ଯାଜପୁର

ମଧୁସୂଦନପୁର ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ: ୪ ବଖରା ସହିତ ଜଳିଗଲେ ୪ ଗୋରୁ

ବିିଞ୍ଝାରପୁର,୨୮।୯(ଡି.ଏନ.ଏ): ବିଞ୍ଝାରପୁର ଥାନା ମଧୁସୂଦନପୁର ଗ୍ରାମର ରଥସାହିଠାରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡର କାରଣ ଜଣାପଡି ନ ଥିବାବେଳେ ଏଥିରେ ଦୁଇ ପରିବାରର…

5 years ago

କମୁନି ଝିଅବୋହୂଙ୍କୁ ଶାରିରୀକ ନିର୍ଯାତନା: ପ୍ରହସନ ପାଲଟିଛି ଆତ୍ମରକ୍ଷା କୌଶଳ ତାଲିମ

ଯାଜପୁର ଅଫିସ,୨୮।୯: ରାଜ୍ୟ ଯୁବ ନୀତି (ଷ୍ଟେଟ ୟୁଥ୍‌ ପଲିସି)-୨୦୧୩ ଅନୁଯାୟୀ କଲେଜ ଛାତ୍ରୀଙ୍କୁ ଆମତ୍ରକ୍ଷା କୌଶଳ ତାଲିମ କାର୍ଯ୍ୟକ୍ରମ ପ୍ରଣୀତ ହୋଇଛି। ଉଚ୍ଚଶିକ୍ଷା ବିଭାଗ ଅଧୀନରେ…

5 years ago

ର଼୍ୟାକ ପଏଣ୍ଟରୁ ୟୁରିଆ ସାର ହରିଲୁଟ

ଯାଜପୁର ଅଫିସ,୨୮।୯:  ଲାଭଖୋର ସାର ବ୍ୟବସାୟୀଙ୍କୁ ନିୟନ୍ତ୍ରଣ କରିବାରେ ରାଜ୍ୟ ସରକାରଙ୍କ ବିଫଳତା ଯୋଗୁ ଯାଜପୁର ଜିଲାରେ ସାରର ଅଭାବୀ ପରିସ୍ଥିତି ଲାଗି ରହିଛି। ର଼୍ୟାକ ପଏଣ୍ଟରୁ…

5 years ago

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ : ଗ୍ରାମରେ ଉତ୍ତେଜନା

ଧର୍ମଶାଳା/ଜେନାପୁର,୨୭ା୯(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ଚକ୍ରଧରପୁର ଗ୍ରାମର ଜଣେ ଯୁବକଙ୍କ ଗୁରୁବାର ସନ୍ଦେହ ଜନକ ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ଗ୍ରାମର ଅମର ମଳିକ…

5 years ago

ଦୁର୍ଘଟଣାପ୍ରବଣ ସ୍ଥାନରେ ଲାଗିବ ସିସିଟିଭି

କଳିଙ୍ଗନଗର, ୨୭ା୯(ଡି.ଏନ୍‌.ଏ.)- ଯାଜପୁର କ୍ଲଷ୍ଟର ଡେଭଲପ୍‌ମେଣ୍ଟ ଲିମିଟେଡ (ଜେସିଡିଏଲ୍‌) ପକ୍ଷରୁ ଗୁରୁବାର ଯାଜପୁର କ୍ଲଷ୍ଟର କାର୍ଯ୍ୟାଳୟରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। କଳିଙ୍ଗନଗର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ…

5 years ago

ଶିଶୁପୁତ୍ରକୁ ଧରି ପ୍ରେମିକଙ୍କ ସହ ମହିଳା ଫେରାର

ଧର୍ମଶାଳା,୨୭ା୯(ଡି.ଏନ୍‌.ଏ.): ଧର୍ମଶାଳା ଥାନା ଅଞ୍ଚଳର ଜଣେ ମହିଳା ନିଜ ୫ ବର୍ଷର ଶିଶୁପୁତ୍ରକୁ ଧରି ପ୍ରେମିକଙ୍କ ସହିତ ଫେରାର ହୋଇଯାଇଛନ୍ତି। ଏ ନେଇ ଗୁରୁବାର ମହିଳାଙ୍କ ସ୍ବାମୀ…

5 years ago

ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ

ଧର୍ମଶାଳା,୨୭ା୯(ଡି.ଏନ୍‌.ଏ.): ଧର୍ମଶାଳା ବ୍ଲକ ଅଧୀନ ୨ ପଞ୍ଚାୟତର ୨ ୱାର୍ଡରେ ବୁଧବାର ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ କରାଯାଇଛି। ଏହି ଅବସରରେ ବିଧାୟକ ପ୍ରଣବ କୁମାର ବଳବନ୍ତରାୟ…

5 years ago

ବ୍ୟାସନଗର ପୌର ପରିଷଦ : ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ, ଦୁର୍ଗନ୍ଧରେ ଲୋକେ ହନ୍ତସନ୍ତ

ଯାଜପୁର ରୋଡ,୨୭ା୯(ନି.ପ୍ର.): ଯାଜପୁର ଜିଲା ବ୍ୟାସନଗର ପୌର ପରିଷଦ ଅଞ୍ଚଳରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ଏହି ଅଞ୍ଚଳର ସ୍ଥାନରେ ବସାଯାଇଥିବା ଡଷ୍ଟବିନ୍‌ଗୁଡିକ ଆବର୍ଜନାରେ ପୂରିରହିଛି। ବିଶେଷକରି…

5 years ago

ଜିଲା ମୁଖ୍ୟଚିକିତ୍ସାଳୟରେ ଏମ୍‌ଆର୍‌ଙ୍କୁ ବାରଣ

ଯାଜପୁର ଟାଉନ,୨୬।୯(ଡି.ଏନ୍‌.ଏ.): ଯାଜପୁର ଜିଲା ମୁଖ୍ୟଚିକିତ୍ସାଳୟରେ ମେଡିସିନ୍‌ ରିପ୍ରେଜେଣ୍ଟେଟିଭ୍‌(ଏମ୍‌ଆର୍‌)ଙ୍କୁ ବାରଣ କରିବାକୁ ଜିଲାପାଳ ରଞ୍ଜନ କୁମାର ଦାସ ବୁଧବାର ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଏକ ପତ୍ର ମାଧ୍ୟମରେ…

5 years ago

ଗର୍ଭବତୀ,ଶିଶୁ ଯତ୍ନ ସମ୍ପର୍କିତ ଆଲୋଚନା ଚକ୍ର

ଯାଜପୁର ଟାଉନ,୨୬।୯(ଡି.ଏନ୍‌.ଏ.): ଗର୍ଭବତୀ ଓ ପ୍ରସୂତି ମହିଳା ଏବଂ ଶିଶୁଙ୍କ ଯତ୍ନ ସମ୍ପର୍କିତ ଏକ ଆଲୋଚନା ଚକ୍ର ଜିଲାପରିଷଦ ସଭାଗୃହରେ ବୁଧବାର ଅନୁଷ୍ଠିତ ହୋଇଛି। ଜିଲା ସମାଜ…

5 years ago