ରସୁଲପୁର,୧।୭(ଡି.ଏନ୍.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ଯୋକଡ଼ିଆ ପାଖ ଖରସ୍ରୋତା ନଦୀରୁ ଶୁକ୍ରବାର ବିରଳ ପ୍ରଜାତିର ମାଛ ଉଦ୍ଧାର ହୋଇଛି। ନଦୀରେ ଆଜି ମତ୍ସ୍ୟଜୀବୀମାନେ ମାଛ ଧରିବା…
ଯାଜପୁର ଅଫିସ/ଜେନାପୁର(ଡ଼ି.ଏନ.ଏ),୩୦।୬: ବ୍ରାହ୍ମଣୀ ନଦୀ ଉପରେ ଜେନାପୁର ନିକଟରେ ପ୍ରାୟ ୪୫ କୋଟି ଟଙ୍କାରେ ନିର୍ମିତ ହାଇଲେବୁଲ ବ୍ରିଜ ଏବେ ବିପଦରେ ପଡିଛି। ଆର ଏଣ୍ଡ ବି…
ବରୀ,୩୦ା୬(ଡି.ଏନ.ଏ.): ସ୍ବାସ୍ଥ୍ୟ ସେବାକୁ ଗୁରୁତ୍ୱ ଦେଉଛନ୍ତି ସରକାର। ହେଲେ ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନାନା ଅବ୍ୟବସ୍ଥା ମଧ୍ୟରେ ଚାଲିଛି । ଏ ସଂକ୍ରାନ୍ତରେ ବିଭାଗୀୟ ଅଧିକାରୀମାନଙ୍କୁ ବାରମ୍ବାର…
କାଳିଆପାଣି,୩୦ା୬(ଡି.ଏନ.ଏ.): କଂକ୍ରିଟ୍ ରାସ୍ତା ନିର୍ମାଣ ନାମରେ ଜିଲା ଖଣିଜ ପଦାର୍ଥ ପ୍ରତିଷ୍ଠାନ (ଡିଏମ୍ଏଫ୍) ଅର୍ଥ ବେଆଇନ୍ ଭାବେ ହରିଲୁଟ ହେଉଥିବା ଅଭିଯୋଗ ହୋଇଛି। ମାତ୍ର ୫୦ ଫୁଟ…
ଯାଜପୁର ଅଫିସ,୨୮ା୬:ମହିଳା ଯୌନକର୍ମୀଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ଉଦ୍ଦେଶ୍ୟରେ ୨୦୦୮ରେ ପ୍ରଣୀତ ଲକ୍ଷ୍ୟଭେଦୀ ଯୋଜନା ଯାଜପୁର ଜିଲାରେ ଲକ୍ଷ୍ୟଭ୍ରଷ୍ଟ ହୋଇଛି। ଏହି ଯୋଜନାରେ ଜାଲ୍ କାଗଜପତ୍ର…
ବରୀ,୨୭ା୬(ଡି.ଏନ.ଏ.): ଭୌଗୋଳିକ ଦୃଷ୍ଟିକୋଣରୁ ବରୀ ବ୍ଲକ୍କୁ ଦୁଇ ଭାଗ କରିଛି ବ୍ରାହ୍ମଣୀ ନଦୀ। ଏହି ନଦୀର ବାମପାର୍ଶ୍ୱରେ ୧୬ଟି ପଞ୍ଚାୟତ ସହିତ ବରୀ ରାମଚନ୍ଦ୍ରପୁର ଥାନା, ତହସିଲ,…
ଯାଜପୁର ଅଫିସ,୨୭ା୬: ଯାଜପୁର ଜିଲା ଦେଇ ଯାଇଥିବା ଚଣ୍ଡିଖୋଲ-ଡୁବୁରୀ ୫୩ ନମ୍ବର ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟରେ ଆଇନଗତ ଅଧିକାର ନ ଥାଇ ବିଭିନ୍ନ ଲଘୁ ଖଣିଜ…
ବିଞ୍ଝାରପୁର,୨୭ା୬(ଡି.ଏନ୍.ଏ.): ସାଧାରଣ ଆଇନ ପ୍ରବେଶିକା ପରୀକ୍ଷା (ସିଏଲ୍ଏଟି) ୨୦୨୨ରେ ଓଡ଼ିଆ ଛାତ୍ର ଅନମୋଲ ସାଇ ଓଡ଼ିଶାର ଟେକ ରଖିଛନ୍ତି। ସେ ଓଡ଼ିଶା, ଛତିଶଗଡ଼, ଝାଡ଼ଖଣ୍ଡ ଓ ବିହାର…
କଳିଙ୍ଗନଗର,୨୫ା୬(ଡି.ଏନ୍.ଏ.): ଯାଜପୁର ଜିଲା କଳିଙ୍ଗନଗର ଥାନା ଅନ୍ତର୍ଗତ ଗୋଲଗାଁ ନିକଟରେ ଏକ ନକଲି ସିମେଣ୍ଟ କାରଖାନାରେ ପୋଲିସ ଚଢ଼ାଉ କରିଛି। ଅପରପକ୍ଷରେ ଘଟଣାସ୍ଥଳରୁ ଟ୍ରକରେ ଲୋଡ଼ିଂ ହେଉଥିବା…
କଳିଙ୍ଗନଗର,୨୫।୬(ଡି.ଏନ.ଏ.): ଯାଜପୁର ଜିଲା କଳିଙ୍ଗନଗର ଥାନା ଅନ୍ତର୍ଗତ ଗୋଲଗାଁ ନିକଟରେ ଏକ ନକଲି ସିମେଣ୍ଟ କାରଖାନାକୁ ପୋଲିସ ଗୁରୁବାର ରାତିରେ ଠାବ କରିଛି। ଏଥିସହିତ ଘଟଣାସ୍ଥଳରୁ ପାଖାପାଖି…