ରଘୁନାଥପୁର,୧୧।୩(ଡି.ଏନ୍.ଏ.): ରଘୁନାଥପୁର ବ୍ଲକ ଜଗନ୍ନାଥପୁର କୃଷି ସେବା ସମବାୟ ସମିତି ପକ୍ଷରୁ ଖୋଲା ଯାଇଥିବା ମଣ୍ଡିରେ ଅଢ଼େଇ କିଲୋ ଧାନ କାଟକୁ ଚାଷୀମାନେ ବିରୋଧ କରିଛନ୍ତି। ଏ ସମ୍ପର୍କରେ ସମିତି ସମ୍ପାଦକ କପିଳେନ୍ଦ୍ର ପରିଡା ନୀରବ ରହୁଛନ୍ତି। ଏହି ଧାନ...
ଜଗତ୍ସିଂହପୁର ଅଫିସ, ୧୧ା୩: ମାଟ୍ରିକ ପରୀକ୍ଷା ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ଏହା ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଚଳିତବର୍ଷ ଜଗତ୍ସିଂହପୁର ଜିଲାର ୧୩,୪୯୫ ପରୀକ୍ଷାର୍ଥୀଙ୍କୁ ୯୧ଟି କେନ୍ଦ୍ରରେ ପରୀକ୍ଷା ଦେବାର ସୁଯୋଗ ଥିବାବେଳେ ସେଥିରୁ ୨୫୧ ଜଣ ଅନୁପସ୍ଥିତ...
ପାରାଦୀପ,୧୦।୩(ଡି.ଏନ୍.ଏ.): ପାରାଦୀପ ସମୁଦ୍ରରୁ ଧରାପଡ଼ିଥିବା ସନ୍ଦିଗ୍ଧ ପାରା ସେଣ୍ଟ୍ରାଲ ଫୋରେନସିକ ସାଇନ୍ସ ଲ୍ୟାବ(ସିଏଫ୍ଏସ୍ଏଲ୍) ଯିବ। ରାଜ୍ୟ ଫୋରେନସିକ ଲ୍ୟାବ କୌଣସି ନିଷ୍କର୍ଷରେ ପହଞ୍ଚି ନ ପାରିବାରୁ କୋଲକାତା କିମ୍ବା ହାଇଦ୍ରାବାଦ ସ୍ଥିତ ସିଏଫ୍ଏସ୍ଏଲକୁ ପଠାଯିବ। ପାରା ଦେହର ଲେଖା ଓ...
Archives
Model This Week
ପିଲାଙ୍କ ଧରିତ୍ରୀ