ଜଗତ୍‌ସିଂହପୁର

ତଦନ୍ତ କରିବାକୁ ଯାଇ ମାଡ଼ ଖାଇଲା ପୋଲିସ

ଜଗତ୍‌ସିଂହପୁର ଅଫିସ/ରାହାମା,୨।୭ (ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ ଥାନା ରାହାମାର ତେରମାଣପୁର(ବାଲିସାହି) ଗଁାରେ ଏକ ଚୋରି ଘଟଣାରେ ଗୁରୁବାର ପୋଲିସ ତଦନ୍ତ କରିବାକୁ ଯାଇଥିବାବେଳେ ଆକ୍ରମଣର ଶିକାର ହୋଇଛି। ରଞ୍ଜିତ ବରାଳ ଓରଫ ନନ୍ଦ (୩୫) ହାବିଲଦାରଙ୍କ ଲାଠି ଛଡ଼ାଇ...

ପାରାଦୀପ ବେଳାଭୂମିରୁ ବିରଳ ମୃତ ସ୍ପିନ୍ନର ଡଲ୍‌ଫିନ ଜବତ

ପାରାଦୀପ, ୧।୭(ସ୍ବ.ପ୍ର.): ପାରାଦୀପ ବେଳାଭୂମିର ହନୁମାନ ମନ୍ଦିର ପଛପଟେ ବୁଧବାର ସକାଳୁ ଏକ ମୃତ ସ୍ପିନ୍ନର ଡଲ୍‌ଫିନ ଦେଖିବାକୁ ମିଳିଥିଲା। ସେହି ଡଲ୍‌ଫିନକୁ କେତେଜଣ ଲୋକ ବାଲିରେ ପୋତି ଦେଇଥିଲେ। ଏହି ଖବର ଗଣମାଧ୍ୟମ ପ୍ରତିନିଧିମାନେ ଜାଣିବା ପରେ ବନ...

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି) ରହିଛି। ଏହା ନିକଟରେ ସର୍ବସାଧାରଣଙ୍କ ଯାତାୟାତ ପାଇଁ ଏକ ରାସ୍ତା ଯାଇଛି। ଏହି ରାସ୍ତା ପଟେ ଅପରାଧୀଙ୍କ ସହଯୋଗୀମାନେ...

୧୯ ମାଛ ୧୮.୬୫ ଲକ୍ଷ

ପାରାଦୀପ,୨୩ା୬(ସ୍ବ.ପ୍ର.): ପାରାଦୀପ ନିକଟ ସମୁଦ୍ରରୁ ମଙ୍ଗଳବାର ୧୯ଟି ତେଲିଆ ବୋରେଇ ମାଛ ମିଳିଛି। ସେଗୁଡିକ ମଧ୍ୟରେ ୪ଟି ମାଛ ୩୦ କିଲୋ ଓଜନର ହୋଇଥିବା ବେଳେ ବାକିଗୁଡ଼ିକର ଓଜନ ୨୦ରୁ ୨୨ କିଲୋମଧ୍ୟରେ ରହିଛି। ନୂଆବଜାର ନୋଳିଆ ବସ୍ତିର ଦଙ୍ଗଲ...

ପ୍ରଭାବଶାଳୀ ବ୍ୟକ୍ତିଙ୍କ ଦଖଲରେ ନାଳ, ଡ୍ରେନ୍‌

ଜଗତ୍‌ସିଂହପୁର ଅଫିସ,୧୮ା୬: ପ୍ରାକୃତିକ ନାଳ, ଡ୍ରେନ୍‌କୁ ରୋକାଯାଇପାରିବ ନାହିଁ କି ଗତି ବଦଳା ଯିବନି ବୋଲି ନିୟମ ରହିଛି। କେହି ଜବରଦଖଲ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। କୋର୍ଟଙ୍କ ଏହି ନିର୍ଦ୍ଦେଶ ପାଳନ କରିବାକୁ ରାଜ୍ୟ ସରକାରଙ୍କୁ...

ଲକ୍‌ଡାଉନ୍‌ରେ ବଢ଼ିଛି ମାଦକଦ୍ରବ୍ୟ କାରବାର

ଜଗତ୍‌ସିଂହପୁର ଅଫିସ,୧୪ା୬: କରୋନା ଭୂତାଣୁ (କୋଭିଡ୍‌-୧୯)ର ବ୍ୟାପକ ସଂକ୍ରମଣ ଯୋଗୁ ସାରା ରାଜ୍ୟ ସମେତ ଜଗତ୍‌ସିଂହପୁର ଜିଲାରେ ଲକ୍‌ଡାଉନ ନିୟମ କାର୍ଯ୍ୟକାରୀ ହୋଇଛି। ଏଥିଯୋଗୁ ଅତ୍ୟାବଶ୍ୟକ ଜିନିଷକୁ ବାଦ୍‌ ଦେଲେ ଅବଶିଷ୍ଟ ସାମଗ୍ରୀ ବିକ୍ରି ଉପରେ କଟକଣା ଜାରି କରାଯାଇଛି।...

ଭୋଟର ତାଲିକାରୁ ୩୪ ବାଦ୍‌

ଜଗତ୍‌ସିଂହପୁର ଅଫିସ,୪।୬: ଭୋଟର ତାଲିକାରେ ଭାରତର ପ୍ରତ୍ୟେକ ନାଗରିକଙ୍କୁ ସାମିଲ କରିବା ପାଇଁ ପ୍ରତ୍ୟେକ ବର୍ଷ ଉଦ୍ୟମ ହେଉଛି। ଏହା ଭିତରେ ସ୍ପେଶିଆଲ ସମରୀ ରିଭିଜନ୍‌ ଅଫ୍‌ ଫଟୋ ଇଲେକ୍ଟୋରାଲ ରୋଲ୍‌ ୨୦୨୧ ଅନୁଷ୍ଠିତ ହୋଇଯାଇଛି। କିନ୍ତୁ ଦୁଃଖର କଥା,...

କରୋନାରେ ବାପ, ପୁଅ, ବୋହୂ ଚାଲିଗଲେ

ବାଲିକୁଦା,୩୦ା୫(ସ୍ବ.ପ୍ର.): ଗୋଟିଏ ପରିବାରର ୩ ଜଣଙ୍କ ଜୀବନ ନେଇଛି କରୋନା। ୨ ଦିନ ମଧ୍ୟରେ ବାପ, ପୁଅ ଓ ବୋହୂଙ୍କ ମୃତ୍ୟୁ ଘଟିଛି। ବାଲିକୁଦା ବ୍ଲକ ଅନ୍ତର୍ଗତ ବଡଗଁା ପଞ୍ଚାୟତରେ ଏହି ଘଟଣା ଘଟିଛି। ଏନେଇ ସ୍ଥାନୀୟ ଅଞ୍ଚଳରେ ଶୋକର...

ନଦୀରେ ଫସିଥିବା ୧୦ଜଣଙ୍କୁ କୂଳକୁ ଆଣିଲା ଏନ୍‌ଡିଆର୍‌ଏଫ୍‌

ଜଗତ୍‌ସିଂହପୁର ଅଫିସ, ୨୭।୫: ଜଗତ୍‌ସିଂହପୁର ଜିଲା ଏରସମା ବ୍ଲକ ଅଞ୍ଚଳର ଜପା ପଞ୍ଚାୟତର ଦାଶମଠ ନିକଟ ନଦୀରେ ମଙ୍ଗଳବାର ସନ୍ଧ୍ୟାରେ ୧୦ ଜଣ ଫସି ଯାଇଥିଲେ। ସେମାନେ ମାଛ ଧରିବାକୁ କିମ୍ବା ଚିଙ୍ଗୁଡି ଘେରିରୁ ଫେରୁଥିଲେ। ଡଙ୍ଗା ଓଲଟି ପଡ଼ିବାରୁ...

ଭାଇ ବାହାଘରରେ ମହିଳା ତହସିଲଦାରଙ୍କ ନୃତ୍ୟ, ଭିଡିଓ ଭାଇରାଲ

ତିର୍ତ୍ତୋଲ,୨୪ା୫ (ଡି.ଏନ୍‌.ଏ.):ଭାଇ ବାହାଘର ସମୟରେ ଜଣେ ମହିଳା ତହସିଲଦାର କୋଭିଡ୍‌ ନିୟମ ଉଲ୍ଲଂଘନ କରି ନାଚୁଥିବା ଭିଡିଓ ଭାଇରାଲ ହୋଇଛି। ସେ ଯାଜପୁର ଜିଲାର ଜଣେ ତହସିଲଦାର ହୋଇଥିବାବେଳେ ଶୁକ୍ରବାର ରାତିରେ ଭାଇଙ୍କ ବାହାଘର ବରଯାତ୍ରୀ ଦଳ ସହ ଜଗତ୍‌ସିଂହପୁର...

ସମ୍ଭାବ୍ୟ ବାତ୍ୟା ପାଇଁ ହଟିବ ରାସ୍ତାକଡରେ ଲାଗିଥିବା ହୋଡିଂ

ଜଗତ୍‌ସିଂହପୁର ଅଫିସ, ୨୩ା୫: ଜାତୀୟ ରାଜପଥ କଡ, ପାରାଦୀପ ଓ ଜଗତ୍‌ସିଂହପୁର ପୌରାଞ୍ଚଳରେ ଲାଗିଥିବା ହୋଡିଂଗୁଡିକୁ ମେ ୨୫ ତାରିଖ ସୁଦ୍ଧା କଢାଯିବ। ଏନେଇ ରବିବାର ବତ୍ୟା ମୁକାବିଲା ପାଇଁ ଅନୁଷ୍ଠିତ ଭର୍ଚୁଆଲ ସମୀକ୍ଷା ବୈଠକରେ ଜିଲାପାଳ ସଂଗ୍ରାମ କେଶରୀ...

ଚିଙ୍ଗୁଡ଼ି ପ୍ରୋସେସିଂପ୍ଲାଣ୍ଟରୁ ଆମୋନିଆ ଗ୍ୟାସ ଲିକ୍‌: ୩ ମହିଳା ଗୁରୁତର

ପାରାଦୀପ,୨୩।୫(ସ୍ବ.ପ୍ର.): ପାରାଦୀପ ଉପକଣ୍ଠ ଶିଳ୍ପାଞ୍ଚଳରେ ରବିବାର ଲକ୍ଷ୍ମୀନାରାୟଣ ଏକ୍ସପୋର୍ଟ ଚିଙ୍ଗୁଡ଼ି ପ୍ରୋସେସିଂ ପ୍ଲାଣ୍ଟରୁ ଆମୋନିଆ ଗ୍ୟାସ ଲିକ୍‌ ହୋଇଛି। ଏହାର ପ୍ରଭାବରେ ୧୩ ଜଣ ଅସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ଜଣ ମହିଳାଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ରହିଛି। ସେମାନଙ୍କୁ କଟକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri