ଯାଜପୁର

ଷଡ଼ଯନ୍ତ୍ରରୁ ମୁକୁଳିବ ବ୍ୟାସନଗର

ଯାଜପୁର ରୋଡ,୨୦ା୧୨(ଡି.ଏନ.ଏ.):ରାଜନୈତିକ ଓ ପ୍ରଶାସନିକ ଅବହେଳାର ଶିକାର ହୋଇଆସିଛି ବ୍ୟାସନଗର ପୌରପରିଷଦ ଅଞ୍ଚଳ। ଏଠାକାର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ବ୍ୟାସନଗର ନାଗରିକ କମିଟି ଅଣ୍ଟା ଭିଡିଛି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅନେକ ବିକାଶମୂଳକ ଯୋଜନା କାର୍ଯ୍ୟକାରୀ କରିବାକୁ...

ନଦୀଜଳ ଉପରେ ଶିଳ୍ପ ବୋଝ

ଯାଜପୁର ଅଫିସ,୨୦ା୧୨:ଖରାଦିନେ ନଦୀ ଜଳସ୍ରୋତ ବହୁଳମାତ୍ରାରେ ହ୍ରାସ ପାଇବା ଆଶଙ୍କା ସୃଷ୍ଟି ହୋଇଛି। ୧୦ରୁ ଊର୍ଦ୍ଧ୍ୱ ଶିଳ୍ପ କମ୍ପାନୀ ବ୍ରାହ୍ମଣୀ ନଦୀଜଳ ଉପରେ ନିର୍ଭର କରୁଛନ୍ତି। ଦୈନିକ ୩୦୦ରୁ ଊର୍ଦ୍ଧ୍ୱ କ୍ୟୁସେକ ପାଣି ଶିଳ୍ପଗୁଡ଼ିକ ବ୍ୟବହାର କରୁଛନ୍ତି। ଏବେ ପୁଣି...

ଆବାସ ଯୋଜନାରୁ ବଞ୍ଚିତ ୭ ଭୂମିହୀନ ପରିବାର

ରସୁଲପୁର,୨୦ା୧୨(ଡି.ଏନ.ଏ.):ରସୁଲପୁର ବ୍ଲକ ଅଧୀନ ଭୋଟକା ପଞ୍ଚାୟତ ସମ୍ମୁଖରେ ଭଙ୍ଗାକୁଡିଆରେ ବସବାସ କରୁଥିବା ୭ ଭୂମିହୀନ ପରିବାର ସରକାରୀ ଆବାସରୁ ବଞ୍ଚତ୍ତ ହୋଇ ଆସୁଛନ୍ତି। ଚଳିତ ମାସ ୩୧ ତାରିଖ ସୁଧା ସମ୍ପୃକ୍ତ ଭୂମିହୀନ ପରିବାରକୁ ମୋ ଡିହ ଯୋଜନାରେ ଘରବାଡି...

ରପ୍ତାନି ବନାମ ଅଭାବୀ ବିକ୍ରି

ଯାଜପୁର ଅଫିସ,୧୯ା୧୨:ଚାଉଳ ଉପତ୍ାଦନରେ ଓଡ଼ିଶା ବଳକା ରାଜ୍ୟ ଭାବେ ବିବେଚିତ ହୋଇଛି। ଚାଉଳ ରପ୍ତାନି ପାଇଁ ଓଡ଼ିଶାରେ ବ୍ୟାପକ ସୁଯୋଗ ଥିବା କୁହାଯାଉଛି। ଗତ ୫ ବର୍ଷ ମଧ୍ୟରେ ଚଳିତ ଧାନ ସଂଗ୍ରହ ବର୍ଷର ୨୧ା୧୧ା୨୦୨୨ ସୁଦ୍ଧା ଭାରତୀୟ ଖାଦ୍ୟ...

ଗୃହ ନାହିଁ, ସରପଞ୍ଚଙ୍କ ଘରେ ଚାଲିଛି ଅଫିସ କାମ

ପ୍ରୀତିପୁର,୧୯ା୧୨(ଡି.ଏନ୍‌.ଏ):ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ହଳଦିଡିହ ପଞ୍ଚାୟତ ଗଠନର ୨୦ ବର୍ଷ ପରେ ମଧ୍ୟ ଏଠାରେ ଅଫିସ ଗୃହ ନିର୍ମାଣ ହୋଇ ପାରିନାହିଁ। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀରେ ଏଭଳି ଅବହେଳାକୁ ଲୋକେ ସହଜେ ଗ୍ରହଣ...

ଅବହେଳିତ ଶ୍ୟାମସୁନ୍ଦର ଜୀଉ ମନ୍ଦିର

କାଏମା,୧୯ା୧୨(ଡି.ଏନ୍‌.ଏ.):ପ୍ରାଚୀନ ଐତିହ୍ୟ, ମଠ, ମନ୍ଦିରକୁ ନେଇ ଯାଜପୁର ଜିଲା ସର୍ବଜନବିଦିତ। ତେବେ ସେଥିମଧ୍ୟରୁ ଧର୍ମଶାଳା ବ୍ଲକ ମିର୍ଜାପୁର ପଞ୍ଚାୟତର ଅରଙ୍ଗାବାଦ ଗ୍ରାମରେ ଥିବା ବୈଷ୍ଣବପୀଠ ଶ୍ୟାମସୁନ୍ଦର ଜୀଉ ମନ୍ଦିର ଅନ୍ୟତମ। ଜାରକାଠାରୁ ଶାନ୍ତି ବଜାର ଛକ ଏବଂ ସେଠାରୁ ସିଧା...

କେନ୍ଦ୍ର ଶୁଣୁନି ଓଡ଼ିଶା ଏମ୍‌ପିଙ୍କ ଦାବି

ଯାଜପୁର ଅଫିସ,୧୮ା୧୨: ସୂଚନା ଅଧିକାର ଆଇନ (ଆର୍‌ଟିଆଇ) ବଳରେ ମିଳିଥିବା ତଥ୍ୟ ଅନୁସାରେ ପୂର୍ବତଟ ରେଳପଥ ଜୋନରେ ଗତ ୩ ବର୍ଷରେ ରାଜସ୍ବ ଆଦାୟ ଅନ୍ୟ ଜୋନ୍‌ ତୁଳନାରେ ସର୍ବାଧିକ। ୨୦୧୯-୨୦ରେ ୧୭,୭୪୬.୫୫ କୋଟି, ୨୦୨୦-୨୧ରେ ୧୭,୪୯୭.୫୦ କୋଟି ଏବଂ...

୩ ବର୍ଷ ହେଲା ମେସ୍କୋ ଷ୍ଟିଲ କାରଖାନା ବନ୍ଦ, ଦୁର୍ଦ୍ଦିନରେ ବିସ୍ଥାପିତ ପରିବାର

ଯାଜପୁର ଅଫିସ,୧୮ା୧୨: କଳିଙ୍ଗନଗର ମେସ୍କୋ ଷ୍ଟିଲ କାରଖାନା ୨୦୧୯ ଡିସେମ୍ବରରୁ ବନ୍ଦ ପଡ଼ିଛି। କାମ ନାହିଁ ତ ଦରମା ନାହିଁ ନୀତିରେ ପ୍ରାୟ ୧୫୦୦ କର୍ମଚାରୀ ଓ ଶ୍ରମିକଙ୍କ ଜୀବନ ଏବେ ଦୁର୍ବିସହ ହୋଇପଡ଼ିଛି। ଏନେଇ ଜିଲା ପ୍ରଶାସନଠାରୁ ଆରମ୍ଭ...

ଜଳ ନିଷ୍କାସନ ହେଉନି, ମୁଣ୍ଡରେ ହାତ ଦେଇ ବସିଛନ୍ତି ଚାଷୀ

ଯାଜପୁର ଅଫିସ/ପ୍ରୀତିପୁର (ଡି.ଏନ୍‌.ଏ.),୧୮ା୧୨: ବର୍ଷା ଓ ବନ୍ୟା ଜଳ ନିଷ୍କାସନ ହୋଇ ନ ପାରିବାରୁ ଯାଜପୁର ଜିଲା ବିଞ୍ଝାରପୁର ଓ ଦଶରଥପୁର ଅଞ୍ଚଳ ଚାଷୀ ଧାନ ଅମଳ କରି ନ ପାରି ମୁଣ୍ଡରେ ହାତ ଦେଇ ବସିଛନ୍ତି। ଏହି ଦୁଇ...

ପୂର୍ବତନ ସରପଞ୍ଚଙ୍କୁ ବେଲ୍ଟରେ ମାଡ଼, ଭିଡିଓ ଭାଇରାଲ୍‌

ଦଶରଥପୁର,୧୮ା୧୨(ଡି.ଏନ୍‌.ଏ.): ରାଜନୈତିକ ଶତ୍ରୁତାକୁ କେନ୍ଦ୍ର କରି ଯାଜପୁର ଜିଲା ଦଶରଥପୁର ବ୍ଲକ୍‌ ଅଧୀନ କସପା ପଞ୍ଚାୟତର ପୂର୍ବତନ ସରପଞ୍ଚ ଲକ୍ଷ୍ମୀଧର ସାହୁଙ୍କୁ ଗୁରୁବାର ଅପରାହ୍ନରେ ବିଚ୍‌ରାସ୍ତାରେ ଆକ୍ରମଣ କରାଯାଇଛି। ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବାବେଳେ ଯାଜପୁର...

ଚପି ଗଲା ଆରଡିସିସ୍ତରୀୟ ତଦନ୍ତ

ଯାଜପୁର ରୋଡ,୧୬ା୧୨(ଡି.ଏନ.ଏ.): କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖଶାଳା ଭାବେ ପରିଚିତ ବ୍ୟାସନଗର ସହରବାସୀଙ୍କ ଘର ପାଇଁ ଜମିର ଆବଶ୍ୟକତା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସହର ଓ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ଜମିର ଗୁରୁତ୍ୱ ବଢିଛି। ସରକାରୀ ଜମି...

ପୁଣି ଝୁଲିରହିଲା ସୌନ୍ଦର୍ଯ୍ୟକରଣ କାମ

ଯାଜପୁର ଅଫିସ,୧୫ା୧୨: ଯାଜପୁର ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ବ୍ୟାସସରୋବରର ବିକାଶ ଏବଂ ସୌନ୍ଦର୍ଯ୍ୟକରଣ କାମ ପୁଣି ଝୁଲିରହିଛି। ଏନ୍‌ଜିଟି(ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ)ର ସ୍ଥଗିତାଦେଶ ବିରୋଧରେ ପରିବେଶ ଓ ଜଙ୍ଗଲ ବିଭାଗ ମନ୍ତ୍ରଣାଳୟ(ଏମ୍‌ଇଏଫ୍‌ଓ), ଷ୍ଟେଟ ଏନ୍‌ଭାଇରନମେଣ୍ଟ ଇମ୍ପାକ୍ଟ ଆସେସ୍‌ମେଣ୍ଟ ଅଥରିଟି(ସିଆ) ଏବଂ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri