ଜାହାଜ ମରାମତି ବେଳେ ଅଘଟଣ: ପୋତାଶ୍ରୟରେ ଖସି ଅଧିକାରୀଙ୍କ ଜୀବନ ଗଲା
ପାରାଦୀପ,୧୪ା୬(ଶରତ କୁମାର ରାଉତ): ପାରାଦୀପ ବନ୍ଦର ପୋତାଶ୍ରୟରେ ବୁଧବାର ସକାଳେ ଡିସିଆଇ(ଡ୍ରେଜିଂ କର୍ପୋରେଶନ ଇଣ୍ଡିଆ)ଜାହାଜରେ ଅଘଟଣ ଘଟିଛି। ଡ୍ରେଜିଂ ଜାହାଜ ୧୭ର ସେକେଣ୍ଡ ଅଫିସର ପାଣିରେ ବୁଡିଯିବାରୁ ତାଙ୍କର ମୃତ୍ୟୁ ଘଟିଛି। ଆଉ ଜଣେ ସି ମ୍ୟାନ (ନାବିକ) ଅଳ୍ପକେ...