ଯାଜପୁର

ଦିବ୍ୟାଙ୍ଗଙ୍କୁ ବିଭିନ୍ନ ଉପକରଣ ପ୍ରଦାନ

ଡୁବୁରୀ,୨୬।୯(ଡି.ଏନ୍‌.ଏ.): ଟାଟା ଷ୍ଟିଲ ପକ୍ଷରୁ ବୁଧବାର କଳିଙ୍ଗନଗର ଅଞ୍ଚଳର ଦିବ୍ୟାଙ୍ଗ ବ୍ୟକ୍ତି ବିଶେଷଙ୍କୁ ବିଭିନ୍ନ ଉପକରଣ ପ୍ରଦାନ କରାଯାଇଛି। ଏ ନେଇ ଡୁବୁରୀସ୍ଥିତ କପିଳେଶ୍ୱର ମହାବିଦ୍ୟାଳୟ ପରିସରରେ…

5 years ago

ନାବାଳିକା ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗ, ଅଭିଯୁକ୍ତ ଗିରଫ

ଡୁବୁରୀ/କଳିଙ୍ଗନଗର,୨୬।୯(ଡି.ଏନ୍‌.ଏ.): କଳିଙ୍ଗନଗର ଥାନା ଅନ୍ତର୍ଗତ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ମଙ୍ଗଳବାର ନାବାଳିକାଙ୍କ ଭାଇ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା…

5 years ago

ମେସ୍କୋ ହୋଟେଲ, ଗେଷ୍ଟ ହାଉସ୍‌ ଦଖଲକୁ ନେଲା ଇଡ୍‌କୋ

କଳିଙ୍ଗନଗର,୨୬।୯(ଡି.ଏନ୍‌.ଏ.): କଳିଙ୍ଗନଗର ଶିଳ୍ପାଞ୍ଚଳ ଯଖପୁରାଠାରେ ଥିବା ମେସ୍କୋଷ୍ଟିଲର ଏକ ହୋଟେଲ ଓ ଗେଷ୍ଟହାଉସ୍‌କୁ ବୁଧବାର ଇଡ୍‌କୋ ଦଖଲକୁ ନେଇଛି। ଇଡ୍‌କୋ କର୍ତ୍ତୃପକ୍ଷ ଏବଂ ଜିଲା ପ୍ରଶାସନ ଏହି…

5 years ago

ଟ୍ରକ୍‌କୁ ପଛରୁ ପିଟିଲା ବାଇକ୍‌, ଚାଳକ ଗୁରୁତର

କୋରେଇ,୨୬।୯(ସ୍ବ.ପ୍ର.):  କୋରେଇ ଥାନା ଅନ୍ତର୍ଗତ ୨୦ ନମ୍ବର ଜାତୀୟ ରାଜପଥର ଧନେଶ୍ୱର-ଆଲିଆ ମଝିରେ ବୁଧବାର ରାତିରେ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ପଛରେ ଭାରସାମ୍ୟ ହରାଇ…

5 years ago

ଭାରତର ସମ୍ବିଧାନ ମୁଖବନ୍ଧରେ ଅହିଂସାକୁ ସ୍ଥାନ ଦିଆଯିବା ପ୍ରସଙ୍ଗ: ସଂଗ୍ରାମୀ ସ୍ମାରକୀ ସ୍ତମ୍ଭରୁ ଆରମ୍ଭ ହେଲା ଦସ୍ତଖତ ଅଭିଯାନ

ଚଣ୍ଡିଖୋଲ,୨୬।୯(ଡି.ଏନ୍‌.ଏ): ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ଅବସରରେ ଅହିଂସାକୁ ଭାରତର ସମ୍ବିଧାନ ମୁଖବନ୍ଧରେ ଅର୍ନ୍ତଭୁକ୍ତ କରିବା ପାଇଁ ଓଡ଼ିଶା ସରକାର ଯେଉଁ ପ୍ରସ୍ତାବ…

5 years ago

ଲଗାଣ ବର୍ଷାରେ ଚଣ୍ଡିଖୋଲ ଛକ ବେହାଲ: ପରିବା ମାର୍କେଟରେ ଆଣ୍ଠୁଏ ପାଣି

ଚଣ୍ଡିଖୋଲ,୨୬।୯(ଡି.ଏନ୍‌.ଏ.): ଗତ ଦୁଇଦିନ ଧରି ଲାଗିରହିଥିବା ଲଗାଣ ବର୍ଷାରେ ଚଣ୍ଡିଖୋଲ ଛକର ଅବସ୍ଥା ବେହାଲ ହୋଇଛି। ରାସ୍ତା ଉପରେ ପାଣି ଲହଡ଼ି ମାରୁଥିଲା ବେଳେ ପରିବା ମାର୍କେଟରେ…

5 years ago

ରାଜ୍ୟରେ ୧୮୯ ଫେରାର ଶିକ୍ଷକ, କର୍ମଚାରୀ

ଯାଜପୁର ଅଫିସ,୨୪।୯: ଫେରାର କିମ୍ବା ଅନୁପସ୍ଥିତ ଶିକ୍ଷକ ଓ କର୍ମଚାରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରାଜ୍ୟ ସରକାରଙ୍କ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ…

5 years ago

ଅଧିକାରୀଙ୍କ ଦାୟିତ୍ୱହୀନତା ଲାଗି ବୀମା ପାଇବାରୁ ଚାଷୀ ବଞ୍ଚିତ : ସମ୍ପାଦକ, ମ୍ୟାନେଜର ପରସ୍ପର ଦୋଷାରୋପ

ଦଶରଥପୁର,୨୩ା୯(ଡିଏନ୍‌ଏ): କଟକ ସେଣ୍ଟ୍ରାଲ କୋପରେଟିଭ ବ୍ୟାଙ୍କ (ସିସିସିବି) ଦଶରଥପୁର ଶାଖା ଅଧୀନରେ ଦଶରଥପୁର ବ୍ଲକର ୧୩ଟି ପ୍ରାଥମିକ କୃଷି ସେବା ସମବାୟ ସମିତି ରହିଛି ା ଏହି…

5 years ago

ଖୋଲା ବୋରୱେଲ ଶିଶୁଙ୍କ ପାଇଁ ବିପଦ : ଗାଇଡ୍‌ଲାଇନ ମାନୁ ନାହାନ୍ତି ଖନନକାରୀ ସଂସ୍ଥା

ଯାଜପୁର ଅଫିସ,୨୩ା୯: ଖୋଲା କିମ୍ବା ପରିତ୍ୟକ୍ତ ଟ୍ୟୁବୱେଲ ଓ ବୋରୱେଲ ଛୋଟଛୋଟ ପିଲାଙ୍କ ପାଇଁ ବିପଦ ହୋଇଛି। ଖନନକାରୀ ସଂସ୍ଥା କିମ୍ବା ସମ୍ପୃକ୍ତ ମାଲିକ ଗାଇଡଲାଇନ ମାନୁ…

5 years ago

ବର୍ଷାରେ ଧୋଇଗଲା ନଗଡ଼ା ବିକାଶ : ୨ ବର୍ଷ ଗଲାନି ୧୨.୯୫ କୋଟିର ରାସ୍ତା

ଯାଜପୁର ଅଫିସ,୨୩ା୯ : ନଗଡ଼ା ବିକାଶକୁ ଅଧାପନ୍ତରିଆ କରି ବସିଯାଇଛି ପ୍ରଶାସନ। ନଗଡ଼ା ଆଧିବାସୀଙ୍କୁ ସେବା ପ୍ରଦାନ ପାଇଁ କୌଣସି ସରକାରୀ କର୍ମଚାରୀ ଆଉ ପୂର୍ବଭଳି ଆଗ୍ରହ…

5 years ago