ଯାଜପୁର

ପାରିବାରିକ ଅଶାନ୍ତିରୁ ଆର୍‌ବିଆଇ ଜିଏମ୍‌ଙ୍କ ଆତ୍ମହତ୍ୟା

ଚଣ୍ଡିଖୋଲ,୨୫।୧୧(ଡ.ଏନ୍‌.ଏ.): ଯାଜପୁର ଜିଲା ଚଣ୍ଡିଖୋଲ ସ୍ଥିତ ଏକ ହୋଟେଲରେ ଜଣେ ବ୍ୟାଙ୍କ ଅଧିକାରୀ ବେକରେ ବେଡସିଟ୍‌ ଗୁଡ଼ାଇ ଗୁରୁବାର ରାତିିରେ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ଯାଜପୁର…

5 years ago

ଜେଲ୍‌ରୁ କଏଦୀ ଫେରାର

ଯାଜପୁର ଅଫିସ,୨୫।୧୦: ଯାଜପୁର ସବ୍‌ଜେଲରୁ ଗୁରୁବାର ରାତିରେ ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ଫେରାର କଏଦୀ ହେଲେ ମୟୂରଭଞ୍ଜ ଜିଲାର ରାଜେଶ ମୁଣ୍ଡା। ପାଚେରୀ ଡେଇଁ ସେ…

5 years ago

ଚୋର ସନ୍ଦେହରେ ଦୁଇ ଥାନାରେ ଅଟକ

ବିଞ୍ଝାରପୁର,୨୫ା୧୦(ଡି.ଏନ୍‌.ଏ.): ଚୋର ସନ୍ଦେହରେ ଦୁଇ ଜଣ ଅଚିହ୍ନା ଯୁବକଙ୍କୁ ବୁଧବାର ବିଳମ୍ବିତ ରାତିରେ କାବୁ କରି ବାଳମୁକୁଳି ବଜାରର କେତେକ ବ୍ୟବସାୟୀ ପୋଲିସକୁ ହସ୍ତାନ୍ତର କରିଛନ୍ତି। ପୋଲିସ…

5 years ago

୨୨ଦିନରେ ଅଟୱାଲ କର୍ମଚାରୀଙ୍କ ଧାରଣା : ଧାରଣାକାରୀଙ୍କୁ ଭେଟିଲା ବିଶ୍ୱ ମାନବିକ ଅଧିକାର ରକ୍ଷା ସଂଗଠନ

କାଳିଆପାଣି,୨୫ା୧୦(ଡି.ଏନ୍‌.ଏ.): ବକେୟା ଦରମା, ବୋନସ୍‌ ଏବଂ ଅବସରକାଳୀନ ଭର୍ତ୍ତା ଦାବିରେ ଅଟୱାଲ କର୍ମଚାରୀଙ୍କ ଧାରଣା ଜାରି ରହିଛି। ଗାନ୍ଧୀ ଜୟନ୍ତୀଠାରୁ ଆରମ୍ଭ ହୋଇଥିବା ଧାରଣା ଗୁରୁବାର ୨୨…

5 years ago

ବୋନସ ପ୍ରଦାନକୁ ନେଇ ଶ୍ରମିକ ସଂଘର ଧାରଣା ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

କାଳିଆପାଣି,୨୫ା୧୦(ଡି.ଏନ୍‌.ଏ.): ସୁକିନ୍ଦା ଖଣି ଅଞ୍ଚଳରେ କର୍ମଚାରୀଙ୍କ ବୋନସକୁ ନେଇ ଗୁରୁବାର ଶ୍ରମିକ ସଂଘ ପକ୍ଷରୁ ବାଲେଶ୍ୱର ଆଲଏଜ ଖଣି ଫାଟକ ସମ୍ମୁଖରେ ଧାରଣା ଦିଆଯାଇଥିଲା। ପ୍ରବଳ ବର୍ଷା…

5 years ago

ବଡ଼ଚଣାରେ ଲଗାଣ ବର୍ଷା: ଜୀବନ ଯାତ୍ରା ଠପ୍‌

ଚଣ୍ଡିଖୋଲ,୨୪।୧୦(ଡି.ଏନ.ଏ)- ଯାଜପୁର ଜିଲା ବଡ଼ଚଣାରେ ଲଗାଣ ବର୍ଷା ବୁଧବାରଠାରୁ ଦୁଇଦିନ ହେଲା ଲାଗି ରହିଥିବାରୁ ଜୀବନ ଯାତ୍ରା ଏନେଇ ଠପ୍‌ ହୋଇଯାଇଛି। ବୁଧବାର ରାତି ୮ଟାରୁ ଗୁରୁବାର…

5 years ago

ଲଗାଣ ବର୍ଷାରେ ପ୍ରଭାବିତ ସିଂହପୁର

ସିଂହପୁର,୨୪।୧୦(ଡିଏନଏ)- ଲଘୁଚାପଜନିତ ବର୍ଷାରେ ଯାଜପୁର ଜିଲା ବିଞ୍ଝାରପୁର ବ୍ଲକର ସିଂହପୁର ସମେତ ସମଗ୍ର ବ୍ଲକରେ ବ୍ୟାପକ ପ୍ରଭାବିତ ହୋଇଛି। ଦୁଇଦିନ ଧରି ଲଗାଣ ବର୍ଷା ଯୋଗୁ ବ୍ଲକର…

5 years ago

ପିଇଓ ସ୍ମିତାରାଣୀଙ୍କ ମୃତ୍ୟୁ ଘଟଣା: ଅଭିଯୁକ୍ତ ରୂପେଶ ଭଦ୍ରଙ୍କ ଅତିଥିଭବନ ଭଙ୍ଗାଯିବ

ରସୁଲପୁର, ୨୪।୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ ପିଇଓ(ପଞ୍ଚାୟତ ନିର୍ବାହୀ ଅଧିକାରୀ) ସ୍ମିତାରାଣୀ ବିଶ୍ୱାଳଙ୍କର ଅଭିଯୁକ୍ତ ରୂପେଶ ଭଦ୍ରଙ୍କ ଅତିଥିଭବନରେ ରହସ୍ୟଜନକ ମୃତ୍ୟୁ ଘଟିଥିଲା।…

5 years ago

ଶ୍ରୀବନ୍ତପୁରରେ ଯୁବକଙ୍କୁ ହତ୍ୟା : ଦୁଇ ଅଭିଯୁକ୍ତ ଅଟକ

ରସୁଲପୁର,୨୧।୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ଅନ୍ତର୍ଗତ ଶ୍ରୀବନ୍ତପୁର ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ମୃତ ଯୁବକ ଜଣଙ୍କ ହେଲେ ଅଚ୍ୟୁତ ସ୍ବାଇଁଙ୍କ ପୁଅ ଶ୍ୟାମସୁନ୍ଦର(୨୪)। ରବିବାର…

5 years ago

ପିଇଓଙ୍କ ରହସ୍ୟଜନକ ମୃତ୍ୟୁ ଘଟଣା : ସିବିଆଇ ତଦନ୍ତ ଦାବିରେ ଭାଜପାର ଯାଜପୁର ବନ୍ଦ

ଯାଜପୁର ଅଫିସ,୨୧।୧୦: ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତର ପିଇଓ (ପଞ୍ଚାୟତ ନିିର୍ବାହୀ ଅଧିକାରୀ) ସ୍ମିତାରାଣୀ ବିଶ୍ବାଳଙ୍କ ରହସ୍ୟଜନକ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ଦାବିରେ…

5 years ago