ଗଞ୍ଜାମ

ଗୋଟିଏ ପୋଲ: ୨ ଥର ଶିଳାନ୍ୟାସ

ଲଙ୍ଗଳେଶ୍ୱର,୫।୧୨(କମଳାକାନ୍ତ ଦାସ): ଗୋଟିଏ ପୋଲକୁ ଦୁଇଥର ଶିଳାନ୍ୟାସ। ସକାଳେ ବିଧାୟକ ଏବଂ ବିଭାଗୀୟ ଯନ୍ତ୍ରୀ ଉପସ୍ଥିତ ରହି ଗୋଟିଏ ଜାଗାରେ ଫଳକ ଶିଳାନ୍ୟାସ କରିଥିବା ବେଳେ ସନ୍ଧ୍ୟାରେ ସେହି ଫଳକକୁ ନେଇ ପଞ୍ଚାୟତର ଅନ୍ୟ ଏକ ସ୍ଥାନରେ ଫିତା କାଟି...

ବାତ୍ୟା ‘ମିଗ୍‌ଜୋମ’: ପ୍ରବଳ ବର୍ଷା ନେଇ ଚିନ୍ତାରେ ଚାଷୀ

ଛତ୍ରପୁର,୫।୧୨(ଦିଲୀପ ସାମଲ): ପଶ୍ଚିମ କେନ୍ଦ୍ରୀୟ ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଦକ୍ଷିଣ ଆନ୍ଧ୍ର ଓ ତାମିଲନାଡୁ ଉପକୂଳରେ କେନ୍ଦ୍ରୀଭୂତ ହୋଇଥିବା ସାମୁଦ୍ରିକ ଝଡ଼ ‘ମିଗ୍‌ଜୋମ’ ଭୟଙ୍କର ରୂପ ନେଇ ମଙ୍ଗଳବାର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଅନ୍ୟପକ୍ଷେ ବାତ୍ୟା ପ୍ରଭାବରେ...

ସ୍ବାମୀଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଜବତ: ଥାନାରେ ଅଭିଯୋଗ କଲେ ସ୍ତ୍ରୀ

ଜଗନ୍ନାଥପ୍ରସାଦ,୪ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମରେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ତାଙ୍କ ଘରୁ ଜବତ କରାଯାଇଛି। ମୃତକ ହେଲେ କପିଳା ବେହେରା। ସ୍ବାମୀ ମଦ ପିଇବାକୁ ଟଙ୍କା ମାଗିବାରୁ ତାଙ୍କ ସହ...

୨୧ ବର୍ଷ ପରେ ପୋଲିସ ଇନ୍ସପେକ୍ଟରଙ୍କୁ ୨ ବର୍ଷ ଜେଲ

ବ୍ରହ୍ମପୁର, ୪ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ୨୧ ବର୍ଷ ପରେ ଏକ ଆୟବହିର୍ଭୂତ ସମ୍ପତ୍ତି ଠୁଳ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ ପାଇଛି। ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଡ. ଅରୁଣ କୁମାର ସାହୁ ସୋମବାର ଉକ୍ତ ମାମଲାର ଶୁଣାଣି କରି ତତ୍କାଳୀନ...

ବାତ୍ୟା ମିଗଜୋମ୍‌ ଲାଗି ଚାଷୀଙ୍କୁ ସତର୍କ

ବୁଗୁଡା,୪ା୧୨(କାଳି ଚରଣ ଦାଶ): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ମିଗଜୋମ୍‌ର ପ୍ରଭାବରେ ଚେନ୍ନାଇରେ ପ୍ରବଳ ବର୍ଷା ଲାଗି ରହିଛି। ଫଳରେ ଅନେକ ସ୍ଥାନରେ ଜଳାର୍ଣ୍ଣବ ପରିସ୍ଥିତି ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ୩ ଦିନ ଭାରି ବର୍ଷାର...

ସ୍କ୍ରାପ୍‌, ଗଛ, ଲୁହା ବ୍ୟବହାର କରି ନୌସେନାର ଜାହାଜ ନିର୍ମାଣ କଲେ ଛାତ୍ରୀଛାତ୍ର

ଛତ୍ରପୁର,୪ା୧୨(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ସରକାରୀ ଆଇଟିଆଇ ଛାତ୍ରୀଛାତ୍ର ଏକ ସ୍ବତନ୍ତ୍ର କାର୍ଯ୍ୟ କରି ଦେଖାଇଛନ୍ତି। ଅଦରକାରୀ ସ୍କ୍ରାପ୍‌, ଗଛ, ଲୁହା ଆଦିକୁ ବ୍ୟବହାର କରି ଅବିକଳ ନୌସେନାର ସ୍ବଦେଶୀ ଯୁଦ୍ଧ ଜାହାଜ ନିର୍ମାଣ କରିଛନ୍ତି। ସୋମବାର...

ଷ୍ଟାଫ୍‌ କଲୋନୀରୁ ସୁନାଗହଣା ଲୁଟ୍‌ ଘଟଣା: ସିକ୍ୟୁରିଟି ଅଟକ

ଗଞ୍ଜାମ,୨ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ସହର ନିକଟସ୍ଥ ଗ୍ରାସୀମ କମ୍ପାନୀ ଷ୍ଟାଫ୍‌ କଲୋନୀରେ ଦୀର୍ଘଦିନ ହେବ ରହି ଆସୁଥିବା ସନଟେକ କମ୍ପାନୀ ପରିଚାଳକ ହିମାଂଶୁ ମିଶ୍ରଙ୍କ କ୍ୱାର୍ଟର୍ସରୁ ୮ ଲକ୍ଷ ଟଙ୍କା ସମେତ ସୁନା ଗହଣା ଲୁଟ୍‌ ହୋଇଥିବା ନେଇ ବୁଧବାର...

ବେଳାଭୂମିରେ ଶୀତତାପ ନିୟନ୍ତ୍ରିତ ରେଷ୍ଟୁରାଣ୍ଟ: ୭ରୁ ୧୦ ହଜାର ଟଙ୍କାରେ ବୁକ୍‌ ହେଉଛି ରୁମ୍‌

ଚିକିଟି,୧ା୧୨(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅଧୀନ ସୁନାପୁର ବେଳାଭୂମିରେ ଚଳିତ ବର୍ଷର ଇକୋ ରିଟ୍ରିଟ ଆରମ୍ଭ ହୋଇଛି। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଶୁଭାରମ୍ଭ କରିଥିଲେ। ଏହି ଅବସରରେ ବେଳାଭୂମିରେ...

ସ୍ତ୍ରୀଙ୍କୁ ପଥରରେ ଛେଚି କରିଥିଲେ ହତ୍ୟା: ଅଭିଯୁକ୍ତ ସ୍ବାମୀଙ୍କୁ ୧୫ ବର୍ଷ କାରାଦଣ୍ଡ

ବ୍ରହ୍ମପୁର,୧।୧୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରାଜଜ୍‌(ଏଡିଜେ- ୩ )ରାଜକୁମାର ଦାଶ ସ୍ତ୍ରୀ ହତ୍ୟା ମାମଲାର ବିଚାର କରି ଗୁରୁବାର ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତ ଗୋସାଣିନୂଆଗାଁ ଥାନା ସଦାନନ୍ଦ ବିହାର ଦ୍ୱିତୀୟ ଲାଇନର ବୁଲୁ ସାହୁ(୫୨)ଙ୍କୁ ଦାଷୀ...

କୁମାରୀ ମାତୃତ୍ୱ ପରେ ଆଖି ବୁଜିଲେ ମା’

ବ୍ରହ୍ମପୁର,୧ା୧୨(ସୁବାସ ଚନ୍ଦ୍ର ପାଢ଼ୀ):ଗଞ୍ଜାମ ଜିଲାରେ ଜଣେ ନାବାଳିକା ଗର୍ଭବତୀଙ୍କ ଯତ୍ନ ଅଭାବରୁ ପ୍ରସବ ପରେ ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲରେ ତାଙ୍କର ମୃତ୍ୟୁ ଘଟିଛି। ଅଙ୍ଗନୱାଡି କେନ୍ଦ୍ରରେ ତାଙ୍କର ଯତ୍ନ ନିଆ ନଯିବା ଏବଂ ନିୟମିତ ଚିକିତ୍ସା ନ...

ଦର ଅଧିକରୁ ମଟନ ବ୍ୟବସାୟ ମାନ୍ଦା

ବ୍ରହ୍ମପୁର,୨୯।୧୧(ତନୁଶ୍ରୀ ନାହାକ): ଧର୍ମ ମାସ କାର୍ତ୍ତିକ ସରିଛି। ମାସେ ହେଲା ରେଶମ ସହରର ଆମିଷ ବଜାର ମାନ୍ଦା ଥିବାବେଳେ ମଙ୍ଗଳବାର ଛାଡ଼ଖାଇ ପାଇଁ ଚଳଚଞ୍ଚଳ ହୋଇ ଉଠିଛି। ମାସେ ହେଲା ହାତ ବାନ୍ଧି ବସିଥିବା ବେପାରୀମାନେ ଛାଡ଼ଖାଇରେ ଆମିଷ ଦର...

ହାତୀ ଉପଦ୍ରବ: ବ୍ୟାପକ ଫସଲ

ଭଞ୍ଜନଗର,୨୭ା୧୧(ବାବୁଲା ପ୍ରଧାନ): ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଏବଂ ଦକ୍ଷିଣ ଘୁମୁସର ବନଖଣ୍ଡରେ ହାତୀ ଉପଦ୍ରବ ଦିନକୁ ଦିନ ବଢିବାରେ ଲାଗିଛି। ସନ୍ଧ୍ୟା ପୂର୍ବରୁ ହାତୀପଲ ଜଙ୍ଗଲରୁ ବାହାରି ନିକଟବର୍ତ୍ତୀ ଗ୍ରାମଗୁଡିକରେ ବ୍ୟାପକ ଫସଲ ନଷ୍ଟ କରୁଛନ୍ତି। ଫସଲ ସୁରକ୍ଷା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri