ରଘୁନାଥପୁର,୧୪।୩ (ଡି.ଏନ୍.ଏ.):ଜଗତ୍ସିଂହପୁର ଜିଲା ରଘୁନାଥପୁର ଥାନା ସାଦେଇପୁର ପଞ୍ଚାୟତ ଅନ୍ତର୍ଗତ ରାଉତ ନୂଆଗାଁରେ ବଳି ଭୟରେ ନାବାଳିକାଙ୍କ ସ୍କୁଲ ଯିବା ବନ୍ଦ ଘଟଣାରେ ପୋଲିସ ତଦନ୍ତ ଆରମ୍ଭ…
ପାରାଦୀପ,୧୪।୩(ସ୍ବ.ପ୍ର.):ପାରାଦୀପ ବାହାକୁଦ ଘାଟରୁ ନୂଆଗଡ ପଞ୍ଚାୟତ ଚଉମୁହାଣି ପର୍ଯ୍ୟନ୍ତ ମହାନଦୀ ସଲଗ୍ନ ଜମିରୁ କିଛି ଦିନ ହେବ ବିପୁଳ ପରିମାଣର ମାଟି ଖନନ କରାଯାଇ ବିକ୍ରି ହେଉଛି।…
ନାଉଗାଁ,୧୪ା୩(ସ୍ବ.ପ୍ର.):ନାଉଗାଁ ତହସିଲ ଅଧୀନରେ ସରକାରୀ ନିୟମକୁ ଖୋଲା ଉଲ୍ଲଂଘନ କରାଯାଇ ଇଟା ପୋଡ଼ା ଚାଲିଛି। ମାତ୍ର ଏନେଇ ପ୍ରଶାସନ ନୀରବଦ୍ରଷ୍ଟ୍ରା ସାଜିଛି। ସରକାରୀ ନିୟମାନୁସାରେ ଇଟା ଭାଟିରେ ପୋଡିବା…
ପାରାଦୀପ,୧୩।୩(ସ୍ବ.ପ୍ର.):ପାରାଦୀପରେ ଭୂତଳ ଜଳସ୍ତର ହ୍ରାସ ପାଇବାରେ ଲାଗିଛି। ଦ୍ରୁତ ଶିଳ୍ପାୟନ ଓ ଆଧୁନିକ ଜୀବନ ଶୈଳୀ ଏହାର ପ୍ରମୁଖ କାରଣ ବୋଲି କୁହାଯାଉଛି। ପାରାଦୀପ ସହର ନିକଟ…
ନାଉଗାଁ ,୧୨।୩(ସ୍ବ.ପ୍ର.): ନାଉଗାଁ ତହସିଲ ଅଧୀନ ଦେଇ ଗୋଠଦାଠାରୁ ଇଚ୍ଛାପୁର (ନରଣପୁର) ଓ ନାଉଗଁା ବ୍ଲକ ଛକ ଠାରୁ ବାଲିକୁଦା ବ୍ଲକକୁ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଜାରି…
ରଘୁନାଥପୁର,୧୧।୩(ଡି.ଏନ୍.ଏ.): ଜଗତ୍ସିଂହପୁର ଜିଲା ରଘୁନାଥପୁର ଥାନା ଅନ୍ତର୍ଗତ ସାଦେଇପୁର ପଞ୍ଚାୟତ ରାଉତ ନୂଆଗାଁର ନାରାୟଣ ପାଣି ଶନିବାର ଏକ ଗୁରୁତର ଅଭିଯୋଗ ଆଣିଛନ୍ତି। ଗୁପ୍ତଧନ ପାଇବା ଆଶାରେ…
ରଘୁନାଥପୁର,୧୧।୩(ଡି.ଏନ୍.ଏ.): ରଘୁନାଥପୁର ବ୍ଲକ ଜଗନ୍ନାଥପୁର କୃଷି ସେବା ସମବାୟ ସମିତି ପକ୍ଷରୁ ଖୋଲା ଯାଇଥିବା ମଣ୍ଡିରେ ଅଢ଼େଇ କିଲୋ ଧାନ କାଟକୁ ଚାଷୀମାନେ ବିରୋଧ କରିଛନ୍ତି। ଏ…
ଜଗତ୍ସିଂହପୁର ଅଫିସ, ୧୧ା୩: ମାଟ୍ରିକ ପରୀକ୍ଷା ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ଏହା ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଚଳିତବର୍ଷ ଜଗତ୍ସିଂହପୁର ଜିଲାର ୧୩,୪୯୫ ପରୀକ୍ଷାର୍ଥୀଙ୍କୁ ୯୧ଟି…
ପାରାଦୀପ,୧୦।୩(ଡି.ଏନ୍.ଏ.): ପାରାଦୀପ ସମୁଦ୍ରରୁ ଧରାପଡ଼ିଥିବା ସନ୍ଦିଗ୍ଧ ପାରା ସେଣ୍ଟ୍ରାଲ ଫୋରେନସିକ ସାଇନ୍ସ ଲ୍ୟାବ(ସିଏଫ୍ଏସ୍ଏଲ୍) ଯିବ। ରାଜ୍ୟ ଫୋରେନସିକ ଲ୍ୟାବ କୌଣସି ନିଷ୍କର୍ଷରେ ପହଞ୍ଚି ନ ପାରିବାରୁ କୋଲକାତା…
ବାଲିକୁଦା,୧୦।୩(ସ୍ବ.ପ୍ର.):ଭାବା ପରମାଣୁ ଗବେଷଣା କେନ୍ଦ୍ର, ମୁମ୍ବାଇରେ କାର୍ଯ୍ୟରତ ଓଡ଼ିଆ ମହିଳା ବୈଜ୍ଞାନିକ ଡ. ଜ୍ୟୋତିର୍ମୟୀ ମହାନ୍ତି ୨୦୨୩ ମସିହାର ସମ୍ମାନଜନକ ଅନ୍ତର୍ଜାତୀୟ ପୁରସ୍କାର (ଆଇୟୁପିଏସି ଡିଷ୍ଟିଂଉଇସ୍ ଓମା୍ୟନ…