ଜଗତ୍‌ସିଂହପୁର

୫-ଟି ସଚିବଙ୍କ କୋଭିଡ୍‌-୧୯ ହସ୍ପିଟାଲ ପରିଦର୍ଶନ

ପାରାଦୀପ, ୧୭।୪ (ସ୍ବ.ପ୍ର.)-କରୋନା ମୁକାବିଲା ପାଇଁ ବିଭିନ୍ନ ଜିଲାରେ କୋଭିଡ୍‌-୧୯ ହସ୍ପିଟାଲ ସ୍ଥାପନ କରାଯାଉଛି। ଏହି କ୍ରମରେ ପାରାଦୀପଠାରେ ୧୦୦ଶଯ୍ୟା ବିଶିଷ୍ଠ କୋଭିଡ୍‌-୧୯ ହସ୍ପିଟାଲ ପ୍ରସ୍ତୁତ କରାଯାଇଛି। ଶୁକ୍ରବାର ୫-ଟି ସଚିବ ଭି.କେ. ପାଣ୍ଡିଆନ ପାରାଦୀପଠାରେ ପହଞ୍ଚତ୍ ଉକ୍ତ ହସ୍ପିଟାଲରେ...

ଲାଗିଲା କଟକଣା: ସମୁଦ୍ରରୁ ମାଛ ଧରା ୨ ମାସ ବନ୍ଦ

ପାରାଦୀପ, ୧୭।୪ (ସ୍ବ.ପ୍ର.)- କରୋନା ଭୂତାଣୁ ପ୍ରତିହତ କରିବା ପାଇଁ ସାରାଦେଶରେ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ଏବେ କେତେକ କ୍ଷେତ୍ରରେ ନିୟମ କୋହଳ କରାଯାଇଛି। ସେଥିମଧ୍ୟରେ ମାତ୍ସ୍ୟଜୀବୀମାନେ ସମୁଦ୍ରକୁ ମାଛ ଧରିବାକୁ ଯାଇପାରିବେ ବୋଲି ଉଭୟ କେନ୍ଦ୍ର ଓ...

ପୋଲିସ ପାଣ୍ଠିକୁ ଟ୍ୟୁଶନ ଦରମା ଦେଲେ ଛାତ୍ର

ପାରାଦୀପ, ୧୭।୪ (ସ୍ବ.ପ୍ର.)-କରୋନା ପାଇଁ ବିଭିନ୍ନ କଟକଣା ଲାଗୁ କରାଯାଇଥିବା ବେଳେ ପୋଲିସ ଏହାର ପରିଚାଳନା କରୁଛି। ପୋଲିସର ଏହି ସେବାଦୃଶ୍ୟ କାମ ପାଇଁ ଜଣେ ନର୍ସରୀ ଛାତ୍ର ବାଲିଝରା ବସ୍ତିର ପ୍ରତୀକ ତରାଇ ନିଜ ଟ୍ୟୁଶନ ଦରମା ୩୦୦୦...

ସମ୍ମାନିତ ହେଲେ ସଫେଇ କର୍ମଚାରୀ

ପାରାଦୀପ, ୧୭।୪ (ସ୍ବ.ପ୍ର.)-କରୋନା ଭୟରେ ଲୋକମାନେ ଘରୁ ବାହାରକୁ ବାହାରିବାକୁ ଭୟ କରୁଥିବା ବେଳେ ସଫେଇ କର୍ମଚାରୀମାନେ ଲୋକମାନଙ୍କୁ ନିରନ୍ତର ସେବା ଯୋଗାଇ ଦେଉଛନ୍ତି। ପାରାଦୀପ ପୌରାଞ୍ଚଳରେ ସଫେଇ କର୍ମଚାରୀମାନେ ପ୍ରତିଦିନ ସାନିଟାଇଜ୍‌ ସ୍ପ୍ରେ କରିବା ସହ ସଫେଇ କାମ...

ଅବ୍ୟବସ୍ଥାରେ ଆଇସୋଲେଶନ ସେଣ୍ଟର

ଏରସମା, ୧୬।୪ (ସ୍ବ.ପ୍ର.)-ଏରସମା ବ୍ଲକ ଅଧୀନ ଜିରୋଇଲୋ ପଞ୍ଚାୟତରେ ହୋଇଥିବା ଆଇସୋଲେଶନ ସେଣ୍ଟରରେ ନାନା ଅବ୍ୟବସ୍ଥା ଥିବା ଅଭିଯୋଗ ହୋଇଛି। ଏଥିରେ ରହିଥିବା ଜଣେ ମହିଳାଙ୍କ ସମେତ ୫ ଜଣ ଅସୁବିଧାରେ ରହୁଛନ୍ତି। ପ୍ରକାଶ ଯେ, ଜିରାଇଲୋ ପଞ୍ଚାୟତ ଅଧୀନ...

ମାଙ୍କଡ଼, କୁକୁରଙ୍କ ସାହାରା ଭୋଗଦୋକାନୀ: ୨୯ ଦିନ ହେଲା ଯୋଗାଉଛନ୍ତି ଖାଦ୍ୟ

ରଘୁନାଥପୁର, ୧୧।୪ (ଡି.ଏନ୍‌.ଏ.)-କରୋନା ଭାଇରସ୍‌ ସଂକ୍ରମଣକୁ ନେଇ ସାରାଦେଶରେ ଲକ୍‌ଡାଉନ୍‌ ଜାରି କରାଯାଇଥିବା ବେଳେ ରଘୁନାଥପୁର ବ୍ଲକ କେରେକେରାସ୍ଥିତ ଗୋରଖନାଥ ପୀଠ ମଧ୍ୟ ବନ୍ଦ ରହିଛି। ଫଳରେ ଏଠାକୁ ଶ୍ରଦ୍ଧାଳୁଙ୍କ ଆଗମନ ବନ୍ଦ ରହିବା ସହ ଟ୍ରଷ୍ଟ ବୋର୍ଡ ପକ୍ଷରୁ...

ଅସୁସ୍ଥ ବୃଦ୍ଧାଙ୍କୁ ରାସ୍ତାରେ ଛାଡ଼ି ପଳାଇଲା ଆମ୍ବୁଲାନ୍ସ

ଜଗତ୍‌ସିଂହପୁର ଅଫିସ,୧୦ା୪: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ(ଏସ୍‌ସିବି) ମେଡିକାଲ କଲେଜ ପରିସରରୁ ଅସୁସ୍ଥ ଥିବା ଜଣେ ଗରିବ ବୃଦ୍ଧାଙ୍କୁ ତାଙ୍କ ଗାଁରେ ଛାଡିବାକୁ ଆସିଥିବା ଏକ ବେସରକାରୀ ଆମ୍ବୁଲାନ୍ସ ଜଗତ୍‌ସିଂହପୁର ସହର ରାସ୍ତା ପାର୍ଶ୍ୱରେ ଛାଡି ପଳାଇଛି। ସମ୍ପୃକ୍ତ ବୃଦ୍ଧା ହେଲେ...

ରିଟେଲ ପଏଣ୍ଟ ଚିହ୍ନଟକୁ ନେଇ ଅସନ୍ତୋଷ: ୪, ୭ ୮୯ ପିଲାଙ୍କୁ ମିଳିବ ମଧ୍ୟାହ୍ନଭୋଜନ ଚାଉଳ

ନାଉଗାଁ, ୧୦ା୪(ସ୍ବ.ପ୍ର.): କରୋନା ଯୋଗୁ ସ୍କୁଲ ପିଲାଙ୍କୁ ୩ମାସର ମଧ୍ୟାହ୍ନ ଭୋଜନ ବାବଦ ଚାଉଳ ଦିଆଯିବ ବୋଲି ନିଷ୍ପତ୍ତି ହୋଇଛି। ଅଭିଭାବକ ପିଲାଙ୍କ ଟୋକନ ବିଦ୍ୟାଳୟରୁ ଗ୍ରହଣ କରିବେ। ପ୍ରଶାସନ ପକ୍ଷରୁ ଚିହ୍ନଟ ହୋଇଥିବା ରିଟେଲ୍‌ ପଏଣ୍ଟରେ ଟୋକନ ଦାଖଲ...

କୋହଳ ହେଉଛି ଲକ୍‌ଡାଉନ୍‌ ନିୟମ

ଜଗତ୍‌ସିଂହପୁର ଅଫିସ,୬ା୪: କରୋନା ଭୂତାଣୁ ସଂକ୍ରମଣ ବଢୁଥିବାରୁ ସରକାର ଦେଶକୁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହି ଅନୁଯାୟୀ ଜଗତ୍‌ସିଂହପୁର ଜିଲାରେ ପ୍ରଥମେ ନିୟମକୁ କଡାକଡି ପାଳନ କରାଯାଇଥିଲା। କିନ୍ତୁ ଧୀରେ ଧୀରେ ଏହି ନିୟମ କୋହଳ ହେଉଥିବା ଲକ୍ଷ୍ୟ କରାଯାଉଛି।...

କୋଭିଡ୍‌-୧୯ ନିର୍ଦ୍ଦେଶନାମାର ଖିଲାପ: ଭୋଜି କରୁଥିବାବେଳେ ୩ ଯୁବକ ଗିରଫ

ଜଗତ୍‌ସିଂହପୁର ଅଫିସ,୬ା୪: କରୋନା ଭୂତାଣୁ (କୋଭିଡ୍‌-୧୯) ସଂକ୍ରମଣକୁ ନେଇ ଦେଶରେ ଚିନ୍ତା ପ୍ରକଟ କରାଯାଉଥିବାବେଳେ ସାମାଜିକ ଦୂରତା ଓ ଜରୁରୀ ନ ଥିଲେ ଘରୁ ବାହାରନ୍ତୁ ନାହିଁ ବୋଲି ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଅପିଲ୍‌ କରିଛନ୍ତି। ଏଥିସହ କେହି ଏକାଠି ଲଗାଲଗି...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ସହାୟତା

ନାଉଗଁା, ୬।୪ (ସ୍ବ.ପ୍ର.)-କୋଭିଡ୍‌-୧୯ର ମୁକାବିଲା ପାଇଁ ଫିଲ୍ମ ତାରକାଙ୍କଠାରୁ ଆରମ୍ଭ କରି ବିଭିନ୍ନ ସାମାଜିକ ସଂଗଠନ ଓ ସାଧାରଣ ଲୋକେ ପ୍ରଧାନମନ୍ତ୍ରୀ କେୟାର ଫଣ୍ଡ ଓ ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡକୁ ଆର୍ଥିକ ସହାୟତା ପ୍ରଦାନ କରୁଛନ୍ତି। ଏହି କ୍ରମରେ ନାଉଗଁା...

ଜଗତସିଂହପୁର ଜିଲାର ସମସ୍ତ ନମୁନା ନେଗେଟିଭ୍

ଜଗତ୍ସିଂହପୁର ଅଫିସ, ୫।୪: କରୋନା ଭୂତାଣୁ (କୋଭିଡ୍-୧୯ ) ସଂକ୍ରମଣକୁ ନେଇ ଜିଲାବାସୀଙ୍କ ମଧ୍ୟରେ ଦେଖା ଦେଇଥିବା ଭୟ ଆପାତତଃ ଦୂର ହୋଇଛି। କାରଣ ଖବର ଲେଖାହେବା ଭିତରେଜଗତସିଂହପୁର ଜିଲାରୁ ଯାଇଥିବା ସମସ୍ତ 38ଟି ଯାକ ନମୁନା ରିପୋର୍ଟ ନେଗେଟିଭ୍...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri