ଯାଜପୁର

ଦାଦନ ଖଟୁଛନ୍ତି ନଗଡ଼ା ଶିଶୁ

ଯାଜପୁର/କାଳିଆପାଣି (ହର୍ଷବର୍ଦ୍ଧନ ବେହେରା/ଅସିତ ମହାନ୍ତ),୭ା୫:ଯାଜପୁର ଜିଲା ସୁକିନ୍ଦା ବ୍ଲକ ଚିଙ୍ଗୁଡିପାଳ ପଞ୍ଚାୟତ ନଗଡ଼ା ଗ୍ରାମରେ ୨୦୧୬ରେ ଅପପୃଷ୍ଟିରୁ ଶିଶୁ ମୃତ୍ୟୁ ଘଟଣା ଅନ୍ତର୍ଜାତୀୟ ଖବର ପାଲଟିଥିଲା। ଏହାପରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏକାଧିକ ଯୋଜନା ନଗଡ଼ାରେ କରାଯାଇଥିଲା। ପ୍ରାୟ ୨୩...

ବିନା କାଗଜପତ୍ରରେ ଚାଲିଛି ଏକାଧିକ ଖାଦାନ

କୋରେଇ,୬।୫( ଚନ୍ଦ୍ରକାନ୍ତ ପତି): ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ ବୈତରଣୀ ନଦୀର ବିଭିନ୍ନ ବାଲି ଖାଦାନରୁ ଦୀର୍ଘ ଦିନ ହେବ ବ୍ୟବସାୟୀମାନେ ବିପୁଳ ମାତ୍ରାରେ ବାଲି ଉତ୍ତୋଳନ କରି ଚୋରା ଚାଲାଣ କରୁଥିବା ଅଭିଯୋଗ ହୋଇଛି ା ରାଜସ୍ବ...

ଅସହ୍ୟ ଗୁୁଳୁଗୁଳି ସାଙ୍ଗକୁ ଅଘୋଷିତ ବିଦ୍ୟୁତ୍‌ କାଟ

କାଏମା,୫ା୫(ଶିବପ୍ରସାଦ ମହାନ୍ତି): ଦିନକୁ ଦିନ ଅଘୋଷିତ ବିଦ୍ୟୁତ୍‌ କାଟ ଗ୍ରୀଷ୍ମ ପ୍ରବାହ ବେଳେ କଷ୍ଟଦାୟକ ହୋଇଛି ା ଯାଜପୁର ଜିଲା ଧର୍ମଶାଳା ଅଞ୍ଚଳରେ ଏପରି ସମସ୍ୟା ଚିନ୍ତାର କାରଣ ପାଲଟିଛି। ଦିନ ହେଉ କି ରାତି ବିଦ୍ୟୁତ୍‌ କାଟ୍‌ ଲୋକମାନଙ୍କୁ...

ଯାଜପୁର ରୋଡ୍‌ରେ ଟ୍ରାଫିକ୍‌ ବ୍ୟବସ୍ଥା ବିପର୍ଯ୍ୟସ୍ତ

ଯାଜପୁରରୋଡ଼,୬।୫(ପବିତ୍ର ରଞ୍ଜନ ମହାନ୍ତି): କ୍ରମବର୍ଦ୍ଧିଷ୍ଣୁ ଯାଜପୁରରୋଡ଼ ସହରର ଅଭିବୃଦ୍ଧି ଦିନକୁ ଦିନ ଘଟୁଛି। ଏଥିଯୋଗୁ ସହରର ଟ୍ରାଫିକ ବ୍ୟବସ୍ଥା ମୁଖ୍ୟ ସମସ୍ୟା ଭାବେ ଉଭା ହୋଇଛି। ଏହି ସହର କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖ୍ୟ ଦ୍ୱାର ହୋଇଥିବାରୁ ଯାନବାହାନ ସଂଖ୍ୟା ଆଶାତୀତ...

ବରୀରେ ଦେବାଶିଷ ନାୟକ ହେଲେ କଂଗ୍ରେସ ପ୍ରାର୍ଥୀ

ଭୁବନେଶ୍ୱର, ୫।୫: ରବିବାର ପାଞ୍ଚ ବିଧାନସଭା ଆସନରେ ପ୍ରାର୍ଥୀ ବଦଳିଛି କଂଗ୍ରେସ। ବରୀରେ ଆରତୀ ଦେଓଙ୍କ ସ୍ଥାନରେ ଦେବାଶିଷ ନାୟକଙ୍କୁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ଦଳରେ ଯୋଗ ଦେବାର ଗୋଟିଏ ଦିନ ପରେ କଂଗ୍ରେସ ତାଙ୍କୁ ପ୍ରାର୍ଥୀ ଘୋଷଣା...

ଘରେ ମରାମତି କରୁଥିବା ବେଳେ ଅଘଟଣ: ପୁଅଙ୍କୁ ବିଦ୍ୟୁତ୍‌ ଆଘାତରୁ ବଞ୍ଚାଇବାକୁ ଯାଇ ବାପା ମୃତ, ମା’ ଗୁରୁତର

ଯାଜପୁର,୫।୫(ହର୍ଷବର୍ଦ୍ଧନ ବେହେରା): ଯାଜପୁର ରୋଡ଼ ଥାନା ବେଙ୍ଗପାଟିଆ ଗ୍ରାମରେ ରବିବାର ଅଘଟଣ ଘଟିଛି। ବିଦ୍ୟୁତ୍‌ ଆଘାତରେ ବାପ ଓ ପୁଅଙ୍କ ମୃତ୍ୟୁ ହୋଇଥିବା ବେଳେ ମା’ ଗୁରୁତର ହୋଇଛନ୍ତି। ମୃତକ ହେଲେ ଗ୍ରାମର ଗଣେଶ ମଣ୍ଡଳ ଓ ଆସୁ ମଣ୍ଡଳ।...

ଦୁର୍ଦ୍ଦିନରେ ଠିକା ଶ୍ରମିକ, କର୍ମଚାରୀ

ଯାଜପୁର,୫ା୫(ହର୍ଷବର୍ଦ୍ଧନ ବେହେରା)ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ଜିନ୍ଦଲ ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ (ଜେଏସ୍‌ଏଲ୍‌)ରେ ନିୟୋଜିତ ଏକ ଅଣଓଡ଼ିଆ ଠିକାସଂସ୍ଥା ଜିଏମ୍‌ ଏଣ୍ଟରପ୍ରାଇଜର୍ସ ୪୬ ଜଣ ଗରିବ ଶ୍ରମିକଙ୍କୁ ଦରମା ନ ଦେଇ ମାନସିକ ନିର୍ଯାତନା ଦେଉଥିବା ଅଭିଯୋଗ ହୋଇଛି। ହେଲେ ଶ୍ରମ...

ଧର୍ମଶାଳା, ବରୀରେ ସ୍ବାଧୀନ ପ୍ରାର୍ଥୀଙ୍କ ଉପରେ ନଜର

ରସୁଲପୁର,୪ା୫(ରଂଜିତ ରାଉତ):  ଯାଜପୁର ସଂସଦୀୟ କ୍ଷେତ୍ର(ସଂ) ଅଧୀନ ବରୀ ଓ ଧର୍ମଶାଳା ବିଧାନସଭା ନିବର୍ର୍ାଚନମଣ୍ଡଳୀରେ ସ୍ବାଧୀନ ପ୍ରାର୍ଥୀଙ୍କ ଉପରେ ସମସ୍ତଙ୍କ ନଜର ରହିଥିବା ଚର୍ଚ୍ଚା ହେଉଛିି। ୨ ଆସନ ମଧ୍ୟରୁ ବରୀର ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ ଏବଂ ଧର୍ମଶାଳାର...

ସ୍ବାମୀଙ୍କ ପାଇଁ ପ୍ରଚାର କଲେ ସ୍ତ୍ରୀ

ଭୁବନେଶ୍ୱର,୩।୫: ଅଭିନେତା ଆକାଶ ଦାସ ନାୟକଙ୍କ ପ୍ରଚାର ପାଇଁ ମଇଦାନକୁ ଓହ୍ଲାଲେ ସ୍ତ୍ରୀ। ଭାଜପା ବିଧାୟକ ପ୍ରାର୍ଥୀ ଆକାଶଙ୍କ ପାଇଁ ଘରକୁ ଘର ବୁଲି ଭୋଟ ଭିକ୍ଷା କରୁଛନ୍ତି ସ୍ତ୍ରୀ ଶୁଭ୍ରଜ୍ୟୋତି ଦାସ ନାୟକ। ଆଜି ସେ ନିଜର ସହକର୍ମୀଙ୍କୁ...

ପ୍ରାର୍ଥୀ ବଦଳ ପରମ୍ପରା ବଜାୟ ରହିଲା

ଯାଜପୁର/ରସୁଲପୁର(ହର୍ଷବର୍ଦ୍ଧନ ବେହେରା/ରଞ୍ଜିତ ରାଉତ),୩ା୫:ଯାଜପୁର ଜିଲା କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ବଦଳ ପରମ୍ପରାକୁ ବଜାୟ ରଖିଛନ୍ତି। ଏହାବାଦ ଗୁରୁବାର ଏହି ଆସନ ପାଇଁ ବିଜେଡିରୁ ସନ୍ଧ୍ୟାରାଣୀ ଦାସ ତଥା ବିଜେଡିର ସାଂଗଠନିକ ସାଧାରଣ ସମ୍ପାଦକ ପ୍ରଣବପ୍ରକାଶ...

ପ୍ରାକୃତିକ ବିପର୍ଯ୍ୟୟ କ୍ଷତି ଆଶଙ୍କାରେ ଜିଲାବାସୀ

କେନ୍ଦ୍ରାପଡ଼ା,୩ା୫(ଜଗନ୍ନାଥ ଧଳ): ସମୁଦ୍ର ତଟବର୍ତ୍ତୀ କେନ୍ଦ୍ରାପଡ଼ା ଜିଲା ପ୍ରାକୃତିକ ବିପର୍ଯ୍ୟୟପ୍ରବଣ ବୋଲି ରାଜ୍ୟ ଓ କେନ୍ଦ୍ର ସରକାର ଚିହ୍ନଟ କରିଛନ୍ତି। ଜିଲାକୁ ବନ୍ୟା, ବାତ୍ୟା ସହ ସୁନାମି ଆଶଙ୍କା ଅଛି। ଏପରିକି ସୁନାମି ପାଇଁ ଏହି ଜିଲାର ୬୪ ଗ୍ରାମ...

୨ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ଫେଲ୍‌

ଝୁମ୍ପୁରୀ,୩ା୫(ସରୋଜ ନାୟକ): ଦଶରଥପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ମଙ୍ଗଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ଫେଲ୍‌ ମାରିଥିବା ଜଣାପଡ଼ିଛି। ଏହି ଦୁଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା କେମିତି ଅଛି ତାହାର ଏକ ସରଜମିନ ତଦନ୍ତ କରିବାକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri