ଜଗତ୍‌ସିଂହପୁର

ଅନିଶ୍ଚିତତାରେ ଶୀତଳଭଣ୍ଡାର: ଚିନ୍ତାରେ ଚାଷୀ

ଜଗତ୍‌ସିଂହପୁର ଅଫିସ, ୨୨।୫ : ଜଗତ୍‌ସିଂହପୁର ଏକ କୃଷି ପ୍ରଧାନ ଜିଲା। କିନ୍ତୁ ଦୀର୍ଘ ବର୍ଷ ଧରି ଜିଲାରେ ଶୀତଳ ଭଣ୍ଡାରଟିଏ ହୋଇପାରିଲା ନାହିଁ। ଯେଉଁ କାରଣରୁ ଚାଷୀଙ୍କୁ ବ୍ୟାପକ କ୍ଷତି ସହିବାକୁ ପଡ଼ୁଛି। ଏହାସତ୍ତ୍ୱେ ପ୍ରତିକାର ହୋଇପାରୁନାହିଁ। ଏନେଇ...

ଯାହାକୁ ଦେଖୁଛି ଗୋଡ଼ାଇ ଗୋଡାଇ କାମୁଡ଼ୁଛି

କୁଜଙ୍ଗ,୨୧।୫(ଡି.ଏନ୍‌.ଏ.): ଜଗତସିଂହପୁର ଜିଲା କୁଜଙ୍ଗ ବ୍ଲକ ମଙ୍ଗରାଜପୁର ପଞ୍ଚାୟତ ଅଞ୍ଚଳରେ ମାଙ୍କଡ଼ ଆକ୍ରମଣରେ ୭ ଜଣ ଆହତ ହୋଇଛନ୍ତି। ଆହତମାନଙ୍କ ମଧ୍ୟରେ ୩ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଗୁରତରଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ବେଳେ ଆହତଙ୍କୁ କୁଜଙ୍ଗ...

୭ ଦଫା ଦାବିରେ ଏଆର୍‌ସିଏସ୍‌ ଅଫିସ ସମ୍ମୁଖରେ ଧାରଣା

ଜଗତ୍‌ସିଂହପୁର ଅଫିସ,୨୧।୫: କଟରାସ୍ଥିତ ସନ୍ଥ ବିନୋବା ସେବା ସମବାୟ ଲିମିଟେଡ୍‌ର ଆକାଉଣ୍ଟ ହୋଲ୍‌ଡରମାନେ ୭ ଦଫା ଦାବିରେ ସ୍ଥାନୀୟ ଏଆର୍‌ସିଏସ୍‌ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି। ଏ ସମ୍ପର୍କରେ ସୁଶାନ୍ତ କୁମାର ପଲେଇ, ରାଜେନ୍ଦ୍ର ବିଶ୍ୱାଳ, ଅଜୟ ବିଶ୍ୱାଳ ଓ...

୧୫ ଅଙ୍ଗନଓ୍ବାଡି କେନ୍ଦ୍ରକୁ ରୂପାନ୍ତରଣ କଲା ଜେଏସ୍‌ଡବ୍ଲ୍ୟୁ

କୁଜଙ୍ଗ,୨୦ା୫(ଡି.ଏନ୍‌.ଏ.): ଜେଏସ୍‌ଡବ୍ଲ୍ୟୁ ପକ୍ଷରୁ ପ୍ରସ୍ତାବିତ ପ୍ରକଳ୍ପ ଅଞ୍ଚଳ ଢିଙ୍କିଆ, ନୂଆଗାଁ, ଗଡକୁଜଙ୍ଗ ପଞ୍ଚାୟତ ସମେତ ସନ୍ନିକଟ ବାଲିତୁଠ ପଞ୍ଚାୟତର ୧୫ ଅଙ୍ଗନଓ୍ବାଡି କେନ୍ଦ୍ରକୁ ରୂପାନ୍ତରଣ କରାଯାଇଛି। ସେଠାରେ କମ୍ପାନୀ ପକ୍ଷରୁ ବିଭିନ୍ନ ସାମଗ୍ରୀ ବଣ୍ଟନ କରାଯାଇଛି। ଜେଏସ୍‌ଡବ୍ଲ୍ୟୁ ପକ୍ଷରୁ ସାମାଜିକ...

ମୁଖ୍ୟ ରାସ୍ତା ପାର୍ଶ୍ୱରେ ମୁକୁଳା ଟ୍ରାନ୍ସଫର୍ମର

ନାଉଗାଁ ,୧୯ା୫(ସ୍ବ,ପ୍ର): ବିଦ୍ୟୁତ୍‌ ସେବା ଯୋଗାଉଥିବା କମ୍ପାନୀ ଏହାର ସରଞ୍ଜାମଗୁଡ଼ିକର ରକ୍ଷଣାବେକ୍ଷଣ ପ୍ରତି ଧ୍ୟାନ ଦେଉ ନ ଥିବାରୁ ବହୁ ସମୟରେ ଧନଜୀବନ ହାନି ଘଟୁଛି। ନାଉଗାଁ ବ୍ଲକର ଅନେକ ସ୍ଥାନରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ରାସ୍ତା ପାର୍ଶ୍ୱରେ ମୁକୁଳା ରହିଛି।...

ବାନ୍ଧବୀଙ୍କୁ ବିବାହ କରିବେ ବିଧାୟକ ବିଜୟଶଙ୍କର

ଜଗତ୍‌ସିଂହପୁର ଅଫିସ, ୧୮।୫: ତିର୍ତ୍ତୋଲ ବିଧାୟକ ତଥା ସ୍ଥାନୀୟ ମକୁନ୍ଦପୁର ବିଜୟଶଙ୍କର ଦାସ (୩୦) ଖୁବ୍‌ଶୀଘ୍ର ତାଙ୍କ ବାନ୍ଧବୀ ତଥା ସ୍ଥାନୀୟ ଦେଉଳୀଗ୍ରାମେଶ୍ୱର ଗ୍ରାମର ସଂଗ୍ରାମ କିଶୋର ଦାଶଙ୍କ ଝିଅ ସୁମାଲିକା ଦାଶ (୨୯)ଙ୍କୁ ବିବାହ କରିବାକୁ ଯାଉଛନ୍ତି। ଏନେଇ...

ପାଓ୍ବାର ପ୍ଲାଣ୍ଟକୁ ଅଧିକ କୋଇଲା ଯୋଗାଣ ଉପରେ ଗୁରୁତ୍ୱ

ପାରାଦୀପ ୧୭ା୫(ସ୍ବ.ପ୍ର.):ଦେଶରେ ଏବେ ବିଦ୍ୟୁତ୍‌ ଉତ୍ପାଦନ ପାଇଁ କୋଇଲା ସଙ୍କଟ ଦେଖାଦେଇଛି। ବିଦେଶରୁ ଆମଦାନୀ ହେଉଥିବା ଥର୍ମାଲ କୋଲ ଶୀଘ୍ର ପାୱାର ପ୍ଲାଣ୍ଟରେ କିପରି ପହଞ୍ଚା ଯାଇପାରିବ ତାହାକୁ ନେଇ ଏକ ସମୀକ୍ଷା ବୈଠକ ପାରାଦୀପଠାରେ ସୋମବାର ଅନୁଷ୍ଠିତ ହୋଇଯାଇଛି।...

ପ୍ରାକୃତିକ ବାଲୁକା ସ୍ତୂପ ଉପରେ ମାଫିଆଙ୍କ ଦୃଷ୍ଟି

କୁଜଙ୍ଗ, ୧୬ା୫(ଡି.ଏନ୍‌.ଏ.): ଏରସମା ତହସିଲ ଅନ୍ତର୍ଗତ ଅଭୟଚାନ୍ଦପୁର ମୌଜା ଭୋଷ୍କାଲିସ ପଏଣ୍ଟ ସମୁଦ୍ରକୂଳ ପ୍ରାକୃତିକ ବାଲୁକା ସ୍ତୂପ ଉପରେ ବାଲି ମାଫିଆଙ୍କ ଲୋଲୁପ ଦୃଷ୍ଟି ପଡ଼ିଛି। ପ୍ରାକୃତିକ ବାଲୁକା ସ୍ତୂପ ସଂଲଗ୍ନ ଘରୋଇ ଜମି ଉପରେ ବାଲି ଉଠାଣ ପାଇଁ...

ଡାକ୍ତର ନାହାନ୍ତି, ଚିକିତ୍ସାରୁ ବଞ୍ଚିତ ରୋଗୀ

କୁଜଙ୍ଗ, ୧୪ା୫ (ଡି.ଏନ.ଏ.): ସ୍ବାସ୍ଥ୍ୟ ସେବା ଲୋକଙ୍କ ନିକଟରେ ପହଞ୍ଚାଇବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି କହୁଛନ୍ତି। ହେଲେ କୁଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନ ଥିବାରୁ ରୋଗୀ ଚିକିତ୍ସା ସେବା ପାଇବାରୁ ବଞ୍ଚତ୍ତ ହେଉଛନ୍ତି। କେବଳ ଜଣେ ଆୟୁଷ...

କେନ୍ଦ୍ର ସାମୁଦ୍ରିକ ମତ୍ସ୍ୟ ବିଲ୍‌କୁ ବିରୋଧ

ପାରାଦୀପ,୧୪ା୫(ସ୍ବ.ପ୍ର.): ଦେଶର ୯ ଉପକୂଳବର୍ତ୍ତୀ ରାଜ୍ୟ ଓ ଆଣ୍ଡାମାନ ଦୀପରେ ପ୍ରାୟ ୨ କୋଟିରୁ ଅଧିକ ମତ୍ସ୍ୟଜୀବୀ ମାଛ ଧରି ଜୀବିକା ନିର୍ବାହ କରୁଛନ୍ତି। ଏବେ କେନ୍ଦ୍ର ସରକାର ସାଗରମାଳା ଯୋଜନା ନାମରେ ମତ୍ସ୍ୟଜୀବୀମାନଙ୍କ ଦାନାପାଣି ଉପରେ ଅଙ୍କୁଶ ଲଗାଇବାକୁ...

୫୦ବର୍ଷ ପାଇଁ ସହର ନବୀକରଣ ଯୋଜନା

ଜଗତ୍‌ସିଂହପୁର ଅଫିସ,୧୩ା୫: ଜଗତ୍‌ସିଂହପୁର ଏକ ମଧ୍ୟମ ଶ୍ରେଣୀର ସହର। ୧୯୮୫ ମସିହା ପରଠାରୁ ସହର ସମେତ ଜିଲାରେ ମାଷ୍ଟର ପ୍ଲାନ ହୋଇନାହିଁ, ଯେଉଁଥିପାଇଁ ସହରଟି ଦିନକୁଦିନ ଅସଜଡା ଅବସ୍ଥାକୁ ଚାଲିଯାଇଛି। ଏଥିଯୋଗୁ ଟ୍ରାଫିକ ସମସ୍ୟାଠାରୁ ଆରମ୍ଭ କରି ବର୍ଜ୍ୟବସ୍ତୁ ପରିଚାଳନା,...

କୂଳ ଖାଉଛି ମହାନଦୀ: ବିପଦରେ ୨ କାରଖାନା

ପାରାଦୀପ,୧୨ା୫ (ସ୍ବ.ପ୍ର.): ପାରାଦୀପର ଚଉମୁହାଣିଠାରୁ ମହାନଦୀର ମୁହାଣ ପର୍ଯ୍ୟନ୍ତ ପ୍ରାୟ ୧୨ କିମି ଜଗତ୍‌ସିଂହପୁର ଜିଲା ସୀମା ଅଞ୍ଚଳରେ ଏବେ କୂଳ ଖାଇବାରେ ଲାଗିଛି। ଯାହାଦ୍ୱାରା ନୂଆଗଡ ପଞ୍ଚାୟତ, ଏଏମ୍‌ଏନ୍‌ଏସ୍‌, ଇଫ୍‌କୋ କମ୍ପାନୀ, ବିଜୟଚାନ୍ଦପୁର, ପାରାଦୀପ ମାଛଧରା ବନ୍ଦର ଆଦି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri