ଯାଜପୁର

ମରାମତି ଅଭାବ : ନଦୀବନ୍ଧ ରାସ୍ତା ପାଲଟିଛି ମରଣଯନ୍ତା

ସିଂହପୁର,୨୧।୯(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ଜଳସମ୍ପଦ ବିଭାଗ ଅଧିନସ୍ଥ ଖରସ୍ରୋତା ନଦୀବନ୍ଧର ଜରୀ ନୂଆ ମାହାରାଠାରୁ ବାଛୋଳ ପର୍ଯ୍ୟନ୍ତ ରାସ୍ତା ଶୋଚନୀୟ ହୋଇପଡ଼ିଛି। ଏହି ନଦୀବନ୍ଧ ରାସ୍ତା…

5 years ago

ଜଳିଗଲା ୩ ବଖରା

ଧର୍ମଶାଳା,୨୦-୯(ଡି.ଏନ୍‌.ଏ.)- ଧର୍ମଶାଳା ତହସିଲ ଅନ୍ତର୍ଗତ ସଂପାରୁ ପଞ୍ଚାୟତ କାଦୁଆ ମାଗୁରା ଗ୍ରାମରେ ଗୁରୁବାର ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ସତ୍ୟରଞ୍ଜନ ନାୟକଙ୍କ ୩ ବଖରା ଘର ଜଳିଯିବା…

5 years ago

ବ୍ରାହ୍ମଣୀ ସେତୁ, ଚଣ୍ଡିଖୋଲ- ଡୁବୁରୀ ୫୩ନଂ ଜାତୀୟ ରାଜପଥ ଶୋଚନୀୟ,ମରାମତି ଦାବିରେ ପ୍ରତିବାଦ, ପଥପ୍ରାନ୍ତ ସଭା

ଜେନାପୁର,୨୦-୯(ଡି.ଏନ୍‌.ଏ.)- ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ କବାଟବନ୍ଧ ନିକଟସ୍ଥ ବ୍ରାହ୍ମଣୀ ସେତୁ ଓ ଚଣ୍ଡିଖୋଲ- ଡୁବୁରୀ ୫୩ନଂ ଜାତୀୟ ରାଜପଥ ଶୋଚନୀୟ ହେବାରେ ଲାଗିଛି। ମରାମତି…

5 years ago

କଂସ ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ:ଉପଜିଲାପାଳଙ୍କୁ ଭେଟିଲେ ଓ୍ବାର୍ଡ ସଭ୍ୟାସଭ୍ୟ

କାଳିଆପାଣି,୨୦-୯(ଡି.ଏନ୍‌.ଏ.)- ସୁକିନ୍ଦା ବ୍ଲକ ଅନ୍ତର୍ଗତ କଂସ ପଞ୍ଚାୟତର ସରପଞ୍ଚ ରବୀନ୍ଦ୍ର କୁମାର ସାହୁଙ୍କ ବିରୋଧରେ ନାଏବ ସରପଞ୍ଚଙ୍କ ସମେତ ୮ ଜଣ ୱାର୍ଡ ସଭ୍ୟାସଭ୍ୟ ଅନାସ୍ଥା ପ୍ରସ୍ତାବ…

5 years ago

‘ରାଷ୍ଟ୍ର ନିର୍ମାଣରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ଧର୍ମଶାଳା,୨୦-୯(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଜାରକା ରୋଟାରି କ୍ଲବ ପକ୍ଷରୁ ଧର୍ମଶାଳା ମହାବିଦ୍ୟାଳୟ ପରିସରରେ ବୁଧବାର ରାଷ୍ଟ୍ର ନିର୍ମାଣ ସମ୍ବର୍ଦ୍ଧନା ସାମାରୋହ ପାଳିତ ହୋଇଯାଇଛି। କ୍ଲବର ସଭାପତି ଅଜାମ୍ବର…

5 years ago

୬୫ତମ ଜିଲାସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଉଦ୍‌ଘାଟିତ

ଧର୍ମଶାଳା/ଜେନାପୁର,୨୦-୯(ଡି.ଏନ୍‌.ଏ.)- ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ଜେନାପୁର ନୋଡ଼ାଲ ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ୬୫ତମ ଜିଲାସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା ଉଦ୍‌ଘାଟିତ ହୋଇଯାଇଛି।…

5 years ago

ଶିଶୁକନ୍ୟାଙ୍କୁ ବଳାତ୍କାର କରି ବୃଦ୍ଧ ଗିରଫ

ଦଶରଥପୁର,୧୯।୯ (ଡିଏନ୍‌ଏ): ଦଶରଥପୁର ବ୍ଲକ ଚମ୍ପେଇପାଳ ପଞ୍ଚାୟତ କୁଆଁରପୁର ଗ୍ରାମର ୫ ବର୍ଷର ଶିଶୁକନ୍ୟାକୁ ଜଣେ ବୃଦ୍ଧ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି।…

5 years ago

ଚଷାଖଣ୍ଡ ପଞ୍ଚାୟତକୁ ନିଶାମୁକ୍ତ କରିବା ଦାବି: ହାତରେ ଝାଡ଼ୁ ଧରି ଥାନା ଘେରିଲେ ମହିଳା

ଦଶରଥପୁର,୧୯।୯(ଡିଏନ୍‌ଏ): ଚଷାଖଣ୍ଡ ପଞ୍ଚାୟତକୁ ନିଶାମୁକ୍ତ କରିବା ଲାଗି ବୁଧବାର ସମ୍ପୃକ୍ତ ପଞ୍ଚାୟତର ଶତାଧିକ ମହିଳା ହାତରେ ଝାଡ଼ୁ ଓ ପହଁରା ଧରି ମଙ୍ଗଳପୁର ଥାନା ସମ୍ମୁଖରେ ବିକ୍ଷୋଭ…

5 years ago

ବିଦେଶୀ ପକ୍ଷୀଙ୍କ ଉପରେ ଶିକାରୀଙ୍କ ଲୋଲୁପ ଦୃଷ୍ଟି

ଯାଜପୁର ରୋଡ଼,୧୯।୯(ନି.ପ୍ର.): ଯାଜପୁର ରୋଡ଼ ସହରର ସାପଗଡ଼ିଆ ଅଞ୍ଚଳରେ ବିଦେଶୀ ପକ୍ଷୀଙ୍କ ସମାଗମ ହୋଇଛି। ଏହି ପକ୍ଷୀମାନେ ସାଇବେରିଆ ଅଞ୍ଚଳରୁ ଆଜକୁ ୨୦ବର୍ଷ ଧରି ଏଠାକୁ ଆସି…

5 years ago

ଗାଡି ଧକ୍କାରେ ଯୁବକ ଗୁରୁତର : ମେଡିକାଲରେ ଅବ୍ୟବସ୍ଥା ନେଇ ଉତ୍ତେଜନା

ସୁକିନ୍ଦା,୧୮ା୯(ଡି.ଏନ୍‌.ଏ.): ଯାଜପୁର ଜିଲା ସୁକିନ୍ଦା ଥାନା ଅନ୍ତର୍ଗତ ଦୁଧୂଯୋରି ଗ୍ରାମ ପଞ୍ଚାୟତ ମଙ୍ଗଳପୁର ପାଞ୍ଚଗୋଛିଆ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜ ପଥରେ ମଙ୍ଗଳବାର ସନ୍ଧ୍ୟାରେ ଏକ…

5 years ago