ଯାଜପୁର

ଗୋଚର ଜମି ଜବରଦଖଲ ଉଚ୍ଛେଦ ହୋଇପାରିଲାନି

ଝୁମ୍ପୁରୀ,୫।୬(ଡି.ଏନ୍‌.ଏ.): ସରକାରୀ ଗୋଚର ଜମିକୁ କୌଣସି ବ୍ୟକ୍ତି ଜବରଦଖଲ କରିପାରିବେ ନାହିଁ ବୋଲି ସରକାରଙ୍କ ସ୍ପଷ୍ଟ ନିୟମ ରହିଛି। ହେଲେ ଯାଜପୁର ଜିଲା ଦଶରଥପୁର ବ୍ଲକ କୟଁା ପଞ୍ଚାୟତ ଦରବା ଗଁାର କେତେଜଣ ବ୍ୟକ୍ତି ଗଁାରେ ଥିବା ଏକର ଏକର...

ଯାଜପୁର ଜିଲାପାଳଙ୍କୁ ରିପୋର୍ଟ ତଲବ

ଯାଜପୁର ଅଫିସ,୪ା୬: ଯାଜପୁର ଜିଲା ସୁକିନ୍ଦା ବ୍ଲକ ଚିଙ୍ଗୁଡିପାଳ ପଞ୍ଚାୟତର ନଗଡ଼ାରେ ୨୦୧୬ ଏପ୍ରିଲରେ ଅପପୁଷ୍ଟି କାରଣରୁ ୨୦ରୁ ଊର୍ଦ୍ଧ୍ୱ ଶିଶୁଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣା ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚାର ବିଷୟ ହୋଇଥିଲା। ଏହାପରେ ରାଜ୍ୟ ସରକାର ନଗଡ଼ାକୁ...

ବନ୍ଧରାସ୍ତା ପାଲଟିଛି ମରଣଯନ୍ତା

ବ୍ରହ୍ମବରଦା,୩ା୬(ଡି.ଏନ.ଏ.): ଧର୍ମଶାଳା ଥାନା ଅନ୍ତର୍ଗତ ଦେଓଦା ପଞ୍ଚାୟତର ସ୍ବାଇଁସାହିଠାରେ ଥିବା ବନ୍ଧ ରାସ୍ତା ଶୋଚନୀୟ ହୋଇପଡ଼ିଛି। ଫଳରେ ଅସରାଏ ବର୍ଷା ହେଲେ ଏହି ରାସ୍ତାରେ ଯାତାୟାତ ଠପ୍‌ ହୋଇପଡ଼ୁଛି। ଉକ୍ତ ରାସ୍ତାଦେଇ ଆଖପାଖ ପ୍ରାୟ ୫ଟି ପଞ୍ଚାୟତର ଶତାଧିକ ଲୋକ...

ମିଳୁନି ନିରନ୍ତର ବିଦ୍ୟୁତ୍‌ ସେବା

ରସୁଲପୁର,୩ା୬(ଡି.ଏନ.ଏ.): କୁଆଖିଆ ବିଦ୍ୟୁତ୍‌ ସେକ୍ସନ ଅଧୀନ ଉପଭୋକ୍ତାଙ୍କୁ ନିରନ୍ତର ବିଦ୍ୟୁତ୍‌ ସେବା ମିଳୁନାହିଁ। ବିଦ୍ୟୁତ୍‌ ମରାମତି ଓ ସରବରାହ ଦାୟିତ୍ୱରେ ଥିବା ଟାଟା ପାୱାର କମ୍ପାନୀ ଗ୍ରାହକଙ୍କୁ ମୌଳିକ ସେବା ପ୍ରଦାନରେ ବିଫଳ ବୋଲି ଅଭିଯୋଗ ହେଉଛି। ପ୍ରତ୍ୟେକ ଦିନ...

୧୦୦୦ ପୁଅରେ ୮୯୮ ଝିଅ ଜନ୍ମ

ଯାଜପୁର ଅଫିସ,୩ା୬: ଯାଜପୁର ଜିଲାରେ ପୁଅଙ୍କ ତୁଳନାରେ ଝିଅ ଜନ୍ମ ଅନୁପାତ ହ୍ରାସ ଉଦବେଗଜନକ ହୋଇଛି। ୨୦୧୫-୧୬ ବର୍ଷରେ ଯାଜପୁର ଜିଲାରେ ୧୦୦୦ ପୁଅ ତୁଳନାରେ ଝିଅ ଜନ୍ମହାର ୭୨୫ ରହିିଥିଲା। ଏହି ସମୟରେ ଭାରତରେ ୯୨୯ ଏବଂ ଓଡିଶାରେ...

ସୁରକ୍ଷା ଶୂନ, ଯୋଗାଯୋଗ ବିଚ୍ଛିନ୍ନ

ଯାଜପୁର ଅଫିସ/ବରୀ(ଡି.ଏନ.ଏ.),୨ା୬: ଗ୍ରାମାଞ୍ଚଳ ତଥା ଦୁର୍ଗମ ଅଞ୍ଚଳର ଯୋଗାଯୋଗ ବ୍ୟବସ୍ଥାକୁ ସୁଦୃଢ଼ କରି ଅଞ୍ଚଳର ବିକାଶ ପ୍ରକ୍ରିୟାରେ ସନ୍ତୁଳନ ରକ୍ଷା କରିବା ପାଇଁ ବିଭିନ୍ନ ଯୋଜନାରେ ଛୋଟବଡ ବ୍ରିଜ ନିର୍ମାଣ ହେଉଛି। ଏଥିରେ ପୂର୍ତ୍ତ, ଜଳସେଚନ, ଡ୍ରେନେଜ ଓ ଗ୍ରାମ୍ୟ...

ବିପଦସଙ୍କୁଳ ଅବସ୍ଥାରେ ଦୁଧେଇ ସେତୁ

ବରୀ,୧।୬(ଡି.ଏନ୍‌.ଏ.): ରାଜ୍ୟ ସରକାର ବିଚ୍ଛିନ୍ନାଞ୍ଚଳ ଲୋକମାନଙ୍କୁ ମୁଖ୍ୟସ୍ରୋତରେ ସାମିଲ କରିବା ଲକ୍ଷ୍ୟ ନେଇ ସଂଯୋଗୀକରଣ ସେତୁ ନିର୍ମାଣ ଉପରେ ଗୁରୁତ୍ୱାରୋପ କରିଥିଲେ। ଏହି ମର୍ମରେ ବାଲିବିଲ ପଞ୍ଚାୟତ ଢିହସାହି ରାଜସ୍ବ ଗ୍ରାମକୁ ସଂଯୋଗୀକରଣ ନିମନ୍ତେ ୫ା୧୨ା୨୦୧୧ରେ ଦୁଧେଇ ସେତୁର ଶିଳାନ୍ୟାସ...

ଯଥାର୍ଥତା ରିପୋର୍ଟକୁ ନେଇ ଦ୍ୱନ୍ଦ୍ୱ

ଯାଜପୁର ଅଫିସ,୧।୬: ହାୱାଡା-ଚେନ୍ନାଇ ମୁଖ୍ୟ ରେଳଲାଇନରେ ଥିବା ଯାଜପୁର-କେନ୍ଦୁଝର ରୋଡ ଷ୍ଟେଶନର ନାମ ପରିବର୍ତ୍ତନ ପ୍ରସ୍ତାବ ଚୂଡ଼ାନ୍ତ ହୋଇ ପାରିନାହିଁ। ଯାଜପୁର ଜିଲା ପ୍ରଶାସନ ପକ୍ଷରୁ ସବିଶେଷ ଯଥାର୍ଥତା (ଜଷ୍ଟିଫିକେଶନ) ରିପୋର୍ଟ ଦାଖଲ ହୋଇ ପାରି ନ ଥିବାରୁ ଏହି...

ଭୁଶୁଡ଼ିଲା ପଣସୁଆପାଲ ବ୍ରିଜ୍‌

ଯାଜପୁର ଅଫିସ,୩୦ା୫: ଯାଜପୁର ଜିଲା ବରୀ-ବଡ଼ଚଣା ରାସ୍ତାର ରତ୍ନଗିରି ପଞ୍ଚାୟତ ଅନ୍ତର୍ଗତ ପଣସୁଆପାଲ ନିକଟ କେଲୁଅ ଶାଖା ନାଳ ଉପରେ ଥିବା ବ୍ରିଜ୍‌ ରବିବାର ପୂର୍ବାହ୍ନରେ ଭୁଶୁଡ଼ି ପଡ଼ିଛି। ବର୍ଷା ହେଉ ନ ଥିଲେ ମଧ୍ୟ ଯାଜପୁର ଡ୍ରେନେଜ ବିଭାଗ...

ଆର୍‌କେଭିୱାଇ ଲକ୍ଷ୍ୟଭ୍ରଷ୍ଟ

ଯାଜପୁର ଅଫିସ,୩୦ା୫: କୃଷକମାନଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ୨୦୦୭ ମେ ୨୯ରେ ଜାତୀୟ ବିକାଶ ପରିଷଦ(ଏନ୍‌ଡିସି) ବୈଠକରେ ରାଷ୍ଟ୍ରୀୟ କୃଷି ବିକାଶ ଯୋଜନା(ଆର୍‌କେଭିୱାଇ) ପ୍ରଣିତ ହୋଇଥିଲା। ଗୁରୁତ୍ୱପୂର୍ଣ୍ଣ ଫସଲର ଅମଳ ହ୍ରାସ ଦୂର କରିବା ସହ କୃଷକମାନଙ୍କୁ ସର୍ବାଧିକ ଲାଭ...

ଧାନମଣ୍ଡଳ ପଞ୍ଚାୟତରେ ସରିଲା ଭୋଟ ଗ୍ରହଣ

ଚଣ୍ଡିଖୋଲ,୨୭।୫(ଡି.ଏନ୍‌.ଏ.): ଯାଜପୁର ଜିଲା ବଡଚଣା ନିର୍ବାଚନମଣ୍ଡଳୀର ଧାନମଣ୍ଡଳ ପଞ୍ଚାୟତରେ ଶୁକ୍ରବାର ଉପନିର୍ବାଚନ ହୋଇଯାଇଛି। ଶହଶହ ଭୋଟର ମତଦାନ କେନ୍ଦ୍ରକୁ ଆସି ନିଜର ମତାଧିକାର ସାବ୍ୟସ୍ତ କରିଥିଲେ । ଶୁକ୍ରବାର ବିଭିନ୍ନ ପଞ୍ଚାୟତରେ ଉପନିର୍ବାଚନ ଅନୁଷ୍ଠିତ ହୋଇଥିବା ବେଳେ ଧାନମଣ୍ଡଳ ସରପଞ୍ଚ...

ମେଗା ପାଇପ୍‌ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟରେ ଫାଟ

ଯାଜପୁର ଅଫିସ,୨୭ା୫: ରାଜ୍ୟରେ ମେଗା ପାଇପ୍‌ ଜଳ ଯୋଗାଣ (ପିଡବ୍ଲ୍ୟୁଏସ୍‌) ପ୍ରକଳ୍ପ ନିର୍ମାଣରେ ବିଳମ୍ବ ଏବଂ ନିମ୍ନମାନର କାର୍ଯ୍ୟ ହେଉଛି। ଆବଶ୍ୟକ ନିର୍ମାଣ ସାମଗ୍ରୀ ବ୍ୟବହାର ହେଉ ନ ଥିବାବେଳେ ପାଇପ ବିଛା କାର୍ଯ୍ୟରେ ବିଭାଗୀୟ ଯୋଜନା ଅନୁସାରେ ସମ୍ପାଦନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri