ଜଗତ୍‌ସିଂହପୁର

ପରିତ୍ୟକ୍ତ ଗୃହରେ ଚାଲିଛି ‘ସଖୀ’ କେନ୍ଦ୍ର ନିଜସ୍ବ ବିଲ୍ଡିଂ ପାଇଁ ଚିହ୍ନଟ ଜମିକୁ ନେଇ ଦ୍ୱନ୍ଦ୍ୱ

ଜଗତ୍‌ସିଂହପୁର ଅଫିସ୍‌,୧୦।୧: ରାଜଧାନୀ ଦିଲ୍ଲୀରେ ନିର୍ଭୟା ଗଣବଳାତ୍କାର ଓ ହତ୍ୟା ଘଟଣା ସାରା ଦେଶବାସୀଙ୍କୁ ସ୍ତବ୍ଧ କରିଦେଇଥିଲା। ଏହି ମାମଲାର ବିଚାର ସମୟରେ ନିର୍ଯାତନାର ଶିକାର ହେଉଥିବା ନାବାଳିକା, ଯୁବତୀ ଓ ମହିଳାମାନଙ୍କୁ ସହାୟତା ପାଇଁ ୱାନ୍‌ ଷ୍ଟପ୍‌ ସେଣ୍ଟର...

ପାରାଦୀପରେ ହେବ ରାଜ୍ୟର ପ୍ରଥମ ଇଓସି

ପାରାଦୀପ,୧୦।୧ (ସ୍ବ.ପ୍ର.): ସମଗ୍ର ରାଜ୍ୟରେ ଥିବା ୩୫ ବୃହତ୍‌ ରାସାୟନିକ ଦୁର୍ଘଟଣା ପ୍ରବଣ କାରଖାନା ମଧ୍ୟରୁ ପାରାଦୀପରେ ୨୫ ପ୍ରତିଶତ ଅର୍ଥାତ୍‌ ୮ କାରଖାନା ଅଛି। ସେହି କାରଖାନାର ସମ୍ଭାବ୍ୟ ଦୁର୍ଘଟଣା ବେଳେ ଜରୁରିକାଳୀନ ପରିଚାଳନା ପାଇଁ ହେବ ଇଓସି...

ଜାଗା ଦେବାକୁ ରାଜି ହେଲେନି ବୋଲି: ୨ ଭଉଣୀଙ୍କୁ ମାଡ଼ମାରି ଗଛରେ ବାନ୍ଧିଲେ ଭାଇ

କୁଜଙ୍ଗ,୯ା୧(ଡି.ଏନ.ଏ.): ସମ୍ପତ୍ତି ଲୋଭରେ ୨ ଭାଇ ତାଙ୍କ ମା’ ଓ ଦୁଇ ଭଉଣୀଙ୍କୁ ମାଡ଼ମାରିବା ସହ ଗଛରେ ବାନ୍ଧିଛନ୍ତି। ଏ ନେଇ ଥାନାରେ ଅଭିଯୋଗ ହେବାପରେ ପୋଲିସ ଏକ ମାମଲା ରୁଜୁ କରିବା ସହ ସମ୍ପୃକ୍ତ ୨ ଭାଇଙ୍କୁ ଗିରଫ...

ଚାକିରି ଦେବା ନାଁରେ ନିର୍ଯାତନା

ଜଗତ୍‌ସିଂହପୁର ଅଫିସ୍‌, ୯।୧: ଭଲ କମ୍ପାନୀରେ ଚାକିରି କରାଇଦେବାକୁ କହି ଜଗତ୍‌ସିଂହପୁର ଥାନା ଅଳସୁଧା ଗ୍ରାମର ଦେବେନ୍ଦ୍ର ବେହେରାଙ୍କଠାରୁ ଜଣେ ବ୍ୟକ୍ତି ୫୦ ହଜାର ଟଙ୍କା, ସାର୍ଟିଫିକେଟ୍‌ ନେଇଯିବା ସହ ୧୪ ଦିନ କାଳ ନିର୍ଯାତନା ଦେଇଥିବା ଦେବେନ୍ଦ୍ର ଅଭିଯୋଗ...

ଛାତ୍ରୀଙ୍କୁ ଦେହ ବ୍ୟବସାୟରେ ନିୟୋଜିତ କରୁଥିବା ଅଭିଯୋଗ: ପୃଥକ୍‌ ମାମଲା, ଟ୍ୟୁଶନ ଶିକ୍ଷକ ଗିରଫ

ନାଉଗଁ।, ୯।୧ (ସ୍ବ.ପ୍ର):ଚାକିରି କରାଇ ଦେବା ନଁ।ରେ ନାଉଗାଁ ବ୍ଲକ ନନ୍ଦୀ ଗ୍ରାମର ଜଣେ ଟ୍ୟୁଶନ ଶିକ୍ଷକ ଝିଅମାନଙ୍କୁ ନେଇ ପାରାଦୀପରେ ଦେହ ବ୍ୟବସାୟରେ ନିୟୋଜିତ କରିବା ପରେ ନିଜ ଘରେ ରଖିବା ଓ ସେମାନଙ୍କ ମା’ବାପାଙ୍କଠାରୁ ଟଙ୍କା ଆଦାୟ...

ଶୂନ୍ୟରେ ଚାଲିଛି ୮୪ ଅଙ୍ଗନଓ୍ବାଡ଼ି କେନ୍ଦ୍ର

ପାରାଦୀପ,୯ା୧(ସ୍ବ.ପ୍ର.): ରାଜ୍ୟର ଅର୍ଥନୈତିକ ମୁଖଶାଳା କୁହାଯାଉଥିବା ପାରାଦୀପରେ ବାଲ୍ୟଶିକ୍ଷା ପାଇଁ ଉଦ୍ଦିଷ୍ଟ ଅଙ୍ଗନଓ୍ବାଡି କେନ୍ଦ୍ର ପରିଚାଳନା ନୀତି ଏକପ୍ରକାର ପ୍ରହସନ ପାଲଟିଛି। ୨୦୧୧ରୁ ପାରାଦୀପ ପୌରାଞ୍ଚଳର ୧୯ ଓ୍ବାର୍ଡରେ ୮୪ଟି ଅଙ୍ଗନଓ୍ବାଡି କେନ୍ଦ୍ର ଚାଲିଛି। କିନ୍ତୁ ବିଡ଼ମ୍ବନାର ପ୍ରସଙ୍ଗ ହେଲା...

ଜଗତସିଂହପୁରରେ ଭାରତ ବନ୍ଦ ଡାକରା ଶାନ୍ତିପୂର୍ଣ୍ଣ

ଜଗତସିଂହପୁର ଅଫିସ୍‌, ୮।୧: ଜଗତସିଂହପୁରରେ ଭାରତ ବନ୍ଦ ଡାକରା ସଫଳ ହୋଇଛି। ବୁଧବାର ସକାଳୁ ଜିଲାର ଦୋକାନ ବଜାର ବନ୍ଦ ରହିଛି। କଂଗ୍ରେସ ଏବଂ ମିଳିତ ଟ୍ରେଡ୍‌ ୟୁନିୟନ୍‌ ପକ୍ଷରୁ ସ୍ଥାନୀୟ ଏସକେ ଏକାଡେମୀ ପଡିଆରୁ ଏକ ଶୋଭାଯାତ୍ରା ବାହାରି...

ଯୌତୁକ ଜନିତ ବଧୂହତ୍ୟା ଅଭିଯୋଗ, ସ୍ବାମୀ ଅଟକ

କୁଜଙ୍ଗ,୮ା୧(ଡି.ଏନ.ଏ.):କୁଜଙ୍ଗ ଥାନା ଅଧୀନ ଅରଖିଆ ଗ୍ରାମରେ ଯୌତୁକ ଜନିତ ବଧୂହତ୍ୟା ହୋଇଥିବା ଅଭିଯୋଗ ହୋଇଛି। ଅଧିକ ଯୌତୁକ ନ ଆଣିବାରୁ ଗ୍ରାମର ସୁଦାମ ସେଠୀଙ୍କ ସ୍ତ୍ରୀ ପ୍ରଭାବତିଙ୍କୁ ସ୍ବାମୀ ଓ ଶାଶୁଘର ଲୋକେ ମାରି ଦେଇଥିବା ପ୍ରଭାବିତଙ୍କ ବାପା ଅଭିଯୋଗ...

ଜୀବନ ନେବ ମୁକୁଳା ଟ୍ରାନ୍ସଫର୍ମର: ବିଦ୍ୟୁତ୍‌ ବିଭାଗର ନିଘା ନାହିିଁ

ନାଉଗାଁ ,୮ା୧(ସ୍ବ.ପ୍ର.):ନାଉଗାଁ ବଜାରରେ ରହିଛି ୫୦୦ କେ.ଭି. ବିଶିଷ୍ଟ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର। ଏହି ଟ୍ରାନ୍ସସଫର୍ମରରୁ ନାଉଗାଁ ବଜାର ସମେତ ଆଖପାଖ ଗ୍ରାମକୁ ବିଦ୍ୟୁତ୍‌ ସଂଯୋଗ କରାଯାଇଛି। ଟ୍ରାନ୍ସଫର୍ମରଟି ବଜାରରେ ଥିବା ପୁରୁଣା ଯାତ୍ରୀ ବିଶ୍ରାମ ଘର ପାଖରେ ରହିଛି। ମାତ୍ର...

ଅବକାରୀ ଚଢ଼ାଉ, ୩ ଗିରଫ

ବାଲିକୁଦା,୮ା୧(ସ୍ବ.ପ୍ର.): ବାଲିକୁଦା ଅବକାରୀ ବିଭାଗ ପକ୍ଷରୁ ମଙ୍ଗଳବାର ଭୋର ସମୟରେ ଏରସମା ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି। ଚଢ଼ାଉବେଳେ ୮ଲିଟରରୁ ଊର୍ଦ୍ଧ୍ୱ ଦେଶୀ ଓ ବିଦେଶୀ ମଦ ଜବତ କରାଯିବା ସହ ୩ଜଣ ଚୋରାମଦ ବ୍ୟବସାୟୀଙ୍କୁ ଗିରଫ...

ଅସୁରକ୍ଷିତ ଶିଆଳି ଭିୟୁ ଟାୱାର

ଏରସମା, ୮।୧ (ସ୍ବ.ପ୍ର.):ଜଗତ୍‌ସିଂହପୁର ଜିଲାର ଅନ୍ୟତମ ମୁଖ୍ୟ ପର୍ଯ୍ୟଟନସ୍ଥଳୀ ତଥା ଏରସମା ବ୍ଲକ ଅଧୀନ ପଦ୍ମପୁର ପଞ୍ଚାୟତସ୍ଥିତ ଶିଆଳି ସମୁଦ୍ର ବେଳାଭୂମି ନିକଟରେ ଥିବା ଭିୟୁ ଟାୱାର ଅସୁରକ୍ଷିତ ହୋଇପଡିଛି। ରକ୍ଷଣାବେକ୍ଷଣ ଅଭାବ ସାଙ୍ଗକୁ ସମୁଦ୍ର ଜଳପତ୍ତନ ବୃଦ୍ଧି ଏହାର...

ପିପିଏଲ ଜଳାଶୟରେ ୨୭ ହଜାରରୁ ଊର୍ଦ୍ଧ୍ୱ ପକ୍ଷୀ

ପାରାଦୀପ,୭ା୧(ସ୍ବ.ପ୍ର.): ପାରାଦୀପ ଫସ୍‌ପେଟ୍‌ସ ଲିମିଡେଟ୍‌(ପିପିଏଲ୍‌) ପରିସରରେ ଥିବା ୧୬ଟି ବୃହତ ଜଳାଶୟରେ ଚଳିତବର୍ଷ ରେକର୍ଡ ସଂଖ୍ୟକ ଦେଶୀ-ବିଦେଶୀ ପକ୍ଷୀଙ୍କ ସମାଗମ ହୋଇଛି। ସୋମବାର ରାଜନଗର ବନଖଣ୍ଡ ପକ୍ଷରୁ ମିଳିଥିବା ପକ୍ଷୀଗଣନା ରିପୋର୍ଟ ଅନୁସାରେ ୨୭ ହଜାରରୁ ଊର୍ଦ୍ଧ୍ୱ ପକ୍ଷୀ ଏସବୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri