ଜଗତ୍‌ସିଂହପୁର

ଜବରଦଖଲ: ହାତୀଯୋରରୁ ଜଳ ନିଷ୍କାସନ ହେଉନି

ନାଉଗାଁ,୨୩।୪(ସ୍ବ.ପ୍ର): ନାଉଗାଁ ବ୍ଲକର ଗଜରାଜପୁର ପଞ୍ଚାୟତ ଭାତପଡାଠାରୁ ଉପତ୍ତ୍ତି ହୋଇଛି ହାତୀଯୋର। ଏହି ଯୋରଟି ଭାତପଢ଼ା ଦେଇ ଅଲଣା ପଞ୍ଚାୟତର ନହଡିପଡ଼ା, ମୁଣ୍ଡାଳୋ, ବେଣାପଡ଼ା ଦେଇ ଜାମୁଗାଁ ପଞ୍ଚାୟତ ଛତିଆନାଠାରେ ବାଉଁଶ ଯୋରି ସହ ସଂଯୁକ୍ତ ହୋଇଛି। ପୂର୍ବରୁ ଏହି...

ଖୁଡ଼ୀଙ୍କ ହତ୍ୟା ପରେ ପୁତୁରାଙ୍କ ଆତ୍ମହତ୍ୟା

ଜଗତ୍‌ସିଂହପୁର ଅଫିସ,୨୦।୪:  ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ ଏକସୁଧା ଅଞ୍ଚଳରେ ସୋମବାର ଖୁଡ଼ୀଙ୍କୁ କୁରାଢ଼ିରେ ହାଣି ହତ୍ୟା କରିବା ପରେ ପୁତୁରା ଏକ ଗଛରେ ଝୁଲି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଏ ସମ୍ପର୍କରେ ଜଗତ୍‌ସିଂହପୁର ଥାନାରେ ମୃତ ମହିଳା ରାଧା(ଛଦ୍ମନାମ)ଙ୍କ...

ଜିଲା ମୁଖ୍ୟାଳୟ ଛାଡ଼ି ବାହାରେ ରହୁଛନ୍ତି ସରକାରୀ କର୍ମଚାରୀ

ଜଗତ୍‌ସିଂହପୁର ଅଫିସ,୧୬।୪: ଜଗତ୍‌ସିଂହପୁର ଜିଲାରେ ବିଶେଷକରି ଜିଲା ମୁଖ୍ୟାଳୟରେ କାର୍ଯ୍ୟରତ ସରକାରୀ କର୍ମଚାରୀମାନଙ୍କ ମଧ୍ୟରୁ ଅନେକେ କଟକ, ଭୁବନେଶ୍ୱରରେ ରହୁଛନ୍ତି। ଏଥିଯୋଗୁ ସ୍ଥାନୀୟ ଲୋକେ ବହୁ ସମୟରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅଧିକାରୀ ଓ କର୍ମଚାରୀମାନେ ମୁଖ୍ୟାଳୟରେ ନ ରହି...

ଜୁନ୍‌ ୧୫ ପର୍ଯ୍ୟନ୍ତ ସମୁଦ୍ରରେ ମାଛଧରା ନିଷିଦ୍ଧ

ପାରାଦୀପ,୧୫ା୪(ସ୍ବ.ପ୍ର.): ମାଛବଂଶ ବୃଦ୍ଧି ନିମନ୍ତେ ଗୁରୁବାରଠାରୁ ଜୁନ୍‌ ୧୫ ପର୍ଯ୍ୟନ୍ତ ଓଡ଼ିଶାର ସମୁଦ୍ରସୀମାରେ ମାଛଧରିବା ଉପରେ ପ୍ରଶାସନ ପକ୍ଷରୁ କଟାକଣା ଲଗାଯାଇଛି। ମାଛ ଧରିଲେ ଯାଆଁଳ ନଷ୍ଟ ହେବାର ଆଶଙ୍କା ଥିବାରୁ ୧୦ ବର୍ଷ ହେବ ଏହି ସମୟରେ କଟାକଣା...

ଶୈବାଳ ଚାଷ : ଜଟାଧାର ମୁହାଣରେ ସଫଳ

ପାରାଦୀପ,୧୨।୪(ସ୍ବ.ପ୍ର.): ଉପକୂଳ ଓଡିଶାର ଗଞ୍ଜାମ, ପୁରୀ, ବାଲେଶ୍ବର ଓ ଜଗତସିଂହପୁର ଜିଲାର ୮ଟି ସ୍ଥାନରେ ପ୍ରଥମ ଥର ପାଇଁ ପେବୃୟାରୀ ଶେଷ ସପ୍ତାହରେ ଶୈବାଳ ଚାଷ ହୋଇଥିଲା। ସେଥରୁ ଜଗତସିଂହପୁର ଜିଲା ଏରସମା ବ୍ଲକ ଅଧୀନ ନୋଳିଆସାହି ପାଖ ଜଟାଧାରମୁହାଣ...

ପଥର ପ୍ୟାକିଂ କାର୍ଯ୍ୟ ନିମ୍ନମାନର

ନାଉଗାଁ,୯।୪(ସ୍ବ.ପ୍ର.): ନାଉଗାଁ ବ୍ଲକରେ ପ୍ରବାହିତ ଦେବୀ ନଦୀର ଦୁର୍ବଳ ସ୍ଥାନକୁ ପ୍ରଶସାନ ପକ୍ଷରୁ ଚିହ୍ନଟ କରାଯାଇ ପଥର ପ୍ୟାକିଂ କରାଯାଉଛି। ଏଥିସହ ନଦୀବନ୍ଧ ପ୍ରଶସ୍ତୀକରଣ କାର୍ଯ୍ୟ ଚାଲିଛି। ଜଳ ସମ୍ପଦ ବିଭାଗ ଅଧୀନରେ ଚାଲିଥିବା ଏହି କାର୍ଯ୍ୟ ନିମ୍ନମାନର ହୋଇଥିବା...

‘ଧରିତ୍ରୀ’ର ପୂର୍ବତନ କର୍ମଚାରୀଙ୍କ ଅକାଳ ବିୟୋଗ

ଭୁବନେଶ୍ୱର,୯।୪(ବ୍ୟୁରୋ): ଦୈନିକ ‘ଧରିତ୍ରୀ’ର ପୂର୍ବତନ କର୍ମଚାରୀ ଜଗତସିଂହପୁର ଜିଲା ବାଲିକୁଦା ଥାନା ଅଳାବର ପଞ୍ଚାୟତ କଣିହାଁ ଗ୍ରାମର ପ୍ରଶାନ୍ତ ରାଉତଙ୍କ ଗୁରୁବାର ପରଲୋକ ହୋଇଯାଇଛି। ତାଙ୍କୁ ୪୫ ବର୍ଷ ହୋଇଥିଲା। ଗତ ନଭେମ୍ବରରୁ ସେ ଲିଭର କ୍ୟାନସରରେ ପୀଡ଼ିତ ଥିଲେ।...

ପାରାଦୀପ ବନ୍ଦରର ଲଗାତର ୪ର୍ଥ ରେକର୍ଡ

ପାରାଦୀପ,୨।୪(ସ୍ବ.ପ୍ର.): ପାରାଦୀପ ବନ୍ଦର ୨୦୨୦-୨୧ ଆର୍ଥତ୍କ ବର୍ଷରେ ୧୧୪.୫୫ ମିଲିୟନ ଟନ୍‌ ପଣ୍ୟ କାରବାର କରିଛି। ଲଗାତର ୪ର୍ଥ ଆର୍ଥିକ ବର୍ଷରେ ୧୦୦ ମିଲିୟନ ଟନ୍‌ରୁ ଊର୍ଦ୍ଧ୍ୱ ପଣ୍ୟ କାରବାର କରିବାର ରେକର୍ଡ ହାସଲ କରିଛି ବୋଲି ଗୁରୁବାର ଏକ...

ପାରାଦୀପ ବନ୍ଦରରେ ଲାଗିଲା ଜାହାଜ: ୧୫ କରୋନା ପଜିଟିଭ, ୨ ଗୁରୁତର

ପାରାଦୀପ,୨୯।୩(ସ୍ବ:ପ୍ର.): ପାରାଦୀପ ବନ୍ଦରକୁ ଆସିଥିବା ଏମ୍‌ଭି ଏପିଜେ କାୟର୍ସ ନାମକ ପଣ୍ୟବାହୀ ଜାହାଜରେ ଥିବା ୨୮ଜଣ ନାବିକଙ୍କ ମଧ୍ୟରୁ ୧୫ ଜଣଙ୍କ ଠାରେ କରୋନା ଭୂତାଣୁ ଥିବା ଜଣାପଡିଛି। ପରେ ସମସ୍ତ ଆକ୍ରାନ୍ତଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି...

ଫାଶୀ ଜାଗାରେ ବର୍ଗାକାର ଜାଲକୁ ଗୁରୁତ୍ୱ

ପାରାଦୀପ, ୨୬।୩(ସ୍ବ.ପ୍ର.): ସମୁଦ୍ରରେ ଆଗକୁ ଆଉ ଫାଶୀଜାଲ ଚଳିବ ନାହିଁ। ଏହା ବଦଳରେ ବର୍ଗାକାର ଜାଲ ବ୍ୟବହାର କରିବାକୁ କେନ୍ଦ୍ର ସରକାରଙ୍କ ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରଣାଳୟ ଅଧୀନ ୨ ସଂସ୍ଥା ନେଟଫିଶ୍‌ (ନେଟୱର୍କ ଫର ଫିଶ କ୍ବାଲିଟି ମ୍ୟାନେଜମେଣ୍ଟ...

ସଂଗ୍ରାମୀ କାରଖାନା ଅଳକାଶ୍ରମ ଅଲୋଡ଼ା

ଜଗତସିଂହପୁର ଅଫିସ, ୧୪ା୩: ଜଗତ୍‌ସିଂହପୁର ଜିଲାର ସ୍ବାଧୀନତା ସଂଗ୍ରାମୀମାନଙ୍କ ତ୍ୟାଗ ଓ ବଳିଦାନ ଓଡ଼ିଶା କାହିଁକି ସାରା ଦେଶର ଇତିହାସକୁ ଜାଜ୍ୱଲ୍ୟମାନ କରୁଛି। ବିଶେଷକରି ଜିଲାର ଅଳକାଶ୍ରମ ଅନେକ ସ୍ବାଧୀନତା ସଂଗ୍ରାମୀ ତିଆରି କରିଛି। ଜିଲା ସଂସ୍କୃତି ପରିଷଦ ଦ୍ୱାରା...

ଅରଖକୁଦ ସୈରାତରୁ ବେଆଇନ ବାଲି ଚାଲାଣ

ନାଉଗାଁ,୧୨।୩ (ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ନାଉଗାଁ ତହସିଲ ଅଧୀନ ଦେବୀ ନଦୀରେ ୬ଟି ବାଲି ସୈରାତକୁ ୨୦୨୦ ଡିସେମ୍ବର ୧୬ରେ ନିଲାମ କରାଯାଇଛି। ଏହି ଘାଟ ମଧ୍ୟରେ ରହିଛି ଶିଖର, ଏରେଡା, ବଛାଳୋ, ଅରଖକୁଦ, ଅଲଣା-୨ ଓ ଗଳଦାରୀ ବାଲି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri