ବରୀ,୧୦।୪(ମହେନ୍ଦ୍ର ସ୍ବାଇଁ): ୨୦୦୦ ମସିହାରୁ ବରୀ ବିଧାନସଭା ନିର୍ବାଚନମଣ୍ଡଳୀରେ କୌଣସି କଂଗ୍ରେସ ପ୍ରାର୍ଥୀ ନିର୍ବାଚନ ଲଢ଼ି ବିଜୟର ସ୍ବାଦ ଚାଖି ନାହାନ୍ତି। ଚଳିତ ନିର୍ବାଚନ ଲାଗି ତାରିଖ…
ଯାଜପୁର,୯ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା ବରୀ ନିର୍ବାଚନମଣ୍ଡଳୀରେ ଛକାଛକି ଚାଲିଛି। ବିଜେଡି ନ ହେଲେ ଭାଜପା ଏବଂ ଭାଜପା ନ ହେଲେ ବିଜେଡିକୁ ଡିଅଁା ମାରିବେ ବୋଲି ଆଶାୟୀଙ୍କ…
ଯାଜପୁର,୯ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲାରେ ଠିକାଦାରି ରାଜନୀତି, ଦୁର୍ନୀତି ଓ ଲଘୁ ଖଣିଜ ଦ୍ରବ୍ୟ ଲୁଟ ଆଦି ପ୍ରସଙ୍ଗରେ ନିର୍ବାଚନ ନେତାମାନଙ୍କ ପ୍ରତି ଆକ୍ରୋଶ ରହିଛି। ବିଶେଷକରି ୨୦୧୪…
ପାଣିକୋଇଲି,୯ା୪(ବିକାଶ କୁମାର ମଲିକ):ପାଣିକୋଇଲି ଥାନା ତଥା ବ୍ୟାସନଗର ତହସିଲ ଅଧୀନ ମୁଳାପାଳ ପଞ୍ଚାୟତର ଧନତ୍ରୀ ବାଲିଘାଟକୁ ନେଇ ଶନିବାର ରାତିରେ ଉତ୍ତେଜନା ପ୍ରକାଶ ପାଇଥିଲା। ବାଲିଘାଟରେ ବାଲି…
ଯାଜପୁର,୯ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲାରେ ଲଘୁ ଖଣିଜ ସମ୍ପଦ କଳାପଥର, ମୋରମ, ବାଲି ଓ ମାଙ୍କଡା ପଥରର ପ୍ରାଚୁର୍ଯ୍ୟ ରହିଛି। ଗତ ପ୍ରାୟ ୧ ବର୍ଷ ହେବ ଲଘୁ…
ରସୁଲପୁର,୯ା୪(ରଞ୍ଜିତ ରାଉତ):ଯାଜପୁର ଜିଲାର କୋରେଇ ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ପ୍ରାର୍ଥୀ ଘୋଷଣା କରି ନ ଥିବାବେଳେ ପ୍ରତିଦିନ ନୂଆ ନଁା ଚର୍ଚ୍ଚାକୁ ଆସୁଛି। ଏହାସହ ଆଶାୟୀଙ୍କ ତାଲିକା…
ରସୁଲପୁର,୮ା୪(ରଞ୍ଜିତ ରାଉତ):ଯାଜପୁର ଜିଲାର ୭ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ୬ଟିରେ ଭାଜପା ପ୍ରାର୍ଥୀ ଘୋଷଣା କରିସାରିଛି। କେବଳ ବରୀ ନିର୍ବାଚନମଣ୍ଡଳୀର ପ୍ରାର୍ଥୀ ଘୋଷଣା ବାକି ରହିଛି। ଏଠି…
ଝୁମ୍ପୁରୀ,୮ା୪(ସରୋଜ ନାୟକ): ସ୍ବଚ୍ଛ ପାନୀୟ ଜଳ ଯୋଗାଇ ଦେବା ପାଇଁ କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ବିପୁଳ ଟଙ୍କା ଖର୍ଚ୍ଚ କରୁଛନ୍ତି। ଲୋକଙ୍କୁ…
ଯାଜପୁର,୮ା୪(ହର୍ଷବର୍ଦ୍ଧନ ବେହେରା): ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କଯୋଜନା(ପିଏମ୍ଜିଏସ୍ଓ୍ବାଇ)ରେ ଯାଜପୁର ଗ୍ରାମ୍ୟ ନିର୍ମାଣ ବିଭାଜନ-୨ ଅନ୍ତର୍ଗତ ମଧୁସୂଦନପୁର ଭାୟା ରଘୁନାଥପୁର ହୋଇଥିବା ରାସ୍ତା କାର୍ଯ୍ୟରେ ଦୁର୍ନୀତି କରାଯାଇଥିବା ଅଭିଯୋଗ ହୋଇଛି।…
କାଳିଆପାଣି,୮ା୪(ଅସିତ ମହାନ୍ତ): ଯାଜପୁର ଜିଲା ସୁକିନ୍ଦା ବ୍ଲକ୍ ଅଧୀନ କଆଁସ ପଞ୍ଚାୟତ ବିଟ ସାହି ମହ୍ଲାର ବସ୍ତିର ଜନଜାତି ପରିବାର ବହୁ ଦୟନୀୟ ଅବସ୍ଥାରେ ଦିନ କାଟୁଛନ୍ତି।…