ଯାଜପୁର

୨୫ କି.ମି.ରେ ୨ ଟୋଲ୍‌ ପ୍ଲାଜା

ଚଣ୍ଡିଖୋଲ,୨୦।୧୧(ଡି.ଏନ୍‌.ଏ.): ଜାତୀୟ ରାଜପଥରେ ଦୁଇଟି ଟୋଲ୍‌ ପ୍ଲାଜାର ବ୍ୟବଧାନ ୬୦ କିଲୋମିଟର ରହିବାର ନିୟମ ରହିଛି। ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ(ଏନ୍‌ଏଚ୍‌ଏଆଇ)ର ନିର୍ଦ୍ଦେଶନାମା ଅନୁଯାୟୀ ରାଜପଥ ଉପରେ ନିର୍ମାଣ କରାଯାଉଥିବା ଟୋଲ୍‌ ପ୍ଲାଜାଗୁଡ଼ିକ ଏହି ଦୂରତ୍ୱ ମାନିବାକୁ ବାଧ୍ୟ। ତେଣୁ ୧୬ନଂ....

ଚଢ଼ିଲା ବେଳେ ଟ୍ରେନ୍‌ରୁ ଖସିପଡ଼ିଲେ ଯାତ୍ରୀ: ତାତିଲେ ଲୋକେ

ଯାଜପୁର ଅଫିସ,୧୯।୧୧: ଯାଜପୁର ଜିଲା ଦୁଲାଖପାଟଣା ରେଳ ଷ୍ଟେଶନରେ ଶନିବାର ଏକ ଅଘଟଣ ଘଟିଛି। ଟ୍ରେନ୍‌ରେ ଅତ୍ୟାଧିକ ଯାତ୍ରୀଭିଡ଼ ଯୋଗୁ ଚଢ଼ିଲା ସମୟରେ ୨ ଯାତ୍ରୀ ଖସିପଡ଼ି ଗୁରୁତର ହୋଇଛନ୍ତି। ସେମାନଙ୍କ ପରିଚୟ ମିଳି ପାରି ନ ଥିବା ବେଳେ...

ବିଦ୍ୟାଳୟ ମରାମତି ସରି ନ ଥିବାରୁ ଅସନ୍ତୋଷ

ରସୁଲପୁର,୧୮ା୧୧(ଡି.ଏନ.ଏ.): ରସୁଲପୁର ବ୍ଲକ୍‌ ଅନ୍ତର୍ଗତ ମଙ୍ଗରାଜପୁର ପଞ୍ଚାୟତର ୫-ଟି ରୂପାନ୍ତରଣ ବିଦ୍ୟାଳୟ ଓ ପଞ୍ଚାୟତସ୍ଥିତ ଶନି ମନ୍ଦିର ପରିସରରେ ନିର୍ମିତ ଗ୍ରାମାଞ୍ଚଳ ପାର୍କ ନିର୍ମାଣ କାର୍ଯ୍ୟ ସ୍ଥିତି ପରଖିଛନ୍ତି ବରୀ ବିଧାୟିକା ସୁନନ୍ଦା ଦାସ। ବିଧାୟିକା ଦାସଙ୍କ ସମେତ ସ୍ଥାନୀୟ...

ବୋର୍ଡରେ ଲେଖାଯିବ ଡାକ୍ତରଙ୍କ କାର୍ଯ୍ୟସୂଚୀ

କଳିଙ୍ଗନଗର,୧୮ା୧୧(ଡି.ଏନ.ଏ.): ଦାନଗଦୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ପ୍ରଥମ ରୋଗୀ କଲ୍ୟାଣ ସମିତି ବୈଠକ ଭିଡିଓ କନଫରେନ୍ସରେ ଅନୁଷ୍ଠିତ ହୋଇଯାଇଛି। ମନ୍ତ୍ରୀ ଇଂ. ପ୍ରୀତିରଞ୍ଜନ ଘଡ଼ାଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ରୋଗୀସେବାକୁ ପ୍ରାଥମିକତା ଦିଆଯାଇଛି। ଏହା ବ୍ଲକ୍‌ର ମୁଖ୍ୟ ଡାକ୍ତରଖାନା ହୋଇଥିବାରୁ ରୋଗୀଙ୍କ...

ଥାକରେ ବିରଜାକ୍ଷେତ୍ରକୁ ରେଳପଥ ସଂଯୋଗ

ଯାଜପୁର ଅଫିସ,୧୮ା୧୧: ପୂର୍ବତଟ ରେଳପଥ ଅଧୀନ ଯାଜପୁର-କେନ୍ଦୁଝରରୋଡ ଷ୍ଟେଶନଠାରୁ ଧାମରା ପର୍ଯ୍ୟନ୍ତ ଭାୟା ଯାଜପୁରକୁ ପ୍ରସ୍ତାବିତ ନୂତନ ରେଳଲାଇନ ପ୍ରକଳ୍ପକୁ ୨୦୧୮-୧୯ ବର୍ଷରୁ ଥାକରେ ରଖାଯାଇଛି। ଯାଜପୁର-କେନ୍ଦୁଝର ରୋଡ୍‌ଠାରୁ ଭଦ୍ରକ ଦେଇ ଧାମରା ବନ୍ଦରକୁ ଯାଇଥିବା ରେଳଲାଇନର କ୍ଷମତା ଅନୁସାରେ...

ପୌରାଧ୍ୟକ୍ଷାଙ୍କ ଗିରଫ ଦାବି ତେଜିଲା

ଯାଜପୁର ଅଫିସ,୧୮ା୧୧: ଯାଜପୁର ଜିଲା ବ୍ୟାସନଗର ପୌରପରିଷଦର ପୌରାଧ୍ୟକ୍ଷା ସଙ୍ଗୀତା ପିଙ୍ଗୁଆ ନିର୍ବାହୀ ଅଧିକାରୀଙ୍କ ଉପରକୁ ଫାଇଲ ଫିଙ୍ଗିବା ଘଟଣାକୁ ବିଭିନ୍ନ ମହଲରେ ନିନ୍ଦା କରାଯାଉଛି। ଏପରିକି ପୌରାଧ୍ୟକ୍ଷା ପିଙ୍ଗୁଆଙ୍କୁ ଗିରଫ ଏବଂ ଜିଲାପାଳ ତୁରନ୍ତ ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ...

୨ ବିଡିଓଙ୍କ ସମେତ ୧୦ ଜଣଙ୍କୁ ଜବାବ ତଲବ

ଯାଜପୁର ଅଫିସ,୧୭ା୧୧: ଯାଜପୁର ଜିଲା ଦଶରଥପୁର ବ୍ଲକ ଗ୍ରାମନନ୍ଦିପୁର ଓ ବିରୁହଁା ପଞ୍ଚାୟତରେ ବିଭିନ୍ନ ଉନ୍ନୟନମୂଳକ ଯୋଜନାରେ ବ୍ୟାପକ ହରିଲୁଟ ସମ୍ପର୍କରେ ପର୍ଦ୍ଦାଫାଶ ହୋଇଛି। ଅନେକ ସରକାରୀ ପ୍ରକଳ୍ପରେ ହୋଇଥିବା ଦୁର୍ନୀତି ଲୁଚାଇବା ପାଇଁ ଏହି ୨ ପଞ୍ଚାୟତର ଫାଇଲ୍‌...

ପୌରାଧ୍ୟକ୍ଷଙ୍କ ଫାଇଲ୍‌ ଫିଙ୍ଗା ଭିଡିଓ ଭାଇରାଲ

ଯାଜପୁର ରୋଡ୍‌,୧୭ା୧୧(ଡି.ଏନ୍‌.ଏ.): ସହରର ବିକାଶ ଓ ପରିମଳ ବ୍ୟବସ୍ଥାକୁ ଗତିଶୀଳ କରାଯିବାକୁ ପ୍ରତିଶ୍ରୁତି ଦେଇ ବିଜେଡି ଗତ ୨ ପୌର ନିର୍ବାଚନରେ ନିରଙ୍କୁଶ ସଂଖ୍ୟାଗରିଷ୍ଠତା ବଳରେ କ୍ଷମତାସୀନ ହୋଇ ଆସୁଛି। ହେଲେ ସହରର ପରିମଳ ବ୍ୟବସ୍ଥାକୁ ନେଇ ସମସ୍ୟା ଯେମିତିକୁ...

ବିଧାୟିକା ବିରୋଧୀ ମେଳିରେ ଫାଟ

ରସୁଲପୁର,୧୭ା୧୧(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବିଧାନସଭା ନିର୍ବାଚନମଣ୍ଡଳୀରେ ଥିବା ରସୁଲପୁର ବ୍ଲକର ୧୦ ପଞ୍ଚାୟତରେ ବିଜେଡି ରାଜନୀତିରେ ନୂଆ ସମୀକରଣ ଦେଖାଦେଇଛି। ସେହି ୧୦ ପଞ୍ଚାୟତ ପ୍ରଥମାଖଣ୍ଡି, ରାଜେନ୍ଦ୍ରପୁର, ଅତଲାପୁର, ସାମନ୍ତରାପୁର, ମଙ୍ଗରାଜପୁର, ଅର୍ଥଗାଁ, ବ୍ରହ୍ମବରଦା, ବନ୍ଧଡ଼ିହ, ରାଉତରାପୁର, ମହେଶ୍ୱରପୁରରେ...

ଆବାସ ଯୋଜନାରୁ ବଞ୍ଚିତ ୨ ଦିବ୍ୟାଙ୍ଗ ପରିବାର

ବରୀ,୧୭।୧୧(ଡି.ଏନ.ଏ.): ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ସେଥି ମଧ୍ୟରୁ ଆବାସ ଯୋଜନା ଅନ୍ୟତମ। କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ରାଜ୍ୟ ସରକାରଙ୍କ ବିଜୁ ପକ୍କା ଘର ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ହେଲେ...

‘ଗାଁ ମାଟି ମୋତେ ଲେଖକ, ଚିତ୍ରଶିଳ୍ପୀ କରିଛି’

ଚଣ୍ଡିଖୋଲ,୧୭ା୧୧: ମୋ ଗାଁ ପାଇଁ ମୁଁ ଆଜି ଏହି ସମ୍ମାନ ପାଇଛି। କାରଣ ମୋ ଗାଁ ମୋତେ ଗଢିଛି। ତା’ର ମାଟି, ପାଣି ଓ ପବନ ମୋତେ ଆଜି ଜଣେ ଲେଖକ ଓ ଚିତ୍ରଶିଳ୍ପୀ ଭାବେ ସାରା ପୃଥିବୀରେ ପରିଚୟ...

ଧାନ ଫସଲରେ ପୋକ

ଚଣ୍ଡିଖୋଲ,୧୭ା୧୧(ଡି.ଏନ.ଏ.): ଏବେ ଧାନ ଅମଳ ସମୟ। ହେଲେ ଜମିରେ ପୋକ ଲାଗିଯିବାରୁ ଧାନଗଛଗୁଡ଼ିକ ତଳେ ଶୋଇ ପଡିଛି। ଧାନ ଆହାର ଢୁକି ନ ଥିଲେ ମଧ୍ୟ ସେଗୁଡ଼ିକ ପାଚିଲା ଧାନ ଭଳି ଦେଖାଯାଉଛି। ଯାହାକୁ ନେଇ ଏବେ ଚିନ୍ତାରେ ପଡିଛନ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri