ରାଶନ କାର୍ଡରୁ ବଞ୍ଚିତ ୧୦ କୁଟିଆ ପରିବାର
ତୁମୁଡ଼ିବନ୍ଧ,୨୬ା୪(ଡି.ଏନ୍.ଏ.)- କୁଟିଆ ସମ୍ପ୍ରଦାୟର ସାମଗ୍ରିକ ବିକାଶ ପାଇଁ ସରକାର ସ୍ବତନ୍ତ୍ର ଯୋଜନା କରି ଆସୁଛନ୍ତି। ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ହେଉ କି ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ଅନ୍ତର୍ଭୁକ୍ତ ହେବା ପାଇଁ ଏହି ସମ୍ପ୍ରଦାୟର ଲୋକଙ୍କ ନିମନ୍ତେ କୌଣସି ...
ବାଳକରେ ପିଟ୍ବୁଲ୍ସ, ବାଳିକାରେ ଚ୍ୟାଲେଞ୍ଜର୍ସ ଚାମ୍ପିୟନ୍
ବ୍ରହ୍ମପୁର ଅଫିସ୍,୨୬ା୪- ବ୍ରହ୍ମପୁର ଷ୍ଟାଡିୟମ୍ରେ ଗତ ୩ ଦିନ ହେଲା ଚାଲିଥିବା ପ୍ରଥମ ବ୍ରହ୍ମପୁର ଗ୍ରୀଷ୍ମକାଳୀନ ବାସ୍କେଟବଲ୍ ଲିଗ୍ ଗୁରୁବାର ଅପରାହ୍ନରେ ଉଦ୍ଯାପିତ ହୋଇଯାଇଛି। ବାଳକ ବର୍ଗରେ ୪ଟି ଦଳ ଭାଗ ନେଇଥିଲେ। ଫାଇନାଲ୍ ମ୍ୟାଚ୍ ବ୍ରହ୍ମପୁର ପିଟ୍ବୁଲ୍ସ ଏବଂ...
ଠାକୁରାଣୀ ଯାତ୍ରାଦାଣ୍ଡକୁ ଆକର୍ଷିତ କଲା ସମୂହ ଲଣ୍ଡାବେଶ
ବ୍ରହ୍ମପୁର ଅଫିସ,୨୬ା୪- ରେଶମ ନଗରୀ ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢ଼ୀ ଠାକୁରାଣୀଙ୍କ ଚଳିତ ବର୍ଷ ଯାତ୍ରାର ଗୁରୁବାର ୨୭ ଦିନ ପୂରିଛି। ସନ୍ଧ୍ୟାରେ ବାହାରିଥିବା ବିଜିପୁର ଲଣ୍ଡା ବେଶ ଯାତ୍ରାଦାଣ୍ଡକୁ ବେଶ୍ ଆକର୍ଷିତ କରିଥିଲା। ଶତାଧିକ ଶିଶୁଠାରୁ ବୟସ୍କ ବ୍ୟକ୍ତି...
ନିର୍ବାଚନ କାର୍ଯ୍ୟରେ ଯାଇ ଶିକ୍ଷକଙ୍କ ମୃତ୍ୟୁ ଅଭିଯୋଗ, କ୍ଷତିପୂରଣ ଦାବି
ଫୁଲବାଣୀ ଅଫିସ, ୨୬ା୪- କନ୍ଧମାଳ ଜିଲାରେ ନିର୍ବାଚନ କାର୍ଯ୍ୟରେ ଯାଇ ମାଓବାଦୀଙ୍କ ଗୁଳିରେ ଜିଆରଏସ୍ ସଂଯୁକ୍ତା ଦିଗାଲଙ୍କ ମୃତ୍ୟୁ ଘଟଣାକୁ ଲୋକେ ଭୁଲି ନାହାନ୍ତି। ସେହିପରି ଅନ୍ୟ ଜଣେ ଶିକ୍ଷକ ଅଶୋକ କୁମାର ମଲ୍ଲିକ ନିର୍ବାଚନ କାର୍ଯ୍ୟରେ ଯାଇ ତାଙ୍କର...
ଇ-ମୂଲ୍ୟାୟନ କେନ୍ଦ୍ରରେ ରହୁନି ଇଣ୍ଟରନେଟ୍
ବ୍ରହ୍ମପୁର ଅଫିସ୍,୨୬ା୪- ଶିକ୍ଷା କ୍ଷେତ୍ର ଭଳି ଏକ ସମ୍ବେଦନଶୀଳ ବିଷୟକୁ ନେଇ ରାଜ୍ୟ ସରକାର କେମିତି ଖାମଖିଆଲ ମନୋଭାବ ରଖୁଛନ୍ତି, ତାହା ଯୁକ୍ତ ୨ ଖାତାଦେଖାରେ ସୃଷ୍ଟି ହୋଇଥିବା ବିଭ୍ରାଟରୁ ପ୍ରମାଣିତ ହେଉଛି। ବର୍ତ୍ତମାନ ଯୁକ୍ତ ୨ ଖାତା ମୂଲ୍ୟାୟନ...
ମୁକୁଳାପଡ଼ିଛି ଟ୍ରାନ୍ସଫର୍ମର, ଲୋକେ ଭୟଭୀତ
ଗଞ୍ଜାମ,୨୫ା୪(ଡି.ଏନ୍.ଏ.): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ୪ ନଂ ଓ୍ବାର୍ଡର ରାଉଳସାହି ନିକଟସ୍ଥ ୟୁଏଇ ହଲ୍ ସମ୍ମୁଖରେ ଥିବା ଟ୍ରାନ୍ସଫର୍ମରଟି ଦୀର୍ଘବର୍ଷ ଧରି ମୁକୁଳାପଡ଼ିଛି। ଏହାର ଚତୁଃପାର୍ଶ୍ୱରେ ସୁରକ୍ଷାବାଡ଼ା ନ ଥିବାରୁ ଲୋକେ ଭୟଭୀତ ଅବସ୍ଥାରେ ଯାତାୟାତ କରୁଛନ୍ତି। ଏଥିସହିତ...
ଆସିକା ଲୋକ ସଭା ନିର୍ବାଚନମଣ୍ଡଳୀ : ପ୍ରଥମକରି ଦୁଇ ମହିଳା ପ୍ରାର୍ଥୀଙ୍କ ଲଢ଼େଇ ତୀବ୍ର
ବ୍ରହ୍ମପୁର ଅଫିସ,୨୫ା୪-ଗଞ୍ଜାମ ଜିଲାର ଆସିକା ଲୋକ ସଭା ନିର୍ବାଚନ ମଣ୍ଡଳୀର ୨୦୧୯ ନିର୍ବାଚନରେ ପ୍ରଥମ କରି ଦୁଇ ମହିଳା ଭାଜପାରୁ ଅନିତା ଶୁଭଦର୍ଶିନୀ ଏବଂ ବିଜେଡରୁ ପ୍ରମିଳା ବିଷୋୟୀଙ୍କ ମଧ୍ୟରେ କଡ଼ା ମୁକାବିଲା ହୋଇଛି। ଏହି ଲୋକ ସଭା କ୍ଷେତ୍ର...
ରେଣ୍ଟିର ୧୮୨ନଂ. ବୁଥ୍ରେ ସାନି ମତଦାନ ଆଜି : ଭିଡିଓଗ୍ରାଫି, ୱେବ୍କାଷ୍ଟିଂ ବ୍ୟବସ୍ଥା ଅନୁଧ୍ୟାନ କଲେ ଜିଲାପାଳ
ଛତ୍ରପୁର/ସୋରଡ଼ା, ୨୫ା୪(ଡି.ଏନ.ଏ)-ଗଞ୍ଜାମ ଜିଲା ସୋରଡା ବ୍ଲକ ୧୮୨ନଂ. ରେଣ୍ଟି ବୁଥ୍ରେ ଗୁରୁବାର ସାନି ମତଦାନ ହେବ ା ଏଥିପାଇଁ ଜିଲା ପ୍ରଶାସନ ଓ ଗଞ୍ଜାମ ପୋଲିସ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି ା ଶାନ୍ତିଶୃଙ୍ଖଳାରେ ମତଦାନ ହେବ। ବୁଧବାର ନିଜେ...
ମରଣ ଫାଶରୁ ମୁକୁଳୁଛି ଗଞ୍ଜାମ ଜିଲା
ବ୍ରହ୍ମପୁର ଅଫିସ୍,୨୫ା୪-ଏକଦା ମ୍ୟାଲେରିଆ ପ୍ରବଣ ଜିଲା ଭାବେ ଦୁର୍ନାମ ମୁଣ୍ଡାଇଥିବା ଗଞ୍ଜାମ ଜିଲାରେ ଏବେ ସ୍ଥିତି ସୁଧୁରିବାରେ ଲାଗିଛି। ବର୍ଷକୁ ବର୍ଷ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ସେହିପରି ଆକ୍ରାନ୍ତଙ୍କ ସହ କମୁଛି ମୃତକଙ୍କ ସଂଖ୍ୟା। ମ୍ୟାଲେରିଆର ମରଣ ଫାଶରୁ...
ଭଞ୍ଜନଗର ଆହାର କେନ୍ଦ୍ରରେ ଅଗ୍ନିକାଣ୍ଡ
ଭଞ୍ଜନଗର,୨୫।୪(ଡି.ଏନ.ଏ.)-ଭଞ୍ଜନଗର ଆହାର କେନ୍ଦ୍ରରେ ବୁଧବାର ସକାଳେ ରୋଷେଇ ଚାଲିଥିବା ବେଳେ ସିଲିଣ୍ଡରରୁ କୌଣସି ପ୍ରକାରେ ଗ୍ୟାସ୍ ଲିକ୍ ହୋଇ ନିଆଁ ଲାଗିଯାଇଥିଲା। ଫଳରେ ସେଠାରେ ଥିବା ବିଭିନ୍ନ ପ୍ଲାଷ୍ଟିକ୍ ଜିନିଷ ପୋଡ଼ିଯାଇଥିଲା। ଭଞ୍ଜନଗର ଦମକଳ ବାହିନୀ ତୁରନ୍ତ ପହଞ୍ଚତ୍ ନିଆଁକୁ...
ଟ୍ରାଫିକ୍ ନିୟନ୍ତ୍ରଣକୁ ଧ୍ୟାନ ଦେଉନି ପୋଲିସ
ବ୍ରହ୍ମପୁର ଅଫିସ,୨୪|୪-ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ଅବଧି ସରି ଆସୁଥିବା ବେଳେ ଲୋକମାନଙ୍କ ଭିଡ଼ ବଢ଼ିବାରେ ଲାଗିଛି। ଜିଲାର ବିଭିନ୍ନ ସ୍ଥାନରୁ ଲୋକମାନେ ମା’ଙ୍କ ଅସ୍ଥାୟୀ ପୀଠକୁ ଦର୍ଶନ ପାଇଁ ଆସୁଛନ୍ତି। ଏହା ସହିତ ଦକ୍ଷିଣ ଓଡ଼ିଶା, ପଡ଼ୋଶୀ ଆନ୍ଧ୍ରପ୍ରଦେଶ, ପୁରୀ...
ମାଓବାଦୀ ଅଞ୍ଚଳରୁ ଗାଡ଼ି ଆଣିଲେ ମାଲିକ
ଫୁଲବାଣୀ ଅଫିସ/ଫିରିଙ୍ଗିଆ,୨୪ା୪ -କନ୍ଧମାଳ ଜିଲାରେ ନିର୍ବାଚନ ବେଳେ ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ ଯୋଗୁ ସେସବୁ ଅଞ୍ଚଳରେ ନିୟୋଜିତ ଗାଡି ନିର୍ବାଚନ ପରେ ଆସିପାରି ନଥିଲା। କର୍ମଚାରୀଙ୍କୁ ଜଞ୍ଚଲ ରାସ୍ତାରେ ସୁରକ୍ଷାକର୍ମୀ ଆଣି ନିର୍ବାଚନ କାର୍ଯ୍ୟାଳୟରେ ପହଞ୍ଚତ୍ଥିଲେ। ଏହାପରେ ପ୍ରଶାସନ ସେ...
Archives


