ଯାଜପୁର,୧୬ା୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାର ୧୦ ବ୍ଲକର ୯୦ ସରକାରୀ ଅନୁଦାନପ୍ରାପ୍ତ ଓ ଆବାସିକ ବିଦ୍ୟାଳୟରେ ଏଯାଏ ବାଳିକାମାନଙ୍କ ସୁରକ୍ଷା ଦୃଷ୍ଟିରୁ ସ୍ବତନ୍ତ୍ର ଶୌଚାଳୟ ନିର୍ମାଣ ହୋଇପାରିନାହିଁ।…
ଭୁବନେଶ୍ୱର,୧୩ା୯(ଅସମାପିକା ସାହୁ): ଯାଜପୁର ମେଡିକାଲ କଲେଜ ଆଣ୍ଡ୍ ହସ୍ପିଟାଲକୁ ଯଯାତି କେଶରୀଙ୍କ ନାମରେ ନାମିତ କରାଯିବ। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଅନୁମୋଦନ କରିଛନ୍ତି।…
ଯାଜପୁର,୧୩।୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ସହରର ରାସ୍ତା ଚଉଡ଼ା ହେଉଛି ଓ କୁସୁମା ପୋଖରୀ ସୌନ୍ଦର୍ଯ୍ୟର ଗାଥା ଗାଉଛି। ପର୍ଯ୍ୟଟନସ୍ଥଳୀ, ମନ୍ଦିର, ମଠ ଆଦି ନିର୍ମାଣ ଓ ମରାମତି…
ଯାଜପୁର,୧୩।୯(ହର୍ଷବର୍ଦ୍ଧନ ବେହେରା):ଟଙ୍କା ଆସିବ, ଖର୍ଚ୍ଚ ହେବ, ରାସ୍ତାଘାଟକୁ ନେଇ ବ୍ୟାସନଗର ସହରର ସମସ୍ୟା ଯେମିତିକୁ ସେମିତି ରହିବ। ଗତ କିଛିବର୍ଷ ହେଲା ବିଭିନ୍ନ ଅନୁଦାନରେ ସହରର ପ୍ରମୁଖ…
ଯାଜପୁରରୋଡ୍,୧୩।୯(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ସ୍ବୟଂଶାସିତ ମହାବିଦ୍ୟାଳୟ ଅବରସରପ୍ରାପ୍ତ ଅଧ୍ୟକ୍ଷ କୁଶଚନ୍ଦ୍ର ପ୍ରଧାନଙ୍କ ନାମରେ ପୁରାତନ ଛାତ୍ର ପରିଷଦ(ଅଲମୁମିନି)ପକ୍ଷରୁ ଯାଜପୁରରୋଡ୍ ଥାନାରେ ଅଭିଯୋଗ ହୋଇଛି। ପ୍ରଧାନ ଗତ…
ଯାଜପୁର,୧୨ା୯(ହର୍ଷବର୍ଦ୍ଧନ ବେହେରା): ଗତ ୧ ଦଶନ୍ଧି ଧରି ଦାବି ହୋଇ ଆସୁଥିବା ୯୫.୯୫୦ କି.ମି. ବିଶିଷ୍ଟ ଯାଜପୁର-କେନ୍ଦୁଝର ରୋଡ୍ ରେଳଷ୍ଟେଶନଠାରୁ ଧାମରା ବନ୍ଦର ଭାୟା ବିରଜା ମନ୍ଦିର…
ଚଣ୍ଡିଖୋଲ,୧୨ା୯(ପ୍ରଦୀପ୍ତ କୁମାର ପୃଷ୍ଟି): ଦେଶ ପାଇଁ ତ୍ୟାଗ, କର୍ତ୍ତବ୍ୟ ଓ ଦୀର୍ଘ ୩୦ବର୍ଷ ସେବା ପାଇଁ ୧୬୬ ବାଟାଲିୟନ ଆସାମ ରାଇଫଲର କର୍ଣ୍ଣେଲ ମହେନ୍ଦ୍ର ସିଂହ କମାଣ୍ଡିଂ…
ରସୁଲପୁର,୧୨ା୯(ରଞ୍ଜିତ ରାଉତ): ପ୍ରତି ବ୍ଲକରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ହେବ। ଏହି ପରିପ୍ରେକ୍ଷୀରେ ଯାଜପୁର ଜିଲା ରସୁଲପୁର ବ୍ଲକ ଆଦର୍ଶ ବିଦ୍ୟାଳୟ କଲଣ ଠାରେ ୨୦୨୧-୨୨…
ଯାଜପୁର,୧୧ା୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ତହସିଲ ଅଞ୍ଚଳରେ ଅନୁମତିଠାରୁ ଢେର ଗୁଣ ଅଧିକ କଳାପଥର ଉତ୍ତୋଳନ ଅଭିଯୋଗ ସାଟେଲାଇଟ୍ ମାପଚୁପରେ ପ୍ରମାଣିତ ହୋଇସାରିଛି। ଏପରିକି ବିଭିନ୍ନ…
ପାଣିକୋଇଲି,୧୧ା୯(ବିକାଶ ମଲ୍ଲିକ): ଆଉ ଦିନ କେଇଟା ପରେ ଧରାପୃଷ୍ଠକୁ ପୂଜା ପାଇବାକୁ ଓହ୍ଲାଇ ଆସିବେ ଗଜାନନ। ଏଥିଲାଗି ସଜେଇ ହେଉଛି ପାଣିକୋଇଲି ବଜାର। ଦୋଳ ମେଲଣ ପରେ…