Advertisement

ଯାଜପୁର

ଛାତ୍ରୀଙ୍କୁ ଅସଦାଚରଣ କରି ଫସିଲେ ଅର୍ଥନୀତି ବିଭାଗର ଅଧ୍ୟାପକ, ହେଲେ ଗିରଫଛାତ୍ରୀଙ୍କୁ ଅସଦାଚରଣ କରି ଫସିଲେ ଅର୍ଥନୀତି ବିଭାଗର ଅଧ୍ୟାପକ, ହେଲେ ଗିରଫ

ଛାତ୍ରୀଙ୍କୁ ଅସଦାଚରଣ କରି ଫସିଲେ ଅର୍ଥନୀତି ବିଭାଗର ଅଧ୍ୟାପକ, ହେଲେ ଗିରଫ

ବରୀ,୧୮।୩(ମହେନ୍ଦ୍ର ସ୍ବାଇଁ): ବରୀ ବ୍ଲକ ଅଧିନସ୍ଥ ଅଭିମନ୍ୟୁ ସାମନ୍ତ ସିଂହାର ମହାବିଦ୍ୟାଳୟର ଜୈନକା ଛାତ୍ରୀଙ୍କୁ ଅର୍ଥନୀତି ବିଭାଗର ଅଧ୍ୟାପକ ବିଦ୍ୟାଧର ଧଳ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି।…

1 month ago
ଅଙ୍ଗୁର ଗାଡିକୁ ପିଟିଲା ଟ୍ରକ: ଯେତେ ପାରିଲେ ବୋହିନେଲେଅଙ୍ଗୁର ଗାଡିକୁ ପିଟିଲା ଟ୍ରକ: ଯେତେ ପାରିଲେ ବୋହିନେଲେ

ଅଙ୍ଗୁର ଗାଡିକୁ ପିଟିଲା ଟ୍ରକ: ଯେତେ ପାରିଲେ ବୋହିନେଲେ

ଯାଜପୁର,୧୬।୩: ଯାଜପୁର କୁଆଖିଆ ନିକଟରେ ରବିବାର ସକାଳୁ ସକାଳୁ ଘଟିଛି ଏଦ ସଡ଼କ ଦୁର୍ଘଟଣା। ଏକ ଅଙ୍ଗୁର ବୋଝେଇ ଗାଡିକୁ ପିଟିଲା ଆଉ ଏକ ଟ୍ରକ। ଦୁର୍ଘଟଣାରେ…

1 month ago
କୋଲକାତାରୁ ଗିରଫ ହେଲେ ପୂର୍ବତନ ଜିଲାପରିଷଦ ସଭ୍ୟକୋଲକାତାରୁ ଗିରଫ ହେଲେ ପୂର୍ବତନ ଜିଲାପରିଷଦ ସଭ୍ୟ

କୋଲକାତାରୁ ଗିରଫ ହେଲେ ପୂର୍ବତନ ଜିଲାପରିଷଦ ସଭ୍ୟ

ଧର୍ମଶାଳା,୧୫ା୩: ଯାଜପୁର ଜିଲା ଧର୍ମଶାଳା ୧୩ନଂ ଜୋନ୍‌ର ପୂର୍ବତନ ଜିଲା ପରିଷଦ ସଭ୍ୟ ଗିରଫ ହୋଇଛନ୍ତି। ସେ ହେଲେ ନିରଞ୍ଜନ ରାଉତ। ତାଙ୍କୁ ଯାଜପୁର ପୋଲିସର ଏକ…

1 month ago
ଯାଜପୁର ଆରୁହା ଖଣି ଖାଦାନରେ ବଡ଼ ଧରଣର ରେଡ୍‌ଯାଜପୁର ଆରୁହା ଖଣି ଖାଦାନରେ ବଡ଼ ଧରଣର ରେଡ୍‌

ଯାଜପୁର ଆରୁହା ଖଣି ଖାଦାନରେ ବଡ଼ ଧରଣର ରେଡ୍‌

ଯାଜପୁର,୧୧।୩: ଯାଜପୁର ଆରୁହା ପାହାଡ଼ସ୍ଥିତ ଖଣି ଖାଦାନରେ ମଙ୍ଗଳବାର ଏକ ବଡ଼ ଧରଣର ରେଡ୍‌ ହୋଇଛି। ବେଆଇନ ଖଣି ଖନନ ଅଭିଯୋଗରେ ଖଣି ବିଭାଗର ଅଧିକାରୀମାନେ ଏହି…

2 months ago
ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବର ଆଜି ଯାଞ୍ଚଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବର ଆଜି ଯାଞ୍ଚ

ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବର ଆଜି ଯାଞ୍ଚ

ଯାଜପୁରରୋଡ୍‌,୧୧ା୩(ପବିତ୍ର ରଞ୍ଜନ ମହାନ୍ତି):ବ୍ୟାସନଗର ପୌର ପରିଷଦ ଅଧ୍ୟକ୍ଷା ସଙ୍ଗୀତା ପିଙ୍ଗୁଆଙ୍କ ବିରୋଧରେ ଜିଲାପାଳଙ୍କ ନିକଟରେ ଦିଆଯାଇଥିବା ଅନାସ୍ଥା ପ୍ରସ୍ତାବର ଯାଞ୍ଚ ପାଇଁ ନିର୍ଦ୍ଦେଶ ହୋଇଛି। ଯାଜପୁର ଜିଲାପାଳ…

2 months ago
ବାଇକ୍‌ ଚଳାଇ ଯାଉଥିବାବେଳେ ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…ବାଇକ୍‌ ଚଳାଇ ଯାଉଥିବାବେଳେ ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ବାଇକ୍‌ ଚଳାଇ ଯାଉଥିବାବେଳେ ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ଯାଜପୁର,୯।୩: ଯାଜପୁର ଜିଲା ପୁରୁଣା ଟୋଲ୍‌ଗେଟ୍‌ ନିକଟ ଜାତୀୟ ରାଜପଥରେ ରବିବାର ଏକ ଅଘଟଣ ଘଟିଛି। ଜଣେ ଯୁବକ ଯାଉଥିବା ବେଳେ ହଠାତ୍‌ ବାଇକ୍‌ରେ ନିଆଁ ଲାଗି…

2 months ago
ଭାଇରାଲ ହେଉଛି ବିଧାୟକଙ୍କ ନିଆଁ ଲିଭାଇବା ଫଟୋ, ଜଳଖିଆ ଦେକାନୀଙ୍କ କଥା ଶୁଣି ଛଳଛଳ ଆଖି…ଭାଇରାଲ ହେଉଛି ବିଧାୟକଙ୍କ ନିଆଁ ଲିଭାଇବା ଫଟୋ, ଜଳଖିଆ ଦେକାନୀଙ୍କ କଥା ଶୁଣି ଛଳଛଳ ଆଖି…

ଭାଇରାଲ ହେଉଛି ବିଧାୟକଙ୍କ ନିଆଁ ଲିଭାଇବା ଫଟୋ, ଜଳଖିଆ ଦେକାନୀଙ୍କ କଥା ଶୁଣି ଛଳଛଳ ଆଖି…

ଭୁବନେଶ୍ୱର,୭।୩: ବଡ଼ପଣ ଦେଖାଇଲେ ବଡ଼ଚଣା ବିଧାୟକ ଅମର ନାୟକ। ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମରେ ଯୋଗ ଦେଇ ବିଳମ୍ବିତ ରାତିରେ ସେ ଭୁବନେଶ୍ୱର ଫେରୁଥିବା ସମୟରେ ଚଣ୍ଡିଖୋଲ ନେଳିଆ…

2 months ago
ବ୍ୟାସନଗର ପୌରାଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବବ୍ୟାସନଗର ପୌରାଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ

ବ୍ୟାସନଗର ପୌରାଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ

ଯାଜପୁର/ଯାଜପୁର ରୋଡ଼,୭ା୩(ହର୍ଷବର୍ଦ୍ଧନ ବେହେରା/ପବିତ୍ର ମହାନ୍ତି): ଯାଜପୁର ଜିଲା ବ୍ୟାସନଗର ପୌରାଧ୍ୟକ୍ଷା ସଙ୍ଗୀତା ପିଙ୍ଗୁଆଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଗୁରୁବାର ଆଗତ ହୋଇଛି ା ଏହି ମର୍ମରେ ୨୬ରୁ…

2 months ago
ବାଣ ଭିଡ଼ିବାବେଳେ ବିସ୍ଫୋରଣ: ଉଡ଼ିଗଲା ଘର ଛାତବାଣ ଭିଡ଼ିବାବେଳେ ବିସ୍ଫୋରଣ: ଉଡ଼ିଗଲା ଘର ଛାତ

ବାଣ ଭିଡ଼ିବାବେଳେ ବିସ୍ଫୋରଣ: ଉଡ଼ିଗଲା ଘର ଛାତ

ଯାଜପୁର,୬।୪: ଯାଜପୁର ଜିଲା ବାସୁଦେବପୁର ପଞ୍ଚାୟତ ଜାଲପୁର ଗାଁରେ ଗୁରୁବାର ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ବାଣଭିଡ଼ିବା ବେଳେ ହଠାତ୍‌ ବିସ୍ଫୋରଣ ଘଟି ଜଣଙ୍କ ଘର…

2 months ago
ମୋବାଇଲ ଗେମ ଖେଳି ଜୀବନ ହାରିଲେ ଯୁବକମୋବାଇଲ ଗେମ ଖେଳି ଜୀବନ ହାରିଲେ ଯୁବକ

ମୋବାଇଲ ଗେମ ଖେଳି ଜୀବନ ହାରିଲେ ଯୁବକ

ବରୀ,୪।୩(ମହେନ୍ଦ୍ର ସ୍ବାଇଁ): ଆଜିର ବିଜ୍ଞାନ ଯୁଗରେ ମଣିଷ ଯେତେ ସଚେତନ ହେଲେ ବି ଗୋଟିଏ ଗୋଟିଏ ଭୁଲ ନିଷ୍ପତି ବେଳେ ବେଳେ ତାଙ୍କୁ ହିଁ ତାହାର ପରିଣାମ…

2 months ago