ପାରାଦୀପରେ ହେବ ୨ ଲକ୍ଷ କୋଟିର ପୁଞ୍ଜି ନିବେଶ: ମୁଖ୍ୟମନ୍ତ୍ରୀ
ପାରାଦୀପ,୧୪ା୧୧: ଆଗାମୀ ଦିନରେ ପାରାଦୀପରେ ନିବେଶ ହେବ ୨ ଲକ୍ଷ କୋଟିର ପୁଞ୍ଜି। ଗୁରୁବାର କଳିଙ୍ଗ ବାଲିଯାତ୍ରାକୁ ଉଦ୍ଘାଟନ କରିବା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘୋଷଣା କରିଛନ୍ତି। ଏଥିସହିତ ତାଳଚେରକୁ ପାରାଦୀପ ସହ ଯୋଡ଼ିବାକୁ ୧୬...