ଜଗତ୍‌ସିଂହପୁର

୬ କୋଟିର ବକ୍ସ କଲଭର୍ଟ କାମରେ ମନମାନି

ଜଗତ୍‌ସିଂହପୁର,୧୨ା୩(ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ସହର ଏଲ୍‌ଆଇସି କାର୍ଯ୍ୟାଳୟଠାରୁ ବଡ଼ବଜାର ରଶ୍ମି ହଲ ଛକ ପର୍ଯ୍ୟନ୍ତ ଜଳସମ୍ପଦ ବିଭାଗ ୧୦ନଂ. ଡିଷ୍ଟ୍ରିବ୍ୟୁଟାରିରେ ୬ କୋଟି ୪୦ ଲକ୍ଷ ଟଙ୍କା ବ୍ୟୟ ବରାଦରେ ତୃତୀୟ ପର୍ଯ୍ୟାୟ ବକ୍ସ କଲଭର୍ଟ ନିର୍ମାଣ ଚାଲିଛି। ଏଥିରେ...

ଜଗତ୍‌ସିଂହପୁରରେ ରିହାତି ଚାଉଳ, ଡାଲି ପାଇଁ ଠେଲାପେଲା

ଜଗତ୍‌ସିଂହପୁର, ୧୦।୩(ପ୍ରମୋଦ କୁମାର ନାୟକ)ଆଜାଦୀ କା ଅମୃତ ମହୋତ୍ସବ ଅବସରରେ କେନ୍ଦ୍ର ସରକାର ଖାଉଟିଙ୍କୁ ରିହାତି ଦରରେ ଚାଉଳ, ଚଣା ଡାଲି, ଅଟା, ଚିନି, ତେଲ ଓ ପିଆଜ ଯୋଗାଇବା ପାଇଁ ନିଷ୍ପତ୍ତି ନେଇଛନ୍ତି। ନାଫେଡ୍‌ (ନ୍ୟାଶନାଲ ଆଗ୍ରିକଲଚରାଲ କୋ-ଅପରେଟିଭ...

ପାରାଦୀପ ବନ୍ଦର ବାଟେ ବିଶ୍ୱସ୍ତରୀୟ କଣ୍ଟେନର ସର୍ଭିସ୍‌ ଆରମ୍ଭ

ପାରାଦୀପ,୯ା୩(ଶରତ ରାଉତ): ପାରାଦୀପ ବନ୍ଦର ବାଟେ ଶୁକ୍ରବାର ବିଶ୍ୱସ୍ତରୀୟ କଣ୍ଟେନର ପଣ୍ୟ କାରବାର ଆରମ୍ଭ ହୋଇଛି। ଏନେଇ ପାରାଦୀପ ବନ୍ଦର ଏବଂ ଓଡ଼ିଶା ସରକାରଙ୍କ ସହ ବିଶ୍ୱର ସର୍ବବୃହତ ଭୂମଧ୍ୟସାଗରୀୟ ଶିପିଂ କମ୍ପାନୀ ଏମ୍‌ଏସ୍‌ସି (ମେଡିଟାରାନ ଶିପିଂ କମ୍ପାନୀ)ବୁଝାମଣାପତ୍ର କରିଛି।...

ପୂର୍ବ ଭୋଟ ଦେଖି ଭାଜପାରେ ଅଧିକ ଆଶାୟୀ

ଜଗତ୍‌ସିଂହପୁର, ୫ା୩(ପ୍ରମୋଦ କୁମାର ନାୟକ):ବାଲିକୁଦା-ଏରସମା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ୨୦୦୯, ୨୦୧୪ ଓ ୨୦୧୯ରେ ବିଜୟଲାଭ କରିଥିଲେ। ଭାଜପା ଆସନ୍ତା ନିର୍ବାଚନରେ ଏଠାରେ ଉତ୍ତମ ପ୍ରଦର୍ଶନ କରିବ ବୋଲି ଅଣ୍ଟାଭିଡ଼ିଛି। ତୁଳନାତ୍ମକ ଭାବେ ଗତ ସାଧାରଣ ଓ ପଞ୍ଚାୟତ...

କେନ୍ଦ୍ରାପଡାବାସୀଙ୍କୁ ସରକାରଙ୍କ ବଡ ଉପହାର, ଗଡିବ ମେମୁ ଟ୍ରେନ

ଭୁବନେଶ୍ୱର,୩।୩: ନିର୍ବାଚନ ପୂର୍ବରୁ ବଡ ଉପହାର ଦେଲେ ରାଜ୍ୟ ସରକାର। ବହୁ ପ୍ରତିକ୍ଷୀତ ପରାଦୀପ-ହରିଦାସପୁର ରେଳ ଲାଇନରେ ଗଡିବ ଯାତ୍ରୀବାହୀ ଟ୍ରେନ। ପାରାଦୀପରୁ କେନ୍ଦ୍ରାପଡ ଦେଇ କେନ୍ଦୁଝରକୁ ଗଡିବ ମେମୋ ଟ୍ରେନ। ମାର୍ଚ୍ଚ ୫ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ନୂତନ ଟଗ୍‌ବୋଟ୍‌ ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ ସୋନୱାଲ

ପାରାଦୀପ,୩।୩(ଶରତ ରାଉତ): ପାରାଦୀପ ବନ୍ଦର ୱେଟବେସିନଠାରେ ଶନିବାର ସାରେ ଏକ ନୂତନ ଟଗ୍‌ବୋଟ୍‌ର ଉଦ୍‌ଘାଟିତ ହୋଇଯାଇଛି। ଆଭାସି ଜରିଆରେ କେନ୍ଦ୍ର ଜାହାଜ ଚଳାଚଳ ମନ୍ତ୍ରୀ ସର୍ବାନନ୍ଦ ସୋନୱାଲ ଏହାକୁ ଶୁଭାରମ୍ଭ କରିଛନ୍ତି। ଆତ୍ମନିର୍ଭର ଭାରତ ଯୋଜନା ଅଧୀନରେ ଏହି ଟଗ୍‌ବୋଟ୍‌...

ପାର୍ଟି ନୁହେଁ, ଏଥର ଚାଷୀ ସରକାର ଦରକାର

ଜଗତ୍‌ସିଂହପୁର,୨ା୩(ପ୍ରମୋଦ କୁମାର ନାୟକ): ଚାଷୀଙ୍କ ୮୦ ପ୍ରତିଶତ ଭୋଟରେ ଭାଜପା କେନ୍ଦ୍ର ଓ ବିଜେଡି ରାଜ୍ୟରେ ସରକାର ଚଳାଇଛି। ଦୀର୍ଘ ୨୪ ବର୍ଷ ହେଲା ବିଜେଡି ଓଡ଼ିଶାରେ ଶାସନ କରି ଚାଲିଛି। ଏହା ସତ୍ତ୍ୱେ ଚାଷୀମାନେ ଉପେକ୍ଷିତ ହେଉଛନ୍ତି। ଏନେଇ...

ମିଳିଲେ ଏମ୍‌ଏଲ୍‌ଏ, ନ ମିଳିଲେ ଏମ୍‌ପି

ଜଗତ୍‌ସିଂହପୁର,୧ା୩(ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ଲୋକ ସଭା ଆସନ ପାଇଁ କେଉଁ ଦଳ କାହାକୁ ପ୍ରାର୍ଥୀ କଲେ ଜିତିବା ସମ୍ଭାବନା ଅଧିକ ତା’ ଉପରେ ତର୍ଜମା କରୁଛନ୍ତି। ଏଭଳି ସ୍ଥିତିରେ ଭାଜପା ଦୁଇ ପାଦ ଆଗକୁ ବଢ଼ିଛି। ଏହି ଦଳ ଦିନେ...

ଗାର୍ଡଓ୍ବାଲ ନିର୍ମାଣ କାର୍ଯ୍ୟ ନିମ୍ନମାନର

ନାଉଗାଁ,୧ା୩(ସୁଧା ବେହୁରା):ନାଉଗାଁ ବ୍ଲକ ଅନ୍ତର୍ଗତ ଶିଖରଘାଟ-ବାଲିଭଉଁରୀ ରାସ୍ତା ପୂର୍ତ୍ତ ବିଭାଗ ଅଧୀନରେ ରହିଛି। ଏହି ରାସ୍ତାର ନାଉଗଁାସ୍ଥିତ ସାଧୁ ଗୋସ୍ବାମୀ ପୀଠ ସମ୍ମୁଖ ରାସ୍ତା ପାର୍ଶ୍ୱରେ ଗାର୍ଡଓ୍ବାଲ ନିର୍ମାଣ କାର୍ଯ୍ୟ ଜାରି ରହିଛି। ଉକ୍ତ କାର୍ଯ୍ୟ ନିମ୍ନମାନର ହେଉଥିବା ଅଭିଯୋଗ ହେଉଛି।...

ପେସା ଶ୍ରମିକ, ନିଶା ପ୍ଲାଷ୍ଟିକମୁକ୍ତ ସମାଜ ଗଠନ

କୁଜଙ୍ଗ,୨୯।୨ (ମନୋଜ ପ୍ରଧାନ)ମାଟିରେ ମିଳାଉ ନ ଥିବା ପ୍ଲାଷ୍ଟିକ, ଧୂଳି, ଧୂଆଁ ଓ ଶିଳ୍ପ ସଂସ୍ଥାରୁ ନିର୍ଗତ ବର୍ଜ୍ୟ ଯୋଗୁ ବାୟୁମଣ୍ଡଳ ଦିନକୁ ଦିନ ପ୍ରଦୂଷିତ ହେବାରେ ଲାଗିଛି। ଏହାଦ୍ୱାରା ମଣିଷ ସ୍ବଚ୍ଛ ପବନରେ ନିଃଶ୍ୱାସ ପ୍ରଶ୍ୱାସ ନେଇପାରୁନାହିଁ। ଫଳରେ...

ସମ୍ପତ୍ତି ପାଇଁ ମାରିଦେଲେ:ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ

ବାଲିକୁଦା,୨୭ା୨(ତାପସ ସ୍ବାଇଁ):ଓଗରପୁର ଗାଁରେ ଗତ ସୋମବାର ବିଳମ୍ବିତ ରାତିରେ ଘଟିଥିବା ହତ୍ୟାକାଣ୍ଡ ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ସେ...

ବିନା ‘ହାତ’ରେ ଚିରଞ୍ଜୀବଙ୍କ ବନ୍ଧୁମିଳନ

ଜଗତ୍‌ସିଂହପୁର, ୨୬ା୨(ପ୍ରମୋଦ କୁମାର ନାୟକ):ଗତ ସାଧାରଣ ନିର୍ବାଚନ ପରଠାରୁ ବରିଷ୍ଠ କଂଗ୍ରେସ ନେତା ତଥା ଜଗତ୍‌ସିଂହପୁର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ ତାଙ୍କ ନିର୍ବାଚନମଣ୍ଡଳୀରେ ଦଳୀୟ କର୍ମୀଙ୍କଠାରୁ ଏକପ୍ରକାର ଖାପଛଡ଼ା ଦେଇ ଆସୁଥିଲେ। ହେଲେ ରବିବାର ନାଉଗାଁ ବ୍ଲକ ଅନ୍ତର୍ଗତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri