ଜଗତ୍‌ସିଂହପୁର

ଜାହାଜରୁ ୨୨୦ କୋଟିର କୋକେନ୍‌ ଜବତ

ପାରାଦୀପ,୨।୧୨(ଶରତ ରାଉତ): ପାନାମାରେ ତିଆରି ହୋଇଥିବା ‘ଏମ୍‌ଭି ଦେବୀ’ ନାମକ ପଣ୍ୟବାହୀ ଜାହାଜ ଇଣ୍ଡୋନେସିଆରୁ ଆସିଥିଲା। ପାରାଦୀପରୁ ଷ୍ଟିଲ୍‌ କାର୍ଗୋ ନେଇ ଡେନମାର୍କ ଯିବାର ଥିଲା। ଗୁରୁବାର ମଧ୍ୟାହ୍ନ ୧୨ଟାରେ ପାରାଦୀପ ଇଣ୍ଟରନ୍ୟାଶନାଲ କାର୍ଗୋ ଟର୍ମିନାଲ (ପିଆଇସିଟି) ବର୍ଥରେ ଲାଗିଥିଲା।...

ଜାହଜରୁ ୩୩୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର କୋକେନ୍‌ ଜବତ

ପାରାଦୀପ,୧।୧୨(ଶରତ ରାଉତ): ପାରାଦୀପ ବନ୍ଦରରେ ଲାଗିଥିବା ଏକ ଜାହଜରୁ ଶୁକ୍ରବାର ବହୁପରିମାଣରେ କୋକେନ୍‌ ଜବତ କରାଯାଇଛି। ଅପରାହ୍ନ ୨ଟା ସୁଦ୍ଧା ୫୫ଟି ପ୍ୟାକେଟ ଜବତ ହୋଇଥିବା ଜଣାପଡିଛି। ଯାହାର ପରିମାଣ ୮୨ କେଜି। ଏହାର ଭାରତୀୟ ବଜାର ମୂଲ୍ୟ ୩୩୦...

ଜାହାଜରୁ ସନ୍ଦେହଜନକ ସାମଗ୍ରୀ ଜବତ: କର୍ମଚାରୀ ଆତଙ୍କିତ

ପାରାଦୀପ,୧।୧୨(ଶରତ ରାଉତ):ପାରାଦୀପ ବନ୍ଦର ପିଆଇସିଟି (ପାରାଦୀପ ଇଣ୍ଟରନ୍ୟାସନାଲ କାର୍ଗୋ ଟର୍ମିନାଲ)ବର୍ଥରୁ ଶୁକ୍ରବାର ଭୋରୁ କିଛି ସନ୍ଦିଗ୍ଧ ସାମଗ୍ରୀ ଜବତ ହୋଇଛି। ମେରାଇନ ପୋଲିସ, କଷ୍ଟମ୍ସ ଓ ସିଆଇଏସଏଫ ମିଳିତ ଭାବେ ଯାଞ୍ଚ କରୁଛନ୍ତି। ପ୍ରାଥମିକ ଭାବେ ଡଗ ସ୍କ୍ବାର୍ଡ, ବୋମା...

ଆଜି ଜଗତ୍‌ସିଂହପୁର ପୌର ପରିଷଦ ୬ନଂ. ୱାର୍ଡ ଉପନିର୍ବାଚନ

ଜଗତ୍‌ସିଂହପୁର, ୨୯।୧୧(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ପୌର ପରିଷଦ ଅନ୍ତର୍ଗତ ୬ନଂ. ୱାର୍ଡରେ ବୁଧବାର ଉପନିର୍ବାଚନ ଅନୁଷ୍ଠିତ ହେବ। ସୁଜଙ୍ଗସ୍ଥିତ ପ୍ରାଥମିକ ବିଦ୍ୟାଳୟ ପରିସର ୧ନଂ. ବୁଥ୍‌ରେ ସକାଳ ୮ରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ମତଦାନ ଚାଲିବ। ଏନେଇ ମଙ୍ଗଳବାର...

ଆଜି ପାରାଦୀପ ବନ୍ଦର ଦିବସ, ବୋଇତ ବନ୍ଦାଣ ଉତ୍ସବ

ପାରାଦୀପ,୨୭।୧୧(ଶରତ ରାଉତ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ପାରାଦୀପ ବନ୍ଦର ଗସ୍ତରେ ଆସୁଛନ୍ତି। ଏହି ଅବସରରେ ଆୟୋଜିତ ବୋଇତ ବନ୍ଦାଣ ଉତ୍ସବ ଓ ବନ୍ଦର ଦିବସ କାର୍ଯ୍ୟକ୍ରମରେ ସେ ମୁଖ୍ୟ ଅତିଥିଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ସହ...

ଆଜି ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୭।୧୧(ଅସମାପିକା ସାହୁ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ରବିବାର ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚତ୍ଛନ୍ତି। ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ରାଷ୍ଟ୍ରପତି ମୁର୍ମୁ ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଓହ୍ଲାଇବା ପରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ନବୀନ...

