ଯାଜପୁର

ଟ୍ରେନ୍‌ରେ ଲୁଚି ପଳାଇ ଆସିଥିବା ୨ ଛାତ୍ର ଉଦ୍ଧାର

ଯାଜପୁର ରୋଡ୍‌,୧୬ା୯(ନି.ପ୍ର.)- ଭୁବନେଶ୍ୱର ମଞ୍ଚେଶ୍ୱର ଅଞ୍ଚଳର କବାଡିପଡା ବିଦ୍ୟାଳୟର ୨ ଜଣ ଛାତ୍ରଙ୍କୁ ରବିବାର ଉଦ୍ଧାର କରାଯାଇଛି। ଏମାନେ ଖୋର୍ଦ୍ଧା ଭଦ୍ରକ୍‌ ଟ୍ରେନ୍‌ରେ ଚଢି ପଳାଇ ଆସିଥିଲେ।…

5 years ago

ଧାନ ଫସଲରେ କାଣ୍ଡବିନ୍ଧା ପୋକ, ଚିନ୍ତାରେ ଚାଷୀ

ଡୁବୁରୀ,୧୬ା୯(ଡି.ଏନ୍‌.ଏ.)- ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅଧୀନ ଡୁବୁରୀ ଓ ଆଖପାଖ ଅଞ୍ଚଳର ଧାନ ଫସଲରେ ଏବେ କାଣ୍ଡବିନ୍ଧା ପୋକଙ୍କ ପାଦୁର୍ଭାବ ବୃଦ୍ଧି ପାଇଛି। ଅଞ୍ଚଳର ଚାଷୀମାନେ…

5 years ago

ଚଣ୍ଡିଖୋଲ ଆରଟିଓ କାର୍ଯ୍ୟାଳୟରେ ଦଲାଲିରାଜ : ଦଲାଲ ମାଧ୍ୟମରେ ନ ଗଲେ ଫର୍ମରେ ହେଉନି ଦସ୍ତଖତ, ସାଧାରଣ ଲୋକ ଫର୍ମ ଡିପୋଜିଟ କଲେ ହେଉଛନ୍ତି ହଇରାଣ

ଚଣ୍ଡିଖୋଲ,୧୩।୯(ଡି.ଏନ.ଏ)- ସେପ୍ଟେମ୍ବର ପହିଲାରୁ ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ଯାଞ୍ଚ ପ୍ରକ୍ରିୟାକୁ ପରିବହନ ବିଭାଗ ଓ ପୋଲିସ ତ୍ୱରାନ୍ବିତ କରିଥିଲେ। ଏହି ଆଇନରେ…

5 years ago

ବୃଦ୍ଧଙ୍କୁ ପିଟି ହତ୍ୟା ମାମଲା : ୩ ଫେରାର୍‌ ଅଭିଯୁକ୍ତ ଗିରଫ

ବିଞ୍ଝାରପୁର,୧୩ା୯(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ହଳଦୀଢିହ ଗ୍ରାମପଞ୍ଚାୟତ ଅଣ୍ଢାଳୋଠାରେ ୨୦୧୭ରେ ନଇଆ ନାଳରେ ବେଆଇନ ଆଡିବନ୍ଧକରି ମାଛଧରାକୁ କେନ୍ଦ୍ରକରି ଗଣ୍ଡଗୋଳ ହୋଇଥିଲା। ଏଥିରେ ଜଣେ…

5 years ago

ଖଣି ଅଞ୍ଚଳରେ ଛାତ୍ରୀଛାତ୍ରଙ୍କ ସ୍ବତନ୍ତ୍ର ବସ୍‌ ସେବା ବିପର୍ଯ୍ୟସ୍ତ : ଫିଟ୍‌ନେସ୍‌ ନ ଥିବା ବସ୍‌ରେ କରୁଛନ୍ତି ଯାତ୍ରା

କାଳିଆପାଣି,୧୩ା୯(ଡି.ଏନ୍‌.ଏ.)- ସୁକିନ୍ଦା ଖଣି ଅଞ୍ଚଳରେ କଲେଜ ଛାତ୍ରୀଛାତ୍ରଙ୍କ ଯାତାୟତ ପାଇଁ ଉଦ୍ଦିଷ୍ଟ ସ୍ବତନ୍ତ୍ର ବସ୍‌ ସେବା ବିପର୍ଯ୍ୟସ୍ତ ହୋଇଥିବା ଅଭିଯୋଗ ହୋଇଛି। ଏଠାରେ ଖଣି ମାଲିକଙ୍କ ଅର୍ଥରେ…

5 years ago

ଅଗ୍ନିକାଣ୍ଡରେ ଜଳିଗଲା ତେଜରାତି ଦୋକାନ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ

ଛତିଆ,୧୨।୯(ଡି.ଏନ୍‌.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକ ଅନ୍ତର୍ଗତ ଛତିଆ ପଞ୍ଚାୟତର ଅମରାବତୀପାଟଣା ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଗ୍ରାମର ପୂର୍ଣ୍ଣଚନ୍ଦ୍ର ନାୟକଙ୍କ ତେଜରାତି ଦୋକାନ…

5 years ago

ଧର୍ମଶାଳା ତହସିଲର ଚଢାଉ: ୫ କଳାପଥର , ୧ ବାଲିଖାଦାନରେ ୧୪୪ ଧାରା ଜାରି

ଧର୍ମଶାଳା/ଜେନାପୁର/ଚଢେଇଧରା,୧୨।୯(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ତହସିଲ ପକ୍ଷରୁ ତହସିଲ ଅଧୀନସ୍ତ ୫ କଳାପଥର ଓ ଗୋଟିଏ ବାଲି ଖାଦାନ ଉପରେ ବୁଧବାର ୧୪୪ ଧାରା ଜାରି କରାଯାଇଛି।…

5 years ago

ଡିକି ଭାଙ୍ଗି ୧ ଲକ୍ଷ ଟଙ୍କା ଲୁଟ୍‌ ଅଭିଯୋଗ

ଧର୍ମଶାଳା,୧୨।୯(ଡି.ଏନ୍‌.ଏ.): ଧର୍ମଶାଳା ଥାନା ଅନ୍ତର୍ଗତ ବଡ଼ମଙ୍ଗଳପୁର (ନାଉପାଳ) ଗ୍ରାମର ଜଣେ ବ୍ୟବସାୟୀ ବୁଧବାର ଲୁଟ୍‌ର ଶିକାର ହୋଇଛନ୍ତି। ଦୁର୍ବୃତ୍ତମାନେ ତାଙ୍କ ଗାଡି ଡିକି ଭାଙ୍ଗି ଏକ ଲକ୍ଷ…

5 years ago

ଟକ୍‌ ବାଇକ୍‌ ମୁହାଁମୁହିଁ, ଜଣେ ମୃତ

କାଳିଆପାଣି,୧୨ା୯(ଡି.ଏନ୍‌.ଏ.): କାଳିଆପାଣି ଥାନା ଅନ୍ତର୍ଗତ କଂସ ଛକଠାରେ ବୁଧବାର ସଡ଼କ ଦୁର୍ଘଟଣାରେ ଜଣେ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣଙ୍କ କଂସ ପଞ୍ଚାୟତର ଦୁର୍ଯ୍ୟୋଧନ ମୁର୍ମୁ…

5 years ago

ନିଶାସକ୍ତ ଗାଡ଼ି ଚାଳକ କୋର୍ଟ ଚାଲାଣ, ଜରିମାନା ଆଦାୟ

ଧର୍ମଶାଳା,୧୨।୯(ଡି.ଏନ୍‌.ଏ.): ଧର୍ମଶାଳା ଥାନା ପୋଲିସ ପକ୍ଷରୁ ଶ୍ରୀରାମପୁର ଟୋଲଗେଟଠାରେ ଯାଞ୍ଚବେଳେ ମଙ୍ଗଳବାର ରାତିରେ ନିଶାସକ୍ତ ଅବସ୍ଥାରେ ଗାଡି ଚଲାଇବା ଅଭିଯୋଗରେ ପୋଲିସ ଜଣଙ୍କୁ ଗିରଫ କରିଛି। ଏଥିସହ…

5 years ago