Advertisement

ଯାଜପୁର

୩ ମାସ ତଳେ ନିର୍ମାଣ ହୋଇଥିବା କଲଭର୍ଟ ଭୁଶୁଡ଼ିଲା୩ ମାସ ତଳେ ନିର୍ମାଣ ହୋଇଥିବା କଲଭର୍ଟ ଭୁଶୁଡ଼ିଲା

୩ ମାସ ତଳେ ନିର୍ମାଣ ହୋଇଥିବା କଲଭର୍ଟ ଭୁଶୁଡ଼ିଲା

ଚଣ୍ଡିଖୋଲ,୧୩ା୫(ପ୍ରଦୀପ୍ତ କୁମାର ପୃଷ୍ଟି): ବଡ଼ଚଣା ବ୍ଲକ ଅନ୍ତର୍ଗତ ସମିଆ ପଞ୍ଚାୟତର କୋହ୍ଲା ଗ୍ରାମ ନିକଟରେ ୩ ମାସ ତଳେ ନିର୍ମାଣ ହୋଇଥିବା କଲଭର୍ଟ ଶନିବାର ଭୁଶୁଡ଼ିପଡିଛି। ଏହି…

12 months ago
ନାମାଙ୍କନପତ୍ର ଦାଖଲ ବେଳେ ଅଘଟଣ: ଟ୍ରକ୍‌ ଧକ୍କାରେ ଚାଲିଗଲା କର୍ମୀଙ୍କ ଜୀବନନାମାଙ୍କନପତ୍ର ଦାଖଲ ବେଳେ ଅଘଟଣ: ଟ୍ରକ୍‌ ଧକ୍କାରେ ଚାଲିଗଲା କର୍ମୀଙ୍କ ଜୀବନ

ନାମାଙ୍କନପତ୍ର ଦାଖଲ ବେଳେ ଅଘଟଣ: ଟ୍ରକ୍‌ ଧକ୍କାରେ ଚାଲିଗଲା କର୍ମୀଙ୍କ ଜୀବନ

ଯାଜପୁର,୧୦।୫(ହର୍ଷବର୍ଦ୍ଦନ ବେହେରା): ଏକ ପ୍ରମୁଖ ରାଜନୈତିକ ଦଳର ପ୍ରାର୍ଥୀଙ୍କ ଶୁକ୍ରବାର ନାମାଙ୍କନପତ୍ର ଦାଖଲ ବେଳେ ଏକ ଅଘଟଣ ଘଟିଛି। ଏକ ସଡ଼କ ଦୁର୍ଘଟଣାରେ ଜଣେ କର୍ମୀଙ୍କ ମୃତ୍ୟୁ…

12 months ago
ଫସଲ ଅମଳ ପାଇଁ ନାହିଁ ଖଳାଫସଲ ଅମଳ ପାଇଁ ନାହିଁ ଖଳା

ଫସଲ ଅମଳ ପାଇଁ ନାହିଁ ଖଳା

ପ୍ରୀତିପୁର,୧୦ା୫(ସୁଶାନ୍ତ ବେହୁରିଆ): ଖଳା ନ ଥିବାରୁ ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଅଧୀନ ବିଭିନ୍ନ ପଞ୍ଚାୟତର ଚାଷୀମାନେ ସେମାନଙ୍କ ଉତ୍ପାଦିତ ସାମଗ୍ରୀ ଅମଳ କରିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି…

12 months ago
ନଗଡ଼ା ବାମ, ଡାହାଣ ପାର୍ଶ୍ୱ ଅବହେଳିତନଗଡ଼ା ବାମ, ଡାହାଣ ପାର୍ଶ୍ୱ ଅବହେଳିତ

ନଗଡ଼ା ବାମ, ଡାହାଣ ପାର୍ଶ୍ୱ ଅବହେଳିତ

ଯାଜପୁର,୧୦ା୫(ହର୍ଷବର୍ଦ୍ଧନ ବେହେରା): ପ୍ରତି ୫ ବର୍ଷରେ ଥରେ ସାଧାରଣ ନିର୍ବାଚନ ହୁଏ। କିନ୍ତୁ ଆଦିବାସୀ ବହୁଳ ସୁକିନ୍ଦା ବ୍ଲକର ଭାଗ୍ୟ ବଦଳେ ନାହିଁ। ଯାହାର ଉଦାହରଣ ଏବେ…

12 months ago
ନାମାଙ୍କନ କଲେ କୋରେଇ ବିଜେଡି ବିଧାୟିକା ପ୍ରାର୍ଥିନୀ ସଂଧ୍ୟାରାଣୀ ଦାସନାମାଙ୍କନ କଲେ କୋରେଇ ବିଜେଡି ବିଧାୟିକା ପ୍ରାର୍ଥିନୀ ସଂଧ୍ୟାରାଣୀ ଦାସ

ନାମାଙ୍କନ କଲେ କୋରେଇ ବିଜେଡି ବିଧାୟିକା ପ୍ରାର୍ଥିନୀ ସଂଧ୍ୟାରାଣୀ ଦାସ

ଯାଜପୁର, ୯।୫: କୋରେଇ ବିଧାନସଭା ଆସନ ପାଇଁ ବିଜୁ ଜନତା ଦଳ ପ୍ରାର୍ଥିନୀ ସଂଧ୍ୟାରାଣୀ ଦାସ ଗୁରୁବାର ନାମାଙ୍କନ ଦାଖଲ କରିଛନ୍ତି। ପ୍ରଥମେ ପାଣିକୋଇଲି ତାରିଣୀ ମନ୍ଦିରରେ…

12 months ago
୬ ବନ୍ୟା ଆଶ୍ରୟସ୍ଥଳ ଅଧାପନ୍ତରିଆ୬ ବନ୍ୟା ଆଶ୍ରୟସ୍ଥଳ ଅଧାପନ୍ତରିଆ

୬ ବନ୍ୟା ଆଶ୍ରୟସ୍ଥଳ ଅଧାପନ୍ତରିଆ

ଯାଜପୁର,୭ା୫(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା ଦେଇ ପ୍ରବାହିତ ନଦୀଗୁଡ଼ିକର ତଟବର୍ତ୍ତୀ ଅଞ୍ଚଳବାସୀଙ୍କ ସୁରକ୍ଷା ପାଇଁ ବହୁମୁଖୀ ବନ୍ୟା ଆଶ୍ରୟସ୍ଥଳ ନିର୍ମାଣ ସମ୍ପୂର୍ଣ୍ଣ ହୋଇପାରିନାହିଁ। ଆଗକୁ କିଛି ସପ୍ତାହ ପରେ…

12 months ago
ଦାଦନ ଖଟୁଛନ୍ତି ନଗଡ଼ା ଶିଶୁଦାଦନ ଖଟୁଛନ୍ତି ନଗଡ଼ା ଶିଶୁ

ଦାଦନ ଖଟୁଛନ୍ତି ନଗଡ଼ା ଶିଶୁ

ଯାଜପୁର/କାଳିଆପାଣି (ହର୍ଷବର୍ଦ୍ଧନ ବେହେରା/ଅସିତ ମହାନ୍ତ),୭ା୫:ଯାଜପୁର ଜିଲା ସୁକିନ୍ଦା ବ୍ଲକ ଚିଙ୍ଗୁଡିପାଳ ପଞ୍ଚାୟତ ନଗଡ଼ା ଗ୍ରାମରେ ୨୦୧୬ରେ ଅପପୃଷ୍ଟିରୁ ଶିଶୁ ମୃତ୍ୟୁ ଘଟଣା ଅନ୍ତର୍ଜାତୀୟ ଖବର ପାଲଟିଥିଲା। ଏହାପରେ…

12 months ago
ବିନା କାଗଜପତ୍ରରେ ଚାଲିଛି ଏକାଧିକ ଖାଦାନବିନା କାଗଜପତ୍ରରେ ଚାଲିଛି ଏକାଧିକ ଖାଦାନ

ବିନା କାଗଜପତ୍ରରେ ଚାଲିଛି ଏକାଧିକ ଖାଦାନ

କୋରେଇ,୬।୫( ଚନ୍ଦ୍ରକାନ୍ତ ପତି): ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ ବୈତରଣୀ ନଦୀର ବିଭିନ୍ନ ବାଲି ଖାଦାନରୁ ଦୀର୍ଘ ଦିନ ହେବ ବ୍ୟବସାୟୀମାନେ ବିପୁଳ ମାତ୍ରାରେ ବାଲି…

12 months ago
ଅସହ୍ୟ ଗୁୁଳୁଗୁଳି ସାଙ୍ଗକୁ ଅଘୋଷିତ ବିଦ୍ୟୁତ୍‌ କାଟଅସହ୍ୟ ଗୁୁଳୁଗୁଳି ସାଙ୍ଗକୁ ଅଘୋଷିତ ବିଦ୍ୟୁତ୍‌ କାଟ

ଅସହ୍ୟ ଗୁୁଳୁଗୁଳି ସାଙ୍ଗକୁ ଅଘୋଷିତ ବିଦ୍ୟୁତ୍‌ କାଟ

କାଏମା,୫ା୫(ଶିବପ୍ରସାଦ ମହାନ୍ତି): ଦିନକୁ ଦିନ ଅଘୋଷିତ ବିଦ୍ୟୁତ୍‌ କାଟ ଗ୍ରୀଷ୍ମ ପ୍ରବାହ ବେଳେ କଷ୍ଟଦାୟକ ହୋଇଛି ା ଯାଜପୁର ଜିଲା ଧର୍ମଶାଳା ଅଞ୍ଚଳରେ ଏପରି ସମସ୍ୟା ଚିନ୍ତାର…

12 months ago
ଯାଜପୁର ରୋଡ୍‌ରେ ଟ୍ରାଫିକ୍‌ ବ୍ୟବସ୍ଥା ବିପର୍ଯ୍ୟସ୍ତଯାଜପୁର ରୋଡ୍‌ରେ ଟ୍ରାଫିକ୍‌ ବ୍ୟବସ୍ଥା ବିପର୍ଯ୍ୟସ୍ତ

ଯାଜପୁର ରୋଡ୍‌ରେ ଟ୍ରାଫିକ୍‌ ବ୍ୟବସ୍ଥା ବିପର୍ଯ୍ୟସ୍ତ

ଯାଜପୁରରୋଡ଼,୬।୫(ପବିତ୍ର ରଞ୍ଜନ ମହାନ୍ତି): କ୍ରମବର୍ଦ୍ଧିଷ୍ଣୁ ଯାଜପୁରରୋଡ଼ ସହରର ଅଭିବୃଦ୍ଧି ଦିନକୁ ଦିନ ଘଟୁଛି। ଏଥିଯୋଗୁ ସହରର ଟ୍ରାଫିକ ବ୍ୟବସ୍ଥା ମୁଖ୍ୟ ସମସ୍ୟା ଭାବେ ଉଭା ହୋଇଛି। ଏହି…

12 months ago