ବର୍ଷା ସାଙ୍ଗକୁ ପବନ, ଚିନ୍ତାରେ ଚାଷୀ

କୁଜଙ୍ଗ,୧୭।୧୧(ମନୋଜ ପ୍ରଧାନ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଜଗତ୍‌ସିଂହପୁର ଜିଲାର ଉପକୂଳବର୍ତ୍ତୀ ବ୍ଲକ କୁଜଙ୍ଗ ଓ ଏରସମା ଅଞ୍ଚଳରେ ଗୁରୁବାର ସକାଳୁ ଝିପି ଝିପି ବର୍ଷା ସାଙ୍ଗକୁ ୫୦ କି.ମି. ବେଗରେ ପବନ ବହୁଛି। ଏନେଇ ଧାନଚାଷୀ ଚିନ୍ତାରେ ପଡିଛନ୍ତି।...

ନିର୍ମାଣାଧୀନ ରାସ୍ତାର ସ୍ଥାୟିତ୍ୱ ନେଇ ଆଶଙ୍କା

ନାଉଗାଁ,୧୭ା୧୧(ସୁଧା ବେହୁରା): ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରି ରାସ୍ତା ନିର୍ମାଣ କରୁଥିବା ବେଳେ ଠିକାଦାରଙ୍କ ମନମୁଖି କାମ ଯୋଗୁ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାର ଉଦାହରଣ ନାଉଗାଁ ବ୍ଲକ ଅନ୍ତର୍ଗତ ଶିଖର-ତିରୁଣା ରାସ୍ତା କାମରେ ଦେଖିବାକୁ...

ଅବହେଳିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ

ରାହାମା, ୧୬।୧୧(ଶ୍ରୀକାନ୍ତ ଦାସ)କୁଜଙ୍ଗ ବ୍ଲକ ସାରଳା ମହାବିଦ୍ୟାଳୟ, ରାହାମା ସମ୍ମୁଖରେ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ ରହିଛି। ସରକାର ଯୁବ ପ୍ରତିଭାମାନଙ୍କୁ ଆଖି ଆଗରେ ରଖି ପ୍ରତି ପଞ୍ଚାୟତରେ ଏହି ଷ୍ଟାଡିୟମ ନିର୍ମାଣ କରୁଛନ୍ତି। ମାତ୍ର ପ୍ରଶାସନିକ ଅବହେଳା, ଆନ୍ତରିକତା...

ଏରଡ଼ା-ପହଙ୍ଗା କେନାଲ ରାସ୍ତା କାମରେ ବିଳମ୍ବ

ଜଗତ୍‌ସିଂହପୁର, ୧୬ା୧୧(ପ୍ରମୋଦ କୁମାର ନାୟକ)ଜଳ ସମ୍ପଦ ବିଭାଗ ପ୍ରାଚୀ ଡିଭିଜନ ପକ୍ଷରୁ କଟକ ଜିଲା ପହଙ୍ଗା ନିକଟରୁ ଜଗତ୍‌ସିଂହପୁର ଜିଲା ଏରଡ଼ା (ବାଲିସାହି) ପର୍ଯ୍ୟନ୍ତ କେନାଲ ରାସ୍ତା ନବୀକରଣ ପାଇଁ ଟେଣ୍ଡର ହୋଇଛି। ପାଖାପାଖି ୩.୫ କିଲୋମିଟର କେନାଲ ରାସ୍ତା...

ଜଳିଗଲା ବାଣ ଦୋକାନ

ଜଗତସିଂହପୁର,୧୨।୧୧: ଆଜି ଆଲୋକର ପର୍ବ ଦୀପାବଳି। ବାଣ ଫୁଟାଇ, ମିଠା ଖାଇ ଲୋକ ଦୀପାବଳୀ ପାଳନ କରୁଛନ୍ତି। କିନ୍ତୁ ପାରାଦୀପରେ ଏତିକିବେଳେ ଏକ ଅଘଟଣ ଘଟି ଯାଇଛି। ପାରାଦୀପର ଏକ ବାଣ ଦୋକାନରେ ଭୋର ସମୟରେ ନିଆଁ ଲାଗି ଯାଇଛି।...

ପାରାଦୀପ ଆସିବେ ରାଷ୍ଟ୍ରପତି

ପାରାଦୀପ,୧୦।୧୧(ଶରତ ରାଉତ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୭ରେ ପାରାଦୀପ ଗସ୍ତରେ ଆସିବେ। ଏ ନେଇ ସରକାରୀ ଭାବେ ରାଷ୍ଟ୍ରପତି ଭବନର ସଚିବ ସମ୍ପଦ ମେହେଟ୍ଟା ଓଡ଼ିଶା ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଯୋଗେ ସୂଚନା ଦେଇଛନ୍ତି। ଏ ସମ୍ପର୍କରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri