ଗଞ୍ଜାମ

ପ୍ରାଣୀଧନ ଚିକିତ୍ସାଳୟରୁ ମିଳିଲା ଭେଟନାରୀ ଟେକ୍ନିସିଆନଙ୍କ ମୃତଦେହ

ହିଞ୍ଜିଳିକାଟୁ,୧୬ା୧୧(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ କଞ୍ଚୁରୁ ପ୍ରାଣୀଧନ ଚିକିତ୍ସାଳୟର ଭେଟ୍‌ନାରୀ ଟେକ୍ନିସିଆନ ପ୍ରମୋଦ କୁମାର ମହାଙ୍କୁଡ଼ଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ତାଙ୍କ ମୃତଦେହ ଚିକିତ୍ସାଳୟ ଭିତରୁ ଠାବ କରାଯାଇଛି। ପ୍ରାଣୀଧନ ଚିକିତ୍ସା କେନ୍ଦ୍ରର ଅନ୍ୟ ଷ୍ଟାଫ୍‌ ଓ...

ମାର୍ବଲ ମିସ୍ତ୍ରୀଙ୍କଠାରୁ ଲୁଟ୍‌, ପୋଲିସ ଗୋଡ଼ାଇବାରୁ ୩ ବାଇକ୍‌ ଛାଡ଼ି ୪ ଦୁର୍ବୃତ୍ତ ଫେରାର

ସୋରଡ଼ା,୧୫ା୧୧(ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ଦାରିଙ୍ଗବାଡ଼ି ଘାଟି ରାସ୍ତାରେ ଡକାୟତ ଦଳ ସକ୍ରିୟ ହେଉଥିବା ଅନୁମାନ କରାଯାଉଛି। ବୁଧବାର ଅପରାହ୍ନରେ ବ୍ରହ୍ମପୁର ହରିଡ଼ାଖଣ୍ଡି ନିକଟ ଚାଞ୍ଚଡ଼ାପଲ୍ଲୀ ଗ୍ରାମର କୀଟୁ ଗଉଡ ନାମକ ଯୁବକ ନିଜର ୧୮ ଦିନ ହେଲା...

ଜଳିଗଲା ଘର, ଆସବାବପତ୍ର ପୋଡ଼ି ପାଉଁଶ

ଖଲ୍ଲିକୋଟ,୧୫ା୧୧(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ତୁଳସୀପୁର ପଞ୍ଚାୟତର କମଳାପଦର ଗ୍ରାମରେ ବୁଧବାର ଅଗ୍ନିକାଣ୍ଡ ଘଟି ୨ ବଖରା ଜଳି ଯାଇଛି। ସୂଚନାନୁଯାୟୀ, ଆଜି ସନ୍ଧ୍ୟାରେ ହଠାତ୍‌ ନିଆଁ ଲାଗି ଗ୍ରାମର ସ୍ବର୍ଗତ ଦେବ ପାହାନଙ୍କ...

ଗାଁରେ ବନ୍ଧୁକ ଦେଖାଇ ଆତଙ୍କ ସୃଷ୍ଟି କରୁଥିଲେ ବାପ-ପୁଅ, ବାନ୍ଧିଲା ପୋଲିସ

ଗୋପାଳପୁର,୧୫ା୧୧(ନବୀନରାଜ ଆଚାରୀ): ଗଞ୍ଜାମ ଜିଲା ଅଧିନସ୍ଥ ଗୋଳନ୍ଥରା ଥାନା ଅନ୍ତର୍ଗତ ଆମ୍ବପୁର ଗ୍ରାମରେ ଦେଶୀ ବନ୍ଧୁକ ଧରି ଆତଙ୍କ ସୃଷ୍ଟି କରିବା ମାମଲାରେ ସ୍ଥାନୀୟ ପୋଲିସ ବାପ-ପୁଅ ଦୁଇ ଜଣଙ୍କୁ ଗିରଫ କରିବା ସହ ସେମାନଙ୍କ ଠାରୁ ଏକ ଦେଶୀ...

ଗଞ୍ଜାମରେ ଜଳସେଚନ, ଚାଷୀ ସମସ୍ୟା ଛତ୍ରପୁରଠାରେ ଜିଲା ସ୍ତରୀୟ ସମାବେଶ

ଛତ୍ରପୁର,୧୫।୧୧(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲାର ଧାନ ଫସଲ ଉଜୁଡିବା ସହ ଜମି ଫାଟି ଆଁ କଲାଣି । ଜଳସେଚନ ସୁବିଧା ଥିବା ଜମିଗୁଡିକୁ ମଧ୍ୟ ଠିକ୍‌ ସମୟରେ ପାଣି ମିଳିବା ନେଇ ସନ୍ଦେହ ହେଲାଣି। ଏବେ ଚାଷୀ...

ବ୍ରହ୍ମପୁର ରିଙ୍ଗ୍‌ ରୋଡ ପ୍ରକଳ୍ପକୁ କ୍ୟାବିନେଟ୍‌ ମଞ୍ଜୁରୀ

ଭୁବନେଶ୍ୱର,୧୪।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ୧୧ଟି ବିଭାଗର ମୋଟ ୧୨ଟି ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ ମିଳିଛି। ମଙ୍ଗଳବାର ସେ ବହ୍ମପୁର ରିଙ୍ଗ୍‌ ରୋଡ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଏହି ପ୍ରୋଜେକ୍ଟ ଦ୍ୱାରା ବ୍ରହ୍ମପୁର,...

ସାଇବର ଅପରାଧ ରୋକିବା ସମ୍ବନ୍ଧରେ ସଚେତନତା କରାଇଲେ ଏନସିସି ଛାତ୍ରୀଛାତ୍ର

ଛତ୍ରପୁର, ୧୪।୧୧(ଦିଲ୍ଲୀପ ସାମଲ): ସ୍ଥାନୀୟ ଅନସ୍ଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶିଶୁ ଦିବସ ଅବସରରେ ଷ୍ଟୁଡେଣ୍ଟ ପୋଲିସ କେଡେଟ(ଏନସିସି)ମାନଙ୍କ ଦ୍ୱାରା ଏକ ସଚେତନତା କାର୍ଯ୍ୟକ୍ରମ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ସୁଚିତ୍ରା ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ଗଞ୍ଜାମ...

ଗଞ୍ଜାମ ଆରଟିଓ ଅଫିସରୁ ୪ଦଲାଲ ଗିରଫ

ଛତ୍ରପୁର,୧୪।୧୧(ଦିଲ୍ଲୀପ ସାମଲ/ସନ୍ତୋଷ ପାଢୀ): ଗଞ୍ଜାମ ଆରଟିଓ ଅଫିସରୁ ୪ ଦଲାଲଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତମାନେ ହେଲେ ଛତ୍ରପୁର ଥାନା ଅନ୍ତର୍ଗତ ପାଲିଆ ଛତ୍ରପୁର ଗାଁର ଜଗନ୍ନାଥ ସାହୁ, କୁମାରବେଗପଲ୍ଲୀ ଗାଁର ରବିନ୍ଦ୍ର କୁମାର ଗୌଡ, ବ୍ରହ୍ମପୁରର ପି....

ଶେରଗଡ଼ ଥାନା ଅଧିକାରୀ ହତ୍ୟା ମାମଲା: ୧୫ରେ ଆସିବ ଚୂଡାନ୍ତ ରାୟ

ବ୍ରହ୍ମପୁର,୧୩ା୧୧(ସୁବାସ ଚନ୍ଦ୍ର ପାଢ଼ୀ): ୨୦୧୦ ନଭେମ୍ବର ୨୬ ତାରିଖ ରାତିରେ ଗଞ୍ଜାମ ଜିଲା ଶେରଗଡ଼ ଥାନାର ତତ୍କାଳୀନ ଭାରପ୍ରାପ୍ତ ଅଧିକାରୀ ମନୋରଞ୍ଜନ ମିଶ୍ରଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲା ପରିଚାଳନା ପାଇଁ ସରକାରଙ୍କ ନିର୍ଦ୍ଦେଶ କ୍ରମେ ବ୍ରହ୍ମପୁର ଜିଲା ଓ...

କୁକୁର କାମୁଡ଼ାରେ ୩୩ ଆହତ

ଛତ୍ରପୁର,୧୩।୧୧(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ସହରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ପାଗଳ କୁକୁର କାମୁଡାରେ ୩୩ଜଣ ଆହତ ହୋଇ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଛତ୍ରପୁର ସହରର ଶାନ୍ତିନଗର ଅଞ୍ଚଳରେ ପାଗଳ କୁକୁରଙ୍କ କାମୁଡ଼ାରେ ୩୨ଜଣ...

ଗଞ୍ଜାମ କନ୍ଧମାଳ ସୀମାରେ ଲାଗିଲା ମାଓ ପୋଷ୍ଟର

ଭଞ୍ଜନଗର,୧୨।୧୧(ବାବୁଲା ପ୍ରଧାନ): ଗଞ୍ଜାମ କନ୍ଧମାଳ ଜିଲା ସୀମାରେ ଲାଗିଛି ମାଓ ପୋଷ୍ଟର। ଭଞ୍ଜନଗର ଥାନା ଅନ୍ତର୍ଗତ ଦୁର୍ଗାପ୍ରସାଦରେ ମାଓ ପୋଷ୍ଟର୍‌ ଶନିବାର ରାତିରେ ମରାଯାଇଛି। ରବିବାର ସକାଳେ ଏହି ଘଟଣା ଜଣାପଡିବା ପରେ ସମ୍ପୃକ୍ତ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ପୋଷ୍ଟର୍‌ଟି...

ଗଞ୍ଜାମ ସହରରେ ୧୩ ଜଣ ବାଣ ବ୍ୟବସାୟୀଙ୍କୁ ବିକ୍ରି ଲାଗି ଅନୁମତି

ଗଞ୍ଜାମ,୧୧।୧୧(ବିଦ୍ୟାଧର ସାହୁ ): ଚଳିତ ବର୍ଷ ଗଞ୍ଜାମ ସହରର ୧୩ ଜଣ ବାଣ ବ୍ୟବସାୟୀଙ୍କୁ ଜିଲା ପ୍ରଶାସନ ବିକ୍ରି ଅନୁମତି ଦେଇଛି । ମାତ୍ର ତିନି ଦିନ ହିଁ ସେମାନେ ବାଣ ବିକ୍ରି କରି ପାରିବେ। ଏଥିସହ ଫୋଟକା ବାଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri