ଜଗତ୍‌ସିଂହପୁର

୨୦୩୦ କାର୍ଯ୍ୟସୂଚୀ ଉପରେ ଗୁରୁତ୍ୱ

ଜଗତ୍‌ସିଂହପୁର ଅଫିସ, ୨୯ା୧୦:  ଲୋକଙ୍କ ସାମାଜିକ, ଆର୍ଥିକ ଏବଂ ପରିବେଶଗତ ଉନ୍ନତି ପାଇଁ ସଂଯୁକ୍ତ ରାଷ୍ଟ୍ରସମୂହ ୨୦୧୫ରେ ୧୭ଟି ପ୍ରସଙ୍ଗ ଉପରେ ଗୁରୁତ୍ୱାରୋପ କରିଥିଲେ। ୨୦୩୦ ସୁଦ୍ଧା ଏହି ଲକ୍ଷ୍ୟ ପୂରଣ ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା। ଏହାକୁ ସଷ୍ଟେନେବୁଲ...

୧୦୭ ଭୋଟ ପାଇ ପାରାଦୀପ ମଜଦୁର ସଂଘ ପ୍ରଥମ

ପାରାଦୀପ,୨୯।୧୦(ସ୍ବ.ପ୍ର.): ବହୁ ପ୍ରତୀକ୍ଷିତ ପାରାଦୀପ ବନ୍ଦର ଲେବର ଟ୍ରଷ୍ଟି (ବୋର୍ଡ ସଦସ୍ୟ)ନିର୍ବାଚନ ଶୁକ୍ରବାର ଶେଷ ହୋଇଛି। ଏଥିରେ ପାରାଦୀପ ବନ୍ଦର ମଜ୍‌ଦୁର ସଂଘ ୧୦୭ ଓ ପାରାଦୀପ ଏରସମା ଶିଳ୍ପାଞ୍ଚଳ ୱାର୍କର୍ସ ୟୁନିୟନ ୭୬ ଖଣ୍ଡ ଭୋଟ ପାଇ ଟ୍ରଷ୍ଟବୋର୍ଡରେ...

୯୦୦ ଟନ ସ୍କ୍ରାପ୍‌ ନଷ୍ଟକଲା ପାରାଦୀପ ବନ୍ଦର

ପାରାଦୀପ,୨୮ା୧୦(ସ୍ବ.ପ୍ର.): ପାରାଦୀପ ବନ୍ଦର ପ୍ରଶାସନ ପକ୍ଷରୁ ସ୍ବଚ୍ଛତା ଅଭିଯାନ ୨-୦ ଆରମ୍ଭ ହୋଇଛି। କେନ୍ଦ୍ର ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରଣାଳୟ ପକ୍ଷରୁ ସ୍ବତନ୍ତ୍ର ନିର୍ଦ୍ଦେଶ ମତେ ଏହି ଅଭିଯାନ ସମଗ୍ର ଦେଶରେ ଥିବା ମେଜର ପୋର୍ଟଗୁଡ଼ିକରେ ଆରମ୍ଭ ହୋଇଛି।...

ଆଦ୍ୟାଶାଙ୍କୁ ମିଳିଲା ଇଣ୍ଡିଆ ବୁକ୍‌ ସାର୍ଟିଫିକେଟ

ପାରାଦୀପ,୨୬ା୧୦(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ପାରାଦୀପ ପିପିଏଲ ଟାଉନଶିପରେ ରହୁଥିବା ଗଗନ ବିହାରୀ ସାହୁଙ୍କ ୩ ବର୍ଷୀୟା ଝିଅ ଆଦ୍ୟାଶାଙ୍କୁ ମିଳିଛି ଇଣ୍ଡିଆ ବୁକ୍‌ ରେକର୍ଡ ସାର୍ଟିଫିକେଟ। ତାଙ୍କର ଅସାଧାରଣ ସ୍ମରଣଶକ୍ତି ପାଇଁ ଏହି ସାର୍ଟିଫିକେଟ ମିଳିଛି ବୋଲି ତାଙ୍କ ବାପା...

ଉଗ୍ର ହେଉଛି ପାରାଦୀପ ବନ୍ଦର ଲେବର ଟ୍ରଷ୍ଟି ନିର୍ବାଚନ

ପାରାଦୀପ,୨୬ା୧୦(ସ୍ବ.ପ୍ର.): ପାରାଦୀପ ବନ୍ଦର ବୋର୍ଡ ଅଫ ମେମ୍ବର(ଲେବର ଟ୍ରଷ୍ଟି) ନିର୍ବାଚନ ଆଉ ଦୁଇ ଦିନ ବାକି ଥିବାବେଳେ ପ୍ରଚାର ଓ ଆରୋପ ପ୍ରତ୍ୟାରୋପ ଉଗ୍ର ହୋଇଛି। ଏହା ମଧ୍ୟରେ କେତେକ ରୋଚକ ଘଟଣା ଘଟିଛି। ରବିବାର ରାତି ୧୧ ଟାରେ...

ବନ୍ଦର ପୋତାଶ୍ରୟରେ ଲାଗିଲା ୪୦ରୁ ଊର୍ଦ୍ଧ୍ୱ ବୋଟ୍‌

ପାରାଦୀପ,୨୪।୧୦(ସ୍ବ.ପ୍ର.): ସମ୍ଭାବ୍ୟବାତ୍ୟା ପ୍ରଭାବରେ ଶନିବାରଠାରୁ ସମୁଦ୍ର ଅଶାନ୍ତ ହେବାରେ ଲାଗିଛି। ଏହାଦ୍ୱାରା ମହାନଦୀ ମୁହାଣରେ ପ୍ରଖର କରେଣ୍ଟ (ଅନ୍ତଶ୍ରୋତ) ପ୍ରବାହ ହେଉଛି। ଫଳରେ ସମୁଦ୍ରରେ ଥିବା ମାଛଧରା ବୋଟଗୁଡିକ ଫେରିବାରେ ବାଧା ଉପୁଜିଛି। ଏନେଇ ୪୦ରୁ ଊର୍ଦ୍ଧ୍ୱ ବୋଟ ରବିବାର...

ଥୋଡ଼ ଧାନ ପାଇଁ ପବନ ଶତ୍ରୁ

କୁଜଙ୍ଗ,୨୪ା୧୦(ଡି.ଏନ.ଏ.):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେଇଥିଲେ ବି ଓଡ଼ିଶା ଉପକୂଳ ଜଗତ୍‌ସିଂହପୁର ଜିଲାକୁ ବାତ୍ୟା ଭୟ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଥିଲେ ବି ଚାଷୀକୁଳ ଭୟଭୀତ ଅବସ୍ଥାରେ ଅଛନ୍ତି। କୁଜଙ୍ଗ ବ୍ଲକରେ ପ୍ରାୟ ୧୪ ହଜାର...

ସାଇନ ବୋର୍ଡରେ ସୀମିତ ସୂଚନା କେନ୍ଦ୍ର, ଇ-ପାଠାଗାର

ଜଗତ୍‌ସିଂହପୁର ଅଫିସ, ୨୪ା୧୦:ପାଠାଗାର ବ୍ୟକ୍ତିଙ୍କ ଜ୍ଞାନ ବଢାଇବାରେ ସହାୟକ ହୁଏ। ଏଠାରେ ବହୁ ପୁରାତନ ପୁସ୍ତକ ଓ ଗ୍ରନ୍ଥ ସବୁ ସାଇତା ହୋଇ ରଖାଯାଇଥିବାରୁ ପାଠକମାନେ ପଢ଼ି ଜ୍ଞାନ ଆହରଣ କରିଥାନ୍ତି। ଜଗତ୍‌ସିଂହପୁର ମାଟିରେ ଜନ୍ମିତ ଆଦିକବି ସାରଳା ଦାସଙ୍କ,...

ଚାଲିଛି ମଦ, ମାଂସର ଭୋଜି, ବଣ୍ଟାଯାଉଛି ଅର୍ଥ

ପାରାଦୀପ,୨୪।୧୦(ସ୍ବ.ପ୍ର.):ପାରାଦୀପ ବନ୍ଦର ଅଥରିଟିର ୨ ବୋର୍ଡ ସଦସ୍ୟ ଚୟନ ପାଇଁ ଅକ୍ଟୋବର ୨୮ରେ ନିର୍ବାଚନ ହେବ। ଏଥିପାଇଁ ଚଳିତଥର ୮ ୟୁନିୟନ ନିର୍ବାଚନରେ ଭାଗ ନେଇଛନ୍ତି। ସମ୍ପୃକ୍ତ ୟୁନିୟନଗୁଡିକ ସମ୍ଭାବ୍ୟ ସଦସ୍ୟଙ୍କ ନାମ ଥାଇ ଏବେ ପ୍ରଚାର ପ୍ରସାର ଚଲାଇଛନ୍ତି।...

ପରିତ୍ୟକ୍ତ ଅବସ୍ଥାରେ ଗାନ୍ଧୀ ଉଦ୍ୟାନ

ଏରସମା,୨୩।୧୦(ସ୍ବ.ପ୍ର.): ଏରସମା ବ୍ଲକ ମୁଖ୍ୟାଳୟରେ ଶିଶୁମାନଙ୍କ ଉଦ୍ଦେଶ୍ୟରେ ନିର୍ମିତ ଗାନ୍ଧୀ ଉଦ୍ୟାନ ଏବେ ପରିତ୍ୟକ୍ତ ଅବସ୍ଥାରେ ପଡ଼ିରହିଛି ା ବିଭିନ୍ନ ସଙ୍ଗଠନ ପକ୍ଷରୁ ଏହାର ପୁନରୁଦ୍ଧାର ପାଇଁ ଦାବି ହୋଇଆସୁଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ଏରସମାର ଶିଶୁ ଓ...

ଡେଙ୍ଗୁ ଆତଙ୍କ: ଜଣେ ମୃତ, ୨ ମହିଳା ଚିକିତ୍ସାଧୀନ

ରଘୁନାଥପୁର,୨୨।୧୦(ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକରେ ଡେଙ୍ଗୁ ବ୍ୟାପୁଛି। ଏହି ବ୍ଲକ ଅନ୍ତର୍ଗତ ପୁରୁଣାବସନ୍ତ ପଞ୍ଚାୟତର ଫତେପୁର ଗ୍ରାମର ରବୀନ୍ଦ୍ରନାଥ ରାଉତ ଡେଙ୍ଗୁ ଜ୍ୱରରେ ଆକ୍ରାନ୍ତ ହୋଇ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ଗୁରୁବାର ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର...

ତଳିଆ ଅଞ୍ଚଳ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କର

ଜଗତ୍‌ସିଂହପୁର ଅଫିସ, ୨୨ା୧୦: ବଙ୍ଗେପସାଗରରେ ସୃଷ୍ଟ ଲଘୁଚାପଜନିତ ସମ୍ଭାବ୍ୟ ବାତ୍ୟାର ମୁକାବିଲା ନେଇ ଶୁକ୍ରବାର ଜଗତ୍‌ସିଂହପୁର ଜିଲା ପ୍ରଶାସନ ପକ୍ଷରୁ ଓସ୍‌ୱାନ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ପାରୁଲ ପଟୱାରୀ ପୌରୋହିତ୍ୟ କରି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri