ଜଗତ୍‌ସିଂହପୁର

ଖାଦ୍ୟ ଅନୁଧ୍ୟାନ କଲେ ସ୍ବାସ୍ଥ୍ୟ କର୍ମଚାରୀ

ଜଗତ୍‌ସିଂହପୁର ଅଫିସ, ୯ା୧୧: ନାଉଗାଁ ବ୍ଲକ ଅନ୍ତର୍ଗତ ଶିଖର ଘାଟଠାରେ ମଙ୍ଗଳବାର ବୋଇତ ବନ୍ଦାଣ ଉତ୍ସବ ପାଳିତ ହୋଇଯାଇଛି। ଏନେଇ ସେଠାରେ ଗୁପଚୁପ ସାଙ୍ଗକୁ ଉଠା ଜଳଖିଆ…

2 years ago

ଜମିଜମା ସମସ୍ୟା ଅଙ୍ଗନୱାଡି କେନ୍ଦ୍ର ନିର୍ମାଣରେ ବାଧକ

ଜଗତ୍‌ସିଂହପୁର ଅଫିସ, ୯ା୧୧: ଜଗତ୍‌ସିଂହପୁର ଜିଲାରେ ପିଲାମାନଙ୍କ ପାଇଁ ଉତ୍ତମ ଭିତ୍ତିଭୂମି ଅର୍ଥାତ୍‌ ସବୁଠି ଅଙ୍ଗନୱାଡି କେନ୍ଦ୍ର ବିଲ୍ଡିଂ ନିର୍ମାଣ କରିବାରେ ସରକାର ବିଫଳ ହେଉଛନ୍ତି। ଜିଲାରେ…

2 years ago

ଆଜିଠାରୁ କଳିଙ୍ଗ ବାଲିଯାତ୍ରା

ପାରାଦୀପ,୭ା୧୧(ସ୍ବ.ପ୍ର.):ପାରାଦୀପର ସମୁଦ୍ର ବେଳାଭୂମି ବିଜୁ ମଇଦାନରେ ସୋମବାରଠାରୁ କଳିଙ୍ଗ ବାଲିଯାତ୍ରା ମହୋତ୍ସବ ଆରମ୍ଭ ହେବ। ଏହା ୮ ଦିନ ଧରି ଚାଲିବ। ଏହାକୁ ଉଦ୍‌ଘାଟନ କରିବେ ରାଜସ୍ବ…

2 years ago

ରଦ୍ଦିରେ ବିକ୍ରି ହେଲା ପଢ଼ାବହି

ପାରାଦୀପ,୬।୧୧(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ପାରାଦୀପ ବନ୍ଦର ସହରରେ ସରକାରୀ ସ୍କୁଲ ଛାତ୍ରୀଛାତ୍ରଙ୍କୁ ମାଗଣାରେ ଦିଆଯାଉଥିବା ବହିଗୁଡ଼ିକୁ ଶନିବାର ରଦ୍ଦିରେ ବିକ୍ରି କରାଯାଇଛି। ପାରାଦୀପ ନୂଆବଜାରସ୍ଥିତ ସଞ୍ଜୟ ଗାନ୍ଧୀ ସ୍କୁଲରେ…

2 years ago

ଜଣେ ଅଧିକାରୀଙ୍କ ନିୟନ୍ତ୍ରଣରେ ଚାଲିଛି ମହୋତ୍ସବ

ପାରାଦୀପ,୫।୧୧(ସ୍ବ.ପ୍ର.): ପାରାଦୀପ କଳିଙ୍ଗ ବାଲିଯାତ୍ରା ମହୋତ୍ସବ ନଭେମ୍ବର ୭ରୁ ଆରମ୍ଭ ହେବ। ଗତ ୩ ଦଶନ୍ଧି ଧରିସମୁଦ୍ର ବେଳାଭୂମିରେ (ଅଧୁନା ବିଜୁ ମଇଦାନ ) ଏହି ମହୋତ୍ସବ…

2 years ago

କେନାଲରେ ଆସୁନି ପାଣି, ଶୁଖିଲା ପଡ଼ିଛି ଚାଷଜମି

ନାଉଗଁା ,୫ା୧୧(ସ୍ବ.ପ୍ର): ନାଉଗଁା ବ୍ଲକର ଚାଷୀମାନେ କେତେବେଳେ ଅଧିକ ବର୍ଷା ତ ଆଉ କେତେବେଳେ ପାଣି ଅଭାବରୁ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ନିଅଣ୍ଟିଆ ବର୍ଷା ଓ…

2 years ago

ବଢୁଛି ଡେଙ୍ଗୁ ରୋଗୀ ସଂଖ୍ୟା, ଲୋକେ ଭୟଭୀତ

ଜଗତ୍‌ସିଂହପୁର ଅଫିସ, ୪ା୧୧:ଜଗତସିଂହପୁର ଜିଲାରେ ଡେଙ୍ଗୁ ରୋଗୀ ସଂଖ୍ୟା ବଢୁଛି। ଗତ ଜାନୁୟାରୀରୁ ଏପର୍ଯନ୍ତ ଏହି ସଂଖ୍ୟା ବଢି ୩୦୫ରେ ପହଞ୍ଚତ୍ଲାଣି । ଲୋକେ ସଚେତନ ନ…

2 years ago

‘ଦୁର୍ନୀତିଗ୍ରସ୍ତଙ୍କୁ ସମର୍ଥନ କରିବା ଉଚିତ ନୁହେଁ’

ଜଗତ୍‌ସିଂହପୁର ଅଫିସ, ୨ା୧୧: ଦୁର୍ନୀତି ଓ ବିକାଶ ଏକ ସଙ୍ଗରେ ଯାଇପାରିବେ ନାହିଁ। ଦୁର୍ନୀତି ମଣିଷର ସହଜାତ ପ୍ରବୃତ୍ତିରେ ପରିଣତ ହୋଇଛି। ସମାଜ ଓ ପରିବାର ପରୋକ୍ଷରେ…

2 years ago

ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବିଶ୍ୱନାଥ ଦାସଙ୍କ ପରଲୋକ

ବାଲିକୁଦା,୨ା୧୧(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ବାଲିକୁଦା ବ୍ଲକ ଅରିଲୋ ପଞ୍ଚାୟତ ଭଗବାନ ସିଣ୍ଢୋଳ ଗଁାର ବୟୋଜ୍ୟେଷ୍ଠ ସ୍ବାଧୀନତା ସଂଗ୍ରାମୀ ବିଶ୍ୱନାଥ ଦାସଙ୍କ ସୋମବାର ବିଳମ୍ବିତ ରାତିରେ କଟକ ବଡ଼…

2 years ago

ଅଲିଭ୍‌ ରିଡଲେଙ୍କ ପ୍ରଜନନ ପ୍ରକ୍ରିୟା ଆରମ୍ଭ: ବିଭିନ୍ନ ମୁହାଣରେ କଟକଣା

ପାରାଦୀପ,୧।୧୧(ସ୍ବ.ପ୍ର.): ଅଲିଭ୍‌ ରିଡଲେ କଇଁଛଙ୍କ ପ୍ରଜନନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏଥିପାଇଁ ନଭେମ୍ବର ୧ରୁ ମେ’୩୧ ତାରିଖ ଯାଏ ବିଭିନ୍ନ ମୁହାଣରେ ମାଛଧରା ଉପରେ କଟକଣା କରାଯାଇଛି।…

2 years ago