ଯାଜପୁର

ଅଧିକାରୀଙ୍କ ସୁରକ୍ଷାରେ ନକଲି ଶିକ୍ଷକ

ଯାଜପୁର ଅଫିସ,୪।୧: ନକଲି ପ୍ରମାଣପତ୍ର ଦେଇ ଚାକିରି କରୁଥିବା ଶିକ୍ଷକଙ୍କୁ ବହିଷ୍କାର କରି ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ହୋଇଛି। ଏପରି କି ତଦନ୍ତରେ ଶିଥିଳତା, କାର୍ଯ୍ୟରେ ଅବହେଳା, ଉପଯୁକ୍ତ ତଦନ୍ତ...

ଡିଏମ୍‌ଏଫ୍‌ ପାଣ୍ଠି ଆଦାୟରେ ଅନିୟମିତତା

ଯାଜପୁର ଅଫିସ,୩ା୧: ଖଣି ନିଲାମ ପରେ ଭାଟ୍‌ ଆଦାୟ ବୃଦ୍ଧି ପାଇଛି। ୨୦୧୮-୧୯ରେ ୭୨୯୭.୬୮ କୋଟି, ୨୦୧୯-୨୦ରେ ୭୪୫୭.୫୮ କୋଟି ଏବଂ ୨୦୨୦-୨୧ ଅକ୍ଟୋବର ପର୍ଯ୍ୟନ୍ତ ୭,୭୫୭.୭୦ କୋଟି ଟଙ୍କା ଆଦାୟ ହୋଇଥିବା ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଗତ ବିଧାନସଭାର...

ଚାଲି ପାରିଲାନି ଯାତ୍ରୀବାହୀ ଟ୍ରେନ୍‌

ଚଣ୍ଡିଖୋଲ,(ଡି.ଏନ୍‌.ଏ.)/ ଭୁବନେଶ୍ୱର, (ବ୍ୟୁରୋ) ୩ା୧: ହରିଦାସପୁର-ପାରାଦୀପ ରେଳପଥ ନିର୍ମାଣ କାର୍ଯ୍ୟ ୨୦୨୦ ମାର୍ଚ୍ଚରୁ ଶେଷ କରାଯାଇ ପୂର୍ବତଟ ରେଳପଥକୁ ହସ୍ତାନ୍ତର କରାଯାଇଛି। ଏହାପରେ ବିଭାଗ ପକ୍ଷରୁ ଟ୍ରାକ୍‌ ଯାଞ୍ଚ କରାଯାଇ ୨୦୨୦ ଜୁଲାଇ ୩୦ରୁ ଏହି ରେଳପଥରେ ରେଳଯାତ୍ରା ଆରମ୍ଭ...

ଶାଗମାଛ ଦରରେ ଜମି କିଣିବାକୁ ମସୁଧା

ଯାଜପୁର ଅଫିସ,୩ା୧: ଯାଜପୁର ଜିଲା ଦେଇ ପ୍ରବାହିତ ବୈତରଣୀ ନଦୀର ବାମ ଓ ଡାହାଣ ପାର୍ଶ୍ୱ ସପ୍ତମାତୃକା ମନ୍ଦିର ନିକଟରେ ୨ଟି ଆନିକଟ (ବ୍ୟାରେଜ) ନିର୍ମାଣାଧୀନ ରହିଛି। ଏଥିପାଇଁ ୨୩୬.୬୩ କୋଟି ଟଙ୍କାର ପ୍ରଶାସନିକ ମଞ୍ଜୁରୀ ମିଳିସାରିଛି। ରାଜ୍ୟ ଜଳ...

ଭଡ଼ାଘରୁ ୧୩ ଲକ୍ଷ ଟଙ୍କାର ଜାଲ୍‌ ନୋଟ ଜବତ: ଜଣେ ଗିରଫ

ଯାଜପୁର ଅଫିସ,୨।୧: ଯାଜପୁର ସନ୍ଥ ମହାଦେବ ନିକଟ ଏକ ଭଡ଼ା ଘରୁ ୧୩ ଲକ୍ଷ ଟଙ୍କାର ଜାଲ ନୋଟ ଜବତ ହୋଇଛି। ଜବତ ଟଙ୍କା ମଧ୍ୟରେ ଏକାଧିକ ୨ ଶହ ଟଙ୍କିଆ ନୋଟ ଓ ଶହେ ଟଙ୍କିଆ ଜାଲ ନୋଟ...

ଦେଶପ୍ରେମରେ ଉଦ୍‌ବୁଦ୍ଧ ହେବେ ଛାତ୍ରୀଛାତ୍ର

ଚଣ୍ଡିଖୋଲ,୨ା୧(ଡି.ଏନ.ଏ.): ୧୯୭୧ ଭାରତ-ପାକିସ୍ତାନ ଯୁଦ୍ଧ ବେଳେ ବ୍ୟବହୃତ ହୋଇଥିବା ଏକ ରୁଷ୍‌ ନିର୍ମିତ ଯୁଦ୍ଧ ଟ୍ୟାଙ୍କ ଶନିବାର ଚଣ୍ଡିଖୋଲସ୍ଥିତ ବାବା ଭୈରବାନନ୍ଦ ସ୍ବୟଂଶାସିତ ମହାବିଦ୍ୟାଳୟରେ ପହଞ୍ଚିଛି। ଛାତ୍ରୀଛାତ୍ରଙ୍କୁ ଦେଶ ପ୍ରେମରେ ଉଦ୍‌ବୁଦ୍ଧ ହେବା ପାଇଁ ଏହି ଟ୍ୟାଙ୍କ ପ୍ରଦର୍ଶନୀ କରାଯିବ...

ପାନୀୟ ଜଳ ଯୋଗାଣ ଅବ୍ୟବସ୍ଥା ନେଇ ଅସନ୍ତୋଷ

କଳିଙ୍ଗନଗର,୧ା୧(ଡି.ଏନ.ଏ.): ଦାନଗଦି ପଞ୍ଚାୟତ ସମିତିର ୧୦ମ ଅଧିବେଶନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ସମିତି ଅଧ୍ୟକ୍ଷା ଲୋପାମୁଦ୍ରା ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିଭିନ୍ନ ବିଭାଗରେ ଦେଖା ଦେଇଥିବା ଅବ୍ୟବସ୍ଥାକୁ ନେଇ ପଞ୍ଚାୟତ ଜନପ୍ରତିନିଧି ଅସନ୍ତୋଷ ପ୍ରକାଶ କରିଥିଲେ। ଗ୍ରାମ୍ୟ ପାନୀୟ...

ଶିଳ୍ପ ସମୃଦ୍ଧ ଜିଲାରେ ବେକାରଙ୍କ ସଂଖ୍ୟା ବଢୁଛି

ଯାଜପୁର ଅଫିସ/କଳିଙ୍ଗନଗର (ଡି.ଏନ୍‌.ଏ.),୩୦।୧୨: ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିତ୍କରଣ ଓ ଯାଜପୁର ଜିଲା ପ୍ରଶାସନ ମିଳିତ ଆନୁକୂଲ୍ୟରେ ବ୍ୟାସନଗର ସ୍ବୟଂଶାସିତ କଲେଜ ପରିସରରେ ଏକ କ୍ଷୁଦ୍ର ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଯାଇଛି। ତେବେ ଏଠାରୁ କଳିଙ୍ଗନଗର ଶିଳ୍ପାଞ୍ଚଳର ଦୂରତା ମାତ୍ର...

ରାସ୍ତା ନିର୍ମାଣ ତ୍ରୁଟି ବିରୋଧରେ ଆନ୍ଦୋଳନ

ରସୁଲପୁର,୨୯ା୧୨(ଡି.ଏନ.ଏ.): ଧର୍ମଶାଳା ଥାନା ଅଧୀନ ୧୬ ନଂ. ଜାତୀୟ ରାଜପଥର ବାରବାଟୀ ପଞ୍ଚାୟତ ଦୁର୍ଗାଦେବୀ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏଥିରେ ଚାଳକ କୁଆଖିଆ ଥାନା ପ୍ରଥମାଖଣ୍ଡ ଗ୍ରାମର ମଧୁସୂଦନ ସାହୁଙ୍କ ପୁଅ ଅଶୋକ (୨୮)ଗୁରୁତର ହୋଇଥିଲେ।...

ଟ୍ରାଫିକ୍‌ ପୋଲିସର ବଟି ଆଦାୟ ଭିଡିଓ ଭାଇରାଲ

ଯାଜପୁର ଅଫିସ,୨୯ା୧୨: ଚଣ୍ଡିଖୋଲ ଟ୍ରାଫିକ ଥାନା ଅଧିକାରୀ ହୃଦାନନ୍ଦ ବେହେରାଙ୍କ ବ୍ୟକ୍ତିଗତ ହାଜରରୁ ରିହାତି ଦେବା ତାଙ୍କ ଆବେଦନ ଶୁଣାଣିକୁ ଜାନୁୟାରୀ ୩ ତାରିଖକୁ ଜେଏମ୍‌ଏଫ୍‌ସି ସୌମ୍ୟରଞ୍ଜନ ପୃଷ୍ଟି ଧାର୍ଯ୍ୟ କରିଛନ୍ତି। ଅନ୍ୟପକ୍ଷେ ଚଣ୍ଡିଖୋଲ ଟ୍ରାଫିକ ଥାନାରେ କାର୍ଯ୍ୟରତ ଜଣେ...

ନିଯୁକ୍ତିମେଳାକୁ ଖଣି, ଶିଳ୍ପସଂସ୍ଥାର ଅଣଦେଖା

ଯାଜପୁର ଅଫିସ,୨୮।୧୨: ଜିଲା ପ୍ରଶାସନ ପକ୍ଷରୁ ଶିଳ୍ପ ସମୃଦ୍ଧ ଯାଜପୁର ଜିଲାରେ ପ୍ରାୟ ୪ ବର୍ଷ ପରେ ସୋମବାର ବରୁହାଁ ସରକାରୀ ଶିଳ୍ପ ତାଲିମ କେନ୍ଦ୍ର ପରିସରରେ ଏକ ନିଯୁକ୍ତିମେଳା ଆୟୋଜିତ ହୋଇଛି। ବିଡମ୍ବନା ଯେ, ଏହି ନିଯୁକ୍ତି ମେଳାରେ...

ଖଣ୍ଡୋଲାଇଟ୍‌ ପଥର ଖଣି ଖନନକୁ ବିରୋଧ

ଚଣ୍ଡିଖୋଲ,୨୭ା୧୨(ଡି.ଏନ.ଏ.): ଅବଢ଼ା ଯୋଜନାରେ ପୁରୀକୁ ବିଶ୍ୱ ଐତିହ୍ୟ ସହରରେ ପରିଣତ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏଥିଲାଗି ଯାଜପୁର ଜିଲାର ଶୁଖୁଆପଡ଼ା, କେଶରାଇପୁର, ଚଣ୍ଡିଆ ଓ ତେଲିଗଡ଼ ପାହାଡ଼ରୁ ଖଣ୍ଡୋଲାଇଟ୍‌ ପଥର ଖନନ କରାଯିବ। ଏହାକୁ ଓଡ଼ିଶା ଖଣିନିଗମ ଉତ୍ତୋଳନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri