ଜଗତ୍‌ସିଂହପୁର

ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଗଞ୍ଜାମକୁ ରେଡ୍‌ ଜୋନ୍‌; ମୟୂରଭଞ୍ଜ, ଜଗତସିଂହପୁରକୁ ଅରେଞ୍ଜ ଜୋନ୍‌ ଭାବେ ଘୋଷଣା

ଭୁବନେଶ୍ୱର,୭।୫(ବ୍ୟୁରୋ): ଗୋଟିଏ ଦିନରେ ଗଞ୍ଜାମରେ ୧୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୁବ୍‌ଶୀଘ୍ର ଆକ୍ରାନ୍ତଙ୍କ ସଂଖ୍ୟା ଦ୍ୱିଗୁଣିତ ହେବାରୁ ରାଜ୍ୟ ସରକାର ଜିଲାକୁ ଗୁରୁବାର ରେଡ୍‌ ଜୋନ୍‌ ଭାବେ ଘୋଷଣା କରିଛନ୍ତି। ସେହିଭଳି ମୟୂରଭଞ୍ଜ ଓ ଜଗତସିଂହପୁରକୁ ମଧ୍ୟ ଅରେଞ୍ଜ...

ଋଣ ଆଦାୟ ପାଇଁ ବୁଲୁଛନ୍ତି ଫାଇନାନ୍ସ କର୍ମଚାରୀ

ବାଲିଆ,୭ା୫: ମହାମାରୀ କରୋନା ମୁକାବିଲା ପାଇଁ ଦେଶ୍‌ ଲକ୍‌ଡାଉନ ହୋଇଛି। ଫଳରେ ଲୋକେ ଏବେ ଘରେ ବସି ରହିଛନ୍ତି। ମାତ୍ର ଏହି ସମୟରେ ବିଭିନ୍ନ ଫାଇନାନ୍ସ ସଂସ୍ଥା ଲୋକଙ୍କୁ ଦେଇଥିବା ଋଣ ଆଦାୟ କରିବାରେ ଲାଗି ପଡ଼ିଛନ୍ତି। ସଂସ୍ଥାର କର୍ମଚାରୀମାନ...

ବିରିଡ଼ିକୁ ଫେରିବେ ୧୫୧୯ ପ୍ରବାସୀ

ବାଲିଆ,୭ା୫ : ବିରିଡ଼ି ବ୍ଲକର ୨୧ ପଞ୍ଚାୟତକୁ ଫେରିବା ପାଇଁ ୧୫୧୯ଜଣ ପ୍ରବାସୀ ଓଡ଼ିଆ ନାମ ପଞ୍ଜୀକରଣ କରିଥିବା ବ୍ଲକ ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଇତିମଧ୍ୟରେ ବ୍ଲକ ଅଧୀନ ପୂରଣ ପଞ୍ଚାୟତକୁ ଜଣେ, ବତିମୀରାକୁ ଜଣେ ଓ ଗୋପୀନାଥପୁର...

ପଞ୍ଜୀକରଣ କଲେଣି ୬୯୩୬ ପ୍ରବାସୀ ଓଡ଼ିଆ

ଏରସମା,୭ା୫ (ସ୍ବ.ପ୍ର.): ଲକ୍‌ଡାଉନ ଯୋଗୁ ବିଭିନ୍ନ ରାଜ୍ୟରେ ଫସି ରହିଥିବା ପ୍ରବାସୀ ଓଡ଼ିଆ ଏବେ ଘରକୁ ଫେରିବାକୁ ତତ୍ପର ହୋଇଛନ୍ତି। ଏହିକ୍ରମରେ ମଙ୍ଗଳବାର ସୁଦ୍ଧା ଜଗତ୍‌ସିଂହପୁର ଜିଲା ଅଧୀନ ଏରସମା ବ୍ଲକର ୨୫ ପଞ୍ଚାୟତରୁ ମୋଟ ୬୯୩୬ ଜଣ ପ୍ରବାସୀ...

ଜୀବନକୁ ବାଜି ଲଗାଇ ଫେରିଲେ ଅନିଲ

ଜଗତ୍‌ସିଂହପୁର ଅଫିସ,୭ା୫: ଜୀବନକୁ ବାଜି ଲଗାଇ ସୁଦୂର ମଧ୍ୟପ୍ରଦେଶରୁ ଜଗତ୍‌ସିଂହପୁରରେ ପହଞ୍ଚିଛନ୍ତି ବାଲିକୁଦା ଥାନା ଅଳାଭର ପଞ୍ଚାୟତ କଣିଆ ଗ୍ରାମର ଅନିଲ ବାରିକ। ସେ ତାଙ୍କ ପଞ୍ଚାୟତ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚିଲା ପରେ ‘ଧରିତ୍ରୀ’କୁ ସ୍ବତନ୍ତ୍ର ଭାବେ ଅଭୁଲାସ୍ମୃତି ବଖାଣିଛନ୍ତି।...

ପରିବାରର ୩ ସମେତ ୪ କରୋନା ସଂକ୍ରମିତ: ଜିଲାରେ ଭୟର ବାତାବରଣ

ଜଗତ୍‌ସିଂହପୁର ଅଫିସ, ୬ା୫: ଜଗତ୍‌ସିଂହପୁର ଜିଲାକୁ ବୁଧବାର କରୋନା ଛୁଇଁଛି। ଜିଲାର ୪ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ସମସ୍ତେ ନାଉଗାଁ ବ୍ଲକ ଅଞ୍ଚଳର ବୋଲି ଜଣାପଡିଛି। ଏହି ୪ ଜଣଙ୍କ ମଧ୍ୟରୁ ୩ଜଣ ଗୋଟିଏ ପରିବାରର। ମାତ୍ର...

CORONAVIRUS UPDATE: ଜଗତସିଂହପୁର ଛୁଇଁଲା କରୋନା; ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର,୬।୫(ବ୍ୟୁରୋ)-ଜଗତସିଂହପୁରକୁ ଛୁଇଁଲା କରୋନା। ବୁଧବାର ଅପରାହ୍ନରେ ଜିଲାରେ ପ୍ରଥମ କରି ୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷର ସୂଚନା ମିଳିଛି। ଜଗତସିଂହପୁରରେ ଚିହ୍ନଟ ହୋଇଥିବା ନୂଆ...

କରୋନା ଯୋଦ୍ଧାଙ୍କୁ ସମ୍ମାନ: ଯୁଦ୍ଧ ଜାହାଜରେ ଜଳିଲା ଲାଇଟ୍‌

ପାରଦୀପ,୪ା୫(ସ୍ବ.ପ୍ର.): କରୋନା ଯୋଦ୍ଧାଙ୍କୁ ଉତ୍ସାହିତ କରିବା ନିମନ୍ତେ ଭାରତୀୟ ତଟରକ୍ଷୀ ବାହିନୀ(କୋଷ୍ଟଗାର୍ଡ) ପକ୍ଷରୁ ଅଭିନବ ଉପାୟରେ ସମ୍ମାନ ଜଣାଯାଇଛି। ପୂର୍ବ ଉପକୂଳ ସୀମାର ସାଗରଦୀପ, ପୁରୀ ଓ ପାରୀଦୀପ ସମୁଦ୍ରରେ ଥିବା ପାଟ୍ରୋଲିଂ ଯୁଦ୍ଧ ଜାହଜଗୁଡିକରେ ସବୁଜ, କମଳା ରଙ୍ଗର...

ବାହାର ରାଜ୍ୟରୁ ଫେରିବେ ୪୩ ହଜାର ଲୋକ

ଜଗତ୍‌ସିଂହପୁର ଅଫିସ,୨୯ା୪: ଲକ୍‌ଡାଉନ୍‌ ଯୋଗୁ ଓଡ଼ିଶାର ବିଭିନ୍ନ ଜିଲା ଲୋକ ବାହାର ରାଜ୍ୟରେ ଫସି ରହିଛନ୍ତି। ଏବେ ରାଜ୍ୟ ସରକାର ସେମାନଙ୍କୁ ଆଣିବା ପାଇଁ ପଦକ୍ଷେପ ନେଇଛନ୍ତି। ତେବେ ଯେଉଁମାନେ ଫେରିବାକୁ ଚାହୁଁଛନ୍ତି ସେମାନେ ଅନଲାଇନ୍‌ରେ ନାମ ପଞ୍ଜୀକରଣ କରୁଛନ୍ତି।...

କୋହଳ ହେଲା ଉକ୍‌ଡାଉନ ନିୟମ: ଜବରଦଖଲରେ ଥିବା ଦୋକାନ ବନ୍ଦ ରହିବ

ଜଗତ୍‌ସିଂହପୁର ଅଫିସ, ୨୭ା୪: ନିକଟରେ ରାଜ୍ୟ ସରକାର ଲକ୍‌ଡାଉନ୍‌ ନିୟମରେ କେତେକ କୋହଳ କରିଛନ୍ତି। ବିଶେଷକରି କେତେକ ଦୋକାନ, ବଜାର ଖୋଲା ରଖିବା ସଂକ୍ରାନ୍ତରେ ଘୋଷଣା କରାଯାଇଛି। ଏହି ଘୋଷଣା ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଲା ପରେ ବ୍ୟବସାୟୀ ମହଲରେ...

ଛାତ୍ରୀଙ୍କ ଭିଡିଓ ଭାଇରାଲ ଘଟଣା: ଶିକ୍ଷକଙ୍କ ପରେ ଦୁଇ ଖବରଦାତା ଗିରଫ

ବାଲିକୁଦା,୨୭ା୪(ସ୍ବ.ପ୍ର.): ଭିଡିଓ ଭାଇରାଲ ମାମଲାର ସମାଧାନ ପାଇଁ ଛାତ୍ରୀଙ୍କୁ ଚାପ ପକାଉଥିବା ୨ ଖବରଦାତାଙ୍କୁ ବାଲିକୁଦା ପୋଲିସ ସୋମବାର ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ ଏହି ଥାନା ଅଞ୍ଚଳର ବିପିନ ସେଠୀ ଓ ଦିଲୁ ମୁଦୁଲି। ଛାତ୍ରୀଙ୍କ...

କ୍ୱାରାଣ୍ଟାଇନ କେନ୍ଦ୍ର ବୁଲିଲେ ଜିଲାପାଳ

ମାର୍ଶାଘାଇ,୨୭ା୪(ଡି.ଏନ.ଏ.): ଲକ୍‌ଡାଉନ ପରେ ବାହାର ରାଜ୍ୟରେ ଥିବା ଲୋକଙ୍କୁ ଆଣିବା ପାଇଁ ରାଜ୍ୟ ସରକାର ଯୋଜନା କରିଛନ୍ତି। ଏନେଇ ଆଶା, ଅଙ୍ଗନୱାଡି କର୍ମୀ ଓ ଏଏନଏମ କର୍ମୀ ଘରଘର ବୁଲି ବାହାର ରାଜ୍ୟରେ ଥିବା ଲୋକଙ୍କ ତଥ୍ୟ ସଂଗ୍ରହ କରୁଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri