ଜଗତ୍‌ସିଂହପୁର

ଅସନ୍ତୁଷ୍ଟଙ୍କୁ ଅସ୍ତ୍ର କରୁଛନ୍ତି ବିରୋଧୀ

ଜଗତ୍‌ସିଂହପୁର ଅଫିସ, ୧୩ା୨: ରାଜନୈତିକ ଦୃଷ୍ଟିକୋଣରୁ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ସ୍ବର୍ଗତ ବସନ୍ତ ବିଶ୍ୱାଳଙ୍କ ଅଞ୍ଚଳ ହିସାବରେ ଅତୀତରୁ ଜଗତ୍‌ସିଂହପୁର ଜିଲାର ତିର୍ତ୍ତୋଲ ବ୍ଲକର ସ୍ବତନ୍ତ୍ର ପରିଚୟ ରହିଆସିଛି। ତିର୍ତ୍ତୋଲ ବ୍ଲକ ଅଞ୍ଚଳରେ ୪ଟି ଜିଲା ପରିଷଦ ଜୋନ ରହିଛି।...

ପାରାଦୀପରେ ନକଲି ମଶାଧୂପ କାରଖାନା : ବିପୁଳ ପରିମାଣର ମଶାଧୂପ ଜବତ

ପାରାଦୀପ,୧୨ା୨(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ପାରାଦୀପ ଆଦର୍ଶ ଥାନା ଅନ୍ତର୍ଗତ ବିଜୟଚନ୍ଦ୍ରପୁର ତାରିଣୀଗଡ଼ାଠାରେ ଏକ ନକଲି ମଶାଧୂପ କାରଖାନା ଉପରେ ପୋଲିସ ଓ ମହାରାଷ୍ଟ୍ରର ଏକ ତଦନ୍ତକାରୀ ଟିମ ମିଳିତ ଭାବେ ଚଢ଼ାଉ କରିଛନ୍ତି। ଏଥିରେ ସ୍ଲିପ୍‌ଓ୍ବେଲ ନାମକ ମଶାଧୂପ ତିଆରି...

ଷ୍ଟ୍ରଙ୍ଗ୍‌ରୁମ୍‌, କାଉଣ୍ଟିଂ ହଲ୍‌ରେ ସିସିଟିଭି ବ୍ୟବସ୍ଥା

ଜଗତ୍‌ସିଂହପୁର ଅଫିସ, ୧୨ା୨: ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ସଦ୍‌ଭାବନା ସଭାଗୃହରେ ଶୁକ୍ରବାର ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସୁପରିଚାଳନା ନିମନ୍ତେ ପୋଲିସ-ମାଜିଷ୍ଟ୍ରେଟ୍‌ ସମନ୍ବୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ପାରୁଲ ପଟୱାରୀ ଯୋଗଦେଇ...

ଏଡିଏମ୍‌ଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ସୁନ୍ଦରଗଡ଼,୧୧ା୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଏଡିଏମ୍‌ ବିଶ୍ୱଜିତ୍‌ ମହାପାତ୍ରଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ଚଢ଼ାଉ ଚାଲିଛି। ଏକକାଳୀନ ୭ଟି ସ୍ଥାନରେ ଏହି ଚଢ଼ାଉ ଜାରି ରହିଛି। ତାଙ୍କ ସରକାରୀ କାର୍ଯ୍ୟାଳୟ ଏବଂ ବାସଭବନ ସମେତ ଜଗତସିଂହପୁର ଜିଲାର ପୈତୃକ ଘର ଜଡ଼ାତିରା, ରଘୁନାଥପୁରର...

ବ୍ୟକ୍ତିତ୍ୱ, ଦଳ, ଅସନ୍ତୁଷ୍ଟକୁ ନେଇ ଅଙ୍କକଷା

ଜଗତ୍‌ସିଂହପୁର ଅଫିସ,୧୧ା୨: ଜଗତ୍‌ସିଂହପୁର ଜିଲା ବାଲିକୁଦା ବ୍ଲକ ଅନ୍ତର୍ଗତ ୪ନଂ. ଜିଲା ପରିଷଦ ଜୋନର ଗୁରୁତ୍ୱ ରହିଛି। କାରଣ ଏହି ଜୋନର ଜିଲା ପରିଷଦ ସଭ୍ୟା ବବିତା ସ୍ବାଇଁ ବାଲିକୁଦା ବ୍ଲକ ଉପାଧ୍ୟକ୍ଷ ଓ ପରେ ଅଧ୍ୟକ୍ଷ ହୋଇଥିଲେ। ଏଥିସହ...

ଢିଙ୍କିଆରେ ବୁଥ୍‌ ହେବନି

କୁଜଙ୍ଗ,୧୧ା୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ମତଦାନ ପାଇଁ ଏରସମା ବ୍ଲକ ଅନ୍ତର୍ଗତ ଢିଙ୍କିଆ ଗାଁରେ କୌଣସି ବୁଥ୍‌ ହେବ ନାହିିଁ। ଏହି ଗାଁର ୬ଟି ବୁଥ୍‌କୁ ଅନ୍ୟ ଗାଁରେ କରିବାକୁ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ହୋଇଛି। ପାଟଣା ଗାଁର ୧୩,...

ବିରୋଧୀଙ୍କ ରଣନୀତି ବିଜେଡିକୁ ଚ୍ୟାଲେଞ୍ଜ

ଜଗତ୍‌ସିଂହପୁର ଅଫିସ,୭ା୨: ଜଗତ୍‌ସିଂହପୁର ଜିଲାରେ ୨୦୧୭ ନିର୍ବାଚନ ବେଳେ ୨୬ଟି ଜିଲା ପରିଷଦ ଜୋନ୍‌ ମଧ୍ୟରୁ କଂଗ୍ରେସ ବାଲିକୁଦା ବ୍ଲକର ୧ନଂ. ଜୋନ୍‌ ଜିତି ଥିଲା। ସେତେବେଳେ ପ୍ରଥମେ ବିଜେଡି ପ୍ରାର୍ଥୀ ଜିତି ଥିବା ପ୍ରଚାର ହୋଇଥିଲା। କିନ୍ତୁ ପରେ...

ଦୁଇ ଦଳ ମଧ୍ୟରେ କଡ଼ା ଟକ୍କର

ଜଗତ୍‌ସିଂହପୁର ଅଫିସ,୬ା୨: ତ୍ରିସ୍ତରୀୟ ନିର୍ବାଚନରେ ଜଗତ୍‌ସିଂହପୁର ଜିଲାର ରଘୁନାଥପୁର ୧ନଂ. ଜିଲା ପରିଷଦ ଜୋନ ଭଳି ୨ନଂ. ଜୋନ୍‌ ମଧ୍ୟ ଅଧିକ ଗୁରୁତ୍ୱ ବହନ କରୁଛି। ୨୦୧୭ ନିର୍ବାଚନରେ ଏହି ଜୋନରେ ଭାଜପା ଓ ବିଜେଡି ମଧ୍ୟରେ କଡ଼ା ଟକ୍କର...

ଭାଜପାକୁ ଟକ୍କର ଦେବାକୁ ବିରୋଧୀଙ୍କ ରଣନୀତି

ଜଗତ୍‌ସିଂହପୁର ଅଫିସ, ୫।୨: ଜଗତ୍‌ସିଂହପୁର ଜିଲାର ୨୬ ଜିଲା ପରିଷଦ ଆସନ ମଧ୍ୟରୁ ରଘୁନାଥପୁର ଜିଲା ପରିଷଦ ୧ନଂ. ଜୋନ୍‌ର ଗୁରୁତ୍ୱ ରହିଛି। କାରଣ ୨୦୧୭ ନିର୍ବାଚନରେ ଏହି ଜୋନ୍‌ରେ ବିଜେଡିକୁ ହରାଇ ଭାଜପା ପ୍ରାର୍ଥୀ ବିଜୟୀ ହୋଇଥିଲେ। ଏଥର...

ପ୍ରାର୍ଥୀଙ୍କୁ ପରଖୁଛନ୍ତି ଭୋଟର

ରଘୁନାଥପୁର,୫ା୨(ଡି.ଏନ.ଏ.): ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକ ତରିକୁନ୍ଦ, ଜୟଶୋଳ ଓ ବରାଗୋଳ ପଞ୍ଚାୟତରେ ଦୀର୍ଘଦିନ ଧରି ରାସ୍ତାଘାଟ, ପାନୀୟଜଳ ଓ ଜନକଲ୍ୟାଣମୂଳକ ଯୋଜନାଗୁଡିକ ଠିକ୍‌ ଭାବେ କାର୍ଯ୍ୟକାରୀ ହୋଇନାହିଁ। ତରିକୁନ୍ଦ ପଞ୍ଚାୟତରେ ୩ଜଣ ସରପଞ୍ଚ ଓ ୫ଜଣ ସମିତିସଭ୍ୟ ପ୍ରାର୍ଥୀ...

ପୁରୁଣା, ନୂଆମୁହଁକୁ ନେଇ ଲଢ଼େଇ

ଜଗତ୍‌ସିଂହପୁର ଅଫିସ,୩୧ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଜଗତ୍‌ସିଂହପୁର ୪ନଂ. ଜୋନ ସଭ୍ୟ ପଦ ଅଣସଂରକ୍ଷିତ ରହିଛି। ଗତ ନିର୍ବାଚନରେ ଏହି ଜୋନଟି ଅନୁସୂଚିତ ଜନଜାତି ମହିଳାଙ୍କ ପାଇଁ ସଂରକ୍ଷିତ ଥିଲା। ଚଳିତ ଥର ଏହି ଆସନ ପାଇଁ ବିଜେଡି ଓ...

ଅସନ୍ତୁଷ୍ଟ କର୍ମୀ, ନେତାଙ୍କ ଉପରେ ବିରୋଧୀଙ୍କ ନଜର

ଜଗତ୍‌ସିଂହପୁର ଅଫିସ, ୩୦ା୧: ଜଗତ୍‌ସିଂହପୁର ଜିଲା ପରିଷଦର ୩ନଂ.ଜୋନ୍‌ରେ ସଭ୍ୟ ପଦ ପାଇଁ ବିଜେଡି, କଂଗ୍ରେସ, ଭାଜପା ଓ ବିଏସ୍‌ପି ପକ୍ଷରୁ ପ୍ରାର୍ଥୀ ଦିଆଯାଇଥିବାବେଳେ ସେଠାରେ ବିଶେଷକରି ତ୍ରିମୁଖୀ ପ୍ରତିଦ୍ୱନ୍ଦ୍ୱିତା ହେବ ବୋଲି ଆଲୋଚନା ହେଉଛି। ନିର୍ବାଚନରେ କଂଗ୍ରେସ ଓ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri