ରଗଡି,୧୧।୫(ଡି.ଏନ.ଏ.): ଯାଜପୁର ଜିଲାରେ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ (ଏମ୍ଆଇପି) ଚାଷୀଙ୍କ ବିପଦ ସମୟରେ କାମରେ ଲାଗୁନି। ଜିଲାର କୋରେଇ ବ୍ଲକ ଅନ୍ତର୍ଗତ କେତେକ ଏମ୍ଆଇପିକୁ ଏହାର ଉଦାହରଣ ଭାବେ ନିଆଯାଇପାରେ। କେତେକ ପ୍ରକଳ୍ପରେ ଏଷ୍ଟିମେଟ ଅନୁଯାୟୀ କାମ ନ କରି...
ଯାଜପୁର ଅଫିସ,୧୧ା୫: ରାଜ୍ୟରେ ସଡ଼କ ଦୁର୍ଘଟଣାରେ କୌଣସି ପରିବର୍ତ୍ତନ ହୋଇନାହିଁ। ଏଥିପାଇଁ ସମସ୍ତ ଜିଲାପାଳ, ଏସ୍ପି, ଆର୍ଟିଓ ଏବଂ ଅନ୍ୟ ବିଭାଗୀୟ ଅଧିକାରୀଙ୍କ ମଧ୍ୟରେ ସମନ୍ବୟ ରଖି କାର୍ଯ୍ୟକଲେ ଦୁର୍ଘଟଣା ଓ ମୃତ୍ୟୁ ହ୍ରାସ ପାଇପାରିବ ବୋଲି ମୁଖ୍ୟ ଶାସନ...
ଯାଜପୁର ଅଫିସ,୧୦ା୫:ଶିଳ୍ପ, କାରଖାନାରେ ଭରିଗଲାଣି ଯାଜପୁର ଜିଲାର କଳିଙ୍ଗନଗର ଓ ଜାରକା ଶିଳ୍ପାଞ୍ଚଳ। ଦ୍ରୁତ ଶିଳ୍ପାୟନ ଦ୍ୱାରା ସ୍ଥାନୀୟ ଯୁବତୀଯୁବକଙ୍କୁ ନିଯୁକ୍ତି ମିଳିବ ଏବଂ ବିକାଶ ଧାରା ସୃଷ୍ଟି ହେବ ବୋଲି ଯେଉଁ ଆଶା ରଖାଯାଇଥିଲା ତାହା ସମ୍ଭବ ହେଉନାହିଁ।...
Archives
Model This Week
ପିଲାଙ୍କ ଧରିତ୍ରୀ