ଧରାପୃଷ୍ଠକୁ ଆସି ଆଇନ ଜାଲରେ ଛନ୍ଦି ହେଲେ ମା’ ଦୁର୍ଗା, ହୋଇପାରୁନି ବିସର୍ଜନ
ଭୁବନେଶ୍ୱର, ୧୮ା୧୦: ଧରାପୃଷ୍ଠକୁ ଆସି ଆଇନ ଜାଲରେ ଛନ୍ଦି ହେଲେ ମା’ ଦୁର୍ଗା। ଜାଗା ବିବାଦ ପାଇଁ ଦଶହରା ପରେ ବି ହୋଇନାହାଁନ୍ତି ବିସର୍ଜିତ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଯାଜପୁର ଟାଉନ ଥାନା ରାମ୍ବାଗ ଗାଁରେ। ସୂଚନାନୁସାରେ,...