ଯାଜପୁର

ଦୁଇ ଛାତ୍ରଙ୍କ ଦୁଃସାହସ, ବୁଡ଼ିଯାଉଥିବା ଛାତ୍ରଙ୍କୁ ବଞ୍ଚାଇଲେ

କୋରେଇ,୩ା୯(ସ୍ବ.ପ୍ର.)- କୋରେଇ ବ୍ଲକ ଅନ୍ତର୍ଗତ ସାଦକପୁର ପ୍ରାଥମିକ ବିଦ୍ୟାଳୟର ଜଣେ ଛାତ୍ର ସୋମବାର ପୋଖରୀରେ ବୁଡିଯାଉଥିବା ବେଳେ କୋରାଇ ନୋଡାଲ ହାଇସ୍କୁଲର ଦୁଇ ଛାତ୍ର ତାଙ୍କୁ ଉଦ୍ଧାର…

5 years ago

ଫାଷ୍ଟ କମ୍‌ ଫାଷ୍ଟ ଲୋଡିଂ ବିବାଦ ବିଗୁଡୁଛି ଖଣି ଅଞ୍ଚଳ ଆର୍ଥିକ ପରିସ୍ଥିତି : ଲାଗି ରହିଛି ଅଚଳାବସ୍ଥା

କାଳିଆପାଣି,୩ା୯(ଡି.ଏନ୍‌.ଏ.)- କ୍ରୋମାଇଟ ଖଣି ଅଞ୍ଚଳରେ ଫାଷ୍ଟ କମ୍‌ ଫାଷ୍ଟ ଲୋଡିଂ ବିବାଦ ଲାଗି ରହିଥିବାରୁ ଅଞ୍ଚଳର ଆର୍ଥିକ ପରିସ୍ଥିତି ବିଗିଡିବାରେ ଲାଗିଛି ା ୧୪ ଦିନ ଧରି…

5 years ago

ଫୁଲ ତୋଳିବାକୁ ଯାଇ ପୋଖରୀରେ ବୁଡ଼ମଲେ ବୃଦ୍ଧ

ସୁକିନ୍ଦା,୩ା୯(ଡି.ଏନ୍‌.ଏ.)- ସୁକିନ୍ଦା ବ୍ଲକ ଆମ୍ପଳବା ଗ୍ରାମର ପଦ୍ମପୋଖରୀରେ ବୁଡି ରବିବାର ସନ୍ଧ୍ୟାରେ ଢେଙ୍କାନାଳ ଜିଲା ଭୁବନ ଗ୍ରାମର ପୂର୍ଣ୍ଣଚନ୍ଦ୍ର ସେନାପତି ନାମକ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି।…

5 years ago

ମେଗା ମିଲିଅନ ଭୋଟର ତାଲିକା ଯାଞ୍ଚ ପ୍ରକ୍ରିୟାର ଶୁଭାରମ୍ଭ

ଯାଜପୁର ଅଫିସ,୨ା୯: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ରବିବାର ଭୋଟର ତାଲିକା ଯାଞ୍ଚ ପ୍ରକ୍ରିୟା ପାଇଁ ମେଗା ମିଲିଅନ ଲଞ୍ଚ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଜିଲାପାଳ ରଞ୍ଜନ…

5 years ago

ନିଯୁକ୍ତିରେ ଜାଲିଆତି ଅଭିଯୋଗ, ନିରପେକ୍ଷ ତଦନ୍ତ ଦାବି

ବରୀ,୨ା୯(ସ୍ବ.ପ୍ର) : ବରୀ ବ୍ଲକ ବାଲିଆ ପଞ୍ଚାୟତ ଅଭିମନ୍ୟୁ ସାମନ୍ତସିଂହାର ମହାବିଦ୍ୟାଳୟରେ କର୍ମଚାରୀ ନିଯୁକ୍ତିରେ ଜାଲିଆତି ହୋଇଥିବା ଅଭିଯୋଗ ହୋଇଆସୁଛି। ଏହି ଅଭିଯୋଗ ଜିଲାପାଳଙ୍କଠାରୁ ଆରମ୍ଭ କରି…

5 years ago

ତୁଟୁନି ଫାଷ୍ଟ କମ୍‌ ଫାଷ୍ଟ ଲୋଡିଂ ବିବାଦ : ସମାଧାନ ପରିବର୍ତ୍ତେ ବ୍ୟକ୍ତିଗତ ସ୍ବାର୍ଥକୁ ଗୁରୁତ୍ୱ, ବନ୍ଦ ହେବାକୁ ବସିଛି କଳିଙ୍ଗନଗର କାରଖାନା

ଯାଜପୁର ଅଫିସ/ସୁକିନ୍ଦା(ଡି.ଏନ.ଏ.),୨ା୯: ଦୁର୍ନୀତିର ଚେର ଓପାଡି ସ୍ବଚ୍ଛ ଓ ପାରଦର୍ଶୀ ପ୍ରଶାସନ ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ସେଥିପାଇଁ ବିଭିନ୍ନ ସରକାରୀ ଯୋଜନାର କାର୍ଯ୍ୟକାରିତାରେ ହେଉଥିବା…

5 years ago

ବର୍ଷକ ମଧ୍ୟରେ ହୋଇନି ନୂତନ କାର୍ଯ୍ୟ

ଯାଜପୁର ଟାଉନ,୨ା୯(ଡିଏନଏ) : ଯାଜପୁର ପୌର ପରିଷଦ ୨୦୧୮ରେ ୧୫୦ବର୍ଷ ପୂର୍ତ୍ତି ପାଳନ କରିଛି। ମାତ୍ର ଏବେବି ସହରର ବିଭିନ୍ନ ସ୍ଥାନରେ ଲୋକେ ମୌଳିକ ସୁବିଧାରୁ ବଞ୍ଚତ୍ତ…

5 years ago

ଅବ୍ୟବସ୍ଥା ଘେରରେ ବନ୍ଦସାହି ପ୍ରାଥମିକ ବିଦ୍ୟାଳୟ : ଗୋଟିଏ ଗୃହରେ ପଢ଼ୁଛନ୍ତି ୫ ଶ୍ରେଣୀର ଛାତ୍ରୀଛାତ୍ର

ଦଶରଥପୁର,୨ା୯(ଡିଏନ୍‌ଏ) : ଦଶରଥପୁର ବ୍ଲକ ଥାଲକୁଡି ପଞ୍ଚାୟତ ବନ୍ଧସାହି ପ୍ରାଥମିକ ବିଦ୍ୟାଳୟ ୧୯୬୯ ମସିହାରୁ ପ୍ରତିଷ୍ଠା ହୋଇଛି। ଏହି ବିଦ୍ୟାଳୟଟି ଦଳିତ ସାହିରେ ପ୍ରତିଷ୍ଠା କରାଯାଇଥିବାବେଳେ ଏଠାରେ…

5 years ago

ଅଟୱାଲରେ ପଡ଼ିଲା ତାଲା : ସଙ୍କଟରେ ଶ୍ରମିକ, କର୍ମଚାରୀଙ୍କ ଜୀବିକା

ଯାଜପୁର ଅଫିସ/ସୁକିନ୍ଦା (ଡି.ଏନ.ଏ.),୨ା୯ : ବିଭିନ୍ନ କାରଣରୁ ଦୁର୍ବଳ ଆର୍ଥିକ ସ୍ଥିତି ଦର୍ଶାଇ ଟାଟା ଷ୍ଟିଲ ଖଣି ଅଧୀନ ଅଟୱାଲ କାରଖାନାରେ ରବିବାର ତାଲା ପଡିଛି। ଏଥିଯୋଗୁ…

5 years ago

ବହିଷ୍କୃତ ବରୀ ବିଜେଡି ସଭାପତିଙ୍କ ଖବରଦାତା ସମ୍ମିଳନୀ : ରାଜନୈତିକ ପାଣିପାଗ ପରିବର୍ତ୍ତନ ଚର୍ଚ୍ଚା

ବରୀ,୨ା୯(ସ୍ବ.ପ୍ର.):  ବରୀ ବ୍ଲକ ବିଜେଡି ସଭାପତି ପଦରୁ ବହିଷ୍କୃତ ହୋଇଥିବା ଏସ୍‌.କେ ସଫିଉଦ୍ଦିନଙ୍କ ତତ୍ୱାବଧାନରେ ରବିବାର ବରୀ ଗ୍ରମାରେ ଏକ ଖବରଦାତା ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ…

5 years ago