ଯାଜପୁର

ବେଆଇନଭାବେ ରାସ୍ତା ପାର୍ଶ୍ୱରେ ଗାଡି ପାର୍କିଂକୁ ବିରୋଧ

ଯାଜପୁର ରୋଡ଼,୧୭।୧୦(ନି.ପ୍ର.): ଯାଜପୁର-କେନ୍ଦୁଝର ରୋଡ ଆର୍‌ପିଏଫ୍‌ ପକ୍ଷରୁ ଟ୍ରାଫିକ୍‌ ଜାମ୍‌ ନେଇ ବିଭିନ୍ନ ସ୍ଥାନରୁ ଜବର ଦଖଲ ଉଚ୍ଛେଦ କରାଯାଉଛି। ଏହି କ୍ରମରେ କିଛିଦିନ ତଳେ ଷ୍ଟେସନ…

5 years ago

ଦାନଗଦୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀସେବା ବିପର୍ଯ୍ୟସ୍ତ

କଳିଙ୍ଗନଗର,୧୭।୧୦(ଡି.ଏନ୍‌.ଏ.): କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖ୍ୟ ଡାକ୍ତରଖାନା ପାଲଟିଥିବା ଦାନଗଦୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀସେବା ବିପର୍ଯ୍ୟସ୍ତ ହେବାରେ ଲାଗିଛି। ଶିଳ୍ପାଞ୍ଚଳରେ ଥିବା ୧୦ କାରଖାନାରେ ନିୟୋଜିତ ପ୍ରାୟ ୬୦…

5 years ago

ମୈଥାନ ଇସ୍ପାତ କାରଖାନାରେ ଶ୍ରମିକ ଅଶାନ୍ତି: ବକେୟା ଦରମା ଦାବିରେ ରାସ୍ତା ଅବରୋଧ

କଳିଙ୍ଗନଗର,୧୭।୧୦(ଡି.ଏନ୍‌.ଏ.): କଳିଙ୍ଗନଗରସ୍ଥିତ ମୈଇଥାନ ମେସ୍କୋ କାରଖାନାର ଶ୍ରମିକମାନେ ବକେୟା ଦରମା ଦାବିରେ ବୁଧବାର ଆନ୍ଦୋଳନକୁ ଓହ୍ଲାଇଛନ୍ତି। କାରଖାନା ପକ୍ଷରୁ ଶ୍ରମିକଙ୍କୁ ୯ ମାସର ବକେୟା ପାଉଣା ଏବଂ…

5 years ago

କାଳୀପୂଜା ପ୍ରସ୍ତୁତି ବୈଠକ: ପ୍ଲାଷ୍ଟିକମୁକ୍ତ ପୂଜା ମଣ୍ଡପ ନିଷ୍ପତ୍ତି

ଯାଜପୁର ରୋଡ, ୧୭।୧୦(ନି.ପ୍ର.): ଯାଜପୁର ରୋଡ ସହରରେ କାଳୀପୂଜା ଉତ୍ସବକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବା ନେଇ ବୁଧବାର ଜିଲା ପ୍ରଶାସନ ଓ ପୋଲିସ୍‌ ପକ୍ଷରୁ ବୈଠକ…

5 years ago

ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀଙ୍କ ସନ୍ଦେହଜନକ ମୃତ୍ୟୁ

ଧର୍ମଶାଳା,୧୬ା୧୦(ଡି.ଏନ୍‌.ଏ.)- ଯାଜପୁର ଜିଲା ଧର୍ମଶାଳା ବ୍ଲକର ଗ୍ରାମସେବିକା ତଥା ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ବୁଧବାର ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ସ୍ଥାନୀୟ ସରପଞ୍ଚଙ୍କ…

5 years ago

ବଳାତ୍କାର ଜେଲ ଗଲେ ଛାତ୍ର ନେତା

ବିଞ୍ଝାରପୁର,୧୬ା୧୦(ଡି.ଏନ.ଏ)- ବିଞ୍ଝାରପୁର ଥାନା ନରୁଆ ଗ୍ରାମର ଜଣେ ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ବଳାତ୍କାର କରିବା ଅଭିଯୋଗରେ ବିଞ୍ଝାରପୁର ପୋଲିସ ଅଭିଯୁକ୍ତ ଛାତ୍ର ନେତା ଜିତେନ୍ଦ୍ର ପ୍ରଧାନଙ୍କୁ…

5 years ago

୭ନମ୍ବର ୱାର୍ଡରେ ସରକାରୀ ଡ୍ରେନ ଅବରୋଧ: ଦୁର୍ଦ୍ଦଶା ଭୋଗୁଛନ୍ତି ଆମ୍ବେଦକର କଲୋନୀବାସୀ

ଯାଜପୁର ଅଫିସ,୧୬ା୧୦- ଦୀର୍ଘ ବର୍ଷ ହେଲା ବ୍ୟାସନଗର ସହରର ବିଭିନ୍ନ ସମସ୍ୟା ଅସମାହିତ ହୋଇରହିଛି। ବାର୍ଷିକ କୋଟିକୋଟି ଟଙ୍କା ବ୍ୟୟବରାଦ ହେଉଥିଲେ ସୁଦ୍ଧା ଆଜି ବି ସହରର…

5 years ago

ଯାଜପୁର ଜିଲାରେ ଇ-ଡେସପାଚ:ତଥ୍ୟ ଲୁଚାଇବାକୁ ନୂଆ ଫନ୍ଦି,ନମ୍ବର ବଢୁଛି, ଦିଶୁନି ଚିଠିପତ୍ର

ଯାଜପୁର ଅଫିସ,୧୬ା୧୦- ରାଜ୍ୟ ସରକାର ସ୍ବଚ୍ଛତା, ପ୍ରଯୁକ୍ତି ବିଦ୍ୟା, ସମୟାନୁବର୍ତ୍ତିତା, ସମ୍ମିଳିତ ଉଦ୍ୟମ ଓ ପରିବର୍ତ୍ତନ ଭଳି ୫-ଟି ଆଇନକୁ ଗୁରୁତ୍ୱ ଦେଉଥିବାବେଳେ ଯାଜପୁର ଜିଲା ପ୍ରଶାସନ…

5 years ago

ନାବାଳିକା ଉଦ୍ଧାର, ଅପହରଣକାରୀ କୋର୍ଟ ଚାଲାଣ

ଧର୍ମଶାଳା,୧୬ା୧୦(ଡି.ଏନ୍‌.ଏ.)- ଧର୍ମଶାଳା ଥାନା ଅଞ୍ଚଳରୁ ଅପହରଣ ହୋଇଥିବା ନାବାଳିକାଙ୍କୁ ସୋମବାର ରାତିରେ ପୋଲିସ ଉଦ୍ଧାର କରିଛି। ଏଥିସହ ଅପହରଣକାରୀ ଯୁବକଙ୍କୁ ପୋଲିସ ଗିରଫ କରିଛି। ଅଭିଯୁକ୍ତ ଜଣଙ୍କ…

5 years ago

ସରକାରୀ ଯୋଜନାରେ ମିଳୁନି ପକ୍କାଘର: ବ୍ଲକ କାର୍ଯ୍ୟାଳୟ ଘେରିଲେ ଲୋକେ

ସୁକିନ୍ଦା,୧୬ା୧୦(ଡି.ଏନ୍‌.ଏ)- ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ କନ୍ତିରା, ବାହାବଳପୁର, ବର୍ତ୍ତଣ୍ଡା ଗ୍ରାମ ସହ ୨୫ ପଞ୍ଚାୟତର ବହୁ ଲୋକ ସରକାରୀ ଯୋଜନାରେ ପକ୍କାଘର ପାଇବାରୁ ବଞ୍ଚତ୍ତ…

5 years ago