ଜଗତ୍‌ସିଂହପୁର

ମାଛଗାଁ କେନାଲ ଭାଙ୍ଗି ତରିକୁନ୍ଦ, ଦଳେଇଘାଇ ନିକଟରେ ଘାଇ

ଜଗତ୍‌ସିଂହପୁର,୧୭ା୭(ପ୍ରମୋଦ ନାୟକ): ବିରିବାଟୀଠାରୁ ଜଗତ୍‌ସିଂହପୁର ଦେଇ ଲମ୍ବିଥିବା ମାଛଗାଁ କେନାଲର ତରିକୁନ୍ଦ ଓ ଦଳେଇଘାଇ ନିକଟରେ ଯଥାକ୍ରମେ ୨୦ ଓ ୧୫ ଫୁଟର ଘାଇ ହୋଇଛି। ଫଳରେ ଜଗତ୍‌ସିଂହପୁର-କନ୍ଦରପୁର ୫୫ ନଂ. ଜାତୀୟ ରାଜପଥରେ ୩ ଫୁଟ ଉଚ୍ଚରେ ଜଳ...

ଦେବୀ ନଦୀରେ ଭାସିଗଲେ କାଉଡ଼ିଆ

ଜଗତ୍‌ସିଂହପୁର,୧୬।୭(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଜିଲା ଆଳିପିଙ୍ଗଳ ନିକଟ ଦେବୀ ନଦୀରେ ରବିବାର ଏକ ଅଘଟଣ ଘଟିଛି। ଆଳିପିଙ୍ଗଳ ଆରପଟ କେତକେଶ୍ୱର ଘାଟରୁ ଜଣେ ନାବାଳକ କାଉଡିଆ ନଦୀରେ ଭାସି ଯାଇଛନ୍ତି। ନାବାଳକ ଜଣକ ହେଲେ ତିର୍ତ୍ତୋଲ ଥାନା ବିଦ୍ୟାଧରପୁର...

ଚିରଞ୍ଜୀବଙ୍କ ନିଲମ୍ବନ: କର୍ମୀଙ୍କ ମଧ୍ୟରେ ମିଶ୍ର ପ୍ରତିକ୍ରିୟା

 ଜଗତ୍‌ସିଂହପୁର ଅଫିସ, ୧୬।୭: ପୂର୍ବତନ ଜଗତ୍‌ସିଂହପୁର ବିଧାୟକ ଚିରଞ୍ଜୀବ ବିଶ୍ୱାଳଙ୍କୁ ଏଆଇସିସି (ଅଖିଳ ଭାରତ କଂଗ୍ରେସ କମିଟି) ପକ୍ଷରୁ କଂଗ୍ରେସରୁ ନିଲମ୍ବନ କରାଯିବା ପରେ ଜଗତ୍‌ସିଂହପୁର ଜିଲାରେ ରାଜନୈତିକ ଚର୍ଚ୍ଚା ଜୋର ଧରିଛି । ଏହି ନିଷ୍ପତ୍ତି ବିରୋଧରେ ଜିଲା...

ପାରାଦୀପ ମାଛଧରା ବନ୍ଦର ପୋତାଶ୍ରୟରେ ଆହତ ଡଲ୍‌ଫିନ୍‌

ପାରାଦୀପ,୧୬ା୭(ଶରତ ରାଉତ): ପାରାଦୀପ ନେହେରୁବଙ୍ଗଳା ମାଛଧରା ବନ୍ଦର ପୋତାଶ୍ରୟ ମଧ୍ୟରେ ରବିବାର ସକାଳେ ଏକ ଆହତ ଡଲଫିନ୍‌ ଦେଖିବାକୁ ମିଳିଛି। ପୋତାଶ୍ରୟର ୪ ନମ୍ବର ବର୍ଥରେ ଥିବା ଏକ ଅଚଳ ବୋଟ୍‌ ମଧ୍ୟରେ ଡଲଫିନ୍‌ ଆତଯାତ ହେଉଛି। ଆହତ ଥିବାରୁ...

ଚିରଞ୍ଜୀବଙ୍କ ନିଲମ୍ବନ: ଯୁବ କଂଗ୍ରେସର ପ୍ରତିବାଦ

ଜଗତ୍‌ସିଂହପୁର ଅଫିସ,୧୬।୭ପୂର୍ବତନ ଜଗତ୍‌ସିଂହପୁର ବିଧାୟକ ଚିରଞ୍ଜୀବ ବିଶ୍ୱାଳଙ୍କୁ ଏଆଇସିସି (ଅଖିଳ ଭାରତ କଂଗ୍ରେସ କମିଟି) ପକ୍ଷରୁ କଂଗ୍ରେସରୁ ନିଲମ୍ବନ କରାଯିବା ପରେ ଜଗତ୍‌ସିଂହପୁର ଜିଲାରେ ରାଜନୈତିକ ଚର୍ଚ୍ଚା ଜୋର ଧରିଛି । ଏହି ନିଷ୍ପତ୍ତି ବିରୋଧରେ ଜିଲା ଯୁବ କଂଗ୍ରେସ...

କେନାଲରେ ପାଣି ନାହିଁ, ତଳି ପ୍ରଭାବିତ

ଜଗତ୍‌ସିଂହପୁର,୧୬।୭(ପ୍ରମୋଦ କୁମାର ନାୟକ)ପ୍ରତିବର୍ଷ ଜୁନ ଶେଷ ସୁଦ୍ଧା କେନାଲରେ ପାଣି ଆସିବା କଥା। କିନ୍ତୁ ଏପର୍ଯ୍ୟନ୍ତ ଜଗତ୍‌ସିଂହପୁର ଜିଲା ମାଛଗାଁ ମୁଖ୍ୟ କେନାଲର ୧୯(ଏ) ଡିଷ୍ଟ୍ରିବ୍ୟୁଟାରୀରେ ପାଣି ନାହିଁ । ଅନ୍ୟପଟେ ଚଳିତବର୍ଷ ୩୫ ପ୍ରତିଶତ କମ୍‌ ବର୍ଷା ହୋଇଛି...

ଶିକ୍ଷକ ଅଭାବ ପାଇଁ ଶିକ୍ଷାଦାନ ବାଧାପ୍ରାପ୍ତ

କୁଜଙ୍ଗ,୧୪।୭ (ମନୋଜ ପ୍ରଧାନ): ସ୍ବାଧୀନତା ପୂର୍ବରୁ ଅର୍ଥାତ ୧୯୦୧ରେ କୁଜଙ୍ଗରେ ବନବିହାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା କରାଯାଇଥିଲା। ଏହି ୧୨୨ବର୍ଷର ହାଇସ୍କୁଲକୁ ୫-ଟି ଯୋଜନାରେ ରୂପାନ୍ତରଣ କରାଯାଇଥିଲେ ମଧ୍ୟ ବିଭିନ୍ନ ଅବ୍ୟବସ୍ଥା ମଧ୍ୟରେ ଗତିକରୁଛି।  ଏଠାରେ ଷଷ୍ଠ ଶ୍ରେଣୀରୁ ଦଶମ...

ବିଦ୍ୟାଳୟ ଯାଇପାରୁ ନ ଥିବା ପିଲାଙ୍କୁ ମିଳିବ ଚାଉଳ

ଜଗତ୍‌ସିଂହପୁର, ୧୧ା୭ (ପ୍ରମୋଦ କୁମାର ନାୟକ): ପାଠ ପଢିବା ସମୟରେ ଅନେକ ପିଲା ଭିନ୍ନକ୍ଷମ ଓ ସ୍ବାସ୍ଥ୍ୟଗତ କାରଣରୁ ବିଦ୍ୟାଳୟ ଯାଇପାରୁ ନାହାନ୍ତି। ଏଥିଯୋଗୁ ସେମାନେ ପ୍ରଚଳିତ ସରକାରୀ କାର୍ଯ୍ୟକ୍ରମରୁ ବଞ୍ଚତ୍ତ ହେଉଛନ୍ତି। ଏହା ଉପରେ ମଣ୍ଟୁ ଦାସ ନାମକ...

ପରିବା ଦର ନିୟନ୍ତ୍ରଣ ବାହାରେ

ଜଗତ୍‌ସିଂହପୁର, ୧୦ା୭ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଜିଲାରେ ସମ୍ପ୍ରତି ପରିବା ଦର ନିୟନ୍ତ୍ରଣ ବାହାରକୁ ଚାଲିଯାଇଛି। ଏବେ କୌଣସି ପରିବା ଦର ୫୦ ଟଙ୍କା ତଳକୁ ନାହିଁ। ଟମାଟୋ କିଲୋଗ୍ରାମ ପ୍ରତି ଦର ୧୨୦ ଟଙ୍କାରେ ପହଞ୍ଚତ୍ଥିବା ବେଳେ...

କର୍ମଚାରୀ ଅଭାବରୁ କୃଷି ଯୋଜନା ଦିଗହରା

ଏରସମା,୧୦ା୭ (ଦୀପ୍ତି ଖଣ୍ଡୁଆଳ): ଏରସମା ବ୍ଲକ ମୁଖ୍ୟାଳୟସ୍ଥିତ କୃଷି ସୂଚନା ଓ ପରାମର୍ଶ କେନ୍ଦ୍ର ବିଭିନ୍ନ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ବିଶେଷକରି କର୍ମଚାରୀ ଅଭାବ କାରଣରୁ ବିଭିନ୍ନ ସରକାରୀ ଯୋଜନାର ସଫଳ ରୂପାୟନ ହୋଇପାରୁନାହିଁ। ଏରସମା ବ୍ଲକ ସମୁଦ୍ର...

 ମା’ ଶାରଳାଙ୍କ ମନ୍ଦିରରେ ଲାଗୁ ହେଲା ନୂଆ ନିୟମ 

ଜଗତସିଂହପୁର ୯।୭ : ଜଗତସିଂହପୁରର ପ୍ରସିଦ୍ଧ ମା’ ଶାରଳାଙ୍କ ମନ୍ଦିରରେ ନୂଆ ନିୟମ  ଲାଗୁ ହୋଇଛି। ମନ୍ଦିର ଭିତରକୁ ମୋବାଇଲ ଫୋନ ଓ ପଲିଥିନ ବନ୍ଦ  କରାଯାଇଛି । ଜିଲା ପ୍ରଶାସନ ପକ୍ଷରୁ ଏହି  ନୂଆ ନିୟମ ଲାଗୁ  ହୋଇଛି।...

୭ ଦଫା ଦାବିରେ ଟିପିସିଓଡିଏଲ୍‌ କାର୍ଯ୍ୟାଳୟ ଘେରାଉ

ରଘୁନାଥପୁର, ୮।୭(ରାଜେନ୍ଦ୍ର ନାରାୟଣ ସିଂହ): ବିଦ୍ୟୁତ୍‌ ସମସ୍ୟା ପ୍ରତିବାଦରେ ୭ ଦଫା ଦାବି ନେଇ ରଘୁନାଥପୁରର ଟିପିସିଓଡିଏଲ କାର୍ଯ୍ୟାଳୟକୁ ଶୁକ୍ରବାର ସ୍ଥାନୀୟ ବିଦ୍ୟୁତ୍‌ ଉପଭୋକ୍ତା ସଂଘ ପକ୍ଷରୁ ଘେରାଉ କରାଯାଇଛି। ସଂଘ ସଭାପତି ରଞ୍ଜନ କୁମାର ମହାନ୍ତି ଓ ସମ୍ପାଦକ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri