ଯାଜପୁର

ସାମାଜିକ ସୁରକ୍ଷା, ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ସମୀକ୍ଷା:ଜାତୀୟ ଭତ୍ତା ପାଇବା ଅପେକ୍ଷାରେ ଅଛନ୍ତି ୨୪୨୨ଜଣ

ଯାଜପୁର ଅଫିସ,୨୮।୮- ଯାଜପୁର ଜିଲାରେ ମୋଟ ୬୧,୨୧୧ ଜଣ ବ୍ୟକ୍ତି ଜାତୀୟ ବାର୍ଦ୍ଧକ୍ୟ ଭତ୍ତା, ୧୯,୬୪୪ ଜଣ ବିଧବା ଭତ୍ତା ଓ ୪,୬୨୩ ଜଣ ଭିନ୍ନକ୍ଷମ ଭତ୍ତା…

5 years ago

ଜିଲାରେ ହେବ ବରିଷ୍ଠ ନାଗରିକ ପୁର୍ନବାସ କେନ୍ଦ୍ର

ଯାଜପୁର ଅଫିସ,୨୮।୮- ଯାଜପୁର ଜିଲାରେ ପ୍ରାୟ ୨୫ଏକର ପରିମିତ ଜାଗାରେ ବରିଷ୍ଠ ନାଗରିକ ପୁନର୍ବାସ କେନ୍ଦ୍ର କରାଯିବ ା ଏଥିରେ ବିବିଧ ସୁବିଧା ଓ ବରିଷ୍ଠ ନାଗରିକଙ୍କ…

5 years ago

ତୁଟୁନି ଫାଷ୍ଟ କମ୍‌ ଫାଷ୍ଟ ଲୋଡ଼ିଂ ବିବାଦ:୩ ଟ୍ରକ୍‌ ମାଲିକ ସଂଘର ସହଯୋଗରେ ବ୍ୟବସ୍ଥାକୁ ସଂଘଠିତ କରିବାକୁ ଦାବି

ଚଣ୍ଡିଖୋଲ,୨୮।୮(ଡି.ଏନ୍‌.ଏ)- ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଯାଜପୁର ଜିଲାର ସୁକିନ୍ଦା ଖଣିଗୁଡ଼ିକରେ ଫାଷ୍ଟ କମ୍‌ ଫାଷ୍ଟ ଲୋଡ଼ିଂ ବ୍ୟବସ୍ଥା ଲାଗୁ କରିବା ପାଇଁ ଜିଲା ପ୍ରଶାସନର ଉଦ୍ୟମ…

5 years ago

ପୋଖରୀ ଖୋଳା, ପୁନରୁଦ୍ଧାର କାମରେ ଅନିୟମିତତା ଅଭିଯୋଗ:ତଦନ୍ତ ଦାବିକଲେ ଗ୍ରାମବାସୀ

ଡୁବୁରୀ,୨୮।୮(ଡି.ଏନ୍‌.ଏ.)- ସୁକିନ୍ଦା ବ୍ଲକ ଅନ୍ତର୍ଗତ ସଂସାଇଲୋ ପଞ୍ଚାୟତାର ପୋଖରୀ ଖନନ ଏବଂ ପୁନରୁଦ୍ଧାର କାର୍ଯ୍ୟରେ ବ୍ୟାପକ ଅନିୟମିତତା କରାଯାଇଥିବା ଅଭିଯୋଗ ହୋଇଛି। ଏପରିକି ବିଭାଗୀୟ ଅଧିକାରୀ ଏବଂ…

5 years ago

ଟ୍ରକ୍‌ ମୁହଁାମୁହଁି ଧକ୍କା, ଜଣେ ଡ୍ରାଇଭର ଗୁରୁତର

ଧର୍ମଶାଳା,୨୭।୮(ଡି.ଏନ୍‌.ଏ.)- ଧର୍ମଶାଳା ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥ ମାଣ୍ଡିଆ ଛକ ନିକଟରେ ମଙ୍ଗଳବାର ୨ ଟ୍ରକ୍‌ ମୁହଁାମୁହଁି ଧକ୍କା ହୋଇଛି। ଏଥିରେ ଗୋଟିଏ ଟ୍ରକ୍‌…

5 years ago

ବିଷାକ୍ତ ଫଳ ଖାଇ ଯୁବକଙ୍କ ଆତ୍ମହତ୍ୟା

ଧର୍ମଶାଳା/ଜେନାପୁର,୨୮।୮(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ଜେନାପୁର ପଞ୍ଚାୟତ ଅରିମୂଳ ଗ୍ରାମର ଜଣେ ଯୁବକ ବିଷାକ୍ତ ଫଳ ଖାଇ ଆତ୍ମହତ୍ୟା କରିଥିବା ଜଣାପଡିଛି। ଯୁବକ ଜଣଙ୍କ…

5 years ago

ସ୍ବାସ୍ଥ୍ୟ ବୀମା କାର୍ଯ୍ୟକାରିତା ନେଇ ଦାବିପତ୍ର

ଯାଜପୁରରୋଡ/କଳିଙ୍ଗନଗର,୨୭।୮(ସ୍ବ.ପ୍ର/ଡି.ଏନ୍‌.ଏ.)- ଯାଜପୁର ଜିଲା ବ୍ୟାସନଗର ସହର ଆଗାମୀ ଦିନରେ ପ୍ରମୁଖ ସହର ହେବାକୁ ଯାଉଛି ା କିନ୍ତୁ ଜିଲା ତଥା ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହାର…

5 years ago

ଯୌତୁକ ନିର୍ଯାତନା ଅଭିଯୋଗରେ ସ୍ବାମୀ କୋଟ ଚାର୍ଲାଣ

ଧର୍ମଶାଳା/ଜେନାପୁର,୨୭।୮(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ଗଡ଼ମଧୂପୁର ପଞ୍ଚାୟତର ପନ୍ତୁରୀ ଗ୍ରାମରେ ସ୍ତ୍ରୀକୁ ଯୌତୁକ ନିର୍ଯାତନା ଦେବା ଅଭିଯୋଗରେ ପୋଲିସ ସ୍ବାମୀକୁ ସୋମବାର ଗିରଫ କରି…

5 years ago

କାଏମା ପଞ୍ଚାୟତର ବମ୍ଫୁ ଗ୍ରାମ ରାସ୍ତା: ଅସରାଏ ବର୍ଷାରେ ଜମୁଛି ପାଣି

ଧର୍ମଶାଳା,୨୭।୮(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଅନ୍ତର୍ଗତ କାଏମା ପଞ୍ଚାୟତର ବମ୍ଫୁ ଗ୍ରାମର ମୁଖ୍ୟ ରାସ୍ତାରେ ଜଳ ନିଷ୍କାସନ ବ୍ୟବସ୍ଥା ନ ଥିବାରୁ ଦୀର୍ଘଦିନ ଧରି ବର୍ଷା ପାଣି ଜମିରହୁଛି।…

5 years ago

ଖଣିରେ ଫାଷ୍ଟ କମ୍‌ ଫାଷ୍ଟ ଲୋଡିଂ ବିବାଦ: କ୍ରୋମ ଭ୍ୟାଲିରେ ଅଚଳାବସ୍ଥା ଦୂର ଦିଗରେ ପଦକ୍ଷେପ ଦାବି

ଡୁବୁରୀ,୨୭।୮(ଡି.ଏନ୍‌.ଏ.)- ସୁକିନ୍ଦା କ୍ରୋମ ଭ୍ୟାଲିରୁ ଖଣିଜ ଦ୍ରବ୍ୟ ବୋଝେଇ କ୍ଷେତ୍ରରେ ହାଇକୋର୍ଟଙ୍କ ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବା କ୍ଷେତ୍ରରେ ଯାଜପୁର ଜିଲାପାଳଙ୍କ ପଦକ୍ଷେପ ଉପରେ ସୁକିନ୍ଦା ମିନେରାଲ ଟ୍ରକ…

5 years ago