିକା ନିର୍ବାଚିତ ହୋଇନାହାନ୍ତି। ୨୦୨୪ସାଧାରଣ ନିର୍ବାଚନ...

ପାଣି ମଡ଼ାଇବାକୁ ଯାଇଥିବା ବେଳେ ଲାଗିଲା ବିଦ୍ୟୁତ୍‌ ତାର

ଗଞ୍ଜାମ,୧୯ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନ ସୁବଳୟା ଗ୍ରାମର ଦୁଇଜଣ ଚାଷୀ ନିଜ ଚାଷ ଜମିକୁ ପାଣି ମଡ଼ାଇବାକୁ ଯାଇଥିବା ବେଳେ ଗୁରୁବାର ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଗୁରୁତର ହୋଇଛନ୍ତି। ସେମାନେ ହେଲେ ଲକ୍ଷ୍ମୀ ଚରଣ...

ବହୁ ଚର୍ଚ୍ଚିତ ଗାଡ଼ି ଡ୍ରାଇଭର ହତ୍ୟା ମାମଲା: କୋର୍ଟରେ ହାଜର ହୋଇ ବୟାନ ରଖିଲେ ତଦନ୍ତକାରୀ ଅଧିକାରୀ

ବ୍ରହ୍ମପୁର,୧୯।୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ୍‌-୧ ଡ. ଇନ୍ଦୁ ଶର୍ମାଙ୍କ କୋର୍ଟରେ ବହୁ ଚର୍ଚ୍ଚିତ ଗାଡ଼ି ଡ୍ରାଇଭର ହତ୍ୟା ମାମଲାର ବିଚାର ଆରମ୍ଭ ହୋଇଛି। ହତ୍ୟା ମାମଲାର ତଦନ୍ତକାରୀ ଅଧିକାରୀ ତଥା ତତ୍କାଳୀନ ଦିଗପହଣ୍ଡି ଥାନା...

ଶୁଖି ଆସିଲାଣି ଘୋଡ଼ାହାଡ଼ ଡ୍ୟାମ :ମରୁଡି ଆଶଙ୍କା

ଦିଗପହଣ୍ଡି,୧୯ା୧୦(ଅଶେଷ ନାଥ ମିଶ୍ର)ଦିଗପହଣ୍ଡିି ସ୍ଥିତ ଘୋଡ଼ାହାଡ଼ ପାଣି ପଞ୍ଚାୟତ ଶୀର୍ଷ କମିଟି କାର୍ଯ୍ୟାଳୟ ସଭା ଗୃହରେ ବୁଧବାର ପାଣି ପଞ୍ଚାୟତ ଶୀର୍ଷ କମିଟି ପକ୍ଷରୁ ଏକ ପରିବର୍ଦ୍ଧିତ ଅଳଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ପାଣି ପଞ୍ଚାୟତ ଶୀର୍ଷ କମିଟି ସଭାପତି...

୧୭ ଲୋକ ସଭା ନିର୍ବାଚନ, ଗଞ୍ଜାମରୁ ୩ ମହିଳା ଏମ୍‌ପି

ବ୍ରହ୍ମପୁର,୧୯ା୧୦ (ନରସିଂହ ସାହୁ)ସ୍ବାଧୀନତା ପରବର୍ତ୍ତି ୧୯୫୧-୧୯୫୨ରୁ ୨୦୧୯ ମଧ୍ୟରେ ଦେଶରେ ୧୭ ଲୋକସଭା ନିର୍ବାଚନ ହୋଇଛି । ଏହି ୬୮ ବର୍ଷ ମଧ୍ୟରେ ଗଞ୍ଜାମ ଜିଲାର ଦୁଇ ଲୋକସଭା କ୍ଷେତ୍ରରୁ ମାତ୍ର ୩ ଜଣ ମହିଳା ଏମ୍‌ପି ନିର୍ବାଚିତ ହୋଇଛନ୍ତି।...

ଝାଡୁ ତିଆରି କରି ବିତୁଛି ଜୀବନ

ଛତ୍ରପୁର,୧୯ା୧୦(ସନ୍ତୋଷ ପାଢ଼ୀ)ଚାରି ହାତର ମାଟିଘର ଆଉ ସେଇ ଘରେ ଚାଲିଛି ସଂସାର। ଏହା କେବଳ ଗୋଟିଏ ପରିବାରର କଥା ନୁହେଁ, ଗ୍ରାମରେ ଏମିତି ୭ଟି ପରିବାର ୪ ହାତର ମାଟି ଘରେ ଜୀବନ ବିତାଉଛନ୍ତି । ପକ୍କାଘର ଖଣ୍ଡିଏ ସେମାନଙ୍କ...

ମୃତ କର୍ମଚାରୀଙ୍କ ସଦସ୍ୟଙ୍କୁ ନିଯୁକ୍ତି ପ୍ରଦାନ ଦାବିରେ ଦ୍ୱିତୀୟ ଦିନରେ ଧାରଣା

ଛତ୍ରପୁର,୧୮ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ମାଟିଖାଲସ୍ଥିତ ଭାରତୀୟ ବିରଳ ମୃତ୍ତିକା (ଆଇଆର୍‌ଇଏଲ୍‌)କମ୍ପାନୀର କର୍ମଚାରୀଙ୍କ ମୃତ୍ୟୁ ପରେ ମୃତକଙ୍କ ପରିବାର ସଦସ୍ୟଙ୍କୁ ଥଇଥାନ ଯୋଜନାରେ ନିଯୁକ୍ତି ଦେବାରେ ଅହେତୁକ ଅବହେଳା ଯୋଗୁ ମୃତକ ପରିବାର ସଦସ୍ୟମାନେ ମଙ୍ଗଳବାରଠାରୁ ପୁଣି ଆନ୍ଦୋଳନକୁ ଓହ୍ଲାଇଛନ୍ତି।...

ଖତଖାଉଛି ପୋର୍ଟେବଲ୍‌ ହେଲ୍‌ଥ କେୟାର୍‌ ୟୁନିଟ୍‌

ବ୍ରହ୍ମପୁର,୧୮।୧୦(ସୁବାସ ଚନ୍ଦ୍ର ପାଢ଼ୀ): ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍‌କେସିଜି) ମେଡିକାଲରେ ରୋଗୀ ସେବା ପାଇଁ ମାଳ ମାଳ କୋଠା ନିର୍ମାଣ ହୋଇଛି। କିନ୍ତୁ ନିମ୍ନମାନର କାମ ଯୋଗୁ କେତେବେଳେ ସିଲିଂ ଖସୁଛି ତ ଆଉ କେତେବେଳେ ଛାତରୁ ପାଣି ଝରୁଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri