ଜଗତ୍‌ସିଂହପୁର

ଅସହ୍ୟ କଲା ଫସଲ ହାନି, ଜୀବନ ହାରିଲେ ଯୁବ ଚାଷୀ

ବାଲିକୁଦା,୩୧।୧୨(ତାପସ ସ୍ବାଇଁ):ଫସଲଜନିତ କ୍ଷୟକ୍ଷତି ସହି ନ ପାରି ବେକରେ ରଶି ଲଗାଇ ଝୁଲିପଡ଼ିଲେ ଯୁବ ଚାଷୀ। ଏପରି ଦୁଃଖଦ ଘଟଣା ଜଗତ୍‌ସିଂହପୁର ଜିଲା ବାଲିକୁଦା ବ୍ଲକ ତଣ୍ଡିକୂଳ ପଞ୍ଚାୟତ ଅନ୍ତର୍ଗତ ସାରଣା ଗାଁରେ ଘଟିଛି। ସେ ହେଲେ ଉକ୍ତ ଗାଁର...

ପୁନର୍ବାର ପ୍ରତିମୂର୍ତ୍ତି ଉନ୍ମୋଚନ ଯୋଜନା ବାତିଲ

ପାରାଦୀପ,୩୧।୧୨(ଶରତ ରାଉତ):ପାରାଦୀପ ନୂଆବଜାର ଖଣ୍ଡିଆପାର୍କଠାରେ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଘଟଣାକୁ ନେଇ ସୋମବାର ପାରାଦୀପ ରାଜନୀତି ଉଷ୍ମ ହୋଇଛି। ସକାଳୁ ସା ପର୍ଯ୍ୟନ୍ତ ପ୍ରତିମୂର୍ତ୍ତିକୁ ପୁନର୍ବାର ଉଦ୍‌ଘାଟନ କରାଯିବ ବୋଲି ପ୍ରସ୍ତୁତି ହୋଇଥିଲା।...

ଦେଶ ବିକାଶରେ ପାରାଦୀପ ହେଉଛି ମାଧ୍ୟମ: ଧର୍ମେନ୍ଦ୍ର

ପାରାଦୀପ, ୨୪।୧୨(ଶରତ ରାଉତ):ପୂର୍ବୋଦୟରୁ ଭାରତର ବିକାଶ ହେବ। ଏହାର ପ୍ରକୃଷ୍ଟ ସ୍ଥାନ ହେଉଛି ପାରାଦୀପ। ରାଜ୍ୟ ଓ ଦେଶ ବିକାଶରେ ପାରାଦୀପ ହେଉଛି ମାଧ୍ୟମ। ବିଶ୍ୱ ବ୍ୟବସାୟ କ୍ଷେତ୍ରରେ ପାରାଦୀପର ନାମ ଅଛି ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ...

ମୁକୁଳିଲେ ଭିଏଟ୍‌ନାମର ୬ ନାବିକ

ପାରାଦୀପ,୨୩।୧୨(ଶରତ ରାଉତ): ପାରାଦୀପରେ ୨୦୨୩ ନଭେମ୍ବର ୩୦ରୁ ଅଟକ ଥିବା ଏମ୍‌ଭି ଦେବୀ ଜାହାଜର୨୧ ଜଣ ଭିଏଟ୍‌ନାମ ନାବିକଙ୍କ ମଧ୍ୟରୁ ରବିବାର ସାରେ ମାତ୍ର ୬ ଜଣ ମୁକୁଳିଛନ୍ତି। ପ୍ରତି ବଦଳରେ ଅନ୍ୟ ୬ ଜଣ ନାବିକ ଜାହାଜରେ ପ୍ରବେଶ...

ଦାଉ ସାଧୁଛି ବର୍ଷା, ଚିନ୍ତାରେ ଚାଷୀ

ଜଗତସିଂହପୁର ଅଫିସ, ୨୨ା୧୨ (ପ୍ରମୋଦ କୁମାର ନାୟକ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲାରେ ମାତ୍ରାଧିକ ବର୍ଷା ଲାଗି ରହିଛି। ଏହାଦ୍ୱାରା ବ୍ୟାପକ ଫସଲ ପ୍ରଭାବିତ ହେବା ଆଶଙ୍କା ରହିଛି। ଜଗତ୍‌ସିଂହପୁର...

ମହିଳାଙ୍କୁ ଅସଦାଚରଣ! ଜଗତସିଂହପୁର ସହକାରୀ ଜିଲାପାଳ ନିଲମ୍ବିତ

ଭୁବନେଶ୍ୱର,୧୮ା୧୨: କାର୍ଯ୍ୟରତ ମହିଳାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ନିଲମ୍ବିତ ହୋଇଛନ୍ତି ଜଗତସିଂହପୁର ସହକାରୀ ଜିଲାପାଳ। ସହକାରୀ ଜିଲାପାଳ ଉମେଶଚନ୍ଦ୍ର ଲେଙ୍କାଙ୍କ ବିରୋଧରେ ଅଭିଯୋଗ ଆସିବା ପରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ନିଲମ୍ବନ କରିଛନ୍ତି। ସୂଚନା ଅନୁସାରେ ଗତ ଏପ୍ରିଲ...

ଗଞ୍ଜେଇ ବଦଳରେ ମଦ ଜବତ ଘଟଣା:ଅବକାରୀ ଏସଆଇ ନିଲମ୍ବିତ

ପାରାଦୀପ,୧୨୧୨ (ଶରତ ରାଉତ): ପାରାଦୀପ ଅବକାରୀ ବିଭାଗର ସବଇନ୍ସପେକ୍ଟର ଜ୍ୟୋତିରଞ୍ଜନ ସେନାପତି ଗୁରୁବାର ନିଲମ୍ବିତ ହୋଇଛନ୍ତି। କୋହଳ ଦଫା ଲଗାଇ ଅଭିଯୁକ୍ତଙ୍କୁ ଖସାଇବା ଉଦ୍ୟମ ଅଭିଯୋଗ ଅବକାରୀ କମିଶନର ତାଙ୍କୁ ନିଲମ୍ବନ କରିଛନ୍ତି। ସୂଚନାଯୋଗ୍ୟ, ମାସେ ତଳେ କୁଜଙ୍ଗ ବାଲିପାରି...

ପାରାଦୀପରେ ୭୮ ବାଂଲାଦେଶୀଙ୍କୁ ଅଟକ ରଖିଲା କୋଷ୍ଟଗାର୍ଡ

ପାରାଦୀପ,୧୦।୧୨: ବାଂଲାଦେଶରେ ଏବେ କ୍ଷମତା ସଙ୍କଟ ଚାଲିଥିବା ବେଳେ ଭାରତ ସହିତ ମଧ୍ୟ ସମ୍ପର୍କ ବିଗିଡ଼ିବାର ଆଶଙ୍କା ରହିଛି। ଏଭଳି ପରିସ୍ଥିତିରେ ମଙ୍ଗଳବାର ପାରାଦୀପ ତଟରେ ୭୮ ବାଂଲାଦେଶୀ ମତ୍ସ୍ୟଜୀବୀଙ୍କୁ କୋଷ୍ଟଗାର୍ଡ ପକ୍ଷରୁ ଅଟକ ରଖାଯାଇଛି। ସୂଚନା ଅନୁସାରେ ଦୁଇ...

ବୋଉକୁ ଛେନାପୋଡ଼ ଖୁଆଇଥିଲି

ଜଗତ୍‌ସିଂହପୁର ଜିଲା ବିଓଁଳ ଗାଁର ଏକ ନିମ୍ନମଧ୍ୟବିତ୍ତ ପରିବାରରେ ମୋ ଜନ୍ମ। ଆମର ଥାଏ ଅଳ୍ପ କିଛି ଚାଷଜମି। ଚାଷ ଓ ଛୋଟମୋଟ ବ୍ୟବସାୟରୁ ବାପା ଯାହା ରୋଜଗାର କରୁଥିଲେ ସେଥିରେ ପରିବାର ଚଳୁଥିଲା। ଆଉ ତାରି ଭିତରୁ କିଛି...

ଗ୍ୟାସ୍‌ ପାଇପ୍‌ ଲାଇନ୍‌ ମରାମତିବେଳେ ଅଘଟଣ: ମାଟି ତଳେ ଚାପି ହୋଇ ଶ୍ରମିକଙ୍କ ଜୀବନ ଗଲା

ପାରାଦୀପ,୬ା୧୨: କଟକ-ପାରାଦୀପ ରାସ୍ତାର ତାଳଦଣ୍ଡାଠାରେ ବିପିସିଏଲ ଗ୍ୟାସ୍‌ ପାଇପ୍‌ ଲାଇନ ମରାମତିବେଳେ ଶୁକ୍ରବାର ଏକ ଅଘଟଣ ଘଟିଛି। ଜଣେ ଶ୍ରମିକ ମରାମତି କାମ କରୁଥିବାବେଳେ ମାଟି ତଳେ ଚାପି ହୋଇ ତାଙ୍କ ଜୀବନ ଯାଇଛି। ଏହି ଶ୍ରମିକଙ୍କୁ ଉଦ୍ଧାର କରିବା...

ବୃଦ୍ଧ ବାପାଙ୍କ ଘର ବାହୁଡା ଶୁଣି ଘରେ ତାଲା ପକାଇ ପୁଅ, ବୋହୂ ଚମ୍ପଟ

କୁଜଙ୍ଗ,୩।୧୨(ମନୋଜ ପ୍ରଧାନ): ପରିଣତ ବୟସରେ ବୃଦ୍ଧ ବାପାଙ୍କୁ ଘରୁ ବାହାର କରିଦେଇଥିଲେ ପୁଅ, ବୋହୂ। ଫଳରେ ସେ ଭୋକ ଉପାସରେ ଛଟପଟ ହେଉଥିଲେ। ପ୍ରଶାସନ ହସ୍ତକ୍ଷେପ କରି ସମ୍ପୃକ୍ତ ବୃଦ୍ଧଙ୍କୁ ଘରକୁ ନେଇଥିବାବେଳେ ପୁଅ, ବୋହୂ ଘରେ ତାଲା ପକାଇ...

ବିଷାକ୍ତ ମଦ: ଦାଦା, ପୁତୁରା ମୃତ

ତିର୍ତ୍ତୋଲ/କେନ୍ଦ୍ରାପଡ଼ା,୨୧/୧୧(ଗୌରାଙ୍ଗ ଚରଣ ସ୍ବାଇଁ/ଜଗନ୍ନାଥ ଧଳ): ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ ଥାନା ଅନ୍ତର୍ଗତ ସାମନ୍ତରାପୁର ପଞ୍ଚାୟତ ସିରସ୍ତା ଗ୍ରାମରେ ଛତୁରେ ପକାଇବାକୁ ଥିବା କୀଟନାଶକକୁ ପାଣି ଭାବି ମଦରେ ମିଶାଇ ପିଇଦେବାରୁ ୨ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଦ୍ୱୟ ହେଲେ ଗୋପୀନାଥ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri