ଜଗତ୍‌ସିଂହପୁର

ଏସ୍‌ଭିଏମ୍‌ ମହାବିଦ୍ୟାଳୟରେ ବେଆଇନ ନାମଲେଖା ପ୍ରସଙ୍ଗ: ୨ ଡିଇଓ ବହିଷ୍କୃତ, ଜଣେ ଅଧ୍ୟାପକଙ୍କ ଦରମା ବନ୍ଦ

ଜଗତ୍‌ସିଂହପୁର ଅଫିସ, ୨୭ା୨: ସ୍ବାମୀ ବିବେକାନନ୍ଦ ସ୍ମାରକୀ (ଏସ୍‌ଭିଏମ୍‌) ସ୍ବୟଂଶାସିତ ମହାବିଦ୍ୟାଳୟରେ ୨୦୧୫ରୁ ୨୦୧୮ ମସିହା ମଧ୍ୟରେ ଯୁକ୍ତ ତିନି ଶିକ୍ଷାଲାଭ ସହ ପାସ୍‌ କରିଥିବା ଛାତ୍ରୀଛାତ୍ରଙ୍କ ମଧ୍ୟରୁ ୧୨୪ ଜଣଙ୍କୁ ମାଇଗ୍ରେସନ୍‌ ସାର୍ଟିଫିକେଟ୍‌ ମିଳିପାରି ନ ଥିଲା। ଯେଉଁ...

ପରଲୋକରେ ପୂର୍ବତନ ବିଧାୟକ ବିଜୟ ନାୟକ

ଜଗତସିଂହପୁର ଅଫିସ,୨୬।୨: ପୂର୍ବତନ କଂଗ୍ରେସ ବିଧାୟକ ବିଜୟ କୁମାର ନାୟକଙ୍କର ବୁଧବାର ପରଲୋକ ଘଟିଛି। ସେ ଦୀର୍ଘଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ହୋଇଥିଲା। ଅସୁସ୍ଥତା ଯୋଗୁ ବିଜୟଙ୍କୁ ଭୁବନେଶ୍ୱରର ଏକ...

ଅବକାରୀ ଚଢ଼ାଉ, ଦୁଇ ଗିରଫ

ବାଲିକୁଦା,୨୬।୨(ସ୍ବ.ପ୍ର.): ବାଲିକୁଦା ଅବକାରୀ ବିଭାଗ ପକ୍ଷରୁ ମଙ୍ଗଳବାର ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ ୨୩ ଲିଟର ଦେଶୀ ଓ ବିଦେଶୀ ମଦ ଜବତ କରାଯାଇଛି। ଏଥିସହିତ ଦୁଇ ଚୋରା ମଦ ବ୍ୟବସାୟୀଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଛି। ଏନେଇ ଦୁଇଟି...

୨୭ରେ ପୂରଣ ମଣ୍ଡି ଘେରିବ ଭାଜପା

ବାଲିଆ, ୨୬।୨: ବିରିଡି ବ୍ଲକର ବିଭିନ୍ନ ସମବାୟ ସମିତିରେ ଚାଷୀଙ୍କଠାରୁ ଉଚିତ ମୂଲ୍ୟରେ ଧାନ କିଣିବା ପାଇଁ ମଣ୍ଡି ଖୋଲାଯାଇଥିବା ବେଳେ ଧାନ ବିକ୍ରି ପାଇଁ ଚାଷୀମାନେ ନାନା ସମସ୍ୟା ଭୋଗୁଛନ୍ତି। ଏହାର ପ୍ରତିବାଦରେ ପୂରଣ ମଣ୍ଡଳ ଭାଜପା ପକ୍ଷରୁ...

ଆବାସ ହିତାଧିକାରୀଙ୍କ ଘର ଆଗରେ ପ୍ରଶାସନର ଧାରଣା

କୁଜଙ୍ଗ,୨୬ା୨(ଡି.ଏନ.ଏ.): ସରକାରୀ ଯୋଜନା ବାଟବଣା ହେଲେ କିମ୍ବା ସରକାରୀ ସହାୟତା ଠିକ୍‌ରେ ନ ମିଳିଲେ ଜନସାଧାରଣ ଏହାର ପ୍ରତିବାଦ କରିଥାନ୍ତି। ରାସ୍ତାରୋକୋ, ଗଣଧାରଣା ମାଧ୍ୟମରେ ଏସବୁର ପ୍ରତିବାଦ କରାଯାଏ। ତେବେ କୁଜଙ୍ଗ ବ୍ଲକ ଅଞ୍ଚଳରେ ଘଟିଛି ଏକ ଭିନ୍ନ ଘଟଣା।...

ପ୍ରଭାବଶାଳୀଙ୍କ ଜବରଦଖଲରେ ଡ୍ରେନ୍‌

ଜଗତ୍‌ସିଂହପୁର ଅଫିସ, ୨୬ା୨: ନିୟମ ରହିଛି ପ୍ରାକୃତିକ ନାଳ କିମ୍ବା ଡ୍ରେନ୍‌ ରୋକାଯାଇ ପାରିବନାହିଁ। ଏହାର ଗତି ବଦଳାଯିବନି। କେହି ଜବରଦଖଲ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। କୋର୍ଟଙ୍କ ଏହି ନିର୍ଦ୍ଦେଶ ପାଳନ କରିବା ପାଇଁ ରାଜ୍ୟ...

ଚୋରି ସନ୍ଦେହରେ ଥାନାକୁ ଡାକି ପିଟିଲେ ଏସ୍‌ଆଇ

ବାଲିକୁଦା,୨୪ା୨(ସ୍ବ.ପ୍ର.): ବନ୍ଦର ସାମୁଦ୍ରିକ ଥାନା ଅଧୀନ ନହରଣା ବଜାରରେ ହୋଇଥିବା ଚୋରି ଘଟଣା ଭିନ୍ନ ମୋଡ ନେଇଛି। ଏହି ଚୋରି ଘଟଣାରେ ନହରଣା ଗ୍ରାମର ବୀରବର ପରିଡାଙ୍କ ପୁଅ ଲୁଲୁ ସମ୍ପୃକ୍ତ ଥିବା ସନ୍ଦେହ କରି ପୋଲିସ ତାଙ୍କୁ ୨୨...

କାମରେ ଲାଗୁନି ଭାରୀଯାନ ପାର୍କିଂ କଟକଣା

ପାରାଦୀପ,୨୪ା୨(ସ୍ବ.ପ୍ର.): ପାରାଦୀପ ଶିଳ୍ପ ସହରର ଅଠରବାଙ୍କୀ ଗୋଲେଇଛକରୁ ଦୋଛକି ପର୍ଯ୍ୟନ୍ତ ରାସ୍ତା ସବୁଠାରୁ ବ୍ୟସ୍ତବହୁଳ। ଏହି ୪.୫ କିମି ରାସ୍ତାରେ ଅଧିକାଂଶ ସମୟ ଭିଡ଼ ହୋଇଥାଏ। ଏଥିଯୋଗୁ ପ୍ରଦୂଷଣ ବଢ଼ିବା ସହିତ ଦୁର୍ଘଟଣା ମଧ୍ୟ ଘଟିଥାଏ। ଏହାକୁ ଦୃଷ୍ଟିରେ ରଖି...

ଜଳଖିଆ ଦୋକାନରୁ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ

ଜଗତ୍‌ସିଂହପୁର ଅଫିସ,୨୩।୨: ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ ଢିଅସାହି ବଜାର ଓ ସ୍ଥାନୀୟ ଗାନ୍ଧୀଛକସ୍ଥିତ ଏକ ହୋଟେଲରେ ରବିବାର ଅଗ୍ନିକାଣ୍ଡ ଘଟିଛି। ସିଙ୍ଗିପୁରର ବାବନ ସାହୁଙ୍କ ଜଳଖିଆ ଦୋକାନରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ ହୋଇଛି। ଖବର ପାଇ...

ଜଗତ୍‌ସିଂହପୁର ବିଜେଡି ରାଜନୀତି: ମଙ୍ଗ ଧରିଲେ ବିଧାୟକ ପ୍ରଶାନ୍ତ

ଜଗତ୍‌ସିଂହପୁର ଅଫିସ୍‌,୨୩ା୨: ଗତ ସାଧାରଣ ନିର୍ବାଚନ ପୂର୍ବରୁ ବିଜେଡି ଜଗତ୍‌ସିଂହପୁର ଜିଲା ରାଜନୀତିରେ ବ୍ୟାପକ ପରିବର୍ତ୍ତନ ଲକ୍ଷ୍ୟ କରାଯାଇଥିଲା। ସେତେବେଳେ ଦୀର୍ଘ ବର୍ଷ ଧରି ଦଳ ଜିଲା ସଭାପତି ଦାୟିତ୍ୱରେ ଥିବା ବରିଷ୍ଠ ନେତା ବିଷ୍ଣୁ ଦାସଙ୍କ ସ୍ଥାନରେ ଅମରେନ୍ଦ୍ର...

‘ପ୍ରବୃତ୍ତି ନୁହେଁ, ବୃତ୍ତିକୁ ଅଗ୍ରାଧିକାର ଦିଆଯାଏ’

ଜଗତ୍‌ସିଂହପୁର ଅଫିସ,୨୩ା୨: ପ୍ରବୃତ୍ତି ଅପେକ୍ଷା ବୃତ୍ତିକୁ ସର୍ବଦା ଅଗ୍ରାଧିକାର ଦିଆଯାଏ। କାରଣ କରଦାତାଙ୍କ କରରେ ସରକାରୀ କର୍ମଚାରୀ ଦରମା ପାଇଥାନ୍ତି। ତେଣୁ ସେମାନଙ୍କ ବୃତ୍ତି ପାଇଁ ନିଷ୍ଠା ଓ ଜନସାଧାରଣଙ୍କ ପ୍ରତି ଉତ୍ତରଦାୟିତ୍ୱ ରହିବା ଦରକାର। ବୃତ୍ତିରେ ଶତପ୍ରତିଶତ ସଫଳତା...

୧୦ବର୍ଷ ପରେ ମିଳିଲା ହଜିଲା ପୁଅ

ପାରାଦୀପ, ୨୨।୨ (ସ୍ବ.ପ୍ର.): ଦୀର୍ଘ ଏକ ଦଶନ୍ଧି ହେଲା ପୁଅକୁ ହରାଇଥିବା ବେଳେ ଆଉଥରେ ପୁଅକୁ ପାଇବାର ଆଶା ଛାଡ଼ିଦେଇଥିଲେ। ହେଲେ ଶୁକ୍ରବାର ମହାଶିବରାତ୍ରୀରେ ପୁଅକୁ ଫେରିପାଇବା ପରେ ଆତମ ବିଭୋର ହୋଇପଡ଼ିଛନ୍ତି ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ଥାନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri