ଯାଜପୁର

ୟୁନେସ୍କୋ କ୍ରିଏଟିଭ୍‌ ସିଟି ସମ୍ମିଳନୀ

ଯାଜପୁର ଟାଉନ,୬।୮(ଡି.ଏନ.ଏ.): ଯାଜପୁର ଜିଲା ସଦର ମହକୁମାସ୍ଥ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ମିନି କନଫରେନ୍ସ ହଲରେ ଗୁରୁବାର ପୂର୍ବାହ୍ନରେ ଜିଲାର ଟେରାକୋଟା ଶିଳ୍ପୀମାନେ ଜିଲା ଅଧିକାରୀଙ୍କ ସହ ୟୁନେସ୍କୋ କ୍ରିଏଟିଭ ସିଟି ନେଟୱାର୍କ ସହିତ ଏକ ଭର୍ଚୁଆଲ ଅନ୍ତର୍ଜାତୀୟ...

ପାଣି ଉଠିବ, ନଦୀ ଶୁଖିବ

ଯାଜପୁର ଅଫିସ,୬ା୮: ରାଜ୍ୟର ସିଙ୍ଗଲ ଓ୍ବିଣ୍ଡୋ କ୍ଲିଏରାନ୍ସ ସିଷ୍ଟମ୍‌ (ଏସ୍‌ଡବ୍ଲ୍ୟୁସିଏସ୍‌) ମାଧ୍ୟମରେ ଶିଳ୍ପ ସଂସ୍ଥା ଦ୍ୱାରା ସ୍ଲରି ପାଇପ ଲାଇନ ଯୋଗେ ଖଣିଜ ପଦାର୍ଥ ପରିବହନ ପାଇଁ ୧୨ଟି ପ୍ରକଳ୍ପକୁ ଅନୁମୋଦନ ଦିଆଯାଇଛି। ଏହିସବୁ ପ୍ରକଳ୍ପରେ ୭,୮୮୬ ନିଯୁକ୍ତି ସୁଯୋଗ...

ପଥର ଖାଦାନ ପାଇଁ ବଳିପଡ଼ିଲା ତୈଳଭଣ୍ଡାର

ଯାଜପୁର ଅଫିସ,୫ା୮: ଯାଜପୁର ଜିଲା ଚଣ୍ଡିଖୋଲଠାରେ ପ୍ରସ୍ତାବିତ ଦେଶର ୪ର୍ଥ ସର୍ବବୃହତ୍‌ ତୈଳଭଣ୍ଡାର ପଥର ଖାଦାନ ପାଇଁ ବଳିପଡିଛି। କ୍ୟାବିନେଟ ମଞ୍ଜୁରୀ ମିଳିବାର ଇତିମଧ୍ୟରେ ୪ ବର୍ଷ ଅତିକ୍ରାନ୍ତ ହୋଇସାରିଥିଲେ ହେଁ କେନ୍ଦ୍ର ସରକାରଙ୍କ ଏହି ମହତ୍‌ ଉଦ୍ଦେଶ୍ୟକୁ କାର୍ଯ୍ୟକାରୀ...

ଟିପ୍ପର ଧକ୍କାରେ ମୃତ୍ୟୁ ଘଟଣା ଭିନ୍ନ ମୋଡ଼ ନେଲା: ମା’ଝିଅଙ୍କୁ ଗାଡ଼ି ମଡ଼ାଇ ହତ୍ୟା

ଧର୍ମଶାଳା/ଜେନାପୁର,୫ା୮(ଡି.ଏନ.ଏ.): ଯାଜପୁର ଜିଲା ଜେନାପୁର ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ବରଡ଼ା ଛକ ନିକଟରେ ବୁଧବାର ଟିପ୍ପର ଧକ୍କାରେ ମା’ଝିଅଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣା ଗୁରୁବାର ଭିନ୍ନମୋଡ଼ ନେଇଛି। ଟିପ୍ପର ଚାଳକ ସାମାନ୍ୟ ବଚସାରେ ଉତ୍ତ୍ୟକ୍ତ...

ଆମକୁ ଗୁଣ୍ଠେ ଜମି ମିଳୁନିି, ଶିଳ୍ପ ସଂସ୍ଥାକୁ ୮୦ ଏକର

ଚଣ୍ଡିଖୋଲ,୪ା୮(ଡି.ଏନ୍‌.ଏ.): ବଡ଼ଚଣା ବ୍ଲକ ଅନ୍ତର୍ଗତ ଛତିଆ କଳକଳାରାସ୍ତାର ବୈରୀଠାରେ ନିର୍ମାଣ ହେବାକୁ ଯାଉଛି ଏକ ସିମେଣ୍ଟ କାରଖାନା। ଏହି କାରଖାନା ପାଇଁ ସରକାରଙ୍କ ପକ୍ଷରୁ ୮୦ ଏକର ଜମି ଯୋଗାଇ ଦିଆଯିବ। ଏନେଇ ଆସନ୍ତା ୫ ତାରିଖରେ ଜନଶୁଣାଣି ଅନୁଷ୍ଠିତ...

ମରାମତିକୁ ସପ୍ତାହେ ପୂରିନି, ବ୍ରାହ୍ମଣୀ ପୋଲରେ ଫାଟ

ରସୁଲପୁର,୪ା୮(ଡି.ଏନ.ଏ.): ରସୁଲପୁର ବ୍ଲକ ସୀମା ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀର ପୁରଣା ପୋଲରେ ବଡ଼ ଫାଟ ସୃଷ୍ଟି ହୋଇଛି। ୧୬ନଂ. ଜାତୀୟ ରଜାପଥ ସମ୍ପ୍ରସାରଣ ଓ ମରାମତି ଦାୟିତ୍ୱରେ ଥିବା ଠିକା ସଂସ୍ଥା ଏହି ପୋଲକୁ ସପ୍ତାହକ ତଳେ ମରାମତି...

କଳିଙ୍ଗନଗର ଶିଳ୍ପାଞ୍ଚଳ: ୫ଶହ ଏକର ଜମିର ଧାନ ଫସଲ ଉଜୁଡ଼ିଲା

ଯାଜପୁର ଅଫିସ/କଳିଙ୍ଗନଗର (ଡି.ଏନ.ଏ.),୪ା୮: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ଦାନଗଦି ବ୍ଲକ ମାନତିରା, ରାବଣା, ଅରାସାହି, ମଙ୍ଗଳପୁର, ଦଶମାଣିଆ, କେନ୍ଦୁଢିପି ଆଦି ଗ୍ରାମର ୫୦୦ ଏକରରୁ ଊର୍ଦ୍ଧ୍ୱ ଜମିରେ ଧାନ ଗଛ ନଷ୍ଟ ହୋଇଛି। କେବଳ ଧାନ ଗଛ ନୁହେଁ...

ବେଆଇନ ମୋରମ୍‌ ଉଠାଣ ବେଳେ ଟ୍ରାକ୍ଟର ଓଲଟି ଡ୍ରାଇଭରଙ୍କ ମୃତ୍ୟୁ

ଯାଯପୁର ଅଫିସ,୩।୮: ଯାଯପୁର ଜିଲା ବ୍ୟାସନଗର ଜଗନ୍ନାଥ ମଠ ପଛପଟୁ ବେଆଇନ ମୋରମ୍‌ ଉଠାଣ ବେଳେ ବୁଧବାର ଦୁର୍ଘଟଣା ଘଟିଛି। ଟ୍ରାକ୍ଟର ଓଲଟି ଡ୍ରାଇଭରଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛିି। ମୃତ ଡ୍ରାଇଭର ହେଲେ ଜଗନ୍ନାଥ ସାହିର ନିଙ୍ଗୁଲ ଚାମ୍ପିଆ। ଘଟଣାସ୍ଥଳରେ...

ସନ୍ଦେହରେ ସଂଖ୍ୟା: ୧୩ ବର୍ଷରେ ଚାଷୀସଂଖ୍ୟା ସାଢ଼େ ୪ଗୁଣ ବଢ଼ିଛି

ଯାଜପୁର ଅଫିସ,୩ା୮: ରାଜ୍ୟରେ ୨୦୦୯-୧୦ରେ ୧,୩୫୭ ଧାନ ସଂଗ୍ରହ କେନ୍ଦ୍ର(ପିପିସି) ଜରିଆରେ ୩ ଲକ୍ଷ ୪୧ ହଜାର ଚାଷୀଙ୍କଠାରୁ ୧୬.୩୧ ଲକ୍ଷ ମେଟ୍ରିକ ଟନ ଧାନ କିଣାଯାଇଥିଲା। ୨୦୨୧-୨୨ରେ ୩,୮୬୨ ପିପିସିରେ ୧୫ ଲକ୍ଷ ୧୫ ହଜାର ଚାଷୀଙ୍କଠାରୁ ୭୧.୦୪...

ରାସ୍ତାସାରା ଖାଲ, ମରାମତି ହେଉନି

ବିଞ୍ଝାରପୁର,୧ା୮(ଡି.ଏନ.ଏ.): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ଶାସନ୍ଦା ପଞ୍ଚାୟତର ତାଉଁତରାଠାରୁ ଗୁହାଳି ପଞ୍ଚାୟତର ଇଞ୍ଜନପୁର ପର୍ଯ୍ୟନ୍ତ ରାସ୍ତା ଏବେ ମରଣଯନ୍ତା ପାଲଟିଛି। ସାମାନ୍ୟ ବର୍ଷା ହେଲେ ଏହି ରାସ୍ତାରେ ଆଣ୍ଠୁଏ ପାଣି ଜମି ରହୁଛି। ତେବେ ଦୀର୍ଘଦିନ ହେବ ରାସ୍ତା ମରାମତି...

ଜୁଲାଇରେ ବି ନିଅଣ୍ଟିଆ ବର୍ଷା

ଯାଜପୁର ଅଫିସ,୧ା୮: ସବୁପ୍ରକାରର ପଦକ୍ଷେପକୁ ଆପଣାଇବା ପରେ ଶେଷ ବିକଳ୍ପ ଥିଲା ମୌସୁମୀ। ପୂର୍ବାନୁମାନକୁ ନେଇ ଆକଳନ କରାଗଲା ଯେ, ଏଥର ସ୍ବାଭାବିକ ବର୍ଷା ହେବ। ଫଳରେ ଶସ୍ୟ ଉତ୍ପାଦନ ବଢ଼ିବ। କିନ୍ତୁ ଚଳିତ ବର୍ଷାଋତୁର ପ୍ରଥମ ଦୁଇ ମାସରେ...

ଶିଳ୍ପ ସ୍ବାର୍ଥରେ ବିସ୍ଥାପିତ ବଳି

ଯାଜପୁର ଅଫିସ,୩୧।୭: ବିସ୍ଥାପିତ ଓ ଜମିହରାଙ୍କ ସମସ୍ୟାର ପ୍ରତିକାର ଏବଂ ପ୍ରଭାବିତ ଅଞ୍ଚଳର ଉନ୍ନୟନ ପାଇଁ ଥଇଥାନ ଓ ପାରିପାର୍ଶ୍ୱିକ ଉନ୍ନୟନ ଉପଦେଷ୍ଟା କମିଟି(ଆର୍‌ପିଡିଏସି) ୬ା୭ା୨୦୦୬ରୁ ଗଠିତ ହୋଇଛି। ଜିଲାସ୍ତରରେ ପ୍ରତି ୩ ମାସରେ ଥରେ ଅର୍ଥାତ୍‌ ବର୍ଷକୁ ୪...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri