Advertisement

ଯାଜପୁର

ବିଶ୍ୱ ପରିବେଶ ଦିବସରେ ଚାରାରୋପଣବିଶ୍ୱ ପରିବେଶ ଦିବସରେ ଚାରାରୋପଣ

ବିଶ୍ୱ ପରିବେଶ ଦିବସରେ ଚାରାରୋପଣ

ଧର୍ମଶାଳା,୬ା୬(ଡି.ଏନ୍‌.ଏ.): ବିଶ୍ୱ ପରିବେଶ ଦିବସ ଉପଲକ୍ଷେ କାନପୁରସ୍ଥିତ ପରିବେଶବିତ୍‌ କାର୍ଯ୍ୟାଳୟ ପରିସରରେ ପରିବେଶବିତ୍‌ ଶ୍ରୀନିବାସ ଜେନା ତାଙ୍କ ଜନ୍ମଦିନ ଉପଲକ୍ଷେ ସହସ୍ରାଧିକ ଚାରାଚୋପଣ କରିଥିଲେ। ଏଥି ଉପଲକ୍ଷେ…

6 years ago
ବାଟବଣା ଜନସେବା ଅଧିକାର ଆଇନ: ୩ମାସ ହେଲା ବିଏସ୍‌ଏନ୍‌ଏଲ୍‌ ସେବା ଠପ୍‌ବାଟବଣା ଜନସେବା ଅଧିକାର ଆଇନ: ୩ମାସ ହେଲା ବିଏସ୍‌ଏନ୍‌ଏଲ୍‌ ସେବା ଠପ୍‌

ବାଟବଣା ଜନସେବା ଅଧିକାର ଆଇନ: ୩ମାସ ହେଲା ବିଏସ୍‌ଏନ୍‌ଏଲ୍‌ ସେବା ଠପ୍‌

ରସୁଲପୁର,୫।୬(ଡି.ଏନ୍‌.ଏ.)- ଯାଜପୁର ଜିଲା ରସୁଲପୁର ତହସିଲରେ ବାଟବଣା ହୋଇଛି ଜନସେବା ଅଧିକାର ଆଇନ। ଏଠାରେ ୩ମାସ ହେଲା ବିଏସ୍‌ଏନ୍‌ଏଲ୍‌ ସେବା ଠପ୍‌ ହୋଇଯାଇଛି। ଏଭଳି ଅବ୍ୟବସ୍ଥା ପାଇଁ…

6 years ago
ବ୍ୟାସନଗର ପୌରପରିଷଦ: ବର୍ଷା ଆସୁଛି, ହେଲାନି ଡ୍ରେନ୍‌ ସଫେଇବ୍ୟାସନଗର ପୌରପରିଷଦ: ବର୍ଷା ଆସୁଛି, ହେଲାନି ଡ୍ରେନ୍‌ ସଫେଇ

ବ୍ୟାସନଗର ପୌରପରିଷଦ: ବର୍ଷା ଆସୁଛି, ହେଲାନି ଡ୍ରେନ୍‌ ସଫେଇ

ଯାଜପୁର ଅଫିସ,୫ା୬- ରାଜ୍ୟକୁ ମୌସୁମୀ ବର୍ଷା ଆଗମନର ସମୟ ପ୍ରାୟ ଉପନୀତ ହୋଇଛି। କିଛି କିଛି ସ୍ଥାନରେ ପ୍ରାକ୍‌ ମୌସୁମୀ ବର୍ଷା ମଧ୍ୟ ହେଲାଣି। ହେଲେ ଯାଜପୁର…

6 years ago
ଆଜି ବିଶ୍ୱ ପରିବେଶ ଦିବସ: ଉତ୍କଟ ହେଉଛି ନଦୀ, ଭୂତଳ ଜଳ ପ୍ରଦୂଷଣ କାର୍ଯ୍ୟକାରୀ ହେଉନି ଯୋଜନାଆଜି ବିଶ୍ୱ ପରିବେଶ ଦିବସ: ଉତ୍କଟ ହେଉଛି ନଦୀ, ଭୂତଳ ଜଳ ପ୍ରଦୂଷଣ କାର୍ଯ୍ୟକାରୀ ହେଉନି ଯୋଜନା

ଆଜି ବିଶ୍ୱ ପରିବେଶ ଦିବସ: ଉତ୍କଟ ହେଉଛି ନଦୀ, ଭୂତଳ ଜଳ ପ୍ରଦୂଷଣ କାର୍ଯ୍ୟକାରୀ ହେଉନି ଯୋଜନା

ଯାଜପୁର ଅଫିସ,୫ା୬- ବିଶ୍ୱ ପରିବେଶ ଦିବସ ଆସିଲେ ବିଭିନ୍ନ ସରକାରୀ ଓ ବେସରକାରୀ ସଂସ୍ଥା, ସଂଗଠନ ଜଳ ଓ ବାୟୁ ପ୍ରଦୂଷଣ କଥା ଚିନ୍ତା କରିଥାନ୍ତି। କେତୋଟି…

6 years ago
ମୁଖ୍ୟ ବନ ସଂରକ୍ଷକଙ୍କ ଡାଳିଯୋଡା ଗସ୍ତମୁଖ୍ୟ ବନ ସଂରକ୍ଷକଙ୍କ ଡାଳିଯୋଡା ଗସ୍ତ

ମୁଖ୍ୟ ବନ ସଂରକ୍ଷକଙ୍କ ଡାଳିଯୋଡା ଗସ୍ତ

ଛତିଆ,୧ା୬(ଡି.ଏନ.ଏ.)- ରାଜ୍ୟ ସରକାରଙ୍କ ଜଙ୍ଗଲ ବିଭାଗର ମୁଖ୍ୟ ବନ ସଂରକ୍ଷକ ସଞ୍ଜୀବ କୁମାର ତ୍ରିପାଠୀ ଶୁକ୍ରବାର ଡାଳିଯୋଡା ବନାଞ୍ଚଳର ଚଣ୍ଡିଖୋଲ ସେକ୍ସନ୍‌ ଗସ୍ତରେ ଆସିଥିଲେ। ମହାବିନାୟକ ନର୍ସରୀ…

6 years ago
ସାବିତ୍ରୀ ପାଇଁ ଫଳ ଦର ବୃଦ୍ଧିସାବିତ୍ରୀ ପାଇଁ ଫଳ ଦର ବୃଦ୍ଧି

ସାବିତ୍ରୀ ପାଇଁ ଫଳ ଦର ବୃଦ୍ଧି

ରତ୍ନଗିରି,୧ା୬(ଡି.ଏନ.ଏ.)- ଦିନକ ପରେ ସାବିତ୍ରୀ ବ୍ରତ। ସ୍ବାମୀଙ୍କ ଦୀର୍ଘାୟୁ କାମନା କରି ବିବାହିତ ମହିଳା ଏହି ବ୍ରତ ରଖିଥାନ୍ତି। ସାବିତ୍ରୀ ପାଇଁ ବଜାରରେ ଶାଢୀ ଦୋକାନଠାରୁ ଆରମ୍ଭ…

6 years ago
ଫନୀ ପ୍ରଭାବରେ କ୍ଷତିଗ୍ରସ୍ତ ବସ୍ତି ବାସିନ୍ଦାଙ୍କ କ୍ଷତିପୂରଣ ଦାବିରେ ତହସିଲ କାର୍ଯ୍ୟାଳୟରେ ବିକ୍ଷୋଭଫନୀ ପ୍ରଭାବରେ କ୍ଷତିଗ୍ରସ୍ତ ବସ୍ତି ବାସିନ୍ଦାଙ୍କ କ୍ଷତିପୂରଣ ଦାବିରେ ତହସିଲ କାର୍ଯ୍ୟାଳୟରେ ବିକ୍ଷୋଭ

ଫନୀ ପ୍ରଭାବରେ କ୍ଷତିଗ୍ରସ୍ତ ବସ୍ତି ବାସିନ୍ଦାଙ୍କ କ୍ଷତିପୂରଣ ଦାବିରେ ତହସିଲ କାର୍ଯ୍ୟାଳୟରେ ବିକ୍ଷୋଭ

ଯାଜପୁର ରୋଡ,୨୯।୫(ନି.ପ୍ର.): ଯାଜପୁର ଜିଲା ବ୍ୟାସନଗର ପୌର ପରିଷଦ ଅଧୀନରେ ବାସ କରୁଥିବା ବିଭିନ୍ନ ଓ୍ବାର୍ଡର ଲୋକଙ୍କୁ ବାତ୍ୟା ଫନୀ ଲାଗି କ୍ଷତିପୂରଣ ଦାବିରେ ବୁଧବାର ତହସିଲ…

6 years ago