ଯାଜପୁର

ବେଆଇନ ମେସ୍କୋ ସାଇଡିଂ ମାମଲା: ଏନ୍‌ଜିଟି ପକ୍ଷରୁ ତଦନ୍ତ ନିର୍ଦ୍ଦେଶ

ଯାଜପୁର ଅଫିସ,୭ା୨: ଯାଜପୁର ଜିଲା କଳିଙ୍ଗନଗର ମେସ୍କୋ ଷ୍ଟିଲ କାରଖାନା ପରିସରସ୍ଥ ମେସ୍କୋ ଷ୍ଟିଲର ବେଆଇନ ରେଲୱେ ସାଇଡିଂ ଅଭିଯୋଗ ସଂକ୍ରାନ୍ତରେ ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍‌ଜିଟି) ପକ୍ଷରୁ ଗତ ୩ ତାରିଖରେ ଏକ ଗୁରୁତ୍ୱପୂର୍ଣ୍ଣ ଶୁଣାଣି ହୋଇଛି। ରାଜ୍ୟ ପ୍ରଦୂଷଣ...

ନିର୍ଣ୍ଣାୟକ ହେବେ ଅଘୋଷିତ ମେଣ୍ଟ

ଯାଜପୁର ଅଫିସ,୭ା୨: ଆଉ ମାତ୍ର ୯ ଦିନ ପରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ନାମାଙ୍କନ ଦାଖଲ ପୂର୍ବରୁ ଲୋକଙ୍କ ମୁହଁରେ କେବଳ ବିଜେଡିର ସ୍ବର ଶୁଭୁଥିଲା। କିନ୍ତୁ ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥତ୍ପତ୍ର ଯାଞ୍ଚ ପରେ...

ଦିଗାମ୍ବରପୁର ଛକରେ ବେଆଇନ ଚିପ୍ସ, ମୋରମ ୟାର୍ଡ

କଳିଙ୍ଗନଗର,୬ା୨(ଡି.ଏନ.ଏ.): ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ଶାସନ ନିକଟ ଦିଗାମ୍ବରପୁର ଛକଠାରେ ପ୍ରାୟ ୧୦ ଏକର ଜମିରେ ବିପୁଳ ପରିମାଣର ଚିପ୍ସ ଓ ମୋରମ ପାହାଡ଼ ଭଳି ଗଦା ହୋଇଛି। ତେବେ ଏଠାରୁ ନକଲି ଟ୍ରାନ୍‌ଜିଟ ପାସ୍‌ (ଟିପି) ଦ୍ୱାରା...

ଜମି ହରାଇବା ଆଶଙ୍କାରେ ଚାଷୀ

କଳିଙ୍ଗନଗର,୫ା୨(ଡି.ଏନ.ଏ.): ଐତିହ୍ୟ ବ୍ୟାସସରୋବର ମନ୍ଦିର ସୌନ୍ଦର୍ଯ୍ୟକରଣ ନିମନ୍ତେ ପ୍ରକିୟା ଆରମ୍ଭ ହୋଇଛି। ଏଥିଲାଗି ୨୯୪ ଏକର ଜମିର ଆବଶ୍ୟକତା ରହିଛି। ରାଜ୍ୟ ସରକାର ଜିଲା ଖଣିଜ ନ୍ୟାସ ପାଣ୍ଠିରୁ ୬୪ କୋଟି ଟଙ୍କା ମଞ୍ଜୁର ମଧ୍ୟ କରିଛନ୍ତି। ତେବେ ଏହାକୁ...

୩ ଶିକ୍ଷକରେ ୧୦ ଶ୍ରେଣୀ

ଯାଜପୁର ଅଫିସ,୫ା୨: ଯାଜପୁର ଜିଲା ବ୍ୟାସନଗରରେ କେନ୍ଦ୍ର ସରକାରଙ୍କ ଦ୍ୱାରା ପରିଚାଳିତ କେନ୍ଦ୍ରୀୟ ବିଦ୍ୟାଳୟରେ ଭିତ୍ତିଭୂମି ସାଙ୍ଗକୁ ଶିକ୍ଷକ ଅଭାବ ପ୍ରାଥମିକ ଓ ଉଚ୍ଚପ୍ରାଥମିକ ଶିକ୍ଷାକୁ ରସାତଳଗାମୀ କରିଛି। ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ୪୯୩ ଛାତ୍ରୀଛାତ୍ରଙ୍କ ପାଇଁ ଏବେ...

ବଦଳୁଛି ୩ ଦଶନ୍ଧିର ସ୍ଥିତି

ଯାଜପୁର ଅଫିସ,୫ା୨: ଯାଜପୁର ଜିଲାର ଖଣି ଓ ଶିଳ୍ପ ସମୃଦ୍ଧ ସୁକିନ୍ଦା ନିର୍ବାଚନମଣ୍ଡଳୀରେ ୩ ଦଶନ୍ଧିର ରାଜନୈତିକ ରୂପରେଖ କ୍ରମଶଃ ବଦଳୁ ଥିବା ସ୍ପଷ୍ଟ ହୋଇଛି। ୨୦୧୭ ପଞ୍ଚାୟତ ଓ ୨୦୧୯ ସାଧାରଣ ନିର୍ବାଚନରେ ଭୋଟରଙ୍କ ମତଦାନ ହାରକୁ ଅବଲୋକନ...

ଖଣି କାର୍ଯ୍ୟାଳୟରେ ପୁରୁଣା ଫାଇଲ ପୋଡ଼ି

ଯାଜପୁର ଅଫିସ/ କଳିଙ୍ଗନଗର(ଡି.ଏନ.ଏ.),୫ା୨: ଯାଜପୁରରୋଡ୍‌ର ଧବଳଗିରିସ୍ଥିତ ଖଣି ଉପନିର୍ଦ୍ଦେଶାଳୟ(ଡିଡିଏମ୍‌) କାର୍ଯ୍ୟାଳୟର ପଛପଟେ ର ଶତାଧିକ ସରକାରୀ ଫାଇଲ ପୋଡ଼ି ଦିଆଯାଇଥିବା ଅଭିଯୋଗ ହୋଇଛି। ଏହି ଫାଇଲ ପୋଡ଼ା କାର୍ଯ୍ୟ ପ୍ରାୟ ୨ ଘଣ୍ଟା ଧରି ଚାଲିଥିଲା। ଜଣେ ଅଧିକାରୀ ୨...

ହାତ ଟେକିଦେଲା ଭାଜପା

ଯାଜପୁର ଅଫିସ,୪ା୨: ଯାଜପୁର ସଦର ବ୍ଲକ୍‌ ୨୯ ନମ୍ବର ଜୋନ୍‌ରେ ଭାଜପା ପ୍ରାର୍ଥୀ ଭାସ୍କର ଜେନା ନିଜର ଅସୁସ୍ଥତା ଦର୍ଶାଇ ନିର୍ବାଚନରୁ ଓହରିଯିବା ପରେ ସେଠାରେ ବିଜେଡି ଓ କଂଗ୍ରେସ ପ୍ରାର୍ଥୀଙ୍କ ମଧ୍ୟରେ ଲଢ଼େଇ ହେବ ବୋଲି ସ୍ପଷ୍ଟ ହୋଇଛି...

ଖର୍ଚ୍ଚ ହେଉଛି, ମିଳୁନି ପାଣି

ଯାଜପୁର ଅଫିସ,୪ା୨: ରାଜ୍ୟର ଖଣି ପ୍ରଭାବିତ ୬ ଜିଲାରେ ଓଏମ୍‌ବିଏଡିସିି (ଓଡ଼ିଶା ମିନେରାଲ ବିଅରିଂ ଏରିଆ ଡେଭଲପମେଣ୍ଟ କର୍ପୋରେଶନ) ପାଣ୍ଠିରେ ୨୦ଟି ମେଗା ପାଇପ୍‌ ଜଳଯୋଗାଣ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି। ଏଥିରେ ୪୪୨୩.୩୭ କୋଟି ଟଙ୍କା ମଞ୍ଜୁର ହୋଇଥିବାବେଳେ ଗତ...

ନିୟନ୍ତ୍ରଣ ବାହାରେ ଓଭର ଲୋଡିଂ ବାଲି ପରିବହନ

ଜେନାପୁର,୩ା୨(ଡି.ଏନ୍‌.ଏ.): ଧର୍ମଶାଳା ତହସିଲ ଅଞ୍ଚଳରେ ବେଆଇନ ଭାବେ ଓଭର ଲୋଡିଂ ବାଲି ପରିବହନ ହେଉଛି। ହେଲେ ଏହାକୁ ପ୍ରଶାସନିକ ଅଧିକାରୀ ନିୟନ୍ତ୍ରଣ କରିପାରୁନାହାନ୍ତି ବୋଲି ଅଭିଯୋଗ ହୋଇଛି। ବିଭିନ୍ନ ବାଲିଘାଟରୁ ନିର୍ଦ୍ଧାରିତ ପରିମାଣଠାରୁ ଅଧିକ ପରିମାଣର ବାଲି ଡମ୍ପର, ହାଇଓ୍ବାରେ...

ନିର୍ବାଚନ ମଇଦାନରେ ଧର୍ମଶାଳା ବିଧାୟକଙ୍କ ଭାଇ

ଧର୍ମଶାଳା,୩ା୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବହୁ ନେତାଙ୍କ ସମ୍ପର୍କୀୟ ରାଜନୀତି ମଇଦାନକୁ ଓହ୍ଲାଇଛନ୍ତି। ଏହିକ୍ରମରେ ଧର୍ମଶାଳା ବିଧାୟକ ପ୍ରଣବ କୁମାର ବଳବନ୍ତରାୟଙ୍କ ସାନଭାଇ ପ୍ରଭାତ କୁମାର ବଳବନ୍ତରାୟ ଚଳିତ ନିର୍ବାଚନ ରଣାଙ୍ଗନରେ ଅବତୀର୍ଣ୍ଣ ହୋଇଛନ୍ତି। ସେ ଗତ ପଞ୍ଚାୟତ ନିର୍ବାଚନରେ...

ନୀଳାଚଳ ଇସ୍ପାତ୍‌ ଘରୋଇକରଣ ପ୍ରସଙ୍ଗ: ଦ୍ୱନ୍ଦ୍ୱରେ ଠିକା ଶ୍ରମିକ, କର୍ମଚାରୀ

ଯାଜପୁର ଅଫିସ/ କଳିଙ୍ଗନଗର(ଡି.ଏନ.ଏ.),୩ା୨: ଯାଜପୁର ଜିଲା କଳିଙ୍ଗନଗରସ୍ଥିତ ନୀଳାଚଳ ଇସ୍ପାତ୍‌ ନିଗମ ଲିଃ (ଏନ୍‌ଆଇଏନ୍‌ଏଲ୍‌)କୁ କିଣିବା ପାଇଁ ଟାଟା ଷ୍ଟିଲ ଲଙ୍ଗ ପ୍ରଡକ୍ଟ (ଟିଏସ୍‌ଏଲ୍‌ପି) ସର୍ବୋଚ୍ଚ ବିଡର ଭାବେ ବିବେଚିତ ହୋଇଛି। ଏହାପରେ ନୀଳାଚଳ ଇସ୍ପାତ୍‌ କାରଖାନାରେ କାର୍ଯ୍ୟରତ ଅଧିକାରୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri