ଯାଜପୁର

୨୦ପ୍ରଜାତିର ପକ୍ଷୀ ଚିହ୍ନଟ

ଯାଜପୁର ଅଫିସ/କାଳିଆପାଣି, ୨୫ା୧୧(ଡି.ଏନ.ଏ.): ଟାଟା ଷ୍ଟିଲ୍‌ ମାଇନିଂ ପକ୍ଷରୁ ଗ୍ରୋ ୱିଥ୍‌ ନେଚର୍‌ ସହଯୋଗରେ ବୁଧବାର ସୁକିନ୍ଦା କ୍ରୋମାଇଟ୍‌ ଖଣିରେ ଏକ ପକ୍ଷୀ ଦର୍ଶନ ଅଧିବେଶନ (ବାର୍ଡ ୱାଚିଂ ସେସନ୍‌) ଆୟୋଜନ କରାଯାଇଥିଲା। ଏଥିରେ ବିଶିଷ୍ଟ ପକ୍ଷୀ ବିଜ୍ଞାନୀ ଡକ୍ଟର...

୧୨୦ ପାକ୍ସ, ୩୮ଏସ୍‌ଏଚ୍‌ଜି କରିବେ ଧାନ ସଂଗ୍ରହ

ଯାଜପୁର ଟାଉନ,୨୫ା୧୧(ଡି.ଏନ.ଏ.): ଯାଜପୁର ଜିଲା ପରିଷଦ ସମ୍ମିଳନୀ ଗୃହରେ ୨୦୨୨-୨୩ ବର୍ଷ ଖରିଫ୍‌ ଋତୁ ନିମନ୍ତେ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଚକ୍ରବର୍ତ୍ତୀ ସିଂହ ରାଠୋରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କୋରେଇ ବିଧାୟକ ଅଶୋକ...

‘ଜୀବନ ଦେବୁ ପଛେ ଭିଟାମାଟି ଛାଡିବୁନି’

ଯାଜପୁର ଅଫିସ,୨୫ା୧୧: ଯାଜପୁର ଜିଲା ପ୍ରଶାସନିକସ୍ତରରେ ଶିଳ୍ପପାଇଁ ଅନୁସୂଚିତ ଜାତି ଓ ଜନଜାତି ଲୋକଙ୍କ ଜମି ଅଧିଗ୍ରହଣ ବେଳେ ଓଡ଼ିଶା ଭୂସଂସ୍କାର ଆଇନର ବ୍ୟାପକ ଉଲ୍ଲଂଘନ କରାଯାଇଛି । ଘରୋଇ ପୁଞ୍ଜି ନିବେଶରେ କଳିଙ୍ଗନଗରରେ ବହୁ ଶିଳ୍ପ କାରଖାନା ପ୍ରତିଷ୍ଠା...

ସେତୁ ନିର୍ମାଣ ପାଇଁ କାଟିଦେଲେ ଶତାଧିକ ଗଛ

କାଳିଆପାଣି,୨୫ା୧୧(ଡି.ଏନ.ଏ.): ସୁକିନ୍ଦା ବ୍ଲକ୍‌ ଅନ୍ତର୍ଗତ କାଳିଆପାଣି ପଞ୍ଚାୟତର ଡମଶାଳ ନାଳରେ ଟମକା-ମଙ୍ଗଳପୁର ମୁଖ୍ୟ ରାସ୍ତାର କାଲିଆପାଣିଠାରୁ ଓସ୍ତପାଳକୁ ସଂଯୋଗ ନିମନ୍ତେ ଏକ ସେତୁ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ଯାଜପୁର ଟାଉନ ଅଞ୍ଚଳର ଜଣେ ଠିକାଦାର ଏହି କାର୍ଯ୍ୟ ହାତେଇଛନ୍ତି।...

କ୍ଷତିଗ୍ରସ୍ତ ପରିବାରକୁ ନଜରବନ୍ଦୀ

ଯାଜପୁର ଅଫିସ/କଳିଙ୍ଗନଗର (ଡି.ଏନ.ଏ.), ୨୪ା୧୧: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳ ଦାନଗଦି ତହସିଲ ଟାଙ୍ଗରସାହି ଗ୍ରାମର କ୍ଷତିଗ୍ରସ୍ତ ପରିବାର ବୁଧବାର ହକ୍‌ ପାଇଁ ଦାବି କରି ଇଡ୍‌କୋ ଓ ପୋଲିସ ଦ୍ୱାରା ନଜରବନ୍ଦୀ ହୋଇ ନିର୍ଯାତନାର ଶିକାର ହୋଇଥିବା ଅଭିଯୋଗ...

ନିମିଷକରେ ଛାରଖାର

ଯାଜପୁର ଜିଲା କୋରେଇ ଷ୍ଟେଶନରେ ସୋମବାର ସକାଳେ ଦୁର୍ଘଟଣାଗ୍ରସ୍ତ ହୋଇଛି ଏକ ମାଲବାହୀ ଟ୍ରେନ୍‌। ଏହା ଏତେ ଭୟଙ୍କର ଥିଲା ଯେ, ୫୯ ବଗି ମଧ୍ୟରୁ ୧୪ଟି ଲାଇନଚ୍ୟୁତ୍‌ ହୋଇଥିଲା। ସେଥିମଧ୍ୟରୁ ୮ଟି ବଗି ପ୍ଲାଟ୍‌ଫର୍ମକୁ ଚଢ଼ିଯାଇଥିଲା। ଫଳରେ ନିମିଷକ...

କୋରେଇ ଦୁର୍ଘଟଣା: ଦୋଷୀଙ୍କ ଉପରେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ

ଯାଜପୁର ଅଫିସ,୨୦।୧୧: ଯାଜପୁର ଜିଲା କୋରେଇ ଷ୍ଟେଶନରେ ମାଲବାହୀ ଟ୍ରେନ ସୋମବାର ସକାଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଘଟଣାରେ ଦୋଷୀଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ । ରାତି ୧୦ଟା ସୁଦ୍ଧା ରେଳ ଚଳାଚଳ ସ୍ବାଭାବିକ ହୋଇପାରେ। ୱାଗନ ଡୋର...

କୋରେଇ ଦୁର୍ଘଟଣା: ଦାବି ପୂରଣ ନ ହେଲେ ଆମରଣ ଅନଶନ

ଯାଜପୁର ଅଫିସ,୨୧।୧୧: ଯାଜପୁର ଜିଲା କୋରେଇ ଷ୍ଟେଶନରେ ମାଲବାହୀ ଟ୍ରେନ ସୋମବାର ସକାଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଘଟଣାରେ ସ୍ଥାନୀୟଲୋକେ ରେଳବିଭାଗକୁ ଦାୟୀ କରିଛନ୍ତି। ସ୍ଥାନୀୟଲୋକେ ଷ୍ଟେଶନ ଆଗରେ ଧାରଣା ଦେଇଛନ୍ତି। ସେମାନେ ମୃତକଙ୍କ ପରିବାରରୁ ଜଣକୁ ଚାକିରି ଏହା...

ସୁକିନ୍ଦାରୁ ଦର୍ପଣିକୁ ଗଲା ମେଗା ନର୍ସରୀ

ଯାଜପୁର ଅଫିସ,୨୧ା୧୧: ଯାଜପୁର ଜିଲା ସୁକିନ୍ଦା ମେଗା ନର୍ସରୀ ପ୍ରକଳ୍ପ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି)ରେ ଛନ୍ଦି ହେବାପରେ ବଡ଼ଚଣା ବ୍ଲକ ଦର୍ପଣି ଫାର୍ମକୁ ସ୍ଥାନାନ୍ତରଣ ହୋଇଛି। ସେଠାରେ ଆବଶ୍ୟକ ଭିତ୍ତିଭୂମି ତିଆରି କରି ପ୍ରାୟତଃ କାମ ଆରମ୍ଭ ହୋଇଥିବା...

ଚିରସ୍ରୋତା ହେବ ଖରସ୍ରୋତା

ରସୁଲପୁର,୨୧ା୧୧(ଡି.ଏନ.ଏ.): ରସୁଲପୁର ବ୍ଲକ୍‌ ଅଧୀନ ୭ ପଞ୍ଚାୟତ ଯଥା; ଭୋଟକା, ଗନ୍ଧଣ, ବଡ଼କଇଞ୍ଚତ୍, ରସୁଲପୁର, ରାହାମ୍ବା, ଟିକରପଡ଼ା ଓ ନଠୁଆବରର ଜୀବନରେଖା କୁହାଯାଉଥିବା ମୂଳ ଖରସ୍ରୋତା ପୁଣି ଜିଇଁବା ସମ୍ଭାବନା ଦେଖାଦେଇଛି। ୨ ଦଶନ୍ଧିରୁ ଊର୍ଦ୍ଧ୍ୱ ମରିଯାଇଥିବା ମୂଳ ଖରସ୍ରୋତାରେ...

କୋରେଇରେ ଟ୍ରେନ୍‌ ଦୁର୍ଘଟଣା: ୩ ମୃତ

ଯାଜପୁର ଅଫିସ,୨୧ା୧୧: ଯାଜପୁରର କୋରେଇଠାରେ ସୋମବାର ଟ୍ରେନ୍‌ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏକ ମାଲ୍‌ବାହୀ ଟ୍ରେନ୍‌ ଯାତ୍ରୀ ବିଶ୍ରାମାଗାର ଭିତରକୁ ମାଡ଼ି ଯିବାରୁ ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଅନେକ ଆହତ ହୋଇଥିବା ଜଣାପଡ଼ିଛି। ଟ୍ରେନ୍‌ର...

୨୫ କି.ମି.ରେ ୨ ଟୋଲ୍‌ ପ୍ଲାଜା

ଚଣ୍ଡିଖୋଲ,୨୦।୧୧(ଡି.ଏନ୍‌.ଏ.): ଜାତୀୟ ରାଜପଥରେ ଦୁଇଟି ଟୋଲ୍‌ ପ୍ଲାଜାର ବ୍ୟବଧାନ ୬୦ କିଲୋମିଟର ରହିବାର ନିୟମ ରହିଛି। ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ(ଏନ୍‌ଏଚ୍‌ଏଆଇ)ର ନିର୍ଦ୍ଦେଶନାମା ଅନୁଯାୟୀ ରାଜପଥ ଉପରେ ନିର୍ମାଣ କରାଯାଉଥିବା ଟୋଲ୍‌ ପ୍ଲାଜାଗୁଡ଼ିକ ଏହି ଦୂରତ୍ୱ ମାନିବାକୁ ବାଧ୍ୟ। ତେଣୁ ୧୬ନଂ....

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri